Home

୧୧୯ବର୍ଷ ପୁରୁଣା ଗାଡି ଚଳାଇଲେ ସଚିନ

ଲଣ୍ଡନ, ୨୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟର ବିଶ୍ୱକପରେ କମେଣ୍ଟ୍ରି କରୁଥିବା ନଜର ଆସିଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ଏହି ଅବସରରେ ସେ ପୂରା ପରିବାର ସହ ଇଂଲଣ୍ଡରେ ବିଭିନ୍ନ ଯାଗା ବୁଲି ମଜା ମଧ୍ୟ ଉଠାଉଛନ୍ତି। ବୁଧବାର ୧୧୯ବର୍ଷ ପୁରୁଣା ଗାଡି…

ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ପରଲୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଅନ୍ତ୍ୟେଷ୍ଟିକ୍ରିୟା

ନବରଙ୍ଗପୁର,୨୭ା୬(ବି.ପ୍ର.)- ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ୧୦୩ ବର୍ଷରେ ପରଲୋକ ଘଟିଛି। ନବରଙ୍ଗପୁର ସହରସ୍ଥିତ ସୁନାରୀ ସାହିରେ ଥିବା ତାଙ୍କ ନିଜ ବାସଭବନଠାରେ ପୂର୍ବାହ୍ନ ୧୦.୧୫ମିନିଟ୍‌ରେ ତାଙ୍କ ଦେହାନ୍ତ ହୋଇଛି। ତେବେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗାର୍ଡ ଅଫ୍‌ ଅନର୍‌ ଦିଆଯିବା…

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୬: ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଦୀର୍ଘଦିନ ହେଲା ଆନ୍ଦୋଳନ ହୋଇଆସୁଛି । ଏହି ଧାରାରେ ଗୁରୁବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଓକିଲମାନେ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ଏକାଠି ହୋଇ…

ରାଗିଗଲେ କୁମାରସ୍ବାମୀ: କହିଲେ, ମୋଦିଙ୍କୁ ଭୋଟ ଦେଇ ମୋତେ ସାହାଯ୍ୟ ମାଗନାହିଁ

ବେଙ୍ଗାଲୁରୁ, ୨୭।୬:କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ରାୟଚୂରରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରିବାକୁ ଯାଉଥିବାବେଳେ ବାଟରେ ବିରୋଧ ପ୍ରଦର୍ଶନ କରୁଥିବା କିଛି ଲୋକଙ୍କୁ ଦେଖି ରାଗିଯାଇ ମୋଦିଙ୍କୁ ଭୋଟ ଦେଇ ମୋତେ ସାହାଯ୍ୟ…

ଅତ୍ୟଧିକ ଶାରୀରିକ ଶ୍ରମ ଭାରତୀୟ ଗ୍ରାମୀଣ ମହିଳାଙ୍କୁ କରୁଛି ରୁଗ୍‌ଣ: ସର୍ଭେ ରିପୋର୍ଟ

ଲଣ୍ଡନ,୨୭।୬: ଅତ୍ୟଧିକ ଶାରୀରିକ ଶ୍ରମ ଯୋଗୁ ଭାରତୀୟ ଗ୍ରାମୀଣ ମହିଳା ରୁଗ୍‌ଣ ହେବାରେ ଲାଗିଛନ୍ତି। ଏହା ସହିତ ଉପଯୁକ୍ତ ପୋଷଣର ଅଭାବ ଯୋଗୁ ଏଭଳି ମହିଳାଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବ୍ରିଟେନ୍‌ର ଇଷ୍ଟ୍‌ ଏଙ୍ଗ୍ଲିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା…

ମାଗଣା ଟିକେଟ୍‌ ପାଇଁ ଦଳାଚକଟା: ୧୫ ମୃତ

ଆଣ୍ଟାନାନାରିଭୋ,୨୭।୬: ମାଡାଗାସ୍କରର ମହାମାସିନା ଷ୍ଟାଡିୟମରେ ସ୍ବାଧୀନତା ଦିବସ ପାଳନ ଅବସରରେ ଦଳଚକଟା ହେବାରୁ ଅତି କମ୍‌ରେ ୧୫ ଜଣଙ୍କ ମୃତ୍ୟୁ ହେବା ସହ ୭୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ସ୍ବାଧିନତା ଦିବସରେ ଆୟୋଜିତ ହେବାକୁ ଥିବା ମନୋରଞ୍ଜନ କାର୍ଯ୍ୟକ୍ରମର…

