ସ୍ବଳ୍ପ ସଞ୍ଚୟ ଯୋଜନା ସୁଧହାର ହ୍ରାସ;ସଂସଦରେ ସରକାରଙ୍କୁ ଘେରିବ କଂଗ୍ରେସ
ନୂଆଦିଲ୍ଲୀ,୩୦-୬: କେନ୍ଦ୍ରର ମୋଦି ସରକାର ଏକ ବଡ଼ ନିଷ୍ପତ୍ତି କ୍ରମେ ସୁକନ୍ୟା ଯୋଜନା, ପବ୍ଲିକ୍ ପ୍ରୋଭିଡେଣ୍ଟ ଫଣ୍ଡ, ବରିଷ୍ଠ ନାଗରିକ ସଞ୍ଚୟ ଯୋଜନା ଭଳି ସ୍ବଳ୍ପ ସଞ୍ଚୟ ଯୋଜନାର ସୁଧ ହାର ୧୦ ବେସିସ୍ ପଏଣ୍ଟ ଅର୍ଥାତ୍ ୦.୧ ପ୍ରତିଶତ ହ୍ରାସ…
ଜି-୨୦ ସମ୍ମିଳନୀରେ ଭାରତର କଠୋର ଆଭିମୁଖ୍ୟ: ପଳାତକ ଅପରାଧୀଙ୍କୁ ଅଙ୍କୁଶ ଲଗାଅ
ଓସାକା,୩୦ା୬(ପି.ଟି.): ପଳାତକ ଆର୍ଥତ୍କ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀରେ ଭାରତ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଅନ୍ତର୍ଜାତୀୟ ଫୋରମ୍ରେ ଏହି ପ୍ରସଙ୍ଗ ଉଠାଇ ଆସୁଥିବା ଜି୨୦ ସମ୍ମିଳନୀରେ ଭାରତର ଶେରପା ଥିବା…
ବିବାହର ୬ବର୍ଷ ପରେ ନିର୍ଯାତନା : ନ୍ୟାୟ ପାଇଁ ଢେଙ୍କାନାଳରେ ପଶ୍ଚିମବଙ୍ଗ ମହିଳା
ଢେଙ୍କାନାଳ ଅଫିସ, ୩୦।୬ – ବିବାହର ୫ବର୍ଷ ପରେ ପଶ୍ଚିମବଙ୍ଗର ଜଣେ ମହିଳା ସ୍ବାମୀଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳା ନ୍ୟାୟ ପାଇଁ ସାମାଜିକ ସଙ୍ଗଠନର କର୍ମକର୍ତ୍ତାଙ୍କ ସହାୟତାରେ ଶନିବାର ଢେଙ୍କାନାଳ ଏସ୍ପି ଅନୁପମା…
ଖଟିଆରେ ମୃତଦେହ ବୁହାହେବା ଘଟଣା : ଓ୍ବାର୍ଡ ଆଟେଣ୍ଡାଣ୍ଟ ନିଲମ୍ବିତ, ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ
ଦାରିଙ୍ଗବାଡ଼ି, ୩୦।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟନ୍ଦ୍ରେରେ ଶ୍ରାନିକେତା ଅଞ୍ଚଳର କିରଣ ପ୍ରଧାନଙ୍କର ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ପରିବାରଲୋକେ ମୃତଦେହକୁ ପ୍ରାୟ ୩କିମି ଦୂର ଶ୍ରାନିକେତାକୁ ଖଟିଆରେ ବୋହି ନେଇଥିଲେ। ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ସମୀର କୁମାର ଦାସ ଡ୍ୟୁଟିରେ…
ଗୋଲାମୁଣ୍ଡା ବ୍ଲକରେ ଭୁସ୍ଲି ପଡ଼ିଛେ ସ୍ବାସ୍ଥ୍ୟ ସେବା: ଚପ୍ରିଆ, ଉଛୁଲା ସ୍ବାସ୍ଥ୍ୟ କେନ୍ଦ୍ର ଡାକ୍ତର ଶୁଇନ୍
କେଗାଁ,୩୦ା୬ (ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ସୁଆସ୍ତିଅ ସେବା ଭୁସ୍ଲିଯାଇଛେ। ରାଏଜ୍ ସରକାର ବ୍ଲକର ୨୮ଟା ପଁଚେତ୍ରେ ବାସ କରୁଥିବାର ୧ ଲାଖ୍ ୨୯ ହଜାର ୪ଶହ ୯୯ ଝନ୍ ଲୁକ୍କୁ ନଜରରେ ରଖି ସୁଆସ୍ତିଅ ସେବାର ବେବସ୍ତା କରିଛନ୍।…
ଅସ୍ତ୍ରୋପଚାର ପରେ ନର୍ସିଂ ଛାତ୍ରୀଙ୍କ ଛାତିରୁ ବାହାରିଲା ଛୁଞ୍ଚତ୍
ଫିରିଙ୍ଗିଆ,୩୦ା୬-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ପରେ ଜଣେ ନର୍ସିଂ ଛାତ୍ରୀଙ୍କ ଛାତିରେ ଛୁଞ୍ଚତ୍ ରହିଯାଇଥିଲା। ଶନିବାର ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇ ଛୁଞ୍ଚତ୍ ବାହାର କରାଯାଇଛି। ଏହି ଘଟଣାରେ ଛାତ୍ରୀଙ୍କ ପରିବାର ଅସ୍ତ୍ରୋପଚାର ପରେ ବାହାରିଥିବା ଫଟୋ…
ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ: ବାହାରୁନାହିଁ ସମାଧାନ ବାଟ
ବଲାଙ୍ଗୀର ଅଫିସ, ୩୦ା୬ ବଲାଙ୍ଗୀର ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଗତ ପ୍ରାୟ ୧୦ ମାସ ହେଲା ବନ୍ଦ ପଡିଛି ା ୨୦୧୩ ଭୂମି ଅଧିଗ୍ରହଣ ଆଇନ କାର୍ଯ୍ୟକାରୀ କରି ଉଚିତ୍ କ୍ଷତିପୂରଣ ଓ ଥଇଥାନ କରିବାକୁ ଦାବି…
୨ ଦିନରେ ବଦଳି ଗଲା ସିଏସ୍ଓଙ୍କ ନିଷ୍ପତ୍ତି
ଫୁଲବାଣୀ ଅଫିସ, ୩୦|୬-କନ୍ଧମାଳ ଜିଲା ଯୋଗାଣ ବିଭାଗର ଚାଲିଥିବା କଳା କାରନାମା ଧୀରେ ଧୀରେ ପଦାକୁ ଆସୁଛି। ଏକ ଟ୍ରାନ୍ସପୋର୍ଟକୁ କିପରି ଯୋଗାଣ ବିଭାଗ ସହଯୋଗ କରୁଛି ତାହା ଏକ ଚିଠିରୁ ସ୍ପଷ୍ଟ ହୋଇଛି। କାହିଁକି ଏବଂ କେଉଁ ସ୍ବାର୍ଥରେ ସେହି…
ଡାକ୍ତରଖାନାରେ ୫ ଅନଶନକାରୀ ଚିକିତ୍ସାଧୀନ: ପ୍ରତିଶ୍ରୁତି ପରେ ଅନଶନ ସ୍ଥଗିତ ରଖିଲା ଭିନ୍ନକ୍ଷମ ମଞ୍ଚ
କପ୍ତିପଦା,୩୦।୬(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ଭିନ୍ନକ୍ଷମ ମଞ୍ଚ ପକ୍ଷରୁ ୭ ଦଫା ଦାବି ନେଇ ଗତ ବୁଧବାରଠାରୁ ଧାରଣା ଓ ଆମରଣ ଅନଶନ ଆନ୍ଦୋଳନ ଜାରି ରହିଥିଲା। ପ୍ରଶାସନ ପକ୍ଷରୁ ଦାବି ପୂରଣ କରାଯିବା ଲାଗି ଆଶ୍ୱାସନା ଦିଆଯିବାରୁ ଶନିବାର ଅନଶନକୁ ସ୍ଥଗିତ…
ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି ଜୋର
ବାରିପଦା ଅଫିସ, ୩୦।୬- ବିଶ୍ୱ ବିଖ୍ୟାତ ପୁରୀ ରଥଯାତ୍ରା ପରେ ବାରିପଦା ସ୍ବତନ୍ତ୍ର ଗୁରୁତ୍ୱ ରଖୁଥିବାରୁ ଏହାକୁ ‘ଦ୍ୱିତୀୟ ଶ୍ରୀକ୍ଷେତ୍ର’ ମାନ୍ୟତା ପ୍ରଦାନ ଦାବି ଜୋର ଧରିଛି। ବାରିପଦା ଜଗନ୍ନାଥ ମନ୍ଦିରର ସେବାୟତମାନେ ଶନିବାର ଭୁବନେଶ୍ୱର ଯାଇ ରାଜ୍ୟ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ…
ଅଷ୍ଟ୍ରେଲିଆର ବୃହତ୍ ବିଜୟ
ଲଡର୍ସ,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ର ୩୭ତମ ମ୍ୟାଚ୍ରେ ଶନିବାର ଅଷ୍ଟ୍ରେଲିଆ ୮୬ ରନରେ ପଡୋଶୀ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହତ ପ୍ରଥମଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଥିବା ଅଷ୍ଟ୍ରେଲିଆ ୮ଟି ମ୍ୟାଚ୍ ଖେଳି ୭ ବିଜୟ ଓ ଗୋଟିଏ ପରାଜୟ ସହ…
ୱାଲର୍ଡ ୟୁନିଭର୍ସିଟି ଗେମ୍ସ: ଭାରତୀୟ ଦଳର ନେତୃତ୍ୱ ନେବେ ଦୂତୀ
ଭୁବନେଶ୍ୱର ୩୦।୬(ସ୍ପୋଟର୍ସ ବ୍ୟୁରୋ)-ଇଟାଲିର ନାପୋଲିଠାରେ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ୩୦ତମ ୱାଲ୍ଡର୍ର୍ ୟୁନିଭର୍ସିଟି ଗେମ୍ସ ଅନୁଷ୍ଠିତ ହେବ। ଏଥିରେ ସ୍ପ୍ରିଣ୍ଟ କୁଇନ ତଥା କିଟ୍ରେ ଅଧ୍ୟୟନରତ ଦୂତୀ ଚାନ୍ଦ ଭାରତୀୟ ବିଶ୍ୱବିଦ୍ୟାଳୟ ଦଳର ନେତୃତ୍ୱ ନେବେ। ଉଦ୍ଘାଟନୀ ଉତ୍ସବରେ ଦୂତୀ…

