ଆଇସିସି ବିଶ୍ୱକପ୍: ଅଷ୍ଟ୍ରେଲିଆ- ବାଂଲାଦେଶ ମୁକାବିଲା
ନଟିଂହାମ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍ର ୨୬ତମ ମ୍ୟାଚ୍ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦମ୍ଦାର ପ୍ରଦର୍ଶନ କରୁଥିବା ବାଂଲାଦେଶ ପରସ୍ପରକୁ ଭେଟିବେ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍କୁ ଅଷ୍ଟ୍ରେଲିଆ ବେଶ୍ ଗୁରୁତ୍ୱ ଦେବ। ଆରୋନ ଫିଞ୍ଚ୍ଙ୍କ ନେତୃତ୍ୱାଧୀନ…
ସତ୍ କହେଲେ ଭାରପ୍ରାପ୍ତ ଚିକିତ୍ସା ଅଧ୍କାରୀ; ଧରାପଡ଼ଲା ପିଏଚ୍ଇଓକଁର ମିଛ୍
ଲୋଇସିଂହା,୨୦।୬(ଡି.ଏନ.ଏ) ସୁଆସ୍ତିଅ ସଚେତନତାର ଲାଗି ସରକାର ଲାଖ୍ ଲାଖ୍ ଟଁକା ପାଏନ୍ ମିତାର ଖରଚ୍ କରୁଛନ୍। ହେଲେ ବିଭାଗୀୟ ଅଧ୍କାରୀ, କରମ୍ଚାରୀମାନକର ଅବହେଲରୁ ସୁଆସ୍ତିଅ ସଚେତନତା କାଯ୍କରମ ଜନସାଧାରନକଁର ପାସକେ ପୁହୁଁଚି ନାଇଁ ପାରବାର। ଇଆଡ଼େ ସଚେତନତା ଅଭାବୁ ଗାଁଗଁଡ଼ାମାନକେ ନାନା…
ଓ୍ବିଲିୟମସନଙ୍କ ଶତକ: ଶୀର୍ଷକୁ ଫେରିଲା ନ୍ୟୁଜିଲାଣ୍ଡ
ବର୍ମିଂହାମ,୨୦।୬(ପି.ଟି.)- ଅଧିନାୟକ କେନ୍ ଓ୍ବିଲିୟମସନଙ୍କ ଅପରାଜିତ ଶତକ (୧୦୬ ରନ, ୧୩୮ ବଲ, ୯ ଚୌକା, ୧ ଛକା) ସହାୟତାରେ ବୁଧବାର ଅନୁଷ୍ଠିତ ବିଶ୍ୱକପ୍ର ୨୫ତମ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୩ଟି ବଲ ବାକି ରଖି ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ…
ବିଶ୍ୱକପ୍ରୁ ବାଦ୍ ପଡ଼ିଲେ ଧାଓ୍ବନ; ଦଳରେ ପନ୍ତ ସାମିଲ
ସାଉଥାମ୍ପ୍ଟନ,୨୦।୬(ପି.ଟି.)- ଭାରତୀୟ ତାରକା ଓପ୍ନର ଶିଖର ଧାଓ୍ବନ ଚଳିତ ବିଶ୍ୱକପ୍ରୁ ବାଦ୍ ପଡିଛନ୍ତି। ବୁଢ଼ାଆଙ୍ଗୁଠି ଭାଙ୍ଗିଯିବା ଫଳରେ ସେ ୩ଟି ମ୍ୟାଚ୍ରୁ ବାସନ୍ଦ ହୋଇଥିଲେ। ତେବେ ଆଘାତ ସମସ୍ୟାରେ ଆଶାନୁରୂପ ସୁଧାର ନ ଆସିବାରୁ ଓ ସମ୍ପୂର୍ଣ୍ଣ ଫିଟ୍ ହେବାର କୌଣସି…
ଜୁଡ୍ ଫେଲିକ୍ସଙ୍କୁ ବହିଷ୍କୃତ କଲା ହକି ଇଣ୍ଡିଆ
ନୂଆଦିଲ୍ଲୀ, ୨୦ା୬ (ପି.ଟି.)-ହକି ଇଣ୍ଡିଆ (ଏଚ୍ଆଇ) ବୁଧବାର ଜୁନିୟର ପୁରୁଷ ହକି ଟିମ୍ କୋଚ୍ ଜୁଡ୍ ଫେଲିକ୍ସଙ୍କୁ ବହିଷ୍କୃତ କହିଛନ୍ତି। ମାଡ୍ରିଡ୍ଠାରେ ନିକଟରେ ଶେଷ ହୋଇଥିବା ୮ ରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଭାରତ ନୈରାଶ୍ୟଜନକ ୬ଷ୍ଠ ସ୍ଥାନ ସହ ଅଭିଯାନ ଶେଷ କରିଥିଲା।…
ସକାଳେ ଏଥିରୁ ଖାଆନ୍ତୁ ଫାଳେ, ମିଳିବ ବହୁ ଫାଇଦା…
ସେଓ ଖାଇବା ଦ୍ୱାରା ଅନେକ ରୋଗ ଦୂର ହୋଇଥାଏ । ଏହା ବିଭିନ୍ନ ପ୍ରକାର ପୋଷକତତ୍ତ୍ୱରେ ଭରପୂର। ସେଓ ସ୍ବାସ୍ଥ୍ୟ ପାଇଁ ହିତକର ହୋଇଥାଏ ଏବଂ ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ । ପ୍ରତିଦିନ ଫାଳେ ସେଓ ଖାଇଲେ ଏହା ଆର୍ଟ…
