Home

ସଞ୍ଜୟ ହଂସଙ୍କୁ ରତ୍ନଶ୍ରୀ ପୁରସ୍କାର

ଭୁବନେଶ୍ୱର,୧୩।୧: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଲାଲଚାନ୍ଦ୍‌ ଗ୍ରୁପ୍‌ର ପ୍ରତିଷ୍ଠାତା ସଞ୍ଜୟ ହଂସଙ୍କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ରତ୍ନଶ୍ରୀ ପୁରସ୍କାର’ରେ ସମ୍ମାନିତ କରାଯାଇଛି। ଏପରିକି ମାନବ ସମ୍ବଳର ବିକାଶ ତଥା ଦେଶ ନିର୍ମାଣ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ…

ଜିମ୍‌ରେ ରଶ୍ମିକା ଆହତ

ବେଙ୍ଗାଲୁରୁ: ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଗୋଡ଼ରେ ଆଘାତ ଲାଗିଛି। ସେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ୪ଟି ଫଟୋ ଶେୟାର କରିବା ସହ ଏହି ସୂଚନା ଦେଇଛନ୍ତି। ଉକ୍ତ ଫଟୋଗୁଡ଼ିକରେ ରଶ୍ମିକାଙ୍କର ଆଘାତପ୍ରାପ୍ତ ଗୋଡ଼ ଦୃଶ୍ୟମାନ ହେଉଛି। ଏହାସହ ତାଙ୍କ ଗୋଡ଼ରେ ପ୍ଲାଷ୍ଟର…

୩୨ ବର୍ଷୀୟଙ୍କ ୮୭ ପିଲା

ଲସ୍‌ ଏଞ୍ଜେଲ୍ସ: ଆମେରିକାର କାଲିଫର୍ନିଆ ନିବାସୀ କାଇଲି ଗୋର୍ଡି(୩୨)ଙ୍କର ୮୭ ଜଣ ସନ୍ତାନସନ୍ତତି ରହିଛନ୍ତି। ବିଶ୍ୱର ବିଭିନ୍ନ କୋଣାନୁକୋଣରେ ତାଙ୍କର ପିଲାମାନେ ରହୁଛନ୍ତି। ଅଳ୍ପ କିଛିଦିନ ମଧ୍ୟରେ ସେ ୧୦୦ ସନ୍ତାନର ପିତା ହେବାକୁ ଯାଉଛନ୍ତି ବୋଲି କାଇଲି କହିଛନ୍ତି। ବର୍ତ୍ତମାନ ସୁଦ୍ଧା…

ଜଳିଗଲା ୧୫୦ ବିଲିୟନ୍‌ ଡଲାର ସମ୍ପତ୍ତି

ଲସ୍‌ଏଞ୍ଜେଲ୍ସ,୧୩ା୧: ଲସ୍‌ଏଞ୍ଜେଲ୍ସ ନିଅଁା ବ୍ୟାପିବାରେ ଲାଗିଥିବାବେଳେ ଶକ୍ତ ସାଣ୍ଟା ଆନା ପବନ ସାଙ୍ଗକୁ ପାଗରେ ଶୁଷ୍କତା ଏହାକୁ ସୁହାଉଛି। ନିଅଁାରେ ବହୁ ଲୋକଙ୍କ ଘରଦ୍ୱାର ଜଳିଯାଇଛି। ୧,୫୦,୦୦୦ ବାସହରାଙ୍କୁ ଇଭାକ୍ୱେଶନ୍‌ ସେଣ୍ଟରରେ ରଖାଯାଇଥିବାବେଳେ ଅତିରିକ୍ତ ୨ ଲକ୍ଷ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବା…

ନାରୀଶିକ୍ଷା ଉପରେ ତାଲିବାନ୍‌ର ନିଷେଧାଦେଶକୁ ବିରୋଧ କର

ଇସ୍‌ଲାମାବାଦ,୧୩।୧: ଆଫଗାନିସ୍ତାନର ଶାସକ ତାଲିବାନ ଦେଶରେ ବାଳିକା ଓ ନାରୀଶିକ୍ଷା ଉପରେ କଟକଣା ଲଗାଇଥିବାରୁ ଏହାକୁ ବିରୋଧ ଓ ପ୍ରତ୍ୟାଖ୍ୟାନ କରିବା ପାଇଁ ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ମାଲାଲା ୟୁସୁଫ୍‌ଜାଇ ମୁସଲମାନ ନେତାମାନଙ୍କୁ ଆହ୍ବାନ ଦେଇଛନ୍ତି। ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦରେ ରବିବାର…

ମୁମ୍ବାଇରେ ୨୨ କୋଟି ଚିଟ୍‌ଫଣ୍ଡ ଦୁର୍ନୀତିର ମାଷ୍ଟରମାଇଣ୍ଡ ୨ ୟୁକ୍ରେନୀୟ

ମୁମ୍ବାଇ,୧୩।୧: ମୁମ୍ବାଇରେ ବହୁକୋଟି ଟଙ୍କା ଚିଟ୍‌ଫଣ୍ଡ ଦୁର୍ନୀତି ଘଟଣାର ମାଷ୍ଟରମାଇଣ୍ଡଙ୍କ ମଧ୍ୟରେ ୨ ଜଣ ୟୁକ୍ରେନୀୟ ରହିଥିବା ତଦନ୍ତରୁ ଜଣାପଡ଼ିଛି। ଚିଟ୍‌ଫଣ୍ଡ ସଂସ୍ଥାରେ ଟଙ୍କା ଜମା ରଖିଲେ ଅଧିକ ସୁଧ ମିଳିବାର ପ୍ରତିଶ୍ରୁତି ଦେଇ ସେମାନେ ମୁମ୍ବାଇର ଅନେକ ଶହ ଲୋକଙ୍କଠାରୁ ୨୨…

