Home

ଥମୁନି ଲଜ୍ଜା, ବର୍ବରତା

ଲକ୍ଷ୍ନୌ,୨୩ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶ(ୟୁପି)ରେ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଉନ୍ନାଓ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ଇଟାରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସାଫିପୁର ଥାନା ଅଞ୍ଚଳରେ ଶୁକ୍ରବାର ଘଟିଥିବା ଏହି ଘଟଣାକୁ ନେଇ ଉନ୍ନାଓ ପୁଣିଥରେ…

ସମଗ୍ର ଶିକ୍ଷା ସମୀକ୍ଷା : ୨୬ ସ୍କୁଲର ଉନ୍ନତି ପାଇଁ ପାରାମିଟର ପ୍ରସ୍ତୁତ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଶୁକ୍ରବର ସମଗ୍ର ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କାର୍ଯ୍ୟକ୍ରମରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଯୋଗଦେଇ କହିଲେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଜିଲାର ୨୬ ସ୍କୁଲର ଉନ୍ନତି ପାଇଁ…

ଜଳ ପାଲଟିଛି ଜହର

ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ) ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ ପୀଡିତ ହୋଇ ଗ୍ରାମର ଗରୁଡ ବାରିକ (୫୦), ଦାମିନୀ ମେହେର (୬୫), ଲଳିତ ମେହେର…

ସରକାରୀ କର୍ମଚାରୀଙ୍କ କାର୍ଯ୍ୟ ସମୟ ଅଧଘଣ୍ଟା ବଢ଼ିଲା, ୪ର୍ଥ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ କାର୍ଯ୍ୟ କରିବା ସମୟସୀମା ବୃଦ୍ଧି କରାଯାଇଛି। ଏଣିକି ସମସ୍ତ କର୍ମଚାରୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ମିନିଟ୍‌ ଯାଏ ଅଫିସରେ ରହିବାକୁ ବାଧ୍ୟ। ମଧ୍ୟାହ୍ନଭୋଜନ ପାଇଁ ଅଧଘଣ୍ଟା ସମୟ ମିଳିବ। ଏଥିସହିତ ପ୍ରତ୍ୟେକ…

ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱ: ଅସମାହିତ ପ୍ରଶ୍ନର ସମାହାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ ପ୍ରାର୍ଥୀ ଘୋଷଣା ପରେ ଏହା ପ୍ରମାଣିତ ହୋଇଥିବା କୁହାଗଲାଣି । ସଂଖ୍ୟାଗରିଷ୍ଠ ଥାଇ ବିଜେଡି…

ସାମିଙ୍କ ହ୍ୟାଟ୍ରିକ: ଭାରତର ସଂଘର୍ଷପୂର୍ଣ୍ଣ ବିଜୟ

ସାଉଥାମ୍ପ୍‌ଟନ,୨୩।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ୍‌ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍‌ରେ ଭାରତ ୧୧ ରନ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ମ୍ୟାଚ୍‌ର ଅନ୍ତିମ ଓଭରର ତୃତୀୟ,…

ଚେତନ ଶର୍ମାଙ୍କ ପରେ ସାମିଙ୍କ ହ୍ୟାଟ୍ରିକ

ସାଉଥାମ୍ପ୍‌ଟନ, ୨୩।୬ (ପି.ଟି.)- ବିଶ୍ୱକପ୍‌ରେ ହ୍ୟାଟ୍ରିକ ଉଇକେଟ ହାସଲ କରିବାରେ ମହମ୍ମଦ ସାମି ଭାରତର ଦ୍ୱିତୀୟ ବୋଲର ସାବ୍ୟସ୍ତ ହୋଇଛନ୍ତି। ପୂର୍ବରୁ ଚେତନ ଶର୍ମା ୧୯୮୭ ବିଶ୍ୱକପ୍‌ରେ ନାଗପୁରରେ ନ୍ୟୁଜିଲାଣ୍ଡ ବିପକ୍ଷରେ ହ୍ୟାଟ୍ରିକ ଅର୍ଜନ କରିଥିଲେ। ଶନିବାର ଆଫଗାନିସ୍ତାନ ବିପକ୍ଷରେ ସାମି…

