Home

ଏନ୍‌ଏସ୍‌ଜିରେ ଭାରତର ସଦସ୍ୟତାକୁ ଚାଇନାର ବିରୋଧ

ବେଜିଂ,୨୨ା୬(ପି.ଟି.) : ଆଣବିକ ସାମଗ୍ରୀ ଯୋଗାଣକାରୀ ଗୋଷ୍ଠୀ(ଏନ୍‌ଏସ୍‌ଜି)ରେ ଭାରତକୁ ସାମିଲ କରାଯିବାର ପ୍ରଶ୍ନ ଉଠୁନାହିଁ ବୋଲି ଚାଇନା କହିବା ସହ ଭାରତର ପ୍ରବେଶକୁ ବିରୋଧ କରିଛି। ଏକ ନିର୍ଦ୍ଦିଷ୍ଟ ଯୋଜନାରେ ପହଞ୍ଚିବା ପୂର୍ବରୁ ଭାରତ ସମ୍ପର୍କରେ ଆଲୋଚନା ନ କରିବା ଲାଗି…

ଆଇସିସି ବିଶ୍ୱକପ୍‌ : ଭାରତ- ଆଫଗାନିସ୍ତାନ ମୁକାବିଲା

ସାଉଥାମ୍ପଟନ,୨୨।୬(ପି.ଟି.)- ଚଳିତ ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ ଦଳ ଭାରତ ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍‌ରେ ଶନିବାର ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ଭେଟିବ। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଏକତରଫା ହେବ ବୋଲି ଆଶା କରାଯାଉଛି। ତେବେ ଭାରତ…

ଜଷ୍ଟିସ୍‌ କୁରେଶୀଙ୍କ ପଦୋନ୍ନତି ଅଟକାଉଛି କେନ୍ଦ୍ର

ନୂଆଦିଲ୍ଲୀ,୨୨ା୬: ନ୍ୟାୟପାଳିକାର ନିରପେକ୍ଷତା ଲାଗି ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତରଖାଯିବା ଉଚିତ ବୋଲି ବିଭିନ୍ନ ସମୟରେ ମତପ୍ରକାଶ ପାଇଆସୁଛି। ଏହା ସତ୍ତ୍ୱେ ନ୍ୟାୟପାଳିକା ଯେ ରାଜନୈତିକ ପ୍ରଭାବରୁ ମୁକ୍ତ ନୁହେଁ ଏହା ସରକାରଙ୍କ କେତେକ ନିଷ୍ପତ୍ତିରୁ ସ୍ପଷ୍ଟ ହୋଇଛି। ବିଚାରପତି ନିଯୁକ୍ତି…

ମଙ୍ଗଳପୁର ପ୍ରାଥମିକ କୃଷି ସମବାୟ ସମିତିରେ ଚଢ଼ାଉ: ତଦନ୍ତବେଳେ ଅଭିଯୋଗ କଲେ ଶତାଧିକ ଚାଷୀ

ଦଶରଥପୁର,୨୨ା୬(ଡିଏନ୍‌ଏ): କଟକ ସେଣ୍ଟ୍ରାଲ୍‌ କୋ-ଅପରେଟିଭ ବ୍ୟାଙ୍କ ଦଶରଥପୁର ଶାଖା ଅଧୀନରେ ଥିବା ମଙ୍ଗଳପୁର ପ୍ରାଥମିକ କୃଷି ସମବାୟ ସମିତିରେ ଦୁର୍ନୀତି ସୀମା ଲଂଘିଛି। ଏ ସମ୍ପର୍କରେ କିଛିଦିନ ତଳେ ମଙ୍ଗଳପୁର ସରପଞ୍ଚ ଶିଶିର କୁମାର ଧଳ, ପରିଚାଳନା ପରିଷଦର କେତେଜଣ ସଭ୍ୟ…

ଆଗ ବିଜେଡି, ପଲଟି ଖାଇ ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶାର ଖାଲି ପଡ଼ିଥିବା ୩ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ହେଲେ ସେଥିମଧ୍ୟରୁ ଗୋଟିଏ ନାମକୁ ନେଇ ନାନା ଚର୍ଚ୍ଚା ସୃଷ୍ଟି ହୋଇଛି।…

ବନ୍ଦ ହେଲା ନାବାଳିକାଙ୍କ ବିବାହ

ମହାକାଳପଡ଼ା,୨୨ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳରେ ଶିଶୁ ସୁରକ୍ଷା ବିଭାଗ, ବ୍ଲକ ସମନ୍ବିତ ଶିଶୁ ସୁରକ୍ଷା କମିଟି ଓ ପୋଲିସର ହସ୍ତକ୍ଷେପ ପରେ ଶୁକ୍ରବାର ଜଣେ ନାବାଳିକାଙ୍କ ବିବାହ ବନ୍ଦ କରାଯାଇଛି। ସେହିପରି ଅନ୍ୟ ଜଣେ ନାବାଳିକାଙ୍କୁ…

ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରଙ୍କ ଧାରଣା

ଖଣ୍ଡପଡା,୨୨।୬(ସ୍ବ.ପ୍ର.): ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ସିଘାଂପଡା ପଞ୍ଚାୟତ ଅନ୍ତର୍ଗତ ଖୁଣ୍ଟୁବନ୍ଧ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଶୁକ୍ରବାର ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ନେଇ ସେମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ପରେ ଉକ୍ତ ବିଦ୍ୟାଳୟ ଖୋଲାଯାଇ…

ହୋଇପାରିଲାନି ସ୍କୁଲ ମରାମତି କାର୍ଯ୍ୟ: ବର୍ଷାରେ ଭିଜି ବାରଣ୍ଡାରେ ପଢିଲେ ଛାତ୍ରୀଛାତ୍ର

ରଣପୁର,୨୨।୬(ସ୍ବ.ପ୍ର.:ସାମୁଦ୍ରିକ ଝଡ ଫନୀ ପ୍ରଭାବରେ ନୟାଗଡ ଜିଲାର ରଣପୁର ବ୍ଲକ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଗତ ମେ ୩ତାରିଖରେ ସଂଘଟିତ ହୋଇଥିବା ବାତ୍ୟାକୁ ଏ ମଧ୍ୟରେ ଦେଢମାସ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବାତ୍ୟା ପ୍ରଭାବରୁ ସାଧାରଣ ଲୋକେ ସୁଧୁରି ପାରିନାହାନ୍ତି। ବାତ୍ୟାରେ…

ଶହୀଦଙ୍କ କଫିନ୍‌ରେ ବିଜେଡି ପତାକା

ଭୁବନେଶ୍ୱର, (ବ୍ୟୁରୋ)/କାମାକ୍ଷାନଗର, ୨୨।୬(ଡି.ଏନ.ଏ.) – ଜମ୍ମୁ-କଶ୍ମୀରର ଅନନ୍ତନାଗଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ କଫିନ୍‌ରେ ଶାସକ ବିଜେଡିର ଦଳୀୟ ପତାକା ଘୋଡ଼ାଯିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର…

କଳାରେ ୫୭.୮୧ %, ବାଣିଜ୍ୟରେ ୫୨.୫୬ %

ଅନୁଗୋଳ ଅଫିସ,୨୨।୬ – ଯୁକ୍ତ୨ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ କଳାରେ ପରୀକ୍ଷା ଦେଇଥିବା ମୋଟ୍‌ ୫୭୩୨ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୩୧୪ ଜଣ ପାସ କରିଛନ୍ତି। ପାସ୍‌ ହାର ରହିଛି ୫୭.୮୧…

ମରାମତି ହେଲାନି ରତ୍ନଭଣ୍ଡାର: ମହାପ୍ରଭୁଙ୍କ ରତ୍ନଅଳଙ୍କାରକୁ ଅଣଦେଖା

ପୁରୀ ଅଫିସ, ୨୧।୬: ମହାପ୍ରଭୁଙ୍କ ଦୁର୍ମୁଲ୍ୟ ରତ୍ନଅଳଙ୍କାର ରହିଛି ରତ୍ନଭଣ୍ଡାରରେ। ଶେଷ ଥର ପାଇଁ ୧୯୮୫ ମସିହାରେ ଖୋଲାଯାଇଥିଲା ଭିତର ରତ୍ନଭଣ୍ଡାର। ଦୀର୍ଘବର୍ଷ ହେଲାଣି ରତ୍ନଭଣ୍ଡାର ଗୃହର ସ୍ଥିତି ଯାଞ୍ଚ ହୋଇନାହିଁି। ତେଣୁ ରତ୍ନଭଣ୍ଡାର ଖୋଲାଯାଇ ଗୃହର ସ୍ଥିତି ଯାଞ୍ଚ କରାଯିବ।…

ପାଣି ପାଇଁ ସ୍କୁଲ, ହୋଟେଲ ବନ୍ଦ ହେବା ମିଥ୍ୟା ଖବର: ପଲାନିସ୍ବାମୀ

ଚେନ୍ନାଇ,୨୧।୬: ତାମିଲନାଡୁରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ହେଲେ ପାଣି ପାଇଁ ସ୍କୁଲ ଓ ହୋଟେଲ ବନ୍ଦ ହେବା ଖବର ମିଥା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଇଡାପଡି କେ. ପଲାନିସ୍ବାମୀ। ଶୁକ୍ରବାର ଖବରଦାତାଙ୍କୁ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?