ଗୁଜରାଟର ବହିଷ୍କୃତ ଆଇପିଏସ୍ଙ୍କୁ ଆଜୀବନ ଜେଲ୍
ଅହମ୍ମଦାବାଦ,୨୦।୬: ଗୁଜରାଟ କୋର୍ଟ ଜାମନଗର ଜେଲ୍ରେ ହୋଇଥିବା ଏକ ମୃତ୍ୟୁ ମାମଲାର ଶୁଣାଣି କରିଛନ୍ତି। ଗୁରୁବାର ଏହି ମାମଲାରେ ବହିଷ୍କୃତ ଆଇପିଏସ୍ ଅଧିକାରୀ ସଞ୍ଜୀବ ଭଟ୍ଟ ଓ ତାଙ୍କର ଅନ୍ୟ ଜଣେ ସହଯୋଗୀଙ୍କୁ କୋର୍ଟ ଦୋଷୀ ସାବସ୍ତ୍ୟ କରି ଆଜୀବନ କାରାଦଣ୍ଡରେ…
ଏହି ଗ୍ରାମରେ ଦଳିତଙ୍କୁ ଚପଲ ପିନ୍ଧିବା ମନା
ବେଙ୍ଗାଲୁରୁ, ୨୦।୬: କର୍ନାଟକର ଟିପ୍ପୁର ଗ୍ରାମରେ ଦଳିତ ଶ୍ରେଣୀର ଲୋକେ ମନ୍ଦିର ଯିବା ତ ଦୂରର କଥା, ଚପଲ ପିନ୍ଧିବାକୁ ମଧ୍ୟ ଅନୁମତି ନାହିଁ। ଏଭଳି ଅମାନବୀୟ ବ୍ୟବହାର ପାଇଁ ଦଳିତମାନେ ପ୍ରଶାସନ ଉପରେ ଦୋଷ ଲଦିଛନ୍ତି। ସେମାନେ ଅଭିଯୋଗ କରି…
ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନର ଷଡ଼ଯନ୍ତ୍ର: ଭାରତ ମହାସାଗର ବାଟେ ଦେଶରେ ଅନୁପ୍ରବେଶ ଯୋଜନା
ନୂଆଦିଲ୍ଲୀ,୨୦।୬: ଭାରତରେ ଅନୁପ୍ରବେଶ ପାଇଁ ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଭାରତ ମହାସାଗର ବାଟେ ଦେଶରେ ପ୍ରବେଶ କରିବା ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଭାରତ…
ବୃଦ୍ଧା ମା’ଙ୍କ ଆଖି ତାଡିଦେଲେ, ହାତ ଗୋଡ ଭାଙ୍ଗି ମାରିଦେଲେ ବୋହୂ-ପୁଅ
ଦୁବାଇ, ୨୦।୬: ବୃଦ୍ଧା ମା’ଙ୍କୁ ହତ୍ୟା ଅଭିଯୋଗରେ ସାଉଦି ଆରବରେ ଗିରଫ ହୋଇଛନ୍ତି ଜଣେ ଭାରତୀୟ ଦମ୍ପତ୍ତି। ଉକ୍ତ ଦମ୍ପତ୍ତିଙ୍କ ନାଁରେ ସଙ୍ଗୀନ ଅଭିଯୋଗ ରହିଛି। ଝିଅର ଯତ୍ନ ନେଉ ନ ଥିବାରୁ ବୁଦ୍ଧା ମା’ଙ୍କୁ ପିଟାପିଟି କରିବା ସହ ଆଖି…
ଜନ୍ମମାଟିରେ ଶହୀଦ ଅଜିତ୍ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ
କାମାକ୍ଷାନଗର,୨୦।୬(ଡି.ଏନ୍.ଏ.): ଶହୀଦ ଅଜିତ୍ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ ଅଧିକାରୀଙ୍କ ସହ ନିକଟସ୍ଥ ଗ୍ରାମର ହଜାର ହଜାର ସଂଖ୍ୟାରେ ଲୋକ ଅଜିତ୍ଙ୍କ ଶେଷ…
ମୁଖ୍ୟମନ୍ତ୍ରୀଙ୍କ ପିଏ କହି ବିଧାୟକ ଓ ଏମ୍ପିଙ୍କୁ ଠକୁଥିଲେ ବିଟେକ୍ ଛାତ୍ର
ହାଇଦ୍ରାବାଦ,୨୦।୬: ଆନ୍ଧ୍ର ପ୍ରଦେଶରେ ବିଧାୟକଙ୍କ ସହ ଠକେଇର ଏକ ମାମଲା ସାମ୍ନାକୁ ଆସିଛି। ଉକ୍ତ ସହରର ୪ଜଣ ଛାତ୍ର ବିଟେକ ପାଠପଢ଼ା ଛାଡ଼ି ନିଜର ଏକ ଗ୍ୟାଙ୍ଗ କରି ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନଁାରେ ଦଳର ବିଧାୟକଙ୍କଠାରୁ ଟଙ୍କା ହଡ଼ପ…
ଭାରତୀୟଙ୍କ ପାଇଁ ଏଚ୍-୧ ବି ଭିଜାକୁ ୧୫ ପ୍ରତିଶତ ସୀମିତ କରିବ ଆମେରିକା: ୧୦ ଲକ୍ଷ କୋଟିର ଆଇଟି ଶିଳ୍ପ ପ୍ରଭାବିତ ହେବା ଆଶଙ୍କା
