Home

ଏହି ସ୍ମାର୍ଟଫୋନ ବ୍ୟବହାର କରନ୍ତି ମୋଦି, ଶାହ

ନୂଆଦିଲ୍ଲୀ, ୨୩।୬: ଆଜିକାଲି ସ୍ମାର୍ଟଫୋନ ଧରିବା ଅଛି ସମସ୍ତଙ୍କର ସଉକ। ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା ତଥା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ବିଭିନ୍ନ ସଦସ୍ୟ କେଉଁ ସ୍ମାର୍ଟ ଫୋନ୍‌ ବ୍ୟବହାର କରନ୍ତି, ତାହା ଜାଣିବାକୁ ସମସ୍ତେ…

୨୦୮ କୋଟି ଟଙ୍କା ଲଟେରି ଜିତିଲେ ଜଣେ ବ୍ୟକ୍ତି: କୋର୍ଟ କହିଲେ, ପୂର୍ବତନ ସ୍ତ୍ରୀଙ୍କୁ ୫୦ପ୍ରତିଶତ ଦିଅ

ନ୍ୟୁୟର୍କ, ୨୩।୬: ଆମେରିକାର ମିଶିଗାନରେ ଜଣେ ବ୍ୟକ୍ତି ୨୦୮ କୋଟି ଟଙ୍କା ଲଟେରି ଜିତିଛନ୍ତି। ରିଚ୍‌ ଜ୍ୟାଲୋସ୍କୋ ନାମକ ଏହି ବ୍ୟକ୍ତି ଜଣଙ୍କ ଖୁସିରେ ଆତ୍ମହରା ଥିବାବେଳେ କୋର୍ଟ ତାଙ୍କ ଖୁସିରେ ପାଣି ପକାଇଦେଇଛନ୍ତି। ଜିତିଥିବା ରାଶିର ଅଧା ଅଂଶକୁ ରିଚ୍‌…

ଅମ୍ପାୟାରଙ୍କ ଆଗରେ ହାତ ଯୋଡି ଟ୍ରୋଲ୍‌ ହେଲେ ବିରାଟ

ସାଉଥାମ୍ପ୍ଟନ,୨୩।୬:ଚଳିତ ବିଶ୍ୱକପରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚରେ ଭାରତ ୧୧ ରନ୍‌ରେ ଜିତିଥିଲେ ମଧ୍ୟ ଆଫଗାନିସ୍ତାନ ଦଳ ସମସ୍ତଙ୍କ ହୃଦୟ ଜିତିଛି। ୨୨୫ରନରେ…

ମାୟାବତୀଙ୍କ ବଂଶବାଦ: ଭାଇ ପୁତୁରାଙ୍କୁ ଗୁରୁ ଦାୟିତ୍ୱ

ଲକ୍ଷ୍ନୌ,୨୩।୬: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଅଧ୍ୟକ୍ଷତାରେ ରବିବାର ଦଳୀୟ କର୍ମକର୍ତ୍ତାଙ୍କ ଏକ ବୈଠକ ଅନୁଷ୍ଠୀତ ହୋଇଯାଇଛି। ବୈଠକରେ ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ଏଥିରେ ମାୟାବତୀ ବଂଶବାଦକୁ ପୁଣି ଗୁରୁତ୍ୱ ଦେଇଥିବା କୁହାଯାଉଛି। ତାଙ୍କ ଭାଇ ଆନନ୍ଦ କୁମାରଙ୍କୁ ରାଷ୍ଟ୍ରୀୟ…

ମୋଦିଙ୍କୁ ଭେଟିବା ପାଇଁ ସଂସଦ ବାହାରେ ଅପେକ୍ଷା କରିଥିଲେ ଏହି ୮ବର୍ଷର ଝିଅ: ଜାଣନ୍ତୁ କାହିଁକି?

ଚେନ୍ନାଇ, ୨୩।୬: ଗ୍ଲୋବାଲ ଓ୍ବାର୍ମିଂ ବା ବିଶ୍ୱତାପମାନ ବଢ଼ିବାରେ ଲାଗିଛି। ଏଭଳି ପରିସ୍ଥିତିରେ ଗ୍ଲୋବାଲ ଓ୍ବାର୍ମିଂରୁ ଦେଶକୁ ରକ୍ଷା କରିବା ପାଇଁ ଆଗେଇ ଆସିଛନ୍ତି ୮ ବର୍ଷର ଲାଇସିପ୍ରିୟା କାଙ୍ଗଜୁମ। ଏକ ସନ୍ତୁଳିତ ପରିବେଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି…

ଇରାନ୍‌ ଉପରେ ଆମେରିକାର ସାଇବର ଆଟାକ୍‌: କ୍ଷେପଣାସ୍ତ୍ର ଆକ୍ରମଣ ପାଇଁ ବ୍ୟବହୃତ କମ୍ପ୍ୟୁଟର ଅକାମୀ

ଓ୍ବାଶିଂଟନ,୨୩।୬: ଆମେରିକା ଇରାନ୍‌ ଉପରେ ସାଇବର ଆଟାକ୍‌ କରିଥିବା କୁହାଯାଉଛି। ଏହାଦ୍ୱାରା କ୍ଷେପଣାସ୍ତ୍ର ଆକ୍ରମଣ ପାଇଁ ବ୍ୟବହୃତ ହେଉଥିବା କମ୍ପ୍ୟୁଟର ଅକାମୀ ହୋଇପଡ଼ିଛି। ଏହା ସହିତ ଇରାନ୍‌ର ଗୁପ୍ତଚର ସଂସ୍ଥା ଉପରେ ମଧ୍ୟ ଆମେରିକା ସାଇବର ଆଟାକ୍‌ କରିଥିବା କୁହାଯାଉଛି। ତେବେ…

