Home

ଶ୍ରୀମନ୍ଦିରରୁ ମା’ ନାରାୟଣୀ ପୀଠକୁ ଆସିଲା ମହାପ୍ରସାଦ ଓ ଶାଢ଼ି

ଖଣ୍ଡପଡା,୪ା୭ (ସ୍ବ.ପ୍ର.): ଘୋଷଯାତ୍ରା ଅବସରରେ ପ୍ରତିବର୍ଷ ପରି ଚଳିତବର୍ଷ ରାଜ୍ୟର ସମସ୍ତ ଜିଲାରେ ଥିବା ବିଭିନ୍ନ ଶକ୍ତିପୀଠକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ଜୀଉଙ୍କ ଲାଗିମାଳ, ମହାପ୍ରସାଦ ଓ ଲାଗି ଶାଢି ଦେବୀମାନଙ୍କ ଉଦ୍ଦେଶ୍ୟରେ ଅର୍ପଣ କରାଯାଇଛି। ନୟାଗଡ଼ ଜିଲାର ୬ଟି…

ଏକ ଟଙ୍କାରେ ମିଳିବ ଗୋଟିଏ ଚାରା

ବ୍ରହ୍ମପୁର ଅଫିସ୍‌,୪ା୭-ବ୍ରହ୍ମପୁର ବନଖଣ୍ଡ ତରଫରୁ ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଚାରା ବିକ୍ରୟ କେନ୍ଦ୍ର ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଆଶିଷ କୁମାର ବେହେରା ଆନୁଷ୍ଠାନିକ ଭାବେ ଏହାକୁ ଉଦ୍‌ଘାଟନ କରି କହିଥିଲେ, ଗଞ୍ଜାମ ଜିଲା ଏକ ବାତ୍ୟାପ୍ରବଣ ଅଞ୍ଚଳ।…

ବିଶ୍ୱର ସବୁଠୁ କ୍ଷୁଦ୍ର ରଥ :ନ୍ୟାଶନାଲ ବୁକ ଅଫ ରେକର୍ଡରେ ସ୍ଥାନିତ ,ଗିନିଜ ବୁକ ଅଫ ରେକର୍ଡ ଦେବ ସ୍ବତନ୍ତ୍ର ମାନ୍ୟତା

ବ୍ରହ୍ମପୁର ଅଫିସ,୪ା୭-ପୁଣି ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ କାଠରେ ସେ ବିଶ୍ୱର ସବୁଠୁ କ୍ଷୁଦ୍ରରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଛନ୍ତି । ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ…

କମ୍‌ ପିଲା ଯୋଗୁ ବନ୍ଦ ହେଲା ୪ ସ୍କୁଲ

ବନ୍ତ, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକରେ ପିଲା ସଂଖ୍ୟା କମ୍‌ ଯୋଗୁ ୨ ବର୍ଷ ମଧ୍ୟରେ ୪ ସ୍କୁଲ ବନ୍ଦ ହୋଇଯାଇଛି। ଅଭିଭାବକମାନେ ସରକାରୀ ସ୍କୁଲ ଅପେକ୍ଷା ଘରୋଇ ସ୍କୁଲରେ ସେମାନଙ୍କ ପିଲାଙ୍କୁ ପାଠ ପଢ଼ାଇବାକୁ ଆଗ୍ରହ…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

ସକାଳୁ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏହାଦ୍ୱାରା ଶରୀରର ଅନେକ ଉପକାର ହୋଇଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ ହୃଦ୍‌ ସମସ୍ୟାରୁ…

ରଥ ପଥ ଭକ୍ତ ସମସ୍ତେ ପ୍ରସ୍ତୁତ: ନୟାଗଡ଼ରେ ୩ଟା ୩୦ରେ ହେବ ରଥଟଣା

ନୟାଗଡ଼ ଅଫିସ,୩।୭: ଗୁରୁବାର ଘୋଷଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ନୟାଗଡ଼ ସହର ଓଲ୍ଡଟାଉନ୍‌ଠାରେ ଥିବା ଜଗନ୍ନାଥ ମନ୍ଦିର ଚଳଚଞ୍ଚଳ ହୋଇପଡ଼ିଛି। ରଥରେ କାରିଗର ସେମାନଙ୍କର ଶେଷ ସ୍ପର୍ଶ ଦେଇଥିବାବେଳେ ଭକ୍ତମାନେ ଅପେକ୍ଷା କରିଛନ୍ତି ଗୁରୁବାର…

