Home

ପରିଚାଳନା କମିଟି ହାତକୁ ଫେରିଲା ମାଛଧରା ବନ୍ଦର ଦାୟିତ୍ୱ

ପାରାଦୀପ,୫।୭(ସ୍ବ.ପ୍ର.): ରାଜ୍ୟରେ ଥିବା ୨୮ଟି ମାଛଧରା ବନ୍ଦର ମଧ୍ୟରୁ ୨ ବୃହତ ମାଛଧରା ବନ୍ଦର ପାରାଦୀପ ଓ ଧାମରାର ପରିଚାଳନା ଦାୟିତ୍ୱ ଗୁରୁବାର ପୁଣି ପରିଚାଳନା କମିଟି ପାଖକୁ ଫେରିଛି। ତେବେ ଅନ୍ୟ ୨୬ଟି ମାଛଧରା ବନ୍ଦର ଫିସ୍‌ଫେଡ୍‌ ଅଧୀନରେ ରହିବ।…

ପିଚୁ ଉଠାଇ ପୂର୍ତ୍ତ ବିଭାଗ ଚୁପ୍‌, ମହାନଦୀ ସେତୁ ମରଣଯନ୍ତା

ସୋନପୁର, ୫।୭(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ମୁଖ୍ୟାଳୟ ସହିତ ସମ୍ବଲପୁର ଜିଲା ଓ ବୀରମହାରାଜପୁର ଉପଖଣ୍ଡକୁ ସଂଯୋଗ କରୁଛି ବିଜୁ ପଟ୍ଟନାୟକ ସେତୁ। ମହାନଦୀ ଉପରେ ନିର୍ମିତ ୧୬୫୪.୫୪ ମିଟର ଲମ୍ବ ବିଶିଷ୍ଟ ଏହି ସେତୁ ୨୦୦୩ ମସିହାରେ ଉଦ୍‌ଘାଟିତ ହୋଇଥିଲା। ଗମନାଗମନ ପାଇଁ…

ପିଲାଙ୍କ ରଥଯାତ୍ରା, ନିଆରା ପରମ୍ପରା

ବରଗଡ଼ ଅଫିସ୍‌,୫।୭-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି । ତେବେ ବରଗଡ଼ ନାଏକପଡ଼ାର ଶିଶୁଙ୍କ ରଥଯାତ୍ରା ପାଳନ ସମ୍ପୂର୍ଣ୍ଣ ନିଆରା । ପିଲାମାନେ ନିଜେ ରଥ ତିଆରି କରନ୍ତି। ରଥଯାତ୍ରା ବେଳେ ସେହି ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥାଋଢ଼…

ପ୍ରଶାସନ କଲାନି, ଛାତ୍ରମାନେ କଲେ ରାସ୍ତା ମରାମତି

ଅତାବିରା, ୫।୭ (ଡି.ଏନ.ଏ.)-ବରଗଡ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ ନାଇକେନପାଲି ଶ୍ରୀରାମନଗର ରାସ୍ତାକୁ ଶେଷରେ ଛାତ୍ରମାନେ ମରାମତି କରିଛନ୍ତି। ଏହି ରାସ୍ତାକୁ ମରାମତି କରିବା ପାଇଁ ଗ୍ରାମବାସୀ ବର୍ଷେ ହେଲା ପ୍ରଶାସନକୁ ଜଣାଇ ଆସୁଥିବାବେଳେ କୌଣସି ସୁଫଳ ମିଳି…

ଥାନାକୁ ଉଠାଇ ଆଣି ଯୁବକଙ୍କୁ ମାଡ଼ ଅଭିଯୋଗ: ରାସ୍ତାରୋକୋ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୫ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଠାକୁରଗଡ ଗ୍ରାମର ଜଣେ ଯୁବକଙ୍କୁ ଥାନା ସେକେଣ୍ଡ ଅଫିସର ଶଶିଭୂଷଣ ବେହେରା ଘରୁ ଉଠାଇ ଆଣି ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଗ୍ରାମରେ ତୀବ୍ର ଉତ୍ତେଜନା ଦେଖାଦେଇଛି।…

ଟାଟା ଖଣି ସମ୍ମୁଖରେ ଜମିହରା ଗ୍ରାମବାସୀଙ୍କ ଆନ୍ଦୋଳନ: କର୍ମଚାରୀଙ୍କୁ ଖଣି ଭିତରକୁ ଛାଡିଲେ ନାହିଁ

ଯୋଡ଼ା, ୫।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣି ଫାଟକ ସମ୍ମୁଖରେ ଜମିହରା ଅଧିବାସୀ ଗୁରୁବାର ଭୋରରୁ ଆନ୍ଦୋଳନ ଆରମ୍ଭ କରିଛନ୍ତି। ସେମାନେ ଖଣି ଫାଟକକୁ ବନ୍ଦ କରିବା ସହିତ ଧାରଣା ଦେଇଛନ୍ତି ା ଫଳରେ ଠିକା…

