Home

ହାତୀପଲ ଉଜାଡ଼ିଲେ ମକା ଫସଲ

ଚମ୍ପୁଆ, ୩ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ବଢୁଥିବା ହାତୀ ଉପଦ୍ରବ କମୁ ନ ଥିବା ବେଳେ ବନବିଭାଗର ହାତୀ ଘଉଡାଇବା ଉଦ୍ୟମ ଫେଲ ମାରୁଛି। ଏହି ଉପଦ୍ରବ ଫଳରେ ଚାଷୀ ଓ ଚାଷର ପ୍ରଭୁତ କ୍ଷତି ହେଉଥିବା ବେଳେ ବନବିଭାଗର ନିଦ ଭାଙ୍ଗୁ ନ…

ବିପର୍ଯ୍ୟସ୍ତ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ: ଝୁଡ଼ିରେ ବୁହା ହେଲେ ମହିଳା ରୋଗୀ

କେନ୍ଦୁଝର, ୩ା୭(ସ୍ବ.ପ୍ର.)-ଗମନାଗମନର ସୁବିଧା ପାଇଁ ସବୁ ଗ୍ରାମକୁ ସବୁ ଦିନିଆ ରାସ୍ତା ନିର୍ମାଣ ଏବଂ ଗ୍ରାମାଞ୍ଚଳ ରାସ୍ତା ଘାଟର ବିକାଶ ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ ହେଉଥିଲେ ହେଁ କେନ୍ଦୁଝର ଜିଲାର ଅନେକ ଗ୍ରାମକୁ ସ୍ବାଧୀନତାର ୭୨ ବର୍ଷ ପରେ…

ବଳକା ଧାନ କିଣୁନି ସମିତି, ଚାଷୀ ଅସନ୍ତୋଷ

ବାଲିଆପାଳ, ୩|୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଚାଷୀଙ୍କଠୁ ସିଧାସଳଖ ଧାନ କିଣିବା ପାଇଁ ସେବା ସମବାୟ ସମିତିକୁ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି ା ସରକାର ଧାନର ମୂଲ୍ୟ ସର୍ବନିମ୍ନ ୧୭୫୦ ଟଙ୍କା ଧାର୍ଯ୍ୟ କରିଛନ୍ତି ା ବର୍ଦ୍ଧିତ ମୂଲ୍ୟ ଯୋଗୁ…

ଓ୍ବେଷ୍ଟର୍ନ ଷ୍ଟର୍ମରେ ଯୋଗଦେଲେ ମନ୍ଧନା

ମୁମ୍ବାଇ, ୩ା୭ (ପି.ଟି.)- ଭାରତର ଷ୍ଟାର ଓପନର ସ୍ମୃତି ମନ୍ଧାନା ୨୦୧୯ ସିଜନ ପାଇଁ ପୁନର୍ବାର କିଆ ସୁପର ଲିଗ୍‌ (କେଏସ୍‌ଏଲ୍‌)ରେ ଯୋଗ ଦେଇଛନ୍ତି। ଫ୍ରାଞ୍ଚାଇଜ୍‌ ତରଫରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ଓ୍ବେଷ୍ଟର୍ନ ଷ୍ଟର୍ମ ଏହାର ଟ୍ବିଟର ହ୍ୟାଣ୍ଡଲ୍‌ରେ କହିଛି…

ଆଇସିସି ବିଶ୍ୱକପ୍‌: ସେମିଫାଇନାଲ ଲକ୍ଷ୍ୟରେ ଇଂଲଣ୍ଡ- ନ୍ୟୁଜିଲାଣ୍ଡ

ଚେଷ୍ଟର-ଲି- ଷ୍ଟିଟ୍‌,୩।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଦୁଇ ଫେଭରାଇଟ ଦଳ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ଏବେ କର ବା ମର ସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ବୁଧବାର ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଟରେ ଏହି ଦୁଇ ହାଇପ୍ରୋଫାଇଲ ଦଳ ସେମାନଙ୍କ ଅନ୍ତିମ ଲିଗ୍‌…

