Home

ବାଉରୀ ନାଳରେ ପୋଲ ନିର୍ମାଣ ହେଉନି: ବର୍ଷା ହେଲେ ଯାତାୟାତ ଠପ୍‌

ଛେଣ୍ଡିପଦା,୨୮ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା-ପରା ପଥରପୁଞ୍ଜି ଗ୍ରାମ ରାସ୍ତାର ମଧ୍ୟଭାଗରେ ପ୍ରବାହିତ ବାଉରୀ ନାଳ ଉପରେ ଦୀର୍ଘଦିନର ଦାବି ସତ୍ତ୍ୱେ ସ୍ଥାୟୀ ପୋଲ ନିର୍ମାଣ ହେଉନି। ଫଳରେ ବର୍ଷା ଦିନେ ଅଞ୍ଚଳବାସୀ ହଇରାଣ ହେଉଛନ୍ତି। ସେଠାରେ ଥିବା ଏକ…

ବଅଁରପାଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: କ୍ଲବ, ଭଡ଼ା ଘରେ ଚାଲିଛି ଡାକ୍ତରଖାନା

ବଅଁରପାଳ, ୨୮।୬(ଡି.ଏନ.ଏ.)- ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଉପରେ ସରକାର ଗୁରୁତ୍ୱ ଦେଉଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏହାର ଭିନ୍ନଚିତ୍ର ନଜରକୁ ଆସିଛି। ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ଏହା ଅଧୀନରେ ଥିବା ଉପ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକ ପାଇଁ ସ୍ଥାୟୀ…

ଟ୍ରେନ୍‌ରୁ ଡେଇଁ ଅନାଥାଶ୍ରମ ମହିଳା ଗୁରୁତର

ନିରାକାରପୁର,୨୮ା୬(ଡି.ଏନ୍‌.ଏ.)-ଅନାଥାଶ୍ରମରେ ରହୁଥିବା ଜଣେ ବୃଦ୍ଧା ଗୁରୁବାର ପୂର୍ବାହ୍ନରେ ନିରାକାରପୁର ଷ୍ଟେଶନ ନିକଟସ୍ଥ ଟ୍ରେନ୍‌ରୁ ଡେଇଁ ଗୁରୁତର ହୋଇଛନ୍ତି ା ବୃଦ୍ଧା ଜଣକ ନିଜ ନାମ କହିପାରୁ ନ ଥିବାରୁ ତାଙ୍କର ପରିଚୟ ମିଳି ପାରି ନ ଥିବାବେଳେ ସେ କୁହୁଡ଼ିସ୍ଥିତ ତାଙ୍କ…

ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ ବ୍ଲକର କିଛି ଶିକ୍ଷାନୁଷ୍ଠାନକୁ ସୋମବାର ସିଲ୍‌ କରି ଦିଆଯାଇଥିଲା। କିନ୍ତୁ ଚଳିତମାସ ୩୦ ପର୍ଯ୍ୟନ୍ତ…

ସରକାରୀ ବସ୍‌ ଛାତ ଉପରେ ଯାତ୍ରୀ ପରିବହନ: ଓଏସ୍‌ଆର୍‌ଟିସି ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ

ଦାରିଙ୍ଗବାଡି,୨୮ା୬(ଡି.ଏନ୍‌.ଏ.) – ହାତିମୁଣ୍ଡା ଠାରୁ ଫୁଲବାଣୀ ଯାତାୟତ କରୁଥିବା ସରକାରୀ ବସ୍‌ରେ ବେଆଇନ ଭାବେ ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀଙ୍କୁ ବୁହାଯାଉଛି। ଏହି ଘଟଣାରେ ଆଞ୍ଚଳିକ ପରିବହନ ବିଭାଗର ଏମ୍‌ଭିଆଇ ଗତିକୃଷ୍ଣ ସାମନ୍ତରାୟ ଓଏସ୍‌ଆରଟିସି ବିଭାଗର ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ ସହ…

କାଗଜକଲମରେ ସୀମିତ ବିଜୁ ପକ୍କାଘର: ଇନ୍ଦିରା ଆବାସ ଯୋଜନା ଦିଗହରା

ତେଲକୋଇ, ୨୮।୬(ଡି.ଏନ.ଏ.)- ତେଲକୋଇ ଅଞ୍ଚଳର ଆଦିବାସୀବହୁଳ ଅଞ୍ଚଳରେ ବିଜୁ ପକ୍କାଘର, ଇନ୍ଦିରା ଆବାସ ଯୋଜନା ଦିଗହରା ହୋଇପଡିଛି । ଏହି ଅଞ୍ଚଳରେ ଉକ୍ତ ଯୋଜନା କେବଳ କାଗଜପତ୍ରରେ ସଫଳତା ଲାଭ କରିଥିବା ବେଳେ ଅଧିକାଂଶ ଘର ଅଧାରେ ରହିଛି। ଜିଲା ପ୍ରଶାସନ…

