Home

ମାଙ୍କଡକୁ ପାଣି ପିଆଇଲେ ସଲମାନ

ବଲିଉଡର ଭାଇଜାନ୍‌ ସଲମାନ ଖାନ କେବଳ ଜଣେ ମଣିଷ ପ୍ରେମୀ ନୁହଁନ୍ତି, ସେ ପଶୁପକ୍ଷୀମାନଙ୍କୁ ବି ବେଶ୍‌ ଭଲ ପାଆନ୍ତି।ଏହାର ଏକ ଉଦାହରଣ ନିକଟରେ ଦେଖିବାକୁ ମିଳିଛି। ସଲ୍ଲୁ ନିଜ ହାତରେ ଏକ ମାଙ୍କଡକୁ ପାଣି ପିଆଇଛନ୍ତି। ଏହାର ଏକ ଭିଡିଓ…

ନିଷ୍କାସନ ହୋଇପାରୁନି ବର୍ଷାଜଳ : ଡ୍ରେନ୍‌ ନିର୍ମାଣ ଦାବି କଲେ ଅଞ୍ଚଳବାସୀ

ମାଲକାନଗିରି,୩୦ା୬(ସ୍ବ.ପ୍ର.) : ମାଲକାନଗିରି ଜିଲା ସଦର ମହକୁମା ପୌରପରିଷଦ ଅଞ୍ଚଳର ବିଭିନ୍ନ ୱାର୍ଡ ଏବଂ ମୁଖ୍ୟ ରାସ୍ତାର ପରିମଳ ବ୍ୟବସ୍ଥା ବିଗିଡ଼ିଛି। ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ଜନଅସନ୍ତୋଷ ପ୍ରକାଶ ପାଇବା ସହ ଡ୍ରେନ୍‌ ନିର୍ମାଣ ଦାବି ହୋଇଛି। ବିଶେଷକରି…

୧ କେଜି ଇଡଲି-ଦୋସା ପିଠଉ ନେଲେ ୧ ବାଲ୍ଟି ପାଣି ମାଗଣା

ଚେନ୍ନାଇ, ୩୦।୬: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଭୀଷଣ ଜଳସଙ୍କଟ ଦେଖାଦେଇଛି। ଗ୍ରାମାଞ୍ଚଳରେ ସ୍ଥିତି ଭୟାବହ ଥିବାବେଳେ ସହରରେ ଲୋକେ ଚଢାଦରରେ ପାଣି କିଣି ପିଉଛନ୍ତି। ବ୍ୟବସାୟୀମାନେ ଲୋକଙ୍କୁ ପାଣି କିଣିବା ପାଇଁ ଲୋଭନୀୟ ଅଫର୍‌ ମଧ୍ୟ ଦେଉଛନ୍ତି। ଚେନ୍ନାଇର ଜଣେ ବ୍ୟବସାୟୀ…

ଜୁଲାଇ ୨ରେ ଭାଜପା ପାର୍ଲାମେଣ୍ଟାରୀ ପାର୍ଟି ମିଟିଂ

ନୂଆଦିଲ୍ଲୀ,୩୦।୬: ଆସନ୍ତା ଜୁଲାଇ ୨ରେ ଭାଜପା ପାର୍ଲାମେଣ୍ଟାରୀ ପାର୍ଟି ମିଟିଂ ଆୟୋଜନ କରାଯାଇଥିବା ରବିବାର ସୂଚନା ଦିଆଯାଇଛି। ଏହା ପାର୍ଲାମେଣ୍ଟାରୀ ଲାଇବ୍ରେରୀରେ ଜିଏମ୍‌ସି ବାଲଯୋଗୀ ଅଡିଟୋରିୟମରେ ସକାଳ ପ୍ରାୟ ୯ଟା ୩୦ରେ ଆରମ୍ଭ କରାଯିବ। ଲୋକ ସଭା ଓ ରାଜ୍ୟ ସଭାରେ…

ଶର୍ଟସ୍‌ ପିନ୍ଧିଲେ ଇମାମ୍‌ବାଡ଼ାରେ ପ୍ରବେଶ ପାଇଁ ମିଳିବନି ଅନୁମତି

ଲକ୍ଷ୍ନୌ,୩୦।୬: ଏଣିକି ଶାଳୀନତା ପୂର୍ଣ୍ଣ ପୋଷାକ ପିନ୍ଧିଲେ ହିଁ ପର୍ଯ୍ୟଟକଙ୍କୁ ଲକ୍ଷ୍ନୌର ଇମାମ୍‌ବାଡ଼ାରେ ପ୍ରବେଶ ଅନୁମତି ମିଳିବ। କେତେକ ପର୍ଯ୍ୟଟକ ଶର୍ଟସ୍‌ ପିନ୍ଧି ଇମାମ୍‌ବାଡ଼ା ଦେଖିବାକୁ ଆସିଥାନ୍ତି। ତେବେ ଏନେଇ ଜିଲାପାଳ କୌଶଳ ରାଜ ଶର୍ମା ଏପରି ନିର୍ଦ୍ଦେଶ ଜାରି କରିଛନ୍ତି।…

ପାକିସ୍ତାନ ଫ୍ୟାନ୍‌ଙ୍କ ମୁହଁରେ ଇଣ୍ଡିଆ..ଇଣ୍ଡିଆ..

