Home

ଛତିଶଗଡ଼ ଏନ୍‌କାଉଣ୍ଟର: ୨ଯବାନ ଶହୀଦ

ବିଜାପୁର,୨୮।୬: ଛତିଶଗଡ଼ର କେଶକୁତୁଲ ଅଞ୍ଚଳରେ ଶୁକ୍ରବାର ମାଓବାଦୀ ଓ ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସିଆର୍‌ପିଏଫ୍‌ର ୧୯୯ ବାଟେଲିୟନ ଓ ଛତିଶଗଡ଼ ପୋଲିସ ଆକସ୍ମିକ ଭାବେ ମାଓବାଦୀ ଲୁଚି ରହିଥିବା ଜାଣି…

ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କଲେ ଅନୁଷ୍କା, ୟୁଜର୍ସ କହିଲେ ଏମିତି…

ଅଭିନେତ୍ରୀ ଅନୁଷ୍କା ଶର୍ମା ଫିଲ୍ମ ‘ଜିରୋ’ ଫ୍ଲପ୍‌ ହେବା ପରେ ଆଜିପର୍ଯ୍ୟନ୍ତ କୌଣସି ଫିଲ୍ମରେ ସାଇନ୍‌ କରିନାହାନ୍ତି। ହାତରେ ଫିଲ୍ମ ନ ଥିଲେ କ’ଣ ହେଲା ବର୍ତ୍ତମାନ ଲଣ୍ଡନରେ ଚାଲିଥିବା କ୍ରିକେଟ ବିଶ୍ୱକପ୍‌କୁ ଫୁଲ୍‌ ଏନ୍‌ଜୟ କରୁଛନ୍ତି ଅନଷ୍କା। କିଛିଦିନ ତଳେ…

ଉମର ଅବଦୁଲ୍ଲାଙ୍କ ପୂର୍ବତନ ସ୍ତ୍ରୀ କହିଲେ ‘ମୁଁ ଶିବଙ୍କର ଜଣେ ବଡ଼ ଭକ୍ତ’

ବାରାଣସୀ, ୨୮।୬: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲାଙ୍କ ପୂର୍ବତନ ସ୍ତ୍ରୀ ପାୟଲ ନାଥ କାଶୀ ବିଶ୍ୱନାଥ ମନ୍ଦିର ଦର୍ଶନ କରିଛନ୍ତି। ପୁଅ ଜାହିର ଅବଦୁଲ୍ଲା ଏବଂ ଜାମିରଙ୍କ ସହ ସେ କାଳଭୈରବ ଏବଂ ଅନ୍ନପୂର୍ଣ୍ଣା ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ନିଜକୁ…

ଏହି ଅଭିନେତାଙ୍କ ଝିଅଙ୍କୁ ଡେଟ୍‌ କରୁଛନ୍ତି କେ.ଏଲ ରାହୁଲ

ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା ଆରମ୍ଭ…

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶକୁ ଫୁ: ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ କେହି ପହଞ୍ଚିଲେନି ସରକାରୀ କର୍ମଚାରୀ

ଲକ୍ଷ୍ନୌ,୨୮।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ମଧ୍ୟ ସରକାରୀ କର୍ମଚାରୀଙ୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ଶୁକ୍ରବାର ସକାଳ ୯ଟା ସୁଦ୍ଧା ଇନ୍ଦିରା ଭବନ ଓ ଜବାହାର ଭବନରେ କୌଣସି ସରକାରୀ କର୍ମଚାରୀ ନଜର ଆସି…

ଚନ୍ଦ୍ରାବାବୁଙ୍କୁ ଅମରାବତୀ ବାସଭବନ ଖାଲି କରିବାକୁ କହିବା ସହ ୧୭ଟି ବିଲ୍ଡିଂକୁ ନୋଟିସ୍‌ ପଠାଇଲେ ଜଗନ ସରକାର

ହାଇଦ୍ରାବାଦ,୨୮।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବିରୋଧରେ ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅମରାବତୀରେ ଥିବା ନାଇଡୁଙ୍କ ବାସଭବନ ସମେତ ୧୭ଟି ବିଲ୍ଡିଂକୁ ନୋଟିସ୍‌ ଜାରି କରାଯାଇଛି। ଏହି ଘରଗୁଡ଼ିକୁ ବେଆଇନ ଦର୍ଶାଇବା…