ପରିଣତ ବୟସରେ ସକ୍ଷମ

କେନ୍ଦୁଝର, ୫।୭(ସ୍ବ.ପ୍ର.)-ଯେଉଁ ବୟସରେ ନାତିନାତୁଣୀଙ୍କ ସହ ଖେଳାବୁଲା କରିବା କଥା ଓ ଘରେ ବିଶ୍ରାମ କରିବା କଥା ସେହି ବୟସରେ ବାଂଶପାଳ ବ୍ଲକ ଅନ୍ତର୍ଗତ ଠାକୁରଡିହି ଗ୍ରାମର ଭୂୟାଁ ଆଦିବାସୀ ସମ୍ପ୍ରଦାୟର ବୃଦ୍ଧା ମାନେ ରୋଜଗାର ପାଇଁ ସହରକୁ ଆସିଥାନ୍ତି। ଆର୍ଥିକ…

ଧାନ ତଳି ଉପରେ ୨ ଫୁଟର ପାଣି

ପଦ୍ମପୁର, ୫।୭ (ଡି.ଏନ.ଏ.) – ବିଳମ୍ବିତ ମୌସୁମୀ ବର୍ଷା ପରେ ନଦୀ ଜଳ ଏବେ ଚାଷୀଙ୍କ ପାଇଁ କାଳ ସାଜିଛି। ଭଦ୍ରକ ବ୍ଲକ ସାହାଡ଼ା ପଞ୍ଚାୟତର ଧରମସରଣବିନ୍ଧା, ସାହାଡା ହରିପୁର, ବାସୁଦେବପୁର ବ୍ଲକ ସୁଗୋ ପଞ୍ଚାୟତର କୁସୁନବିନ୍ଧା, କାଞ୍ଜିଖିଆ, ସୁଗୋ, ପଦ୍ମପୁର…

ଫେଡରର ତୃତୀୟ ରାଉଣ୍ଡରେ

ଲଣ୍ଡନ, ୫ା୭ (ଏଏଫ୍‌ପି)-ରୋଜର ଫେଡରର ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ଦ୍ୱିତୀୟ ରାଉଣ୍ଡରେ ସେ ୬-୧, ୭-୬ (୭/୩), ୬-୨ ସେଟ୍‌ରେ ବ୍ରିଟିଶ ଓ୍ବାଇଲ୍ଡ କାର୍ଡ ଜେ କ୍ଲାର୍କଙ୍କୁ ହରାଇ ଦେଇଛନ୍ତି। ଏଥରକୁ…

ଫୁଟ୍‌ବଲରୁ ରୋବେନଙ୍କ ଅବସର

ଦି ହେଗ୍‌ (ନେଦରଲାଣ୍ଡ୍ସ), ୫।୭ (ଏଏଫ୍‌ପି)- ନେଦରଲାଣ୍ଡ୍ସ ଫୁଟ୍‌ବଲ ଷ୍ଟାର୍‌ ଆର୍ଜେନ ରୋବେନ ଗୁରୁବାର ସମସ୍ତ ପ୍ରକାର ଫୁଟ୍‌ବଲରୁ ଅବସର ଘୋଷଣା କରିଛନ୍ତି। ଏଥିପୂର୍ବରୁ ୨୦୧୮ ଫିଫା ବିଶ୍ୱକପ୍‌କୁ ନେଦରଲାଣ୍ଡ୍ସ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହେବାପରେ ୩୫ ବର୍ଷୀୟ ରୋବେନ…

ବାପାଙ୍କଠାରୁ ଆଗକୁ ଯିବାକୁ ଲକ୍ଷ୍ୟ ରଖିଛି: ଲଥାମ

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୫।୭ (ପି.ଟି.)- ନ୍ୟୁଜିଲାଣ୍ଡ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ଟମ୍‌ ଲଥାମ କହିଛନ୍ତି ୧୯୯୨ ବିଶ୍ୱକପ୍‌ରେ ତାଙ୍କ ବାପା ରଡ୍‌ ଲଥାମ ଯାହା ହାସଲ କରିଥିଲେ ଚଳିତ ସଂସ୍କରଣରେ ସେ ଏହାଠାରୁ ଆଗକୁ ଯିବାକୁ ଲକ୍ଷ୍ୟ ରଖିଛନ୍ତି। ୧୯୯୨ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳ…

ସଚିନଙ୍କ ସମକକ୍ଷ ହୋଇପାରନ୍ତି ଶାକିବ

ଲଡର୍‌ସ, ୫।୭- ବାଂଲାଦେଶ ବିଶ୍ୱକପ୍‌ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ି ସାରିଥିଲେ ମଧ୍ୟ ବରିଷ୍ଠ କ୍ରିକେଟର ଶାକିବ ଅଲ୍‌ ହାସନ ଦମ୍‌ଦାର ପ୍ରଦର୍ଶନ ଜାରି ରଖିଛନ୍ତି। ଏହି ବାମହାତୀ ଅଲ୍‌ରାଉଣ୍ଡର ବର୍ତ୍ତମାନ ସୁଦ୍ଧା ୫୪୨ ରନ୍‌ ସଂଗ୍ରହ କରିଛନ୍ତି। ଯେଉଁଥିରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?