Home

ଇସ୍ତଫା ଦେବା ପରେ ରିଲାକ୍ସ ମୁଡ୍‌ରେ ରାହୁଲ: ଦେଖିଲେ ଫିଲ୍ମ ‘ଆର୍ଟିକଲ-୧୫’

ନୂଆଦିଲ୍ଲୀ,୫।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ରାହୁଲ ଗାନ୍ଧୀ ଏବେ ଚର୍ଚ୍ଚାରେ ରହିଛନ୍ତି। ଇସ୍ତଫାକୁ ନେଇ ଲାଗିରହିଥିବା ବିବାଦରୁ ନିଜକୁ ଦୂରେଇ ରଖିବା ପାଇଁ ରାହୁଲ ପହଞ୍ଚିଥିଲେ ସିନେମାହଲରେ। ନିକଟରେ ସେ ଦିଲ୍ଲୀରେ ଥିବା ଏକ ମଲ୍ଟିପ୍ଲେକ୍ସରେ ପହଞ୍ଚି…

ରାଜୀବ ଗାନ୍ଧୀ ହତ୍ୟା ମାମଲା: ନଳିନୀଙ୍କୁ ମିଳିଲା ୩୦ ଦିନର ପାରୋଲ

ଚେନ୍ନାଇ,୫।୭: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲଦଣ୍ଡ ଭୋଗୁଥିବା ନଳିନୀ ଶ୍ରୀହରନଙ୍କୁ ମାଡ୍ରାସ ହାଇକୋର୍ଟ ୩୦ ଦିନର ପାରୋଲ ଦେଇଛନ୍ତି। ଲଣ୍ଡନରେ ଥିବା ତାଙ୍କ ଝିଅ ବାହାଘର ପାଇଁ ନଳିନୀ ୬ମାସର ପାରୋଲ…

ବାଇକ୍‌ ବାହାର କରୁଥିବାବେଳେ ବ୍ୟକ୍ତିଙ୍କ ଜୀବନଗଲା

ବରଗଡ଼ ଅଫିସ୍‌,୫।୭: ସୋନପୁର ଜିଲା ଡୁଙ୍ଗୁରିପାଲି ଥାନା ସାଲେପାଲି ଗ୍ରାମର ଜଣେ ବ୍ୟକ୍ତି ବାହାରକୁ ଯିବା ପାଇଁ ଘରୁ ବାଇକ୍‌ ବାହାର କରୁଥିବାବେଳେ ଆକସ୍ମିକ ଭାବେ ଚଟାଣରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବିପିନ ଷଣ୍ଢ(୩୦) । ସୂଚନା…

ସଙ୍କଟରେ ୩ ବିଶ୍ୱ ରେକର୍ଡ

ଲିଡ୍ସ,୫।୭- ଏଠାରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମାଙ୍କ ନିକଟରେ ୩ ବିଶ୍ୱ ରେକର୍ଡ ଅଧିକାରୀ ହେବାର ସୁଯୋଗ ରହିଛି। ରୋହିତ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ୯୦.୬୬ ଆଭରେଜରେ ୪ ଶତକ ସହ…

ସୀତାରାମନ୍‌ଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୫।୭: ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ରେ ୪୯ ବର୍ଷ ପରେ ମହିଳା ଅର୍ଥମନ୍ତ୍ରୀ ଭାବେ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ଗରିବ, ଦଳିତ, କୃଷକ, ଯୁବବର୍ଗ ଓ ମହିଳାଙ୍କୁ ପ୍ରାଧାନ୍ୟ ଦିଆଯାଇଥିବାରୁ ଏହା ଏକ…

ଦିଲ୍ଲୀର ଡିଜିଏଚ୍‌ଏସ୍‌ କୋଠାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୫।୭: ଦିଲ୍ଲୀର କାରକାରଦୁମା ଅଞ୍ଚଳରେ ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ହେଲ୍‌ଥ ସର୍ଭିସ (ଡିଜିଏଚ୍‌ଏସ୍‌) କାର୍ଯ୍ୟାଳୟ ଥିବା ସୁଉଚ୍ଚ ଅଟାଳିକାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୨୨ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି।…

