Home

ପୁରୀ ପୋଲିସ ରଥଯାତ୍ରା ପ୍ରସ୍ତୁତି: ପାର୍କିଂ, ଟ୍ରାଫିକ୍‌ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୯ା୬: ଘୋଷଯାତ୍ରାକୁ ଆଉ ମାତ୍ର ୫ଦିନ। ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ପୁରୀ ଏସ୍‌ପି ଉମାଶଙ୍କର ଦାଶ ‘ଧରିତ୍ରୀ’କୁ କହିଛନ୍ତି। ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ବାହାରୁ ଆସୁଥିବା ଦୁଇ ଚକିଆ…

ଜୋର୍‌ସୋରରେ ଚାଲିଛି ପୋଟଳ କାମ

ପୁରୀ ଅଫିସ, ୨୯ା୬: ଜୁଲାଇ ୪ରେ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥକାମ। ଗୁରୁବାର ତୃତୀୟ ଭୂଇଁ କାଠ ଉଠି ବଡ଼ ଥାଳି ପୋଟଳ ଉଠିଥିଲା। ତେରପରସ୍ତ ପୋଟଳ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ଦୁଆର ବେଢ଼ା…

ହାତୀ ପାଇଁ ହାତ ଟେକିଦେଲେ

ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି। ଫଳସ୍ବରୂପ ଏବେ ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଲାଣି। ପ୍ରତିଦିନ ଜିଲାର କେଉଁଠି ନା…

ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ବଳକା ଯଦି ବିଦ୍ୟୁତ୍‌ କାଟ୍‌ କାହିଁକି

ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ ଘଣ୍ଟା ଯାଏ ବିଦ୍ୟୁତ୍‌ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା, ପୁରୀ ଜିଲାରେ ବିଦ୍ୟୁତ୍‌ ଭିତ୍ତିଭୂମି ଉଜୁଡି ଯାଇଛି।…

ରାଜ୍ୟ ସଭା ଉପନିର୍ବାଚନ: ଅଶ୍ୱିନୀ, ଅମର ଓ ସସ୍ମିତ୍‌ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ରାଜ୍ୟ ସଭାକୁ ଓଡ଼ିଶାର ୩ ଆସନ ପାଇଁ ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବିଜେଡି ସସ୍ମିତ ଏବଂ ଅମରଙ୍କୁ ପ୍ରାର୍ଥୀ କରିଥିବା ବେଳେ ଗୋଟିଏ ଆସନରେ ଭାଜପାକୁ ସମର୍ଥନ କରିଥିଲା।…

ମନୋଜ ଜେନା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଭାଲୁ ଗିରଫ

ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ା ସେ ହେଲେ ଆସିକାର ଭାଲୁ ଓରଫ ଭଗବାନ…

ରାଜ୍ୟବାସୀଙ୍କ ଆଶା ଅନୁଯାୟୀ ବଜେଟ: ନବୀନ

ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ୨୦୧୯-୨୦ ବଜେଟ୍‌ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବାସୀଙ୍କ ଆଶା ଯାହା ଥିଲା, ତାହା ବଜେଟ୍‌ରେ ପ୍ରତିଫଳିତ ହୋଇଛି। ବଜେଟ୍‌ରେ କାଳିଆ ଯୋଜନାକୁ ବଢାଯିବା ସହ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଏଥିରେ ସାମିଲ କରାଯାଇଛି। ମହିଳାଙ୍କ ସ୍ବାସ୍ଥ୍ୟ…

ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ’ ମୁକୁଟ

ମେଲବୋର୍ନ,୨୯।୬: ଭାରତୀୟ ବଂଶୋଦ୍ଭବ ୨୬ ବର୍ଷୀୟା ପ୍ରିୟା ସେରାଓ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ମେଲବୋର୍ନଠାରେ ଗୁରୁବାର ରାତିରେ ଆୟୋଜିତ ଉକ୍ତ ପ୍ରତିଯୋଗିତାରେ ୨୬ ଜଣଙ୍କୁ ପଛରେ ପକାଇ ପ୍ରିୟା ଏହି ସଫଳତା ହାସଲ କରିଛନ୍ତି। ଆସନ୍ତା…

‘ବୋଲେ ଚୁଡିୟାଁ’ରେ ତମନ୍ନା, ନଓ୍ବାଜୁଦ୍ଦିନ୍‌

ମୁମ୍ବାଇ: ଅଭିନେତ୍ରୀ ତମନ୍ନା ଭାଟିଆ ‘ବୋଲେ ଚୁଡିୟାଁ’ର ମୁଖ୍ୟ ଚରିତ୍ରରେ ଅଭିନୟ କରିବାକୁ ଯାଉଛନ୍ତି। ପୂର୍ବରୁ ଏହି ଚରିତ୍ରରେ ମୌନୀ ରଏ ଅଭିନୟ କରିବେ ବୋଲି ଚର୍ଚ୍ଚା ହେଉଥିଲା। ଏଥିରେ ପ୍ରଥମ ଥର ପାଇଁ ତମନ୍ନାଙ୍କୁ ନଓ୍ବାଜୁଦ୍ଦିନ ସିଦ୍ଦିକ୍‌ଙ୍କ ସହିତ ଦେଖିବାକୁ…

୩୦ ମିନିଟରେ ସରିଲା ରଥଯାତ୍ରା ସମୀକ୍ଷା ବୈଠକ: ରଥଯାତ୍ରା ପାଇଁ ୩ଦିନ ନିଃଶୁଳ୍କ ରହିବ ଟୋଲ୍‌ ଗେଟ୍‌

ପୁରୀ ଅଫିସ, ୨୯ା୬: ରଥଯାତ୍ରା ଦେଖିବା ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତ ଆସିବେ। ଶ୍ରଦ୍ଧାଳୁମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା, ରହଣି ଓ ଯାତାୟାତ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ରଥଯାତ୍ରା ସମୟରେ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ପିପିଲିଠାରେ ଥିବା ଟୋଲ…

କଂଗ୍ରେସରେ ଇସ୍ତଫାର ସୁଅ

ନୂଆଦିଲ୍ଲୀ,୨୯ା୬(ପି.ଟି.): କଂଗ୍ରେସ ଏମ୍‌ପି ବିବେକ ତନ୍‌ଖା ଦଳର ଆଇନ ଓ ମାନବାଧିକାର ସେଲ୍‌ ମୁଖ୍ୟ ପଦରୁ ଇସ୍ତଫା ଦେବା ପରେ ସାଧାରଣ ସମ୍ପାଦକ ଦୀପକ ବାବରିଆ (ମଧ୍ୟପ୍ରଦେଶ ପ୍ରଭାରୀ) ଓ ଗୋଆ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଗିରିଶ ଚୋଦାନକରଙ୍କ…

ରାଷ୍ଟ୍ରପତି ଶାସନ ୬ ମାସ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୯ା୬(ପି.ଟି): ଜମ୍ମୁ-କଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନକୁ ସରକାର ସର୍ବାଧିକ ପ୍ରାଥମିକତା ଦେଉଥିବା ଶୁକ୍ରବାର ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ କହିଛନ୍ତି। ସେଠାରେ ରାଷ୍ଟ୍ରପତି ଶାସନ ସମୟସୀମା ଆଉ ୬ ମାସ ବଢ଼ାଇବା ପାଇଁ ଶାହ ଆଣିଥିବା ବୈଧାନିକ ପ୍ରସ୍ତାବ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?