Home

ଖସି ପଡିଲା ଯୁଦ୍ଧ ବିମାନ ତେଜସ୍‌ର ଫୁଏଲ୍‌ ଟ୍ୟାଙ୍କ

ଚେନ୍ନାଇ,୨।୭: ତାମିଲନାଡୁର ସୁଲୁର ଏୟାର୍‌ ବେସ୍‌ ନିକଟରେ ମଙ୍ଗଳବାର ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଏଲ୍‌ସିଏ ତେଜସର ଫୁଏଲ୍‌ ଟ୍ୟାଙ୍କ ଖସିପଡିଥିବା ସୂଚନା ମିଳିଛି। ଏହା ଉଡିବା ସମୟରେ ନିକଟରେ ଥିବା ଏକ କ୍ଷେତରେ ଖସି ପଡିଥିଲା। ତେବେ ଏଥିରେ କ୍ଷୟକ୍ଷତି…

ବୃକ୍ଷରୋପଣ କଲେ ୪ଶହ କର୍ମଚାରୀ

ହାଇଦ୍ରାବାଦ,୨।୭: ତେଲେଙ୍ଗାନା କୋମରାମ ଭିମ ଆସିଫାବାଦର ଶିରିପୁର କାଗଜନଗର ବ୍ଲକରେ ପ୍ରାୟ ୪ଶହ ବନ ବିଭାଗ ଓ ପୋଲିସ କର୍ମଚାରୀ ବୃକ୍ଷରୋପଣ କରିଛନ୍ତି। ଦିନକୁ ଦିନ ଜଙ୍ଗଲ ପଦା ହେଉଥିବାରୁ ବୃକ୍ଷରୋପଣକୁ ଗୁରୁତ୍ୱ ଦେଇ ଗତ ଜୁନ୍‌ ୨୯ରେ ଏମାନେ ବୃକ୍ଷରୋପଣ…

ସେନାରେ ୭୮ ହଜାର ପଦବୀ ଖାଲି: ୩ ବର୍ଷରେ ୨୧ ଶହ ଅଫିସର ଛାଡ଼ିଛନ୍ତି ଚାକିରି

ନୂଆଦିଲ୍ଲୀ,୨।୭: ଭାରତୀୟ ସେନାରେ ୭୮ ହଜାର ୨ଶହ ୯୧ ପଦବୀ ଖାଲି ପଡ଼ିଛି। ସେଥିମଧ୍ୟରେ ୯ ହଜାର ୪ ଶହ ୨୭ ଅଫିସର ପଦବୀ ରହିଛି। ସେହିପରି ୨୦୧୬ରୁ ୨୦୧୮ ମଧ୍ୟରେ ୨୧ ଶହ ଅଫସର ବିଭିନ୍ନ କାରଣରୁ ଚାକିରି ଛାଡ଼ିଛନ୍ତି।…

ମଲାଡ୍‌ରେ କାନ୍ଥ ତଳେ ଚାପି ହେଲେ ୧୩: ମୃତକଙ୍କ ପାଇଁ ୫ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ଫଡ଼ାନଭୀସ୍‌

ମୁମ୍ବାଇ,୨।୭: ପ୍ରବଳ ବର୍ଷା ଯୋଗୁ ମୁମ୍ବାଇ ମଲାଡ୍‌ରେ ଏକ ଝୁମ୍ପୁଡି ବସ୍ତିରେ କାନ୍ଥ ଭୁଶୁଡ଼ି ପଡ଼ିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ କୁରାର ଗାଁରେ ଏପରି ଘଟିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ ମୃତକଙ୍କ ପାଇଁ ୫ ଲକ୍ଷ…

ଆଜି ନବଯୌବନ ଦର୍ଶନ

ପୁରୀ ଅଫିସ, ୨।୭ ଶେଷ ହୋଇଛି ମହାପ୍ରଭୁଙ୍କ ୧୪ ଦିନର ଅଣସର। ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ମଧ୍ୟାହ୍ନରେ ଦଇତାପତିମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ଦାରୁବିଗ୍ରହଙ୍କ ନବଯୌବନ…

ପୁଣି ପ୍ରବଳ ବର୍ଷା ସମ୍ଭାବନା: ୫୨ ବିମାନର ଉଡ଼ାଣ ବାତିଲ

ମୁମ୍ବାଇ,୨।୭: ଖରା ତାତି ପରେ ଏବେ ମାୟାନଗରୀ ମୁମ୍ବାଇ ପ୍ରବଳ ବର୍ଷା ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୫ ଦିନ ଧରି ଅବିଶ୍ରାନ୍ତ ବର୍ଷା ଯୋଗୁ ସହରର କେତେକ ଅଞ୍ଚଳ ଜଳବନ୍ଦୀ ହୋଇଛି। ଏହାଯୋଗୁ କେତେକ ଟ୍ରେନ୍‌ ଚଳାଚଳ ବ୍ୟହତ ହୋଇଛି।…