ବିଶ୍ୱକପ୍‌ରେ ଭାରତଠାରୁ ହାରିବା ନୂଆ ନୁହେଁ

ଲଣ୍ଡନ, ୨୩ା୬ (ପି.ଟି.)-ରବିବାର ଖେଳାଯିବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ତାଙ୍କ ଦଳ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଆଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଭାରତ ବିପକ୍ଷ ମ୍ୟାଚରେ ପରାଜୟ ତାଙ୍କ ଦଳ…

ଶହୀଦଙ୍କ ପରିବାରକୁ ଭେଟିଲେ ଏମ୍‌ପି : ଅଜିତଙ୍କ ନାମରେ ହେବ ଖେଳପଡ଼ିଆ

କାମାକ୍ଷାନଗର, ୨୩।୬ (ଡି.ଏନ୍‌.ଏ.) – ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍‌ପି ମହେଶ ସାହୁ। ଏପରି କଷ୍ଟକର ସମୟରେ ସମସ୍ତେ ପରିବାର ସହ ଅଛନ୍ତି ବୋଲି ସେ ଶୋକସନ୍ତପ୍ତ ମା’…

ଗଜ ସୁରକ୍ଷା ପାଇଁ ଆକ୍ସନ ପ୍ଲାନ୍‌ : ହାତୀ ଗତିବିଧି ଜଗିବ ଡ୍ରୋନ୍‌

ଢେଙ୍କାନାଳ ଅଫିସ, ୨୩।୬ – ହାତୀ ପାଇଁ ସାରା ଦେଶରେ ନଁା କରିଛି ଢେଙ୍କାନାଳ। ରାଜ୍ୟରେ ସାତକୋଶିଆ ପରେ ହାତୀସଂଖ୍ୟାରେ ଜିଲାକୁ ମିଳିଛି ଦ୍ୱିତୀୟ ସ୍ଥାନ। ଅନ୍ୟପଟେ ଜିଲାର ସଂରକ୍ଷିତ ଜଙ୍ଗଲ ତଳି ଅଞ୍ଚଳରେ ହାତୀ-ମଣିଷ ମଧ୍ୟରେ ଚାଲିଥିବା ଅହରହ ସଂଘର୍ଷ…

ବିଶ୍ୱକପ୍‌ରେ ଭାରତର ୫୦ତମ ବିଜୟ

ସାଉଥାମ୍ପ୍‌ଟନ,୨୩।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ଏହାର ୫୦ତମ ମ୍ୟାଚ୍‌ ବିଜୟ ଲାଭ କରିଛି। ଶନିବାର ଆଫଗାନିସ୍ତାନକୁ ରୋମାଞ୍ଚକ ଭାବେ ୧୧ ରନରେ ପରାସ୍ତ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଏହି କୃତୀତ୍ୱ ହାସଲ କରିଛି। ୧୯୭୫ ମସିହାରୁ ବିଶ୍ୱକପ୍‌ ଆରମ୍ଭ…

ନ୍ୟୁଜିଲାଣ୍ଡର ରୋମାଞ୍ଚକ ବିଜୟ

ମାଞ୍ଚେଷ୍ଟର, ୨୩ା୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌ରେ ଅଧିତ୍ନାୟକ କେନ୍‌ ଓ୍ବିଲିୟମସନଙ୍କ କ୍ୟାରିୟର ଶ୍ରେଷ୍ଠ ୧୪୮ ରନ ସହାୟତାରେ ନ୍ୟୁଜିଲାଣ୍ଡ ୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଏହି ରୋମାଞ୍ଚକ ମ୍ୟାଚରେ କାର୍ଲୋସ ବ୍ରାଥଓ୍ବେଟଙ୍କ ଆକର୍ଷଣୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?