ରୋହିତଙ୍କ କୀର୍ତ୍ତିମାନ

ବର୍ମିଂହାମ, ୩।୭ (ପି.ଟି.)-ଭାରତୀୟ ତାରକା ଓପନର ରୋହିତ ଶର୍ମା ମଙ୍ଗଳବାର ବାଂଲାଦେଶ ବିପକ୍ଷ ବିଶ୍ୱକପ ମ୍ୟାଚ୍‌ ଖେଳିବା ଅବସରରେ ଏକାଧିକ କୀର୍ତ୍ତିମାନ ହାସଲ କରିଛନ୍ତି। ୯୨ ବଲରୁ ୭ ଚୌକା ଓ ୫ ଛକା ସହାୟତାରେ ୧୦୪ ରନର ଶତକୀୟ ଇନିଂସ…

ଆଇସିସି ବିଶ୍ୱକପ: ସେମିଫାଇନାଲରେ ଭାରତ

ବର୍ମିଂହାମ,୩।୭(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଏଜବାଷ୍ଟନ ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ରୋମାଞ୍ଚକ ମ୍ୟାଚ୍‌ରେ ଭାରତ ୨୮ ରନରେ ବାଂଲାଦେଶକୁ ହରାଇ ଏହି ସଫଳତା ପାଇଛି। ଟସ୍‌ ଜିତି…

ଓ୍ବିଲ୍‌ଫୁଲ ଡିଫଲ୍ଟରଙ୍କ ଖାତାରେ ରହିଛି ୧,୫୦,୦୦୦ କୋଟି

ନୂଆଦିଲ୍ଲୀ,୩-୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ୨୦୧୮-୧୯ରେ ୧.୫୦ ଲକ୍ଷ କୋଟି (୨୧.୭୬ ବିଲିୟନ ଡଲାର) ଟଙ୍କାକୁ ଓ୍ବିଲ୍‌ଫୁଲ୍‌ ଡିଫଲ୍ଟ ଭାବେ ଦର୍ଶାଇଛି। ଏଥିମଧ୍ୟରୁ ଏକ ତୃତୀୟାଂଶ ଅର୍ଥ ଏସ୍‌ବିଆଇର ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ସଂସଦରେ ପ୍ରକାଶ କରିଛନ୍ତି। ଭାରତୀୟ ଆଇନ…

ଅକ୍ଟୋବର ପରେ ଦରମା ଦେଇପାରିବନି ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୩-୭: ଘରୋଇ କ୍ଷେତ୍ରର ଏୟାର ଲାଇନ୍ସ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ ଅର୍ଥ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ବେଳେ ଏବେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ମଧ୍ୟ ସମାନ ସଙ୍କଟ ଦେଖାଦେଇଛି। କମ୍ପାନୀ ନିକଟରେ ଅକ୍ଟୋବର ପରେ କର୍ମଚାରୀଙ୍କୁ ଦରମା…

ଲଣ୍ଡନ ହାଇକୋର୍ଟରେ ଆବେଦନ ଗୃହୀତ; ପ୍ରତ୍ୟର୍ପଣ ବିରୋଧରେ ଅପିଲ କରିପାରିବେ ମାଲ୍ୟା

ନୂଆଦିଲ୍ଲୀ,୩-୭: ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ଆଶ୍ୱସ୍ତି ମିଳିଛି। ଭାରତ ପ୍ରତ୍ୟର୍ପଣକୁ ବିରୋଧ କରି ସେ ଅପିଲ କରିପାରିବେ ବୋଲି ହାଇକୋର୍ଟ ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି। ଏନେଇ ମାଲ୍ୟାଙ୍କ ଆବେଦନକୁ ଅଦାଲତ ସ୍ବୀକାର କରିଛନ୍ତି।…

ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ

ସିଙ୍ଗାପୁର,୩-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନୀରବଙ୍କ ଭଉଣୀ ପୂର୍ବି ମୋଦି ଓ ଭିଣୋଇ ମୟଙ୍କ ମେହଟାଙ୍କ…

ସକାଳୁ ଅଧାଗ୍ଲାସ୍‌ ତ୍ରିଫଳା ପାଣି…

ସକାଳୁ ନିତ୍ୟକର୍ମ ପରେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ତ୍ରିଫଳା ପାଣିରେ ଲାକ୍ସାଟିଭ୍‌, ଭିଟାମିନ୍‌, ଖଣିଜ ଦ୍ରବ୍ୟ ଆଦି ପ୍ରଚୁର ପରିମାଣରେ ରହିଥାଏ। ହରିଡ଼ା, ବାହାଡ଼ା ଓ ଅଁଳାକୁ ଗୋଟା କିମ୍ବା ଚୂର୍ଣ୍ଣ କରି ରାତିରେ ଅଧାଗ୍ଲାସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?