୪ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୯ା୬ (ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ କମାଣ୍ଡର ସଦସ୍ୟ ଗୁଡୁ ଓରଫ ସୁରେଶ ଓରଫ ବାସୁଦେବ। ତାଙ୍କ ଘର ଦୋରାଗୁଡା…
ଗ୍ରାମସଭାରେ ନାଲ୍କୋକୁ ମିଳିତ ବିରୋଧ
ପଟ୍ଟାଙ୍ଗି,୧୯ା୬(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସେରୁବନ୍ଧ ବକ୍ସାଇଟ୍ ପାହାଡ଼ ଖୋଳାକୁ ନେଇ ପ୍ରତିବାଦ ତେଜୁଛି। ବ୍ଲକର ମାଳିପୁଟ ପଞ୍ଚାୟତ କାର୍ଯ୍ୟାଳୟରେ ଆୟୋଜିତ ଗ୍ରାମସଭାରେ ଉପସ୍ଥିତ ନେତାଙ୍କଠାରୁ ଆରମ୍ଭ କରି ବିପକ୍ଷବାଦୀ ଓ ପଞ୍ଚାୟତ ବାସିନ୍ଦା ନାଲ୍କୋକୁ ବିରୋଧ କରିଛନ୍ତି।…
ଫିଫା ମହିଳା ବିଶ୍ୱକପ୍ବ୍ରାଜିଲ ବିଜୟରେ ମାର୍ଟାଙ୍କ ବିଶ୍ୱ ରେକର୍ଡ
ଭାଲେନସିନେସ୍ (ଫ୍ରାନ୍ସ), ୧୯।୬(ଏଏଫ୍ପି): ଏଠାରେ ଚାଲିଥିବା ଫିଫା ମହିଳା ବିଶ୍ୱକପ୍ର ୭ମ ସଂସ୍କରଣରେ ବ୍ରାଜିଲ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଗ୍ରୁପ୍-ସି’ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍ରେ ବ୍ରାଜିଲ ୧-୦ ଗୋଲରେ ଇଟାଲୀକୁ ହରାଇ ଦେଇଛି। ବିଜୟୀ ବ୍ରାଜିଲ ଦଳ ପକ୍ଷରୁ କିମ୍ବଦନ୍ତୀ…
ସ୍ବିଡେନ୍ରେ ସ୍ବର୍ଣ୍ଣ ଜିତିଲେ ଚିତ୍ରା
ନୂଆଦିଲ୍ଲୀ, ୧୯ା୬ (ପି.ଟି.): ସ୍ବିଡେନ୍ର ସୋଲେନ୍ଟୁନାଠାରେ ଚାଲିଥିବା ଫୋକ୍ସାମ୍ ଗ୍ରାଁ ପ୍ରିରେ ଭାରତର ଏସିଆନ ଚାମ୍ପିୟନ ପି. ୟୁ. ଚିତ୍ରା ମହିଳା ୧୫୦୦ ମିଟର ଦୌଡ଼ରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଏପ୍ରିଲରେ ଦୋହାଠାରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍ରେ ସ୍ବର୍ଣ୍ଣ ଜିତିଥିବା…
ଓଜେଇଇ ଇଣ୍ଟିଗ୍ରେଟେଡ ଏମ୍ବିଏ ଟପ୍ପର ବଡବିଲ ଝିଅ ସ୍ବୀକୃତି
ବଡବିଲ, ୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ଝିଅ ସ୍ବୀକୃତି ମହାପାତ୍ର ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏରେ ର଼୍ୟାଙ୍କ ୱାନରେ ରହି ଟପ୍ପର ହେବାର ସୌଭାଗ୍ୟ ହାସଲ କରିଛନ୍ତି। ସେଥିପାଇଁ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି। ସ୍ବୀକୃତିଙ୍କ ବାପା ସୁବାଷ…
ଓଜେଇଇ ଟପ୍ପର ହେଲେ ଜଳଖିଆ ଦୋକାନୀଙ୍କ ପୁଅ ଭବାନୀଶଙ୍କର
କେନ୍ଦୁଝର/ ଢେଙ୍କିକେୋଟ, ୧୯ା୬(ଡି.ଏନ୍.ଏ.): ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷାର ଲାଟେରାଲ ଏଣ୍ଟ୍ରି ବିଟେକରେ କେନ୍ଦୁଝର ଜିଲାର ଘଟଗଁା ବ୍ଲକ ଅନ୍ତର୍ଗତ ପିପିଳିଆ ଗ୍ରାମର ଭବାନୀ ଶଙ୍କର ବେହେରା ରାଜ୍ୟରେ ଟପ୍ପର ହୋଇଥିବା ଜଣାପଡିଛି। ବୁଧବାର ଓଜେଇଇ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ…