ନୂଆଦିଲ୍ଲୀ/ ଓ୍ବାଶିଂଟନ, ୨୦।୬: ଆମେରିକା ଏହାର ଭିଜା ନୀତିରେ ପରିବର୍ତ୍ତନ ଆଣିବାକୁ ଚିନ୍ତା କରିଛି। ଏହା ଅର୍ନ୍ତଗତ ଭାରତୀୟଙ୍କୁ ପାଇଁ ଏଚ୍-୧ ବି ଭିଜାକୁ ୧୦ରୁ ୧୫ ପ୍ରତିଶତ ମଧ୍ୟରେ ସୀମିତ ରଖିବାକୁ ଆମେରିକା ଯୋଜନା କରିଛି। ଏହାଦ୍ୱାରା ଆମେରିକାରେ ଚାକିରି…
ମସ୍ତିଷ୍କ ଜ୍ୱରରେ ଗଲାଣି ୧୫୧ ଶିଶୁଙ୍କ ଜୀବନ: ଏବେ ଘାରିଛି ଶିଶୁ ବିକଳାଙ୍ଗ ହେବାର ଡର
ପାଟଣା, ୨୦।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଏହି ରୋଗରେ ଏପର୍ଯ୍ୟନ୍ତ ୧୫୧ ଶିଶୁଙ୍କ ପ୍ରାଣ ଗଲାଣି। ୩୦୦ରୁ ଊର୍ଦ୍ଧ୍ୱ ଶିଶୁ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।…
ବିବାହ ବନ୍ଧନରେ ଆବଦ୍ଧ ହେଲେ ଟିଏମ୍ସି ଏମ୍ପି
ବଶୀରଘାଟ,୨୦।୬: ଅଭିନେତ୍ରୀରୁ ଏମ୍ପି ହୋଇଥିବା ପଶ୍ଚିମ ବଙ୍ଗର ନୁସରତ ଜହାଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବଶିରଘାଟର ତୃଣମୃଳ କଂଗ୍ରେସ(ଟିଏମ୍ସି)ର ଏମ୍ପି ନୁସରତ ଜହାଁ କୋଲକାତାର ବ୍ୟବସାୟୀ ନିଖିଲ ଜୈନଙ୍କୁ ବିବାହ କରିଛନ୍ତି। ବୁଧବାର ତୁର୍କୀର ବୋଡରମରେ ନୁସରତ ଓ ନିଖିଲଙ୍କ…
ମା’ଙ୍କ ପାଇଁ ଯନ୍ତ୍ରଣା ସହି କ୍ରିକେଟ ମୈଦାନରେ ଖେଳି ଚାଲିଥିଲେ ଏହି ଖେଳାଳି
ମାଞ୍ଚେଷ୍ଟର, ୨୦।୬: ଆୟୋଜକ ଇଂଲଣ୍ଡ ବିଶ୍ୱକପର ୨୪ତମ ମ୍ୟାଚରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ୩୯୭ ରନ ବିଶାଳ ଲକ୍ଷ୍ୟକୁ ପିଛା କରି ଆଫଗାନିସ୍ତାନ ୮…
ଭୁବନେଶ୍ୱରେ ପହଞ୍ଚିଲା ଶହୀଦ ଅଜିତ୍ଙ୍କ ମରଶରୀର: ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ଜନ୍ମମାଟିରେ ହେବ ଶେଷକୃତ୍ୟ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍ ସାହୁଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିଛି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ମରଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରାର୍ଥୀବ ଶରୀରକୁ ସ୍ଥାନୀୟ ୧୨୦ ବାଟାଲିୟନ…
ଆଗକୁ ମାତ୍ର ୧୦ ଘଣ୍ଟାରେ ପହଞ୍ଚିହେବ ଦିଲ୍ଲୀରୁ ମୁମ୍ବାଇ
ନୂଆଦିଲ୍ଲୀ,୨୦।୬: ଆଗାମୀ ୪ ବର୍ଷ ମଧ୍ୟରେ ଭାରତୀୟ ରେଲଓ୍ବେ ରାଜଧାନୀ ଦିଲ୍ଲୀରୁ ମୁମ୍ବାଇ ଯାତ୍ରାକୁ ୫ ଘଣ୍ଟା କମ୍ କରିଦେବାକୁ ଚିନ୍ତା କରିଛି। ତେବେ ଦିଲ୍ଲୀରୁ ହାଓ୍ବଡା ମାତ୍ର ୧୨ ଘଣ୍ଟା ସମୟ ଲାଗିବ ବୋଲି କୁହାଯାଉଛି। ଏବେ ରାଜଧାନୀ ଏକ୍ସପ୍ରେସ…

