Home

ପିସିବି କ୍ରିକେଟ କମିଟି: ମହସିନଙ୍କ ସ୍ଥାନରେ ଆକ୍ରମ ହେବେ ଚେୟାରମ୍ୟାନ

କରାଚୀ, ୨୧ା୬ (ପି.ଟି.)-ପୂର୍ବତନ ଟେଷ୍ଟ କ୍ରିକେଟର ମହସିନ ଖାଁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) କ୍ରିକେଟ କମିଟି ଚେୟାରମ୍ୟାନ ପଦବୀରୁ ଓହରିଯାଇଛନ୍ତି। ବୋର୍ଡର ପରିଚାଳନା ନିର୍ଦ୍ଦେଶକ ଓ୍ବାସିମ ଆକ୍ରମ କମିଟିର ନୂତନ ମୁଖ୍ୟ ହେବେ। କ୍ରିକେଟ କମିଟିରୁ ତାଙ୍କୁ ଅବ୍ୟାହତି ଦେବା ଲାଗି…

ଅଭ୍ୟାସ ବେଳେ ବିଜୟ ଶଙ୍କର ଆହତ: ଛାଡ଼ିବାକୁ ପଡିଲା ଟ୍ରେନିଂ ସେସନ

ସାଉଥାମ୍ପଟନ,୨୧।୬(ପି.ଟି.)- ଟିମ୍‌ ଇଣ୍ଡିଆର ଆଘାତ ସମସ୍ୟା ବଢ଼ିବାରେ ଲାଗିଛି। ଏହାର ସଦ୍ୟତମ ଶିକାର ହୋଇଛନ୍ତି ଅଲରାଉଣ୍ଡର ବିଜୟ ଶଙ୍କର। ବୁଧବାର ଅଭ୍ୟାସ ଅବସରରେ ସେ ଆହତ ହୋଇଛନ୍ତି। ବର୍ଷା ପ୍ରଭାବିତ ଏହି ଅଭ୍ୟାସ ସେସନରେ ବ୍ୟାଟିଂ କରୁଥିବା ବେଳେ ଯଶପ୍ରୀତ ବୁମ୍‌ରାଙ୍କ…

ଧାଓ୍ବନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା

ନୂଆଦିଲ୍ଲୀ,୨୧।୬(ପି.ଟି.)- ତାରକା ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ଭାରତୀୟ ବିଶ୍ୱକପ୍‌ ଦଳରୁ ବାଦ ପଡିଛନ୍ତି। ଫଳରେ ଭାରତର ବିଶ୍ୱକପ୍‌ ଅଭିଯାନକୁ ଜବରଦସ୍ତ ଝଟ୍‌କା ଲାଗିଛି। ଧାଓ୍ବନ ମଧ୍ୟ ଏଥିରେ ନିରାଶ ହୋଇଛନ୍ତି। ଏଥିପାଇଁ ତାଙ୍କୁ ସବୁଆଡୁ ସମବେଦନାର…

ଅଷ୍ଟ୍ରେଲିଆ ସେମିଫାଇନାଲ ନିକଟତର

ନଟିଂହାମ,୨୧।୬ (ପି.ଟି.)- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ ଦଳ ଅଷ୍ଟ୍ରେଲିଆ ଗୁରୁବାର ଅନୁଷ୍ଠିତ ଟୁର୍ନାମେଣ୍ଟର ୨୬ତମ ମ୍ୟାଚ୍‌ରେ ବାଂଲାଦେଶକୁ ୪୮ ରନରେ ପରାସ୍ତ କରିଛି। ଟ୍ରେଣ୍ଟ ବିଜ୍‌ରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ଅଭିଜ୍ଞ…

ଭାରତରେ ଲଞ୍ଚ ହେବନି ଫେସ୍‌ବୁକ୍‌ କ୍ରିପ୍ଟୋକରେନ୍ସି

ନୂଆଦିଲ୍ଲୀ,୨୧-୬: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ ଭାରତରେ ନିଜର କ୍ରିପ୍ଟୋକରେନ୍ସି ‘ଲିବ୍ରା’କୁ ଲଞ୍ଚ କରିବ ନାହିଁ। ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାର ପୂର୍ବରୁ ଦେଶରେ କୌଣସି ପ୍ରକାର କ୍ରିପ୍ଟୋକରେନ୍ସିର ପ୍ରଚଳନକୁ ବ୍ୟାନ୍‌ କରିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ ଫେସ୍‌ବୁକ ନିଜର…

