ଜମି ପାଇଁ ଗୋଦ୍ରେଜ ପରିବାରରେ ଫାଟ
ନୂଆଦିଲ୍ଲୀ,୨୮-୬: ଦେଶର ଧନୀ ବ୍ୟବସାୟୀ ପରିବାର ମଧ୍ୟରେ ଗଣାଯାଉଥିବା ଗୋଦ୍ରେଜ ପରିବାରରେ ଏବେ ଫାଟ ସୃଷ୍ଟି ହୋଇଛି। ଜମି ଭାଗବଣ୍ଟାକୁ ନେଇ ଏବେ ଏହି ପରିବାର ଦିଫାଳ ହେବାକୁ ବସିଛି। ମିଡିଆ ରିପୋର୍ଟ ଅନୁଯାୟୀ, ମୁମ୍ବାଇର ବିଖରୌଲିସ୍ଥିତ ୧୦୦୦ ଏକର ଜମିର…
ଆସିବ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’
ନୂଆଦିଲ୍ଲୀ,୨୮-୬: କେନ୍ଦ୍ର ସରକାର ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ଯୋଜନା ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ହିତାଧିକାରୀ ଦେଶର ଯେକୌଣସି ସ୍ଥାନରୁ ନିଜ ପସନ୍ଦ ମୁତାବକ ଡିଲରଙ୍କଠାରୁ ନିଜର କୋଟା ମୁତାବକ ଖାଦ୍ୟଶସ୍ୟ ପାଇପାରିବେ ବୋଲି ଖାଦ୍ୟ ଓ ଯୋଗାଣ…
ଅଭିବୃଦ୍ଧି ଲାଗି ସରକାର,ଆର୍ବିଆଇ ସମନ୍ବୟ ଜରୁରୀ:ଶକ୍ତିକାନ୍ତ ଦାସ
ମୁମ୍ବାଇ,୨୮-୬: ଦେଶର ଅଭିବୃଦ୍ଧି ତ୍ୱରାନ୍ବିତ କରିବା ଲାଗି ସରକାର ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ସମନ୍ବୟ ରଖି କାର୍ଯ୍ୟ କରିବା ରଆବଶ୍ୟକତା ରହିଛି। ସେହିଭଳି ବ୍ୟବସ୍ଥାଗତ ସ୍ଥିରତାକୁ ମଧ୍ୟ ନିଶ୍ଚିତ କରାଇବା ଜରୁରୀ ବୋଲି ଗୁରୁବାର ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ…
ସକାଳୁ ଏଥିରୁ ଦୁଇମୁଠା…
ସକାଳେ ଦୁଇ ମୁଠା ବୁଟ, ମଟର ଅବା ମୁଗ ଗଜା ଚୋବାଇ ଖାଇଲେ ମିଳିଥାଏ ଅନେକ ଫାଇଦା। ଏହା କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ରକ୍ତରେ କୋଲେଷ୍ଟଟରଲସ୍ତର ହ୍ରାସ କରି ଏହା ହାର୍ଟ ଆଟାକ୍ରୁ ମୁକ୍ତି ଦିଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।…
କମ୍ପ୍ୟୁଟରରେ କାମ କରୁଥିଲେ ସାବଧାନ: ହୋଇପାରେ ଏହି ରୋଗ
ଲ୍ୟାପ୍ଟପ୍ ଏବଂ କମ୍ପ୍ୟୁଟର୍ ଆମ ଜୀବନକୁ ଏବେ ଯେତିକି ସହଜ କରିଛି, ତା’ଠୁ ଅଧିକ ରୋଗାକ୍ରାନ୍ତ। ଲଗାତାର ୭-୮ ଘଣ୍ଟା ଏଥିରେ କାମ କରିବା ଦ୍ୱାରା ଆଖି ଉପରେ ତ ଖରାପ ପ୍ରଭାବ ପଡ଼େ, ତା’ସହ ହାତ ଆଙ୍ଗୁଳିରେ ଅନେକ ପ୍ରକାର…
ଓଡ଼ିଶାରେ ଏବେ ବି ୩୨% ଗରିବ ଅଛନ୍ତି; ୨୦୧୧ ପରଠାରୁ ଗରିବ ଆକଳନ ହୋଇନାହିଁ: ପଦ୍ମନାଭ ବେହେରା
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗରିବ ବଢ଼ିଛି ନା କମିଛି। ଗରିବ ମାପିବାର ମାନଦଣ୍ଡ କ’ଣ। ଏହାକୁ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ସ୍ଥିର କରନ୍ତି। ଏବେ ରାଜ୍ୟରେ କେତେ ବ୍ୟକ୍ତି ଦାରିଦ୍ର୍ୟ ସୀମାରେଖା ତଳେ ରହିଛନ୍ତି। ଦାରିଦ୍ର୍ୟ ଦୂର କରିବାକୁ ରାଜ୍ୟରେ…