ସମାନ ସୁଯୋଗ ପାଇଁ ନିର୍ବାଚନ କୋଡ୍‌ ଜରୁରୀ: ଇସି

ନୂଆଦିଲ୍ଲୀ,୧୩।୧(ପି.ଟି.): ଭାରତର ବିଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ଯୋଗୁ ବାରମ୍ବାର ଆଦର୍ଶ ଆଚରଣବିଧି ଲାଗୁ କରାଯାଉଛି, ଯେଉଁଥିପାଇଁ ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି ହେବା ସହ ସ୍ବାଭାବିକ ଜୀବନଯାତ୍ରା ପ୍ରଭାବିତ ହେଉଛି। କେନ୍ଦ୍ର ସରକାର ଏକସଙ୍ଗେ ଲୋକ ସଭା ଏବଂ…

ହାତୀ ପିଠିରେ ବସି କଂସ ଦରବାରକୁ ଆସିଲେ ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ…

ବରଗଡ଼ ଧନୁଯାତ୍ରା ଓଡ଼ିଆ ଅସ୍ମିତାର ବଳିଷ୍ଠ ପରିଚୟ: ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ମଥୁରାନଗରୀ ବରଗଡ଼ର ମାଟି ଐତିହ୍ୟ ସମ୍ପନ୍ନ। ଏଠାକାର କଳା, ସାହିତ୍ୟ, ସଂସ୍କୃତି ରାଜ୍ୟକୁ ଗୌରବାନ୍ବିତ କରିଛି। ଏ ମାଟିର ଲୋକନାଟକ ଧନୁଯାତ୍ରା ସମଗ୍ର ବିଶ୍ୱରେ ପରିଚିତ ଏବଂ ଆମ ଓଡ଼ିଆ ଅସ୍ମିତାର ବଳିଷ୍ଠ ପରିଚୟ ବୋଲି ରବିବାର ବରଗଡ଼…

National Youth Day 2025: ସ୍ବାମୀ ବିବେକାନନ୍ଦ ଜୟନ୍ତୀକୁ କାହିଁକି ଜାତୀୟ ଯୁବ ଦିବସ ଭାବେ କରାଯାଏ ପାଳନ, ଜାଣନ୍ତୁ ଏହାର ମହତ୍ୱ, ଇତିହାସ

ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀକୁ ମନେ ପକାଇବା ପାଇଁ ସାରା ଦେଶରେ ପ୍ରତିବର୍ଷ ଜାନୁଆରୀ ୧୨କୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଏ। ବିବେକାନନ୍ଦଙ୍କ ଚିନ୍ତାଧାରା, ମୂଲ୍ୟବୋଧ ଏବଂ ଆଦର୍ଶକୁ ଯୁବପିଢ଼ିଙ୍କ ମଧ୍ୟରେ ପ୍ରସାର କରିବା ହେଉଛି ଏହାର ଉଦ୍ଦେଶ୍ୟ, ଯାହା…

କୋହଲିଙ୍କ ପାଖରେ ଏବେ ମାତ୍ର ୨ ମାସ ବାକି…

ନୂଆଦିଲ୍ଲୀ,୧୨।୧: ଲଗାତାର ଭାବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଭାରତର ତାରକା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଏହାକୁ ନେଇ ଦଳ ତଥା ପ୍ରଶଂସକ ନିରାଶ ହୋଇଛନ୍ତି। ନିକଟରେ ଶେଷ ହୋଇଥିବା ବର୍ଡର ଗାଭାସ୍କର ଟ୍ରଫିରେ ଖରାପ ପ୍ରଦର୍ଶନ ପରେ ତାଙ୍କୁ…

ଦୁବାଇରେ କେତେ ହିନ୍ଦୁ ରୁହନ୍ତି? ଉତ୍ତର ଜାଣିଲେ ଚକିତ ହେବେ…

ଦୁବାଇ ନାମ ତ ଆପଣ ସମସ୍ତେ ନିଶ୍ଚୟ ଶୁଣିଥିବେ। ଏହାକୁ ଧନୀମାନଙ୍କର ସହର ବୋଲି କୁହାଯାଏ। ୟୁଏଇର ଏହି ରାଜଧାନୀ ବ୍ୟବସାୟ ଏବଂ ପର୍ଯ୍ୟଟନର ପ୍ରମୁଖ କେନ୍ଦ୍ର ଅଟେ। କୁହାଯାଏ ଏଠାରେ ଭାରତୀୟମାନେ ବହୁଳ ଭାବେ ରହି ଆସୁଛନ୍ତି। ହେଲେ କ’ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri