‘ଖାନ୍ଦାନି ଶାଫାଖାନା’ରେ ସାମାଜିକ ଅଙ୍ଗିକାରବଦ୍ଧତା ରହିଛି: ସୋନାକ୍ଷୀ
ନୂଆଦିଲ୍ଲୀ: ସମାଜରେ ସେକ୍ସ ଏକ ନିଷିଦ୍ଧ ବିଷୟବସ୍ତୁ ହୋଇ ରହିଛି। ସେ ସମ୍ପର୍କରେ ଆଗାମୀ ଫିଲ୍ମ ‘ଖାନ୍ଦାନି ଶାଫାଖାନା’ ଲୋକଙ୍କ ମନରେ ପରିବର୍ତ୍ତନ ଆଣିବ ବୋଲି ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ପ୍ରକାଶ କରିଛନ୍ତି। ଶିଳ୍ପୀ ଦାସଗୁପ୍ତାଙ୍କ ନିର୍ଦ୍ଦେଶିତ ଉକ୍ତ ଫିଲ୍ମରେ ଜଣେ…
ଏସ୍ସିବିରେ ରୋଗୀଙ୍କୁ ଦିଆଗଲାନି: ୪୨ ପ୍ରକାର ଔଷଧ ହେବ ଏକ୍ସପାଏରି
କଟକ ଅଫିସ, ୪ା୭: ଏସ୍ସିବି ମାନସିକ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ଏକ୍ସପାଏରି ଔଷଧ ଦିଆଯିବାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଛି। ଗତ ୩ ଦିନ ମଧ୍ୟରେ ମାନସିକ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ୨ ଜଣ ରୋଗୀଙ୍କୁ ଏକ୍ସପାଏରି ମେଡିସିନ ଦିଆଯାଇଥିବା ଘଟଣା ନଜରକୁ ଆସିଥିଲା।…
ଜନ୍ମବେଦି ଯିବେ ଦାରୁଦିଅଁ
ପୁରୀ ଅଫିସ,୪ା୭: ସିଂହଦ୍ୱାରରେ ତିନିରଥ। ଭକ୍ତମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଅପେକ୍ଷା କେବଳ କେତେବେଳେ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଦାରୁଦିଅଁ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ମହାପ୍ରଭୁଙ୍କ ଦୁର୍ଲଭ ଦର୍ଶନ। ଦାରୁବ୍ରହ୍ମଙ୍କ…
ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା: ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି
କଟକ ଅଫିସ, ୪ା୭: ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଗତ ସାଧାରଣ ନିର୍ବାଚନ ସମୟରେ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତଥ୍ୟ ଲୁଚାଇଥିବା ଅଭିଯୋଗ କରି ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ…
ମଦ ବୋତଲରେ ଗାନ୍ଧିଜୀଙ୍କ ଛବି
ଜେରୁଜେଲମ୍,୪ା୭(ପି.ଟି.): ଇସ୍ରାଏଲ୍ର ୭୧ତମ ସ୍ବାଧୀନତାର ସ୍ମାରକୀ ସ୍ବରୂପ ସ୍ଥାନୀୟ ଏକ କମ୍ପାନୀ ଏହାର ମଦବୋତଲରେ ମହାତ୍ମା ଗାନ୍ଧୀଙ୍କ ଛବି ରଖି ବିବାଦୀୟ ହୋଇପଡ଼ିଛି। ଏହାଦ୍ୱାରା ଭାରତ ସରକାର ତଥା ଭାରତୀୟଙ୍କ ଭାବାବେଗକୁ ଆଘାତ ଦେଇଥିବାରୁ ସମ୍ପୃକ୍ତ କମ୍ପାନୀ କ୍ଷମାପ୍ରାର୍ଥନା କରିଛି। ରାଜ୍ୟ…
ବିଏସ୍ଏନ୍ଏଲ୍, ଏମ୍ଟିଏନ୍ଏଲ୍କୁ ମିଳିପାରେ ୭୪ହଜାର କୋଟିର ପ୍ୟାକେଜ ପ୍ରସ୍ତାବ