ଭାରତୀୟ ପନିପରିବା ଓ ଫଳ ଉପରେ ନେପାଳର କଟକଣା: ଲ୍ୟାବ୍‌ ଟେଷ୍ଟ ପରେ ପ୍ରବେଶ ପାଇଁ ମିଳିବ ଅନୁମତି

କାଠମାଣ୍ଡୁ,୨୩।୬: ନେପାଳରେ ଭାରତୀୟ ପନିପରିବା ଓ ଫଳ ଉପରେ କଟକଣା ଲାଗୁ ହୋଇଛି। ଲ୍ୟାବ୍‌ ଟେଷ୍ଟ ପରେ ପନିପରିବା ଓ ଫଳକୁ ନେପାଳରେ ଏଣ୍ଟ୍ରି ଅନୁମତି ମିଳିବ। ଭାରତୀୟ ପନିପରିବା ଓ ଫଳରେ ବିଭିନ୍ନ ରସାୟନିକ ପଦାର୍ଥ ଥିବା ଅଭିଯୋଗ ହେବା…

ଲିଭ୍‌ଇନ୍‌ରେ ରହୁଥିବା ଯୋଡ଼ା: ଜୀବିତ ଥିବାବେଳେ ନିର୍ଯାତନା; ମୃତ୍ୟୁପରେ ଅନ୍ତିମ ସଂସ୍କାର ମନା

ରାଞ୍ଚି,୨୩।୬: ଅର୍ଥାଭାବରୁ ବିବାହ ନ କରି ଭୋଜି ନ ଦେଇ ଲିଭ୍‌ଇନ୍‌ରେ ରହୁଥିବା ଝାଡଖଣ୍ଡର ଜନଜାତି ସମ୍ପ୍ରଦାୟଙ୍କୁ ଅକଥନୀୟ ନିର୍ଯାତନା ଦିଆଯାଇଥାଏ। ଏଭଳି ମହିଳାଙ୍କୁ ଏଠାରେ ସିନ୍ଦୂର ତଥା ଚୁଡି ପିନ୍ଧିବାକୁ ବାରଣ କରାଯାଇଥାଏ। ସେହିପରି ପୁରୁଷଙ୍କୁ ଗାଁର କୌଣସି ବିବାହ…

ବିଚାରପତି ଏସ୍‌.ଏନ୍‌. ଶୁକ୍ଳାଙ୍କୁ ହଟାଇବା ପାଇଁ ମୋଦିଙ୍କୁ ଚିଠି ଲେଖିଲେ ପ୍ରଧାନ ବିଚାରପତି ଗୋଗୋଇ

ନୂଆଦିଲ୍ଲୀ,୨୩।୬: ବିଚାରପତି ଏସ୍‌.ଏନ୍‌. ଶୁକ୍ଳାଙ୍କୁ ହଟାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ। ପୂର୍ବରୁ ଏନେଇ ଗୋଗୋଇ ଚିଠି ଲେଖିଥିଲେ। ଏବେ ଗୋଗୋଇ ମୋଦିଙ୍କୁ ରିମାଇଣ୍ଡର ଚିଠି ଲେଖିଛନ୍ତି। ପ୍ରଧାନମନ୍ତ୍ରୀ ଏନେଇ ପ୍ରସ୍ତାବ…

ଆନ୍ଦୋଳନକାରୀ ପରିବା ବ୍ୟବସାୟୀଙ୍କ ପ୍ରତି ତହସିଲଦାରଙ୍କ ଦବଙ୍ଗଗିରି : ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ପୁରୁଷୋତ୍ତମପୁର, ୨୩ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପରିବା ମାର୍କେଟ ଭାଙ୍ଗିବା ନେଇ ବ୍ୟବସାୟୀମାନେ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ସେମାନେ ଆନ୍ଦୋଳନ ସମୟରେ ମାର୍କେଟ ମଧ୍ୟରେ ରୋଷେଇ କରି ଖାଇବା ପ୍ରସ୍ତୁତ କରୁଥିବାବେଳେ ଉକ୍ତଦିନ ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର…

ଅନୁଗୋଳ ପୋଲିସରେ ୧୬ ଅଧିକାରୀଙ୍କ ଅଦଳବଦଳ

ଅନୁଗୋଳ ଅଫିସ,୨୩ା୬: ଅନୁଗୋଳ ଜିଲା ପୋଲିସରେ ଶନିବାର ରାତିରେ ୧୬ ଜଣ ଅଧିକାରୀଙ୍କ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ ୪ ଜଣ ଇନ୍ସପେକ୍ଟର, ୫ ଜଣ ସବ୍‌ ଇନ୍ସପେକ୍ଟର ଓ ୭ ଜଣ ଏଏସ୍‌ଆଇ ରହିଛନ୍ତି। ଜିଲା ପୋଲିସ ମୁଖ୍ୟାଳୟରେ ଥିବା…

ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ

ଚୌଦ୍ୱାର, ୨୩ା୬(ଡି.ଏନ୍‌.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା ଆକ୍ଟିଭା ଗାଡ଼ି ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚୌଦ୍ୱାର ତଳବଜାର ଡେଲ୍‌ଟା କଲୋନୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?