ଭାରତକୁ ନେଇ ଆଉ ଏକ ଚମକାଇବା ଭଳି ବୟାନ ଦେଲେ ୟୁନୁସ ସରକାର
ଢାକା,୧୨।୧: ବାଂଲାଦେଶ ସରକାର ଶନିବାର ଏକ ପୋଲିସ ରିପୋର୍ଟକୁ ଉଦ୍ଧୃତ କରି କହିଛନ୍ତି ଯେ ୪ ଅଗଷ୍ଟ, ୨୦୨୪ ପରେ ଦେଶରେ ସଂଖ୍ୟାଲଘୁଙ୍କ ବିରୁଦ୍ଧରେ ହୋଇଥିବା ଆକ୍ରମଣ ଏବଂ ଭଙ୍ଗାରୁଜାର ଅଧିକାଂଶ ଘଟଣାଗୁଡିକ ‘ସାମ୍ପ୍ରଦାୟିକ ନୁହେଁ ବରଂ ରାଜନୈତିକ ପ୍ରକୃତିର’ ଥିଲା।…
ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ଇଣ୍ଡୋନେସିଆ ରାଷ୍ଟ୍ରପତି! ଯିବେ ନାହିଁ ପାକିସ୍ତାନ
ନୂଆଦିଲ୍ଲୀ,୧୨।୧: ଚଳିତ ବର୍ଷ ଜାନୁଆରୀ ୨୬ତାରିଖରେ, ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋଓ ସୁବିଆଣ୍ଟୋ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇପାରନ୍ତି। ତଥାପି, ଭାରତ ଏପର୍ଯ୍ୟନ୍ତ ଏ ସମ୍ପର୍କରେ କୌଣସି ସରକାରୀ ଘୋଷଣା କରିନାହିଁ। ପ୍ରକୃତରେ, ପୂର୍ବରୁ ଖବର ଆସିଥିଲା…
ନିଶ୍ଚିହ୍ନହେବାକୁ ବସିଛି ଇକୋଲୋଜିକାଲ ପାର୍କ
ଭବାନୀପାଟଣା,୧୨ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଋଷିଗାଁ ୨୬ ନମ୍ବର ଜାତୀୟ ରାଜପଥ କଡରେ ଥିବା ଜିଲାର ପ୍ରଥମ ଇକୋଲୋଜିକାଲ ପାର୍କ ରକ୍ଷଣାବେକ୍ଷଣ ଅଭାବରୁ ନିଶ୍ଚିହ୍ନ ହେବାକୁ ବସିଛି। ଜିଲା ପ୍ରଶାସନ ପକ୍ଷରୁ ୨୦୦୭-୦୮ ଆର୍ଥିକ ବର୍ଷରେ ଏହାକୁ…
ସୁଧୁରିନି ଧାନବିକ୍ରି ସମସ୍ୟା, ବଢୁଛି ଅସନ୍ତୋଷ
ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ୨ମାସ ପୂରିବ। ଅଥଚ ଜିଲାରେ ଧାନବିକ୍ରି ସମସ୍ୟାରେ ଆଶାନୁରୂପ ସୁଧାର ଆସି ନ ଥିବା ଜିଲା ସଂଯୁକ୍ତ କୃଷକ ସଙ୍ଗଠନ ଅଭିଯୋଗ କରିଛି। ଏଭଳି ଅଭିଯୋଗ ନେଇ…
ଦର୍ଶକଙ୍କ ହୃଦୟ ଜିତିଲେ ସୌରଭ-ସତ୍ୟଜିତ
ଦାରିଙ୍ଗବାଡି, ୧୨।୧ (ଅରୁଣ ସାହୁ )-ଦାରିଙ୍ଗବାଡି ଶୀତ ମହୋତ୍ସବରେ ବିଶିଷ୍ଠ କଳାକାରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନ ମହୋତ୍ସବରେ ବିଶିଷ୍ଠ କଣ୍ଠଶିଳ୍ପୀ ସୌରଭ ଭରଦ୍ୱାଜ ମଞ୍ଚରେ ଜଗନ୍ନାଥଙ୍କ ଭଜନ ପରିବେଷଣ କରିଥିଲେ। ତାଙ୍କ ଭଜନରେ ଦର୍ଶକଙ୍କ…
ସତ୍ୟଜିତଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ: ଶୀତ ମହୋତ୍ସବର ପ୍ରଥମ ଦିନରେ ଦୁଲୁକିଲା ମଞ୍ଚ
ଦାରିଙ୍ଗବାଡି,୧୨।୧(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଶୀତ ମହୋତ୍ସବର ପ୍ରଥମ ଦିନରେ ରାଜ୍ୟର ସୁନାମଧନ୍ୟ କଳାକାରଙ୍କ ଦ୍ୱାରା ମଞ୍ଚ ଦୁଲୁକିଛି। ପ୍ରକାଶ ଯେ, ତିନିଦିନିଆ ଶୀତ ମହୋତ୍ସବ ଉଦଘାଟିତ ହୋଇଯାଇଛି। ପ୍ରଥମ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମରେ କଣ୍ଠଶିଳ୍ପୀ ସତ୍ୟଜିତ ପ୍ରଧାନଙ୍କ ସଂଗୀତରେ ଦର୍ଶକ,…
୩ ଦିନରେ ୨କୋଟିର କାରବାର