ଯୁକ୍ତ୨ ନାମଲେଖା ଆରମ୍ଭ: ୨୯ରେ ପ୍ରଥମବର୍ଷ ପାଠ ପଢ଼ା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଯୁକ୍ତ୨ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପ୍ରଥମବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ ୩୩ହଜାର ୫୭୩ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି।…

ସିୱାଇଏସ୍‌ଡିର ବଜେଟ୍‌ ବ୍ୟବଚ୍ଛେଦ: ପୂର୍ବ ଘୋଷିତ ଯୋଜନା ପାଇଁ ସାମାଜିକ ବିକାଶକୁ ଅଣଦେଖା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷର ରାଜ୍ୟ ବଜେଟ୍‌ ବ୍ୟୟବରାଦ ଗତ ବର୍ଷ ତୁଳନାରେ ୧୫.୭ ପ୍ରତିଶତ ବୃଦ୍ଧି ଘଟିଛି। ସେହି ଅନୁସାରେ ସାମାଜିକ କ୍ଷେତ୍ରର ବ୍ୟୟ ବରାଦ ମଧ୍ୟ ବଢିଛି। ମାତ୍ର କାଳିଆ, ପାର୍ବତୀ ଗିରି ବୃହତ୍‌ ଉଠା ଜଳସେଚନ,…

ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ପ୍ରଫେସର ଦାସ ଦିଲ୍ଲୀର ନୋଏଡ଼ାସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଗତ ୩ଦିନ ହେଲା ଚିକିତ୍ସାଧୀନ…

ସେହ୍ବାଗଙ୍କ ଦରଦ

ନୂଆଦିଲ୍ଲୀ,୩।୭: ଭାରତୀୟ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଅବସର ନେବା ପରେ ପୂର୍ବତନ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ ରାୟୁଡୁଙ୍କୁ ସହାନୁଭୂତି ଜଣାଇଛନ୍ତି। ବିଶ୍ୱକପ୍‌ରୁ ବାଦ୍‌ ପଡିବା ରାୟୁଡୁଙ୍କ ପାଇଁ ନିଶ୍ଚିତ ଭାବେ ଯନ୍ତ୍ରଣାଦାୟକ। ଚଳିତ ବିଶ୍ୱକପ୍‌ରେ ତାଙ୍କୁ ଦୁଇଥର ଅଣଦେଖା…

ଧୋନୀଙ୍କ ସପକ୍ଷରେ ସଚିନ

ବର୍ମିଂହାମ, ୩।୭ (ପି.ଟି.): ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଭେଟେରାନ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂରେ କୌଣସି ତ୍ରୁଟି ଦେଖିବାକୁ ମିଳି ନ ଥିଲା ବୋଲି କ୍ରିକେଟ୍‌ କିମ୍ବଦନ୍ତୀ ସଚିନ ତେନ୍ଦୁଲକର କହିଛନ୍ତି। ନିକଟରେ ସଚିନ କିନ୍ତୁ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌…

ମଦ ଚାଲାଣବେଳେ ଗୋଡ଼ାଇଲେ ଅବକାରୀ କର୍ମଚାରୀ: ବ୍ରାହ୍ମଣୀକୁ ଡେଇଁ ଯୁବକ ମୃତ

ପରଜଙ୍ଗ, ୩।୭ (ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ମଦଚାଲାଣ କରୁଥିବା ବେଳେ ଅବକାରୀ ବିଭାଗ କବଳରୁ ବର୍ତ୍ତିବା ପାଇଁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଥିବା ଜଣେ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?