ଆତଙ୍କବାଦୀଙ୍କ ଟାର୍ଗେଟରେ ଅମରନାଥ ଯାତ୍ରୀ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀଗନର, ୨୮।୬: ଜୁଲାଇ ୧ରୁ ଆରମ୍ଭ ହେଉଥିବା ଅମରନାଥ ଯାତ୍ରୀଙ୍କ ଉପରେ ଆତଙ୍କବାଦ ଆକ୍ରମଣ ସମ୍ଭାବନା ଥିବା ସୂଚନା ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଜୈଶ-ଏ-ମହମ୍ମଦ ଆତଙ୍କବାଦୀ ସଂଗଠନ ପକ୍ଷରୁ ଆକ୍ରମଣ ଯୋଜନା କରାଯାଇଥିବା ଗୁଇନ୍ଦା ବିଭାଗ ପକ୍ଷରୁ…

ଜାପାନରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

ଓସାକା, ୨୮।୬: ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ପ୍ରବାସୀ ଭାରତୀଙ୍କୁ ସମ୍ବୋଧିତ କରି ଓଡ଼ିଶା ସରକାରଙ୍କ ୱେଲ ପ୍ଲାନିଂ ଓ ସୁପରଭିଜନ ପାଇଁ ଫନୀ ଭଳି ବାତ୍ୟା ଆମେ…

ଆତଙ୍କବାଦ ଦମନ ପାଇଁ ସବୁ ଦେଶକୁ ଆଗେଇ ଆସିବାକୁ ପଡିବ

ଓସାକା, ୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେଇ ଆତଙ୍କବାଦ ବିରୋଧରେ ସବୁ ରାଷ୍ଟ୍ର ଏକ ହେବା ପାଇଁ ଆହ୍ବାନ କରିଛନ୍ତି। ବ୍ରିକ୍ସ ଦେଶର ରାଷ୍ଟ୍ର ପ୍ରତିନିଧି ଉପସ୍ଥିତିରେ ଆୟୋଜିତ ଏକ ବୈଠକରେ ଆତଙ୍କବାଦୀଙ୍କୁ…

ଜମ୍ମୁ କଶ୍ମୀର ବଡଗାମରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୬: ଜମ୍ମୁ କଶ୍ମୀରର ବଡଗାମ ଜିଲାରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କ୍ରାଲପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ…

ଗାୟିକା ସାଜିଲେ ପ୍ରିୟା ପ୍ରକାଶ

ଥିରୁଭାନନ୍ଥପୁରମ୍‌: ଗତବର୍ଷ ଯାହାଙ୍କ ଆଖିମରା ଦୃଶ୍ୟ ଲକ୍ଷଲକ୍ଷ ଦର୍ଶକଙ୍କ ହୃଦୟକୁ ଜିଣିପାରିଥିଲା, ସେଇ ଚର୍ଚ୍ଚିତ ଅଭିନେତ୍ରୀ ହେଉଛନ୍ତି ପ୍ରିୟା ପ୍ରକାଶ ବାରିୟର। ସେ ଆଗାମୀ ମାଲାୟାଲମ୍‌ ଫିଲ୍ମ ‘ଫାଇନାଲ୍ସ’ର ଏକ ସଂଗୀତରେ ସ୍ବର ଦେଇଛନ୍ତି। ସେ ତାଙ୍କ ପ୍ରତିକ୍ରିୟାରେ କହନ୍ତି, ‘ମୋର…

ସମାବର୍ତ୍ତନ ଉତ୍ସବରେ ପାରମ୍ପରିକ ବସ୍ତ୍ର ପିନ୍ଧିବେ ଶିକ୍ଷାର୍ଥୀ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନଗୁଡ଼ିକର କନ୍‌ଭୋକେଶନ ବା ସମାବର୍ତ୍ତନ ଉତ୍ସବରେ ଏଣିକି ପିଲାମାନେ ପିନ୍ଧିବେ ପାରମ୍ପରିକ ହସ୍ତତନ୍ତ ପୋଷାକ। ବ୍ରିଟିଶ ଷ୍ଟାଇଲ୍‌ରେ ସେରିମନିଆଲ୍‌ ରୋବ୍‌ସ ପିନ୍ଧିବା ପରିବର୍ତ୍ତେ ଶିକ୍ଷାର୍ଥୀମାନେ ନିଜ ନିଜ ଅଞ୍ଚଳର ହସ୍ତତନ୍ତ ବସ୍ତ୍ର ପରିଧାନ କରିବେ। ୟୁନିଭର୍ସିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?