ଖୁବ୍‌ଶୀଘ୍ର ଉବଲବ୍ଧ ହେବ ୧, ୨, ୫, ୧୦,୨୦ ଟଙ୍କିଆ ମୁଦ୍ରା: ସୀତାରାମନ୍‌

ନୂଆଦିଲ୍ଲୀ,୫।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଥିବା ବେଳେ ସାଧାରଣ ଜନତାଙ୍କ ପାଇଁ ଖୁବ୍‌ଶୀଘ୍ର ୧, ୨, ୫, ୧୦ ଓ ୨୦ ଟଙ୍କିଆ ମୁଦ୍ରା ଉପଲବ୍ଧ ହେବ ବୋଲି ସୂଚନା ଦେଇଛନ୍ତି। ଦୃଷ୍ଟିହୀନ ବ୍ୟକ୍ତି ଏହାକୁ…

ବଜେଟରେ ମହିଳାଙ୍କୁ ପ୍ରାଧାନ୍ୟ: ଏସଏଚଜି ମହିଳାଙ୍କୁ ୧ ଲକ୍ଷ ଟଙ୍କା ଯାଏ ଋଣ ବ୍ୟବସ୍ଥା

ନୂଆଦିଲ୍ଲୀ, ୫।୭:: ଶୁକ୍ରବାର ସଂସଦରେ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥର ବଜେଟରେ ମହିଳାଙ୍କୁ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି, ନାରୀ ନୁହେଁ ତୁ ନାରାୟଣୀ ଆମ ମନ୍ତ୍ର, ମହିଳାଙ୍କ ପ୍ରଗତିରେ ଦେଶର ପ୍ରଗତି…

ବଢିବ ସୁନା ଦର

ନୂଆଦିଲ୍ଲୀ,୫।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ଉପସ୍ଥାପନ କରିଥିବା ପୂର୍ଣ୍ଣାଙ୍ଗ ବଜେଟରେ ପେଟ୍ରୋଲ, ଡିଜେଲ ଓ ସୁନା ଦର ବୃଦ୍ଧି ପାଇଥିବା ସୂଚନା ମିଳିଛି। ଏସବୁରେ ଏକ୍ସାଇଜ ଡ୍ୟୁଟି ଓ ସେସ୍‌ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବାରୁ ଆଗାମୀ ଦିନରେ ଏସବୁ…

ବଜେଟକୁ ନେଇ କ’ଣ କହିଲେ ମୋଦି

ନୂଆଦିଲ୍ଲୀ,୫।୭: ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉପସ୍ଥାପନ କରିଛନ୍ତି। ତେବେ ଏହି ବଜେଟକୁ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଏହା ଦେଶର କୃଷି କ୍ଷେତ୍ରକୁ ବଦଳାଇବାର ଏକ ରୋଡମ୍ୟାପ। ଏହା ଆଶାର ବଜେଟ୍‌…

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୫।୭: ଜମ୍ମୁ-କଶ୍ମୀରର ସୋପିଆନ ଅଞ୍ଚଳରେ ଶୁକ୍ରବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ସୋପିଆନର ନରବାନି ଅଞ୍ଚଳରେ ଥିବା ଏକ ସେଓ ବଗିଚାରେ କିଛି ଆତଙ୍କବାଦୀ ଲୁଚି…

ସାଧାରଣ ବଜେଟରେ ଧନୀଙ୍କ ଉପରେ ଟ୍ୟାକ୍ସ ବୋଝ: ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବଜେଟରେ ଧନୀଙ୍କ ଉପରେ ଅତିରିକ୍ତ ଟ୍ୟାକ୍ସ ବୋଝ ଲଗାଇଛନ୍ତି ସରକାର। ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?