ପଢ଼ୁଛନ୍ତି ୧୦ରୁ କମ୍‌ ଛାତ୍ରୀଛାତ୍ର: ବନ୍ଦ ହେବ କାକଟପୁର ବ୍ଲକର ୪, ଅସ୍ତରଙ୍ଗ ବ୍ଲକର ୩ ବିଦ୍ୟାଳୟ

କାକଟପୁର,୨୭।୬(ଡି.ଏନ୍‌.ଏ.): ପ୍ରାଥମିକ ବିଦ୍ୟାଳୟରେ ୧୦ରୁ କମ୍‌ ଛାତ୍ରୀଛାତ୍ର ପାଠ ପଢ଼ୁଥିଲେ, ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବନ୍ଦ କରିଦିଆଯାଇଥିବା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ପଠାଯିବାକୁ ବ୍ୟବସ୍ଥା ହୋଇଛି। ଏପରିକି ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କ ଉପସ୍ଥାନ ହାର…

ଟ୍ରମ୍ପ୍‌ଙ୍କ ଧମକ: ଗୁଗୁଲ, ଫେସବୁକ୍‌ ଓ ଟୁଇଟର ଉପରେ ଚାଲିବ ମକଦମା

ଓ୍ବାଶିଂଟନ,୨୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋସିଆଲ୍‌ ମିଡ଼ିଆକୁ ଧମକ୍‌ ଦେଇଛନ୍ତି। ଗୁଗୁଲ, ଫେସବୁକ୍‌ ଓ ଟୁଇଟର୍‌ ଉପରେ ମକଦମା ଚଳାଇବାକୁ ସେ ଚେତାବନୀ ଦେଇଛନ୍ତି। ଫୋକସ୍‌ ବିଜନେସ୍‌ ନେଟ୍‌ଓ୍ବାର୍କକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଟ୍ରମ୍ପ୍‌ ଏଭଳି ମନ୍ତବ୍ୟ ଦେଇଛନ୍ତି। ଏସବୁ…

ବିଧାନସଭା ନୂଆ ଉପବାଚସ୍ପତି ହେଲେ ରଜନୀକାନ୍ତ ସିଂ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ ପାଇଁ ରଜନୀକାନ୍ତଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…

ବ୍ୟାଗ୍‌ରୁ ମିଳିଲା ୨୧ ଦିନର ଶିଶୁକନ୍ୟା: ଆମେରିକା ପୋଲିସ ଝିଅଟିର ନାଁ ରଖିଲା ‘ଇଣ୍ଡିଆ’

ଓ୍ବାଶିଂଟନ୍‌, ୨୭।୬: ଆମେରିକାର ଜର୍ଜିଆ ସହରରେ ଏକ ପ୍ଲାଷ୍ଟିକ୍‌ ବ୍ୟାଗରୁ ୨୧ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଆମେରିକା ପୋଲିସ ଶିଶୁକନ୍ୟାଟିର ନାମ ‘ଇଣ୍ଡିଆ’ ରଖିଛି। ଶିଶୁଟିର ମା’ଙ୍କୁ ଖୋଜିବା ପାଇଁ ଏକ କ୍ୟାମ୍ପେନ୍‌ ଆରମ୍ଭ କରାଯାଇଛି। ଏକ ଭିଡିଓ ଜରିଆରେ ଲୋକଙ୍କୁ…

ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କଲେ ଭାରତୀୟ ଗବେଷକ

ବେଙ୍ଗାଲୁର୍‌, ୨୭।୬: ଭାରତୀୟ ଗବେଷକ ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କରିଛନ୍ତି। ଏହି ଇକ୍ରୋ-ଫେଣ୍ଡଲି ଉତ୍ପାଦ ଲୁହାରେ କଳଙ୍କି ହେବାକୁ ଦେଇ ନ ଥାଏ ବୋଲି ଗବେଷକ ସୂଚନା ଦେଇଛନ୍ତି। ଥିରୁଭାନନ୍ତପୁରମ୍‌ ସ୍ଥିତ ରାଷ୍ଟ୍ରୀୟ ଅନ୍ତର୍ବିଷୟୀ ବିଜ୍ଞାନ ତଥା ପ୍ରାଦ୍ୟୋଗିକ…

ମମତାଙ୍କୁ ସାଥ୍‌ ଦେବନାହିଁ କଂଗ୍ରେସ-ସିପିଏମ୍‌

କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍‌ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍‌ ଏଥିରେ ମମତାଙ୍କୁ ସହଯୋଗ କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟପାଳ କେଶରୀ ନାଥ ତ୍ରିପାଠୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?