ଓଜନ କମାଇବାର ସହଜ ଉପାୟ
ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସବୁଜ…
ଆଜି ରାଜ୍ୟ କ୍ୟାବିନେଟ୍: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ବୈଠକରେ ବିଭିନ୍ନ…
ଗୋ’ ଚାଲାଣବେଳେ ଫାଟିଲା ପିକ୍ଅପ୍ ଟାୟାର, ୩ ବଳଦ ମୃତ
ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ ଗୋରୁ ବୋଝେଇ ଏକ ଓଡି ୩୩ ଏମ୍ ୦୪୦୧ ନମ୍ବର ବିଶିଷ୍ଟ ପିକ୍ଅପ୍ର…
ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି
ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି, ଯାହା ଫଳରେ ଦୁଇ ଦେଶ ଏବେ କେବଳ ବିଶ୍ୱକପ ଏବଂ ଏସିଆ କପ…
୭ ଦିନରେ ସାଇନ୍ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ କରିବାକୁ ରାଜସ୍ବ ବିଭାଗ ପକ୍ଷରୁ ୭ଦିନିଆ କଣ୍ଟ ଦିଆଯାଇଛି।…
ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା
ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’ ର ମୃତ୍ୟୁକୁ ନେଇ ଏକ ନୂତନ ଏବଂ ରୋଚକ ତଥ୍ୟ ପଦାକୁ ଆସିଛି।…
ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ
ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ ସାମିଲ ହିତାଧିକାରୀମାନେ ସିଧାସଳଖ ବିଭିନ୍ନ ସରକାରୀ ସୁବିଧା ପାଇବାକୁ ଲକ୍ଷ୍ୟ ରଖାଯାଇଥିଲା। ହେଲେ…
ଏଇ ଭାରତରେ
ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ ସକାଳୁ କାହିଁକି ତାଙ୍କ ପାଇଁ ରୋଷେଇ କରୁଛନ୍ତିି? ବାସ୍ତବରେ ସେମାନେ କରୁଥିବା ରୋଷେଇ…
ବୁଢ଼ା ଡଙ୍ଗରର ଆତ୍ମକାହାଣୀ
ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ ଛାତି ଫୁଲାଇ, ମୁଣ୍ଡ ଉଠାଇ ସଗର୍ବେ ଛିଡ଼ାହୁଏ। କାହିଁକି ମୁଣ୍ଡ ଉଠାଇ ଛିଡ଼ା…
ସବୁଠୁ ନିଜର
ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ ଆଖି ବୁଜିବା ପର୍ଯ୍ୟନ୍ତ ଯେଉଁ ସାଥୀଟି ଆମ ସହ ରହେ, ସେ ହେଉଛି…
ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ, ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ
ନୂଆଦିଲ୍ଲୀ,୭।୯: ରବିବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି ପଡ଼ିଛି।ଏହି ଭୁଶୁଡ଼ିବା ଘଟଣାରେ ଅଭିଯୁକ୍ତ ମାଲିକ ହରିରାମ ଏବଂ ଅନ୍ୟମାନଙ୍କ ବିରୁଦ୍ଧରେ ଏକ…
ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର
ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ। ଫଳରେ ବିଭିନ୍ନ ଅଞ୍ଚଳରେ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ଦାବି ଉଠିଲା। ଏହାକୁ ଗ୍ରହଣ…