ଭୁବନେଶ୍ୱର,୧୨।୧ (ଅଭୟ ଦାଶ): ପ୍ରଥମ ଥର ପାଇଁ ବୟନିକା ପକ୍ଷରୁ ଆରମ୍ଭ ହୋଇଥିତ୍ବା ରାତି ବଜାର ‘ବୟନିକା ନାଇଟ୍ ବଜାର’କୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏପରିକି ମାତ୍ର ୩ ଦିନ ମଧ୍ୟରେ ପ୍ରାୟ ୨ କୋଟି ଟଙ୍କାର କାରବାର ହୋଇଛି। ୨୦୨୫…
ରାଜ୍ ଇଲେକ୍ଟ୍ରୋନିକ୍ସରେ ଏସି ମହା ସଞ୍ଚୟ ସେଲ୍
ଭୁବନେଶ୍ୱର,୧୨ା୧,(ଅନୁରାଧା ମହାରଣା): ରାଜ୍ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ଶୀତତାପ ନିୟନ୍ତ୍ରଣ ଯନ୍ତ୍ର(ଏସି) ମହା ସଞ୍ଚୟ ସେଲ୍ ଘୋଷଣା କରାଯାଇଛି। ଖରାଦିନ ଆରମ୍ଭ ହେଲେ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମୂଲ୍ୟରେ ବୃଦ୍ଧିର ପ୍ରଭାବ ପଡ଼ିବା ସମ୍ଭାବନା ରହିଥିବାବେଳେ ବର୍ତ୍ତମାନଠାରୁ ଏସିର ଚାହିଦା ବୃଦ୍ଧି ପାଇବା ଆରମ୍ଭ…
ପତଞ୍ଜଳି ବିଶ୍ୱବିଦ୍ୟାଳୟର ୪ର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା
ଭୁବନେଶ୍ୱର,୧୨ା୧(ଅନୁରାଧା ମହାରଣା): ପତଞ୍ଜଳି ବିଶ୍ୱବିଦ୍ୟାଳୟ ମାନବିକତା ଏବଂ ଓରିଏଣ୍ଟାଲ ଷ୍ଟଡିଜ୍ ଏବଂ ଦର୍ଶନ ଏବଂ ସଂସ୍କୃତ ବିଭାଗ ପକ୍ଷରୁ ମିଳିତ ଭାବେ ଚତୁର୍ଥ ସଂସ୍ଥାଗତ ସ୍ବର୍ଣ୍ଣପଦକ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏ ଅବସରରେ ବିଶ୍ୱବିଦ୍ୟାଳୟ କୁଳାଧିପତି ଯୋଗଗୁରୁ ରାମଦେବ କହିଛନ୍ତି ,…
୧୮୩୧ରେ ଆଗ୍ନେୟଗିରି ଉଦ୍ଗିରଣରୁ ନୀଳ ହୋଇଥିଲା ସୂର୍ଯ୍ୟ
ଏଡିନବର୍ଗ, ୧୨ା୧:ପ୍ରାୟ ୨୦୦ ବର୍ଷ ତଳେ ପୃଥିବୀ ବାୟୁମଣ୍ଡଳରେ ସୂର୍ଯ୍ୟ ନୀଳରଙ୍ଗ ହେବାର ରହସ୍ୟ ଉପରୁ ବୈଜ୍ଞାନିକମାନେ ପରଦା ଉଠାଇଛନ୍ତି। ୧୮୩୧ ମସିହାରେ ହୋଇଥିବା ଏକ ଭୟଙ୍କର ଆଗ୍ନେୟଗିରି ଉଦ୍ଗିରଣ ଯୋଗୁ ସୂର୍ଯ୍ୟଙ୍କ ରଙ୍ଗରେ ପରିବର୍ତ୍ତନ ଘଟି ନୀଳରଙ୍ଗ ହୋଇଥିବା ନେଇ…
ଗେମ୍ ଚେଞ୍ଜର ସହ ଡା. ଅର୍ଥୋର ବୁଝାମଣା
ନୂଆଦିଲ୍ଲୀ,୧୨।୧: ଦେଶର ଅଗ୍ରଣୀ ଆୟୁର୍ବେଦିକ୍ କମ୍ପାନୀ ତଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ୍ ଲିମିଟେଡ୍ର ପ୍ରମୁଖ ବ୍ରାଣ୍ଡ୍ ଡା. ଅର୍ଥୋ ଏବଂ ବଲିଉଡ୍ ଫିଲ୍ମ ‘ଗେମ୍ ଚେଞ୍ଜର’ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଏହି ରାଜନୈତିକ ଆକ୍ସନ ଥ୍ରୀଲର…
ରାଷ୍ଟ୍ର ନିର୍ମାଣ ଲାଗି ଯୁବ ସଶକ୍ତୀକରଣ ଜରୁରୀ
ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀକୁ ମନେ ପକାଇବା ପାଇଁ ସାରା ଦେଶରେ ପ୍ରତିବର୍ଷ ଜାନୁଆରୀ ୧୨କୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଏ। ବିବେକାନନ୍ଦଙ୍କ ଚିନ୍ତାଧାରା, ମୂଲ୍ୟବୋଧ ଏବଂ ଆଦର୍ଶକୁ ଯୁବପିଢ଼ିଙ୍କ ମଧ୍ୟରେ ପ୍ରସାର କରିବା ହେଉଛି ଏହାର ଉଦ୍ଦେଶ୍ୟ, ଯାହା…
Archives