ନୂଆଦିଲ୍ଲୀ,୪-୭: ଭାରି ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) ଏବଂ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍ଟିଏନ୍ଏଲ୍)କୁ ୭୪ ହଜାର କୋଟି ଟଙ୍କାର ସହାୟତା ପ୍ୟାକେଜ ଦେବାକୁ ପ୍ରସ୍ତାବ ଦିଆଯିବା ପରେ କେନ୍ଦ୍ର…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍ ଗଲେ ସେସୁ ଅଧିକାରୀ
କଟକ ଅଫିସ, ୪ା୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁ ଜେଲ୍ ଯାଇଛନ୍ତି। ଭିଜିଲାନ୍ସ ସେଲ୍ ପକ୍ଷରୁ ସାହୁଙ୍କୁ ବୁଧବାର ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ତାଙ୍କ…
ଆଞ୍ଚଳିକ ଭାଷାରେ ପଢ଼ିହେବ ସୁପ୍ରିମକୋର୍ଟ ରାୟ
ନୂଆଦିଲ୍ଲୀ,୪ା୭: ସୁପ୍ରିମକୋର୍ଟ ଏପରି ଏକ ସଫ୍ଟଓ୍ବେର ଆପ୍ଲିକେଶନ୍ ଲଞ୍ଚ କରିବାକୁ ଯାଉଛନ୍ତି ଯେଉଁଥିରେ ଲୋକେ ଅଦାଲତଙ୍କ ରାୟ ଇଂଲିଶ ସମେତ ନିଜ ଭାଷାରେ ମଧ୍ୟ ପଢ଼ିପାରିବେ। ଆଞ୍ଚଳିକ ଭାଷାଗୁଡ଼ିକ ମଧ୍ୟରେ ତାମିଲକୁ ଏଥିରେ ଅଧିକ ଗୁରୁତ୍ୱ ଦିଆଯିବ। ଏହାକୁ କାର୍ଯ୍ୟକାରୀ କରିବାର…
ଡେଙ୍ଗୁ: ସହରବାସୀ ଆତଙ୍କିତ
କଟକ ଅଫିସ, ୪ା୭: କଟକ ସହରରେ ଜଣ୍ଡିସ ପରେ ଏବେ ଡେଙ୍ଗୁ ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ସହରରେ ବିଶୁଦ୍ଧ ପାନୀୟଜଳର ଅଭାବ ଓ ବିପର୍ଯ୍ୟୟ ପରିମଳ ବ୍ୟବସ୍ଥା ଯୋଗୁ ବିଭିନ୍ନ ସମୟରେ ସଂକ୍ରାମକ ରୋଗ…
ଆମେରିକା ରାଷ୍ଟ୍ରପତି ଦୌଡ଼: ଡେମୋକ୍ରାଟ ଦଳର ୨ୟ ସ୍ଥାନରେ କମ୍ଲା ହାରିସ୍
ଓ୍ବାଶିଂଟନ,୪ା୭(ପି.ଟି.): ଆମେରିକାରେ ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଲାଗି ଡେମୋକ୍ରାଟ ଦଳରୁ ୨୦ରୁ ଊର୍ଦ୍ଧ୍ୱ ଆଶାୟୀ ରହିଥିବାବେଳେ ସେମାନଙ୍କ ମଧ୍ୟରେ ଭାରତୀୟ ବଂଶୋଦ୍ଭବ କମ୍ଲା ହାରିସ୍ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଥିବା ସଦ୍ୟ ପ୍ରକାଶିତ ଜନମତ ସର୍ଭେରୁ ଜଣାପଡିଛି। ପ୍ରଥମ ଡେମୋକ୍ରାଟ୍ ରାଷ୍ଟ୍ରପତି…
ଆଇଟିବିପିର ୫୦୦ଘଣ୍ଟାର ମିଶନ: ୮ ପର୍ବତାରୋହୀଙ୍କ ମୃତଦେହ ଉଦ୍ଧାର
ପିଥୋରାଗଡ/ ନୂଆଦିଲ୍ଲୀ,୪ା୭(ପି.ଟି.): ନନ୍ଦାଦେବୀ ପୂର୍ବ ଶିଖର ଆରୋହଣ କରୁଥିବା ୮ ପର୍ବତାରୋହୀଙ୍କ ମୃତଦେହ ଦୀର୍ଘ ୫୦୦ ଘଣ୍ଟାର ଅପରେଶନ୍ ପରେ ଉଦ୍ଧାର କରାଯାଇ ବୁଧବାର ତଳକୁ ଓହ୍ଲାଇ ଅଣାଯାଇଛି। ଏଭଳି ଏକ ଦୁଃସାହସିକ ଏବଂ ଚ୍ୟାଲେଞ୍ଜିଂ କାର୍ଯ୍ୟରେ ନିୟୋଜିତ ଥିଲେ ଆଇଟିବିପି…
ଆଜି ଆର୍ଥିକ ସର୍ଭେ ରିପୋର୍ଟ
ନୂଆଦିଲ୍ଲୀ,୪-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଉପସ୍ଥାପନ କରିବେ। ପରମ୍ପରା ଅନୁଯାୟୀ ଏହାର ଦିନକ ପୂର୍ବରୁ ଗୁରୁବାର ଅର୍ଥମନ୍ତ୍ରୀ ସୀତାରାମନ୍ ୨୦୧୯-୨୦ର ଆର୍ଥିକ ସର୍ଭେ…

