Home

ଏସପି ସହ ମେଣ୍ଟ କରିବା ବଡ ଭୁଲ: ମାୟାବତୀ

ଲକ୍ଷ୍ନୌ, ୨୪।୬: ଲୋକ ସଭା ନିର୍ବାଚନ ପରେ ସମାଜବାଦୀ ପାର୍ଟୀ(ଏସପି)ଏବଂ ବହୁଜନ ସମାଜ ପାର୍ଟି(ବିଏସପି)ମଧ୍ୟରେ ପୁଣି ଲଢେଇ ଆରମ୍ଭ ହୋଇଯାଇଛି। ଦୁଇ ଦଳ ଏକାଠି ହୋଇ ନିର୍ବାଚନ ଲଢିବା ପରେ ସମ୍ପର୍କ ତୁଟାଇଥିଲେ। ଏବେ ଦୁଇ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ…

୭ ମାସ ମଧ୍ୟରେ ରିଜର୍ଭ ବ୍ୟାଙ୍କକୁ ଦ୍ୱିତୀୟ ଝଟ୍‌କା: ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟଙ୍କ ଇସ୍ତଫା

ମୁମ୍ବାଇ,୨୪।୬: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ୭ ମାସ ମଧ୍ୟରେ ପୁଣି ଥରେ ଝଟ୍‌କା ଲାଗିଛି। ଏଥର ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳ ଶେଷ ହେବାର ୬ମାସ ପୂର୍ବରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୭ ଜାନୁୟାରୀ ୨୩ରେ ଏହି ପଦରେ…

୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ ୨ ପର୍ଯ୍ୟନ୍ତ ଚାଲିବ। ପୁଣି ଦ୍ୱିତୀୟ ଅଧିବେଶନ ଜୁଲାଇ ୧୨ରୁ ଅଗଷ୍ଟ ୮ ହେବ।…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ନ୍ୟାୟ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : କେନ୍ଦ୍ରାପଡା ସଦର ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କର ସମ୍ପର୍କୀୟ ଭାଇ ଅପହରଣ କରିନେବା ସହ ବଳାତ୍କାର କରିଥିଲେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। କିନ୍ତୁ ପୀଡିତାଙ୍କୁ ଆବଶ୍ୟକ ନ୍ୟାୟ ପ୍ରଦାନ ପାଇଁ ଜାତୀୟ ମାନବାଧିକାର…

ସିଡନୀ ଏୟାରପୋର୍ଟରେ ମହଙ୍ଗା ପଡିଲା ଚୋରି; ଏୟାର ଇଣ୍ଡିଆର ସିନିୟର କମାଣ୍ଡର ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୪ା୬: ଏୟାର ଇଣ୍ଡିଆର ଜଣେ ସିନିୟର କମାଣ୍ଡର ତଥା ଆଞ୍ଚଳିକ ଡାଇରେକ୍ଟର ରୋହିତ ଭାସିନ୍‌ଙ୍କୁ ସିଡନୀ ଏୟାରପୋର୍ଟରେ ଏକ ଡ୍ୟୁଟି ଫ୍ରି ଦୋକାନରୁ ସାମଗ୍ରୀ ଚୋରି କରିବା ଅଭିଯୋଗରେ ସସ୍‌ପେଣ୍ଡ କରାଯାଇଛି। କମ୍ପାନୀ ଡାଇରେକ୍ଟର(ପର୍ସୋନେଲ) ଅମୃତା ଶରଣ ଏହି ସସ୍‌ପେଣ୍ଡ ନିର୍ଦ୍ଦେଶ…

୧୨୦୦ ଟଙ୍କାରେ ବିକ୍ରି ହେଉଛି ଗୋଟିଏ ଆମ୍ବ

ନୂଆଦିଲ୍ଲୀ,୨୪ା୬:ଗୋଟିଏ ଆମ୍ବର ଦାମ ୧୨୦୦ ଟଙ୍କା, ଏହା କେହି କେବେ କଳ୍ପନା ମଧ୍ୟ କରି ନ ଥିବେ। କିନ୍ତୁ ଏହା ନିରାଟ ସତ। ଆମ୍ବର ମହାରାଣୀ କୁହାଯାଉଥିବା ବିଖ୍ୟାତ ‘ନୁରଜାହାଁ’କୁ ଏବେ ୧୨୦୦ ଟଙ୍କାରେ ବିକ୍ରି କରାଯାଉଛି। ଚଳିତବର୍ଷ ମୌସୁମୀ ସହାୟକ…