ପୃଥ୍ବୀ-୨ର ବ୍ୟବହାରିକ ପରୀକ୍ଷା

ବାଲେଶ୍ୱର ଅଫିସ, ୨୮ା୬- ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଉତ୍‌କ୍ଷେପଣ କେନ୍ଦ୍ରରୁ ଗୁରୁବାର ରାତି ୮ଟା ୩୦ ମିନିଟ୍‌ରେ ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷା କରାଯାଇଛି। ରାତ୍ରକାଳୀନ ଏହି ପରୀକ୍ଷା ସଫଳ ହୋଇଥିବା ବିଭଗୀୟ ସୂତ୍ରରୁ…

ଧୋନୀଙ୍କୁ କୋହଲିଙ୍କ ଭୂୟସୀ ପ୍ରଶଂସା

ମାଞ୍ଚେଷ୍ଟର,୨୮।୬ (ପି.ଟି.)- ବିଶ୍ୱକପ୍‌ରେ ଗତ କେତୋଟି ମ୍ୟାଚ୍‌ରେ ମନ୍ଥର ବ୍ୟାଟିଂ କରି ବେଶ୍‌ ସମାଲୋଚିତ ହୋଇଥିବା ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କୁ କିନ୍ତୁ ଅଧିନାୟକ ବିରାଟ କୋହଲି ସମର୍ଥନ କରି ଭୂୟସି ପ୍ରଶଂସା କରିଛନ୍ତି। ଧୋନୀ କ୍ରିକେଟର ଜଣେ କିମ୍ବଦନ୍ତୀ ବୋଲି…

ଆଇସିସି ବିଶ୍ୱକପ୍‌: ଭାରତ ସେମିର ନିକଟତର

ମାଞ୍ଚେଷ୍ଟର,୨୮।୬(ପି.ଟି.) – ଆଇସିସି କ୍ରିକେଟ ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ସେମିଫାଇନାଲର ନିକଟତର ହୋଇଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ଦମ୍‌ଦାର ବୋଲିଂ କରି ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ବୃହତ୍‌ ବିଜୟ ହାସଲ…

ବ୍ରଡ୍‌ବ୍ୟାଣ୍ଡ ସହ ଯୋଡି ହେବ ସବୁ ପଞ୍ଚାୟତ

ନୂଆଦିଲ୍ଲୀ,୨୮-୬: କେନ୍ଦ୍ର ସରକାରଙ୍କ ଭାରତ ନେଟ୍‌ କାର୍ଯ୍ୟକ୍ରମ ଦ୍ୱାରା ଦେଶର ସବୁ ପଞ୍ଚାୟତକୁ ବ୍ରଡ୍‌ବ୍ୟାଣ୍ଡ ନେଟ୍‌ଓ୍ବର୍କ ସହ ଯୋଡିବାକୁ ଲକ୍ଷ୍ୟ ରଖାଯାଇଛି। ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ଏହି କାର୍ଯ୍ୟକୁ ରୂପରେଖ ପ୍ରଦାନ କରାଯିବ। ଏହା ଦ୍ୱାରା ହାଇସ୍ପିଡ ବ୍ରଡ୍‌ବ୍ୟାଣ୍ଡ ସଂଯୋଗ…

ଖାଦ୍ୟଡବା, ପ୍ୟାକେଟରେ ଦର୍ଶାଇବାକୁ ହେବ ଚିନି, ଚର୍ବି, ଲୁଣ ମାତ୍ରା

ନୂଆଦିଲ୍ଲୀ,୨୮-୬: ଖାଦ୍ୟପଦାର୍ଥ ନିର୍ମାତା ପ୍ରସ୍ତୁତ ଖାଦ୍ୟକୁ ପ୍ୟାକେଟ ଓ ଡବାରେ ବିକ୍ରି କରିବା ବେଳେ ଏଣିକି ନୂଆ ନିୟମ ପାଳନ କରିବାକୁ ବାଧ୍ୟ ରହିବେ। ଏଣିକି ପ୍ୟାକେଟ, ଡବାରେ ଚିପ୍‌, ସୁପ୍‌, ବିସ୍କୁଟ୍‌, ଜୁସ୍‌ ଆଦିକୁ ବିକ୍ରି କରିବା ପୂର୍ବରୁ ଏଥିରେ…

ମୋଦିଙ୍କ ସହ ସାକ୍ଷାତ ପୂର୍ବରୁ ପୁଣି ଟାରିଫ ପ୍ରସଙ୍ଗ ଉଠାଇଲେ ଟ୍ରମ୍ପ

ଟୋକିଓ/ନୂଆଦିଲ୍ଲୀ,୨୮-୬: ଜି-୨୦ ସମ୍ମିଳନୀ ଅବସରରେ ଜାପାନର ଓସାକା ଠାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ଏହି ବୈଠକରେ ଦୁଇ ଦେଶର ଶୀର୍ଷ ନେତା ଦ୍ୱିପାକ୍ଷିକ ତଥା ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିବେ। ତେବେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?