Home

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ, ୩୦।୬-କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ର ମଧ୍ୟମଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିଦର୍ଶନ କରି ରୋଗୀମାନଙ୍କ ସ୍ବାସ୍ଥ୍ୟସେବା ବୁଝିବା ସହିତ ମୁଖ୍ୟ ଚିକିତ୍ସାଳୟର ଉନ୍ନତି…

ଭାରତକୁ ପ୍ରାରମ୍ଭିକ ଝଟକା

ବର୍ମିଂହାମ,୩୦।୬: ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ବିଶାଳ ୩୩୮ରନ୍‌ ଲକ୍ଷ୍ୟ ନେଇ କ୍ରିଜ୍‌କୁ ଆସିଥିବା ଭାରତୀୟ ଦଳର ଓପନର କେ.ଏଲ ରାହୁଲ ବିନା ଖାତା ଖୋଲି ପାଭେଲିୟନ୍‌ରୁ ଫେରିଛନ୍ତି। ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ କୋହଲି…

ରଥରେ ଯାନ୍ତି ଦଶାବତାର ଦିଅଁ

ପୁରୀ ଅଫିସ, ୩୦ା୬: ଆସନ୍ତା ୪ ତାରିଖରେ ରଥଯାତ୍ରା। ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ ମହାପ୍ରଭୁ। ଏଥିପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ରଥଖଳାରେ ତିନିରଥ ନିର୍ମାଣ ବି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅଣସରରେ ଥିବା ଠାକୁର ଏବେ ସୁସ୍ଥ ହେଲେଣି।…

ରାଜପ୍ରସାଦ ବିଜେ:ମହାପ୍ରଭୁ ସୁସ୍ଥ ହେବା ଖବର ଜାଣିଲେ ଗଜପତି

ପୁରୀ ଅଫିସ, ୩୦ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଥିଲେ ମହାପ୍ରଭୁ। ଅଣସର ଘରେ ଠାକୁରଙ୍କ ଗୁପ୍ତସେବା ଚାଲିଥିଲା। ଫୁଲୁରୀ ତେଲ ଓ ଓଷୁଅ ଲାଗି ପରେ ଏକାଦଶୀରେ ଦଶମୂଳ ମୋଦକ ଖାଇ ମହାପ୍ରଭୁ…

ପଞ୍ଚମ ଓ୍ବିମ୍ବେଲଡନ୍‌ ଟାଇଟଲ୍‌ ଲକ୍ଷ୍ୟରେ ଜୋକୋଭିଚ୍‌

ଲଣ୍ଡନ, ୩୦।୬(ଏଏଫ୍‌ପି)- ଚଳିତ ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଓ୍ବିମ୍ବେଲଡନ ସୋମବାରଠାରୁ ସ୍ଥାନୀୟ ଅଲ୍‌ ଇଂଲଣ୍ଡ ଲନ୍‌ ଟେନିସ କ୍ଲବଠାରେ ଆରମ୍ଭ ହେବାକୁ ଯାଉଛି। ଏହି ସମ୍ମାନଜନକ ପ୍ରତିଯୋଗିତାର ଏହା ହେବ ୧୩୩ତମ ସଂସ୍କରଣ। ସର୍ବିୟା ଟେନିସ ତାରକା ନୋଭାକ…

ଶ୍ରୀଲଙ୍କା ଲାଗି କର ବା ମର ସ୍ଥିତି

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଗାଣିତିକ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଶ୍ରୀଲଙ୍କାର ସେମିଫାଇନାଲ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି। ସୋମବାର ଶ୍ରୀଲଙ୍କା ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ସେମି ଦୌଡ଼ାରୁ ବାଦ୍‌ ପଡିସାରିଥିବା ଓ୍ବେଷ୍ଟଇଣ୍ଡିଜକୁ ଭେଟିବ। ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଡରେ ଟୁର୍ନାମେଣ୍ଟର…

ଭାରତ ଆଗରେ ବିଜୟ ଲକ୍ଷ୍ୟ ୩୩୮

ବର୍ମିଂହାମ,୩୦।୬: ଚଳିତ ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଆଗରେ ବିଶାଳ ୩୩୮ରନର ଲକ୍ଷ୍ୟ ରଖିଛି ଆୟୋଜକ ଇଂଲଣ୍ଡ। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଦୁଇ ଓପନର ଜେସନ ରୟ ଓ ଜନ୍ନି ବେୟାରଷ୍ଟୋ ଦମଦାର ପାଳି ଖେଳି…

ମାନସିକ ପୂରଣ କରେ ଏହି ଯଜ୍ଞକୁଣ୍ଡ…

ହରିଦ୍ୱାରରେ ଏପରି ଏକ ଆଶ୍ରମ ରହିଛି। ଏହାର ଯଜ୍ଞଶାଳାରେ ଦୀର୍ଘ ୬୬ ବର୍ଷ ଧରି ଅଖଣ୍ଡ ଅଗ୍ନି ପ୍ରଜ୍ୱଳିତ ହୋଇରହିଛି । ୧୯୫୩ରେ ଏହାର ସ୍ଥାପନା କରାଯାଇଥିଲା। ଏଠାରେ ପ୍ରତିଦିନ ସକାଳେ ଦୁଇ ଘଣ୍ଟା ଧରି ଯଜ୍ଞ ହୋଇଥାଏ । ଯଜ୍ଞ…

ଜାଏରା ୱାସିମଙ୍କୁ ନେଇ ଥମୁନି ଚର୍ଚ୍ଚା:ଉମର ଅବଦୁଲା, ଶାହ ଫୈଜଲ କଲେ ସମର୍ଥନ

‘ଦଙ୍ଗଲ’ ଓ ‘ସିକ୍ରେଟ ସୁପରଷ୍ଟାର୍‌’ ଭଳି ଫିଲ୍ମରେ ନିଜ ଅଭିନୟର ଦକ୍ଷତା ଦେଖାଇ ସାରିଥିବା ଅଭିନେତ୍ରୀ ଜାଏରା ୱାସିମ ବଲିଉଡଠାରୁ ସବୁଦିନ ପାଇଁ ଦୂରେଇ ଯାଇଛନ୍ତି। ବଲିଉଡକୁ ଆସିବା ପରେ ସେ ତାଙ୍କ ଧର୍ମ ଇସଲାମଠାରୁ ଦୂରେଇ ଯାଉଥିବାରୁ ଏଭଳି ନିଷ୍ପତ୍ତି…

ପୂର୍ବତନ ପ୍ରେମିକା ଏବଂ ସ୍ତ୍ରୀଙ୍କ ସହ ଗୋଟିଏ ଫ୍ରେମ୍‌ରେ ନଜର ଆସିଲେ ଯୁବରାଜ ସିଂ

କ୍ରିକେଟରୁ ଅବସର ନେବା ପରେ ଯୁବରାଜ ସିଂ ମାୟାନଗରୀ ମୁମ୍ବାଇରେ ଏକ ପାର୍ଟିର ଆୟୋଜନ କରିଥିଲେ। କ୍ରିକେଟ ଜଗତଠାରୁ ଆରମ୍ଭ କରି ବଲିଉଡ କଳାକାର ଏହି ପାର୍ଟିରେ ଯୋଗ ଦେଇଥିଲେ। ଯୁବରାଜଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ କିମ୍‌ ଶର୍ମା ମଧ୍ୟ…

୧୩୨ ବର୍ଷ ପରେ ସର୍ବସାଧାରଣଙ୍କ ପାଇଁ ଖୋଲିଲା ମଧ୍ୟପ୍ରଦେଶର ପଚମଢ଼ୀ ରାଜଭବନ

ମଧ୍ୟପ୍ରଦେଶର ଗ୍ରୀଷ୍ମକାଳୀନ ପଚମଢ଼ୀ ରାଜଭବନ ଦୀର୍ଘ ୧୩୨ ବର୍ଷ ପରେ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ଲୋକେ ଏହାର ପୁରୁଣା ବିଲିଡିଂ ଏବଂ ସାମଗ୍ରୀ ଦେଖି ଆଶ୍ଚର୍ଯ୍ୟ ହେବା ସହ ଏହାର ସୌନ୍ଦର୍ଯ୍ୟ ଉପଭୋଗ କରୁଛନ୍ତି। ୧୯୬୭ ମସିହାରେ ଶେଷଥର ପାଇଁ…

କୂଅରୁ ୫ ଫୁଟର ରଣାସାପ ଉଦ୍ଧାର: ବନ ବିଭାଗକୁ ହସ୍ତାନ୍ତର

ପରଜଙ୍ଗ,୩୦।୬(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ କଟାବାହାଳ ଗ୍ରାମର ରାମ ପ୍ରଧାନଙ୍କ ବାରିରେ ଥିବା କୂଅରୁ ରବିବାର ଏକ ୫ଫୁଟ ଲମ୍ବର ରଣାସାପ ଉଦ୍ଧାର କରାଯାଇଛି। ଖବର ପାଇ ସ୍ନେକ ହେଲ୍ପଲାଇନ୍‌ ସଦସ୍ୟ ସେଠାରେ ପହଞ୍ଚି କୂଅରୁ ସାପଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?