ବର୍ମିଂହାମ, ୩୦।୬: ଚଳିତ ଆଇସିସି ବିଶ୍ୱକପର ଗୁରୁତ୍ୱପୂର୍ଣ୍ଣ ୩୮ତମ ମ୍ୟାଚରେ ଦୁଇ ଫେଭରାଇଟ୍‌ ଦଳ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ଭେଟାଭେଟି ହୋଇଛନ୍ତି। ଇଂଲଣ୍ଡ ପାଇଁ ଏହି ମ୍ୟାଚ୍‌ କର ବା ମର ପରିସ୍ଥିତି ହୋଇଥିବାବେଳେ ଏପର୍ଯନ୍ତ ବିଶ୍ୱକପରେ ଅପରାଜିତ…

ତେଲେଙ୍ଗାନାରେ ମହିଳା ପୋଲିସଙ୍କୁ ପିଟିଲେ ଟିଆର୍‌ଏସ୍‌ କର୍ମୀ

ହାଇଦ୍ରାବାଦ,୩୦।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର କର୍ମୀ ଆସିଫାବାଦ ଜିଲାରେ ବୃକ୍ଷରୋପଣ ପାଇଁ ପହଞ୍ଚିଥିବା ପୋଲିସ ଓ ବନ କର୍ମଚାରୀଙ୍କୁ ଖୁବ୍‌ ପିଟିଛନ୍ତି। ଏହି ସମୟରେ ଟ୍ରାକ୍ଟର ଉପରେ ଥିବା ଜଣେ ମହିଳା ପୋଲିସଙ୍କୁ ମଧ୍ୟ ଏମାନେ ଛାଡି ନାହାଁନ୍ତି। ଉଭୟ ପକ୍ଷଙ୍କୁ…

ନିୟନ୍ତ୍ରଣ ହରାଇଲା ହେଲିକପ୍ଟର: ଲାଣ୍ଡିଂ ନ କରି ଦିଲ୍ଲୀ ଫେରିଗଲେ ବାଲକ୍‌ ନାଥ୍‌

ଅଲଓ୍ବର,୩୦।୬: ରାଜସ୍ଥାନ ଅଲଓ୍ବର ଲୋକ ସଭା ଆସନର ଭାଜପା ଏମ୍‌ପି ବାବା ବାଲକ୍‌ ନାଥ୍‌ଙ୍କ ହେଲିକପ୍ଟର ନିୟନ୍ତ୍ରଣ ହରାଇବାରୁ ଏହା ଲାଣ୍ଡିଂ ନ କରି ପାରି ଦିଲ୍ଲୀ ଫେରି ଯାଇଛି। ସେ ଏଠାରେ ବାବା ସୋମନାଥ ମହାରାଜଙ୍କର ୧୯ତମ ପୁଣ୍ୟତିଥିରେ ଯୋଗଦେବାକୁ…

ପ୍ରିୟଙ୍କାଙ୍କୁ ଯୋଗୀଙ୍କ କଡ଼ା ଜବାବ୍‌: ନ ଖାଇ ପାରିଲେ ଅଙ୍ଗୁର ଖଟା

ଲକ୍ଷ୍ନୌ,୩୦।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଂଗ୍ରେସ ରାଷ୍ଟ୍ରୀୟ ମହସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ କଡ଼ା ଜବାବ୍‌ ଦେଇଛନ୍ତି। କଂଗ୍ରେସ ନିର୍ବାଚନରେ ପରାଜିତ ହୋଇଥିବାରୁ ହତାଶ ହୋଇ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଛି ବୋଲି ଯୋଗୀ ରବିବାର ଟୁଇଟ୍‌…

ଭାରତକୁ ସାହାଯ୍ୟ ମାଗିଲେ ସୋଏବ ଅଖତର

ଇସଲମାବାଦ, ୩୦।୬:ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତକୁ ସାହାଯ୍ୟ ମାଗିଛନ୍ତି। ଆଇସିସି ବିଶ୍ୱକପରେ ପାକିସ୍ତାନକୁ ସେମିଫାଇନାଲରେ ପହଞ୍ଚିବାରେ ଭାରତ ସହାୟତା ଆବଶ୍ୟକ ବୋଲି ସେ କହିଛନ୍ତି। ଭାରତ ଲିଗ୍‌ ପର୍ଯ୍ୟାୟରେ ଇଂଲଣ୍ଡକୁ ପରାସ୍ତ କଲେ ହିଁ ପାକିସ୍ତାନ ସେମିଫାଇନାଲ ଖେଳିବା…

ମନଦେଇ ଶୁଣିଲେ ‘ମନ୍‌ କି ବାତ୍‌’

ନୂଆଦିଲ୍ଲୀ,୩୦।୬: ପାଖାପାଖି ଦୁଇ ମାସ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ ପୁଣିଥରେ ରବିବାର ପ୍ରଚାରିତ ହୋଇଛି। ତେବେ ଏହି କାର୍ଯ୍ୟକ୍ରମକୁ ମନଦେଇ ଶୁଣିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ବିବାହ କରିବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର,ନିର୍ବନ୍ଧ ଶେଷ

ପୂର୍ବ ଭାରତୀୟ କ୍ରିକେଟର୍‌ କରୁଣ ନାୟାର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଦୀର୍ଘଦିନର ପ୍ରେମିକା ଶନାୟା ଟଙ୍କରିଓ୍ବାଲାଙ୍କ ସହ କରୁଣଙ୍କ ନିର୍ବନ୍ଧ ଶେଷ ହୋଇଛି। ଶନିବାର କରୁଣ ନିଜ ଇନଷ୍ଟାଗ୍ରାମରେ ପ୍ରେମିକାଙ୍କ ଫଟୋ ଛାଡିଛନ୍ତି। ଆଇପିଏଲରେ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?