ଓଡ଼ିଶାରେ ୫୦୩ ଆର୍ଆଇ, ଅମିନ ପଦବୀ ଖାଲି
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଆର୍ଆଇ ଏବଂ ଅମିନ ପଦବୀ ଖାଲିପଡ଼ିଥିବା ନେଇ ବିଧାନସଭାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟମାନେ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆର୍ଆଇ ନ ଥିବାରୁ ଡିମାର୍କେଶନ କାମ କରିହେଉନି। ବାତ୍ୟା ‘ଫନୀ’ରେ ଗରିବ ଲୋକଙ୍କ ଘର…
ଭାରତର ଶେଷ ଗାଁରେ ପାଦ ଦେଲେ ହୁଏ ଏପରି ଚମତ୍କାର…
ଭାରତରେ ଏପରି ଏକ ଗାଁ ରହିଛି, ଯେଉଁଠାକୁ ଗଲେ ଅର୍ଥ ସମସ୍ୟା, ଦାରିଦ୍ର୍ୟତା ଓ ଅଭାବ ଅନଟନ ଦୂର ହୋଇଯାଏ। ଏହି ଗଁା ହେଉଛି ଉତ୍ତରାଖଣ୍ଡର ମାଣା। ଯେଉଁ ଗାଁରେ ପାଦ ଦେଉ ଦେଉ ଲୋକଙ୍କ ଦାରିଦ୍ର୍ୟ ଦୂର ହୁଏ। ମନରେ…
ଯେଉଁଠି ଚା’, କଫି ଭଳି ପିଆଯାଏ କୋବ୍ରା ରକ୍ତ
ସାପକୁ ଭୋଜନ ଭାବେ ପ୍ରୟୋଗ କରିବା କିଛି ଦେଶରେ ପ୍ରଚଳିତ ରହିଛି। ଅନେକ ଦେଶରେ ସେନାଙ୍କୁ କୌଣସି ବିପଦଜ୍ଜନକ ପରିସ୍ଥିତିରେ ନିଜ ଜୀବନ ବଞ୍ଚାଇବାକୁ ସାପକୁ ମାରି ଖାଇବାର ପ୍ରଶିକ୍ଷଣ ମଧ୍ୟ ଦିଆଯାଏ। ମହିଳାମାନେ ଏହାକୁ ନିଜ ତ୍ୱଚାର ଉଜ୍ଜ୍ୱଳତା ବୃଦ୍ଧି…
ଜମ୍ମୁ-କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୧ ମୃତ, ଅନେକ ଆହତ
ଶ୍ରୀନଗର, ୨୭।୬: ଜମ୍ମୁ-କଶ୍ମୀରର ଶୋପିଆନ୍ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଜଣେ ସ୍କୁଟି ଚାଳକକୁ ବଞ୍ଚାଇବା ଚକ୍କରରେ ଏକ ଟେମ୍ପୋ ଭାରସାମ୍ୟ ହରାଇ ଏକ ଖାଇକୁ ଖସିପଡିଥିଲା। ଖବର…
ଭାଜପା ବିଧାୟକଙ୍କ ଦାଦାଗିରି: ସରକାରୀ ଅଧିକାରୀଙ୍କୁ କହିଲେ, ତୁମେ ଚାକିରି କରିପାରିବ ନାହିଁ
ଭୋପାଳ, ୨୭।୬: ମଧ୍ୟପ୍ରଦେଶରେ ଭାରତୀୟ ଜନତା ପାର୍ଟି ବିଧାୟକ ଆକାଶ ବିଜୟବର୍ଗୀୟ ଜଣେ ସରକାରୀ ଅଧିକାରୀଙ୍କୁ ପିଟି ଗିରଫ ହେବାର ଗୋଟିଏ ଦିନ ପରେ ପୁଣି ସେମିତି ଏକ ମାମଲା ସାମ୍ନାକୁ ଆସିଛି। ବିଦିଶା ବିଧାୟିକା ଲିନା ଜୈନ ଏକ ସରକାରୀ…
କାଟିଙ୍ଗିଆ ବିଦ୍ୟାଳୟ ଜମି ଜବରଦଖଲ ଘଟଣା : ପ୍ରଶାସନ ପକ୍ଷରୁ କରାଗଲା ଉଚ୍ଛେଦ
ଦାରିଙ୍ଗବାଡ଼ି, ୨୭ା୬(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମିରେ ଗୋଟିଏ ପରିବାର ଦୀର୍ଘବର୍ଷ ଧରି ଜବରଦଖଲରେ ଘର କରି ରହିଥିଲେ ା ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଜମି ଜବରଦଖଲ…

