Home

ଜୁଲାଇରୁ ଆରମ୍ଭ ହେବ ‘ନିର୍ଭୟ କଢି’

ଛତ୍ରପୁର,୨୯।୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ ସମ୍ମିଳନୀ କକ୍ଷରେ ଶୁକ୍ରବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଜିଲା ଶିଶୁ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଯେପରି ଗୋଟିଏ ବି…

କର୍ମଚାରୀ ସଂଘର ସାଧାରଣ ସଭା : ଚିନିଶିଳ୍ପ ବନ୍ଦ ଲାଗି ଚକ୍ରାନ୍ତ ଚାଲିଛି

ଆସିକା,୨୯ା୬ (ଡି.ଏନ୍‌.ଏ.) -ଆସିକା ସମବାୟ ଚିନିଶିଳ୍ପ କର୍ମଚାରୀ ସଂଘର ସାଧାରଣ ସଭା ଶୁକ୍ରବାର ଚିନିଶିଳ୍ପ ପରିସରରେ ଏଆଇଟିୟୁସି ନେତା ବିଦେଶୀ ନାହାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସଭାରେ ଏଆଇଟିୟୁସିର ରାଜ୍ୟ ସମ୍ପାଦକ ସୌରୀବନ୍ଧୁ କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।…

ଆର୍‌ପିଆର୍‌ସିରେ ଅର୍କିଡାରିୟମ୍‌ ଲୋକାର୍ପିତ: ୯୩ ବନ୍ୟ ଅର୍କିଡ୍‌, ୨୧୭ ହାଇବ୍ରିଡ୍‌ ଅର୍କିଡ୍‌ ପ୍ରଦର୍ଶିତ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍‌ପିଆର୍‌ସି)ର ବଟାନିକାଲ୍‌ ଗାର୍ଡେନରେ ଶୁକ୍ରବାର ଅର୍କିଡାରିୟମ୍‌ ଲୋକାର୍ପିତ ହୋଇଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଲୋକାର୍ପିତ କରି କହିଛନ୍ତି ଯେ, ଉଦ୍ଭିଦ ସଂରକ୍ଷଣ ଓ ଗବେଷଣା ହେଉଛି…

ଘରେ ଘରେ ଲାଗିବ ପ୍ରିପେଡ୍‌ ସ୍ମାର୍ଟ ମିଟର

ନୂଆଦିଲ୍ଲୀ,୨୯-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସାରା ଦେଶରେ ୩୦ କୋଟି ପ୍ରିପେଡ୍‌ ସ୍ମାର୍ଟ ମିଟର ଲଗାଇବାକୁ ଯୋଜନା କରୁଛନ୍ତି। ବିଜୁଳି ଚୋରିକୁ ରୋକିବା ଉଦ୍ଦେଶ୍ୟରେ ଆସନ୍ତା ୩ ବର୍ଷ ଭିତରେ ଘରେ ଘରେ ସ୍ମାର୍ଟ ମିଟର ଲଗାଯିବାକୁ…

ଯୋଡ଼ା ନାବାଳିକା ଗଣବଳାତ୍କାର ଘଟଣା:‘ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅ’

କେନ୍ଦୁଝର,୨୯।୬ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ପଣସଗୋଡ଼ା ଅଞ୍ଚଳରେ ନାବାଳିକା ଗଣବଳତ୍କାର ଘଟଣା ନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତନାଘନା ଚଳାଇଛନ୍ତି। ଆୟୋଗର ସଦସ୍ୟା ଡଃ ଗୀତାଞ୍ଜଳି ବସ୍ତିଆ ଓ ଦିବା ଶାସ୍ବତୀ ଶୁକ୍ରବାର ଯୋଡ଼ା…

ତେଜିଲା ମହିଳାଙ୍କ ମଦ ବିରୋଧି ଅଭିଯାନ

ଯୋଡ଼ା, ୨୯।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ଚୋରାମଦର ପ୍ରସାର ଘଟି ଚାଲିଛି। ଏହି ଜିଲାର ଖଣିଖାଦନା ଭରା ଯୋଡା ଅଞ୍ଚଳରେ ମଧ୍ୟ ଚୋରାମଦର ପ୍ରସାର ଘଟିଥିବାରୁ ବିଭିନ୍ନ ସମୟର ଅପରାଧ ଘଟଣା ସାଙ୍ଗକୁ ପାରିବାରିକ ହିଂସା…

ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ : ଷଡଯନ୍ତ୍ରକାରୀ ମହିଳାଙ୍କ ସମେତ ୫ ଗିରଫ

ବହଳଦା,୨୯ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବହଳଦା ଥାନା ପୋଲିସ ଏକ ହତ୍ୟା ଘଟଣାର ପର୍ଦ୍ଦାଫାସ କରି ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗତ ମେ ୨୩ ତାରିଖ ଦିନ ବହଳଦା ଥାନା ଅନ୍ତର୍ଗତ…

ଘରକୁ ଫେରିଲେ ଦୁବାଇରେ ଫସିଥିବା ୨ ଶ୍ରମିକ

ନୟାଗଡ଼ ଅଫିସ,୨୯।୬: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ କୁରୁଡ଼ଙ୍ଗ ଗ୍ରାମରେ ଦୁବାଇରେ ଫସିଥିବା ୨ ଜଣ ଓଡିଆ ଶ୍ରମିକ ଶୁକ୍ରବାର ଘରକୁ ଫେରିଛନ୍ତି। ସେମାନେ ହେଲେ ପ୍ରତାପ ମହାରଣା(୨୫) ଓ ଗୁମାନ ମହାରଣା(୪୦)। ପ୍ରତାପ ଓ ଗୁମାନ ସମ୍ପର୍କରେ ଦାଦା ପୁତୁରା…

ଗୋଠଛଡ଼ା ହାତୀ ଶାବକ ଚିନ୍ତାରେ ବନ ବିଭାଗ:ପାଟିରେ ଘା’, ବିଗୁଡୁଛି ସ୍ବାସ୍ଥ୍ୟ

ଢେଙ୍କାନାଳ ଅଫିସ, ୨୯।୬ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ରାସୋଳ ଥାନା ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଗୋଠରୁ ଅଲଗା ହୋଇଯାଇଥିବା ହାତୀ ଶାବକର ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ପଡ଼ିଛି ବନ ବିଭାଗ। ବାରମ୍ବାର ଉଦ୍ୟମ ସତ୍ତ୍ୱେ ହାତୀ ଛୁଆ ଜଙ୍ଗଲକୁ…

ଆଏଜ୍‌ ବି ଘନାପେଡା ତେଲର ଚାହିଦା ଅଛେ

ଭବାନୀପାଟଣା, ୨୯ା୬ (ଡି.ଏନ୍‌.ଏ) : ମନୁଷ୍‌ ସମାଜର ବିକାଶ ସଂଗେ ଫିଦିନିଅଁ। ଚଲନିରେ ତେଲର ଉପକାରିତାକେ ସେ ଅନୁଭବ କରିଛେ। ଭିନେ ଭିନେ କିସମର ତୈଳବୀଜ ଚିନ୍‌ହଁଟ କରି ସେଥ୍‌ରୁ ତେଲ ବାହାର କରବାର କଉଶଲ ଉଦ୍‌ଭାବନ କରିଛେ। ଆଘ ସବୁଗଁ।ରେ…

ସୁଜୁକାରେ ଭାରତର ରାଜୀବ ଶ୍ରେଷ୍ଠ ୧୦ର ନିକଟତର

ଭୁବନେଶ୍ୱର,୨୯।୬(ସ୍ପୋଟର୍‌ସବ୍ୟୁରୋ)- ଜାପାନର ସୁୁଜୁକାରେ ଅନୁଷ୍ଠିତ ଏଫ୍‌ଆଇଏମ୍‌ ଏସିଆ ରୋଡ୍‌ ରେସିଂ ଚାମ୍ପିଆନ୍‌ଶିପ୍‌ (ଏଆରସିସି)ର ଚତୁର୍ଥ ରାଉଣ୍ଡ ରେସ୍‌ରେ ଇଡେମିତ୍‌ସୁ ହୋଣ୍ଡା ଇଣ୍ଡିଆ ରେସିଂ ଟିମ୍‌ର ଚାଳକ ରାଜୀବ ସେଥୁ ଓ ସେନ୍ଥିଲ କୁମାର ଆକର୍ଷଣୀୟ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ଶ୍ରେଷ୍ଠ ଲ୍ୟାପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?