୧୫ମାସରେ ଉଠିଯିବ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ନିର୍ମାଣ ଖର୍ଚ୍ଚ

ନୂଆଦିଲ୍ଲୀ,୨୧-୬: ଦେଶର ପ୍ରଥମ ଇଞ୍ଜିନବିହୀନ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସ ମାସକୁ ୭ କୋଟି ଟଙ୍କା ଆୟ କରୁଛି। ଏଭଳି ହାରରେ ଆୟ ହୋଇଚାଲିଲେ ଆସନ୍ତା ୧୨ରୁ ୧୫ ମାସ ମଧ୍ୟରେ ଏହି ଟ୍ରେନ ନିର୍ମାଣରେ ହୋଇଥିବା ଖର୍ଚ୍ଚ ଆଦାୟ ହୋଇଯିବ…

ଇଲେକ୍ଟ୍ରିକ ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌ ହେବ ଛାଡ଼

ନୂଆଦିଲ୍ଲୀ,୨୧-୬: ଦେଶରେ ପ୍ରଦୂଷଣମୁକ୍ତ ଇଲେକ୍ଟ୍ରିକ ବାହନ ଚଳାଚଳକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବ୍ୟାଟେରି ଚାଳିତ ସମସ୍ତ ପ୍ରକାର ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌କୁ ଛାଡ଼ କରିବାକୁ ଯାଉଛନ୍ତି। ସଡ଼କ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ…

ଆମେରିକା-ଇରାନ ଯୁଦ୍ଧ ଲାଗିଲେ; ଅଶୋଧିତ ତେଲ ଦରରେ ଲାଗିବ ନିଆଁ

ନୂଆଦିଲ୍ଲୀ,୨୧-୬: ଇରାନ ବିରୋଧରେ ଆମେରିକାର କଟକଣା ଜାରି ପରେ ତେହରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଆମେରିକାର ଏକ ସାମରିକ ଡ୍ରୋନକୁ ଇରାନ ଖସାଇ ଦେଇଛି। ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ଏବେ ଯୁଦ୍ଧର ଆଶଙ୍କା…

ସକାଳେ ଗ୍ଲାସେ କମଳା ରସ…

ସକାଳେ ଗ୍ଲାସେ କମଳା ରସ ପିିଇଲେ ଅନେକ ଫାଇଦା ମିଳିଥାଏ । ଏଥିରେ ଲୌହ, କ୍ୟାଲସିୟମ୍‌, ପୋଟାସିୟମ, ଖଣିଜ, ଭିଟାମିନ ‘ଏ’ , ‘ବି ’ ଓ ‘ସି’ ଆଦି ପୋଷକ ତତ୍ତ୍ୱ ରହିଛି। କମଳା ରସ ଶରୀରକୁ ଫୂର୍ତ୍ତି ରଖିଥାଏ।…

ଯେଉଁଠି ଶାଳ ଗଛକୁ ଦେବତା ଭଳି ପୂଜନ୍ତି ଲୋକେ…

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା…

ଓଜନ ନିୟନ୍ତ୍ରଣ କରିବ ଟମାଟୋ

ଟମାଟୋ ଖାଇଲେ ଅନେକ ଫାଇଦା ମିଳିଥାଏ। ଏହାକୁ ଲୋକେ ତରକାରୀ ହେଉ ଅବା ସାଲାଡ୍‌ ଭାବେ ସେବନ କରିପାରିବେ। ଏକ ଗବେଷଣାରୁ ଜଣାପଡ଼ିଛି, ଟମାଟୋ ଖାଇବା ଦ୍ୱାରା କ୍ୟାନସର୍‌ରୁ ରକ୍ଷା ମିଳିଥାଏ। ଗବେଷଣା ଅନୁସାରେ, ସପ୍ତାହକୁ ଅତିକମ୍‌ରେ ୧୦ଥର ଟମାଟୋ ସେବନ…

ବଜେଟ ପୂର୍ବରୁ ସବୁ ରାଜ୍ୟର ଅର୍ଥମନ୍ତ୍ରୀଙ୍କୁ ଭେଟିବେ ନିର୍ମଳା ସୀତାରାମନ

ନୂଆଦିଲ୍ଲୀ, ୨୦।୬: ଆସନ୍ତା ଜୁଲାଇ ୫ରେ ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଥିବାବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମସ୍ତ ରାଜ୍ୟର ଅର୍ଥମନ୍ତ୍ରୀଙ୍କ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବଜେଟ ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?