Home

ଯୋଗୀଙ୍କୁ କେନ୍ଦ୍ରର ଝଟକା

ନୂଆଦିଲ୍ଲୀ,୩ା୭(ପି.ଟି.): ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ୧୭ ଅନ୍ୟ ପଛୁଆ ବର୍ଗ (ଓବିସି)ର ଲୋକଙ୍କୁ ତଫସିଲଭୁକ୍ତ ଜାତି (ଏସ୍‌ସି) ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ନେଇଥିବା ନିଷ୍ପତ୍ତି ଭୁଲ। ଏହା ସମ୍ବିଧାନ ସମ୍ମତ ନୁହେଁ। ଏଭଳି ନିଷ୍ପତ୍ତି ନେବା ଅଧିକାର କେବଳ…

ସଂସଦୀୟ ଦଳ ବୈଠକରେ ମୋଦିଙ୍କ କଡ଼ା ସନ୍ଦେଶ: ଅହଂକାର, ଦୁର୍ବ୍ୟବହାର ବରଦାସ୍ତ କରାଯିବନି

ନୂଆଦିଲ୍ଲୀ,୩ା୭ (ପି.ଟି.): ସରକାରୀ ଅଧିକାରୀଙ୍କୁ ଭାଜପା ନେତା କୈଳାସ ବିଜୟଭର୍ଗୀୟଙ୍କ ବିଧାୟକ ପୁଅ କ୍ରିକେଟ୍‌ ବ୍ୟାଟ୍‌ରେ ପିଟିବା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ ଖୋଲି କଡ଼ା ସନ୍ଦେଶ ଦେଇଛନ୍ତି। ଭାଜପା ସଂସଦୀୟ ଦଳ ବୈଠକରେ ସେ କହିଛନ୍ତି ଯେ,…

ସୀମା ଲଂଘିଲା ଇରାନ

ତେହେରାନ୍‌,୩ା୭: ୟୁରାନିୟମ୍‌ ଉତ୍ପାଦନ କ୍ଷେତ୍ରରେ ସୀମା ଲଂଘିଛି ଇରାନ। ୨୦୧୫ରେ ବିଶ୍ୱ ଶକ୍ତିଗୁଡ଼ିକ ସହ ଚୁକ୍ତି ଅନୁସାରେ ନିର୍ଦ୍ଧାରିତ ପରିମାଣ ୩୦୦ କେ.ଜି.ଠାରୁ ଅଧିକ ୟୁରାନିୟମ୍‌ ଉତ୍ପାଦନ କରିଛି ପଶ୍ଚିମ ଏସିଆର ଏହି ଇସ୍‌ଲାମିକ୍‌ ରାଷ୍ଟ୍ର। ୩.୬୭%ରୁ ଊର୍ଦ୍ଧ୍ୱ ୟୁରାନିୟମ୍‌ ଗଚ୍ଛିତ…

ରାଜସ୍ଥାନରୁ ରାଜ୍ୟ ସଭା ଯିବେ ମନମୋହନ

ନୂଆଦିଲ୍ଲୀ,୩ା୭ (ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟ ସଭାକୁ ଯିବେ। କଂଗ୍ରେସ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଦେଶ ଭାଜପା ସଭାପତି ମଦନ ଲାଲ ସାଇନିଙ୍କ ପରଲୋକ ପରେ ଆସନଟି…

ମହାରାଷ୍ଟ୍ରରେ ଜଳ ତାଣ୍ଡବ

ମୁମ୍ବାଇ,୩ା୭ (ପି.ଟି.): ମୁମ୍ବାଇରେ ବର୍ଷା ବିତ୍ପାତ ସଙ୍ଗିନ ରୂପ ଧାରଣ କରିଛି। ଲଗାଣ ବର୍ଷା ଯୋଗୁ ବାଣିଜି୍ୟକ ରାଜଧାନୀ ମୁମ୍ବାଇ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। କେବଳ ମୁମ୍ବାଇର ମାଲାଡ୍‌ରେ ୨୧ ଜଣଙ୍କ କାନ୍ଥ ପଡ଼ି ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ରରେ ବର୍ଷାଜନିତ…