ଜିଏସ୍‌ଟିକୁ ୨ ବର୍ଷ;ଉପଲବ୍ଧି ଅନେକ, ବଦଳିନି ଆହ୍ବାନ

ନୂଆଦିଲ୍ଲୀ,୨-୭: ଦୁଇବର୍ଷ ପୂର୍ବେ ଆଜିର ଦିନରେ ଦେଶରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହୋଇଥିଲା। ପରୋକ୍ଷ ଟିକସ କ୍ଷେତ୍ରରେ ଏକାଧିକ ନିୟମକୁ ପ୍ରତ୍ୟାହାର କରାଯାଇ ଦେଶରେ ଏକକ ଟିକସ ବ୍ୟବସ୍ଥା ଲାଗୁ କରାଗଲା। ଜିଏସ୍‌ଟି ଲାଗୁ ହେବା ପ୍ରାରମ୍ଭିକ ପର୍ଯ୍ୟାୟ…

‘ସୂର୍ଯ୍ୟବଂଶୀ’ରେ ଅକ୍ଷୟଙ୍କ ଷ୍ଟଣ୍ଟ୍‌

ମୁମ୍ବାଇ: ଆକ୍ସନ ପାଇଁ ବଲିଉଡରେ ପ୍ରିସିଦ୍ଧି ଅର୍ଜନ କରିବା ସହିତ ଦର୍ଶକଙ୍କ ପ୍ରଶଂସାଭାଜନ ହୋଇପାରିଛି ବୋଲି ବଲିଉଡ ଅଭିନେତା ଅକ୍ଷୟ କୁମାର ପ୍ରକାଶ କରିଛନ୍ତି। ୫୧ ବର୍ଷୀୟ ଏହି କଳାକାର ୧୯୯୧ରେ ‘ସୌଗନ୍ଧ’ରୁ କ୍ୟାରିୟର ଆରମ୍ଭ କରିଥିଲେ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ…

ଭାରତୀୟ ଶିଖ୍‌ଙ୍କ ପାଇଁ ଖୋଲିଲା ପାକିସ୍ତାନ ଗୁରୁଦ୍ୱାର

ଲାହୋର,୨ା୭(ପି.ଟି.): ପାକିସ୍ତାନର ପଞ୍ଜାବ ପ୍ରଦେଶ ଅନ୍ତର୍ଗତ ସିଆଲକୋଟରେ ୫୦୦ବର୍ଷର ଏକ ପୁରାତନ ବବେ-ଦେ-ବର ଗୁରୁଦ୍ୱାର ଭାରତୀୟ ଶିଖ୍‌ ତୀର୍ଥଯାତ୍ରୀଙ୍କ ପାଇଁ ଉନ୍ମୁକ୍ତ ହୋଇଛି। ପୂର୍ବରୁ ଭାରତୀୟମାନଙ୍କୁ ଏହି ଗୁରୁଦ୍ୱାରକୁ ପ୍ରବେଶ ଲାଗି ଅନୁମତି ମିଳୁ ନ ଥିଲା। ଏଠାରୁ ପାଖାପାଖି ୧୪୦କିଲୋମିଟର…

ସଙ୍କଟରେ କୁମାରସ୍ବାମୀ ସରକାର: ଦୁଇ କଂଗ୍ରେସ ବିଧାୟକଙ୍କ ଇସ୍ତଫା

ବେଙ୍ଗାଲୁରୁ,୨ା୭(ଆଇଏଏନ୍‌ଏସ୍‌): କର୍ନାଟକ ବିଧାନସଭାରୁ ୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେବା ଫଳରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ସଙ୍କଟ ଦେଖାଦେଇଛି। ବିଦ୍ରୋହୀ ବିଧାୟକ ରମେଶ ଜରକିହୋଲି ଏବଂ ଆନନ୍ଦ ସିଂ ସୋମବାର ସେମାନଙ୍କ ଇସ୍ତଫାପତ୍ର ବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତାଙ୍କୁ…

ପାକିସ୍ତାନ ଜେଲ୍‌ରେ ୨୬୧ ଭାରତୀୟ ବନ୍ଦୀ

ଇସ୍‌ଲାମାବାଦ୍‌,୨ା୭(ପି.ଟି.): ପାକିସ୍ତାନ ଜେଲ୍‌ରେ ଏବେ ୨୬୧ ଭାରତୀୟ ବନ୍ଦୀ ଅଛନ୍ତି। ସୋମବାର ପାକିସ୍ତାନ ପକ୍ଷରୁ ସେଠାରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତଙ୍କୁ ତାଲିକା ହସ୍ତାନ୍ତର କରାଯାଇଛି। ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟ କହିଛି, ୨୦୦୮ ମେ ୨୧ ରାଜିନାମା ଅନୁଯାୟୀ ଏଭଳି ତଥ୍ୟ ପ୍ରଦାନ…

ବେଧଡ଼କ ଚାଲିଛି ବାଲି ଉଠାଣ

ଆରଡ଼ି, ୨।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତସ୍ଥିତ ବୋଡ଼କ ଓ ଷାଠିବାଙ୍କୁଡା ନିକଟରେ ବୈତରଣୀ ନଦୀରୁ ଭୁଟୁଭୁଟି ସାହାଯ୍ୟରେ ବେଧଡ଼କ ବାଲି ଉଠାଣ ଚାଲିଛି। ଏହି ବାଲି ଉଠାଣ ଯୋଗୁ ନଦୀବନ୍ଧ ଦୁର୍ବଳ ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?