୯ ଦିନ ପରେ ଘୋଷଯାତ୍ରା; ରଥ ପାଇଁ କାଠ ଅଭାବ

ଢେଙ୍କାନାଳ ଅଫିସ, ୨୪।୬: ଶ୍ରୀ କଳାଠାକୁରଙ୍କ ପ୍ରସିଦ୍ଧ ଘୋଷଯାତ୍ରାକୁ ଆଉମାତ୍ର ୯ ଦିନ। ରଥ ନିର୍ମାଣ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ବା କଥା। ହେଲେ କାଠ ଅଭାବ ଯୋଗୁ ଢେଙ୍କାନାଳରେ ରଥ ନିର୍ମାଣ ଧିମେଇଛି। ଅନ୍ୟ ଉପାୟ ନ ଥିବାରୁ ରଥ କାମରେ…

କେଜ୍‌ରିଓ୍ବାଲ-ଦିଲ୍ଲୀ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୪ା୬: ରାଜଧାନୀ ଦିଲ୍ଲୀରେ ଅପରାଧ ବଢ଼ିଚାଲିଛି। ବସନ୍ତ ବିହାର ଅଞ୍ଚଳରେ ବୃଦ୍ଧ ଦମ୍ପତି ଓ ସେମାନଙ୍କ ଚାକରଙ୍କୁ ହତ୍ୟା ସମେତ ଗତ ୨୪ ଘଣ୍ଟାରେ ୯ ହତ୍ୟାକାଣ୍ଡ ଘଟିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। ଦିଲ୍ଲୀବାସୀ ସୁରକ୍ଷା ପାଇଁ କାହା ପାଖକୁ…

କମିଶନି ଫେରାଇବାକୁ କହି ଅଡୁଆରେ ମମତା

କୋଲକାତା,୨୪ା୬: ୨୦୧୧ରୁ ବିଭିନ୍ନ କଲ୍ୟାଣକାରୀ ଯୋଜନାରେ ହିତାଧିକାରୀଙ୍କୁ ଶୋଷଣ କରି ଆଦାୟ କରିଥିବା କମିଶନ ଅର୍ଥ ଫେରାଇଦେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳୀୟ ନେତା ଓ ସବୁ ସ୍ତରର ଲୋକପ୍ରତିନିଧିଙ୍କୁ ନିର୍ଦ୍ଦେଶ ଦେଇ ଦୁର୍ନୀତିର ଭାନୁମତି ପେଡ଼ି ଖୋଲିଦେଇଛନ୍ତି। ଲୋକ…

ଜିଲା ପ୍ରଶାସନ କର୍ମଚାରୀଙ୍କ ବଦଳି ପ୍ରହସନ; ଚୌକି ଛାଡୁନାହାନ୍ତି ପୁରୁଣା ବାବୁ

ଅନୁଗୋଳ ଅଫିସ,୨୪।୬: ଅନୁଗୋଳ ଜିଲା କାର୍ଯ୍ୟାଳୟରେ କାର୍ଯ୍ୟରତ ପୁରୁଣା ବାବୁଙ୍କ ଛାଡୁନି ଚୌକି ନିଶା। ଦୀର୍ଘ ବର୍ଷ ହେଲା ଗୋଟିଏ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଏହି ବାବୁମାନେ ବଦଳି ନିର୍ଦ୍ଦେଶ ମଧ୍ୟ ମାନୁନାହାନ୍ତି। ଆଉ ଏଥିରେ ସେମାନଙ୍କୁ ସହଯୋଗ କରୁଛନ୍ତି କେତେଜଣ…

ନିଖୋଜ ପାକ୍‌ ବୁଡ଼ାଜାହାଜର ତଲାସି ନେଇଥିଲା ଭାରତ

ନୂଆଦିଲ୍ଲୀ,୨୪।୬: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅଧିକାଂଶ ଆଣବିକ ତଥା ପାରମ୍ପରିକ ବୁଡାଜାହାଜ ପାକିସ୍ତାନ ଜଳସୀମାରେ ମୁତୟନ କରିଥିଲା। ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖି ପାକିସ୍ତାନ ଆଶଙ୍କା କରିଥିଲା ପ୍ରତିଶୋଧ ନେବା ଲାଗି ନୂୂଆଦିଲ୍ଲୀ ନୌସେନାକୁ ବ୍ୟବହାର କରିପାରେ। ବାଲାକୋଟରେ…

ପାକ୍‌ ସେନାମୁଖ୍ୟଙ୍କ ସଫେଇ: ଆତଙ୍କବାଦ ଦମନ ପାଇଁ ଉଦ୍ୟମ କରୁଛୁ

ଲଣ୍ଡନ,୨୪ା୬: ଆତଙ୍କବାଦ ବିରୋଧରେ ପାକିସ୍ତାନକୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହେବ ବୋଲି ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌)ର ଚେତାବନୀ ପରେ ଇସ୍‌ଲାମାବାଦ ନରମିଛି। ପାକ୍‌ ମାଟିରୁ ଆତଙ୍କବାଦର ମୂଳୋତ୍ପାଟନ ଲାଗି ଯଥାସାଧ୍ୟ ଉଦ୍ୟମ କରାଯାଉଛି ଓ ସମସ୍ତ ତାକତକୁ ଲଗାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?