‘କାଳିଆ’କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ: ଓଡ଼ିଶା ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୩ା୭(ପି.ଟି.) : ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ‘କାଳିଆ’ ଯୋଜନାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଲାଗି କାହିଁକି ପ୍ରତ୍ୟକ୍ଷ ନଗଦ ସୁବିଧା ପ୍ରଦାନ ଯୋଜନା ଘୋଷଣା କରାଯାଇଛି…

ସରକାରୀ ସୁବିଧାରୁ ବଁଚିତ୍‌ କେଁଦୁପତର ବଁଧାଲି

ସିନାପାଲି, ୩।୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଭିନେ ଭିନେ କେଁଦୁପତର ଫଡିରେ ପତର ବଁଧାଲିମାନେ ବଡ଼ା ଗୁଲଗୁଲା ହେଇ ଜୀବନ୍‌ ବିତଉଥିବାର ଅଭିଯୋଗ ହେଉଛେ। ଇ କାମ୍‌ ଲାଗି ସେମାନେ ମାସାଧିକ୍‌ ଘରଦୁଆର ଛାଡ଼ି ରହୁଥିଲାବେଲେ ଫଡିରେ ସାଧାରନ୍‌…

ଉପହାସ କରୁଛେ ସରକାରୀ ଯୋଜନା:ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ କନ୍ଦର୍ପ

କେସିଙ୍ଗା, ୩।୭ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ଦୁଖି, ଭୂମିହୀନ, ବାସହୀନମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ କେନ୍‌ଠାନେ ଭୂମିହୀନ ଘରଡିହ ପାଉଛେ ତ ଘର ନାଇଁ, ଆର କିଏ ଘର ପାଏଲେ କିସ୍‌ତି ଟଁକା ପାଏବାର…

କିଡ଼୍‌ନୀ ରୋଗ୍‌ରେ ରୁଜ୍‌ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ

ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍‌ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍‌ନୀ ରୋଗ୍‌ରେ ଆକ୍‌ରଁାତ ହେଇ ଦୁଇ କିଡ଼୍‌ନୀ ହରେଇଥିଲେ। ପୁଓର ଏନ୍‌ତା ଦୁଖ୍‌ ଦେଖି ମା’ ରେଖା ନିଜର…

ଆରମ୍ଭ ହେଲା ସ୍ମାର୍ଟ କ୍ଲାସ୍‌ ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୩।୭ – ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ‘ସ୍ଲାର୍ଟ କ୍ଲାସ ପ୍ରକଳ୍ପ’। ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ଢେଙ୍କାନାଳ ରାଜ୍ୟର ପ୍ରଥମ ଜିଲା। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ…

ସକଳେଶ୍ୱର ହାଇସ୍କୁଲ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ

ଖଲ୍ଲିକୋଟ,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବିକ୍ରମପୁର ଗ୍ରାମରେ ଥିବା ସକଳେଶ୍ୱର ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣା ଦେଇଥିଲେ । ଏହି ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ୧୨୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି।…

୫ ଆଦିବାସୀ ଗ୍ରାମକୁ ପକ୍କାରାସ୍ତା ନାହିଁ

ଚିକିଟିି,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଆଦିବାସୀ ଗ୍ରାମ ରହିଛି। ଏ ପର୍ଯ୍ୟନ୍ତ ସେହି ଗ୍ରାମଗୁଡିକୁ ଭଲ ପକ୍କା ରାସ୍ତାଟିଏ ନିର୍ମାଣ ହୋଇପାରିନାହିଁ। ଫଳରେ ଗମନାଗମନ କ୍ଷେତ୍ରରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତିିା ଚିକିଟି ବ୍ଲକ ଚାନ୍ଦପୁର ପଞ୍ଚାୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?