Home

ଆଫଗାନିସ୍ତାନକୁ ହରାଇ ଶୀର୍ଷରେ ଇଂଲଣ୍ଡ

ମାଞ୍ଚେଷ୍ଟର, ୧୯।୬(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ମଙ୍ଗଳବାର ଖେଳାଯାଇଥିବା ବିଶ୍ୱକପ୍‌ର ୨୪ତମ ମ୍ୟାଚ୍‌ରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୬…

ବିଭିନ୍ନ ରୋଗରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି,ସକାଳେ ଏଥିରୁ ପିଅନ୍ତୁ ଚାମୁଚେ…

ପିଆଜ ରସ ପିଇଲେ ବହୁ ରୋଗରୁ ମିଳିଥାଏ ମୁକ୍ତି। ଆୟୁର୍ବେଦରେ ପିଆଜକୁ ମହୌଷଧୀ ଭାବେ ଉଲ୍ଲେଖ କରାଯାଇଛି। ପିଆଜ ରସ କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ପିଆଜ ରସରେ ମିଥାଇଲ ସଲଫାଇଡ ଏବଂ ଏମିନୋ ଏସିଡ୍‌…

ଜିଏସ୍‌ଟି ଅଧୀନକୁ ଆସିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୧୮-୬: ପେଟ୍ରୋଲିୟମ ଉତ୍ପାଦକୁ ଜିଏସ୍‌ଟି ଅଧୀନକୁ ଆଣିବା ଲାଗି ତେଲ ଓ ବିମାନ କମ୍ପାନୀଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ତେଲକୁ ନେଇ ଗ୍ରାହକଙ୍କୁ ଆଶ୍ୱସ୍ତି ମିଳିବ ନାହିଁ। ପେଟ୍ରୋଲ, ଡିଜେଲ ଓ ଏଟିଏଫ୍‌ ବା ବିମାନ…

ଇଂଲଣ୍ଡ ଅଧିନାୟକ ମୋର୍ଗାନଙ୍କ ରେକର୍ଡ: ଗୋଟିଏ ଇନିଂସରେ ମାରିଲେ ୧୭ ଛକା

ମାଞ୍ଚେଷ୍ଟର, ୧୮।୬(ପି.ଟି.)- ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଦିନିକିଆ ଫର୍ମାଟରେ ଗୋଟିଏ ଇନିଂସରେ ସର୍ବାଧିକ ଛକା ମାରିବାରେ ରେକର୍ଡ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ୧୭ଟି ଛକା ମାରି ଏକ ବିରଳ ସଫଳତା ହାସଲ କରିଛନ୍ତି। ୭୧ଟି…

ପାଠ ପଢିବାକୁ ଯାଇ ମନୋରଞ୍ଜନ ପଞ୍ଜାବରେ ନିଖୋଜ, ଆଶା ଆଶଙ୍କାରେ ପରିବାର

ଭଦ୍ରକ ଅଫିସ, ୧୮ା୬- ଭଦ୍ରକ ବ୍ଲକ ଜଗନ୍ନାଥପୁର ଗାଁର ତ୍ରୈଲୋକ୍ୟ ସାହୁଙ୍କ ସାନପୁଅ ମନୋରଞ୍ଜନ ସାହୁ(୨୨) ଉଚ୍ଚଶିକ୍ଷା ଲାଭ କରିବାଲାଗି ଗତବର୍ଷ ପଞ୍ଜାବକୁ ଯାଇ ଭଟିଣ୍ଡା ଠାରେ ଥିବା ସେଣ୍ଟ୍ରାଲ ୟୁନିଭର୍ସିଟ୍‌ ଅଫ ପଞ୍ଜାବରେ ନାମ ଲେଖାଇ ମେଡିସ୍‌ନାଲ କେମେଷ୍ଟ୍ରିରେ ଏମ୍‌ଏସି…

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ ଆଖିରେ ଧୂଳି ଦେଇ କୁଲଡ଼ିହା ଅଭୟାରଣ୍ୟ ଭିତରକୁ ପଶିଯାଇଥିଲେ। କିନ୍ତୁ କୁଲଡ଼ିହା ଅଭୟାରଣ୍ୟ ଭିତରେ…

ବିଶ୍ୱର ସବୁଠୁ ବିପଜ୍ଜନକ ସୁଡ଼ଙ୍ଗ

ଚୀନ୍‌ର ତେହାଙ୍ଗ ପାହାଡ଼କୁ ମଝିରୁ କାଟି ତିଆରି କରାଯାଇଛି ବିଶ୍ୱର ସବୁଠୁ ଭୟାନକ ସୁଡ଼ଙ୍ଗ। ଏହାର ନାମ ରହିଛି ଗୁଓଲିୟାଙ୍ଗ୍‌। ସୁଡ଼ଙ୍ଗର ନିର୍ମାଣ ୧୯୭୨ରେ ହୋଇଥିଲା। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି ସୁଡ଼ଙ୍ଗରେ କେବଳ ଚାଲି ଚାଲି ଯିବାର ନିୟମ ଥିଲା। ଏବେ…

୩ ହଜାର ଫୁଟ୍‌ ପାହାଡ଼ ଚଢ଼ିଲେ ୧୦ ବର୍ଷର ଝିଅ

ଯେଉଁ ପାହାଡ଼କୁ ଚଢ଼ିବା ସମୟରେ ପ୍ରାୟ ୩୧ଜଣଙ୍କ ମୃତ୍ୟୁ ହୋଇଛି ସେଠାରେ ଜଣେ ୧୦ ବର୍ଷର ଝିଅ ଏହାକୁ ଚଢ଼ିିବାରେ ସଫଳ ହୋଇଛନ୍ତି। ଏଥିସହ ସବୁଠୁ କମ୍‌ ବୟସରେ ୩ ହଜାର ଫୁଟ୍‌ ଉଚ୍ଚ ପାହାଡ ଚଢ଼ି ଝିଅଟି ପ୍ରଥମ ପାହାଡ…

ବଢ଼ିଲା ଖରାଛୁଟି, ୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ବିଦ୍ୟାଳୟର ଖରାଛୁଟି ଅବଧିକୁ ବଢ଼ାଇଛନ୍ତି। ତଦନୁଯାୟୀ ସ୍କୁଲଗୁଡ଼ିକ ଆସନ୍ତା ୨୫ ତାରିଖ ଯାଏଁ ଛୁଟି ରହିବ ଓ ୨୬ ତାରିଖରେ ଖୋଲିବ । ଏ ନେଇ ସ୍କୁଲ ଓ…

ଏପରି ଗାଁ ଯେଉଁଠି ଅତିଥିଙ୍କୁ ଧୂମପାନ କରିବା ମନା…

କେତେକ ଲୋକ ଧୂମପାନ, ଡ୍ରଗ୍‌ସ, ମଦ, ଗୁଟ୍‌ଖା ଆଦିର ବ୍ୟବହାର କରିଥାନ୍ତି। ବିଶେଷକରି ଯୁବପିଢ଼ି ଏହାଦ୍ୱାରା ଅଧିକ କବଳିତ ହେଉଛନ୍ତି। ମାତ୍ର ରାଜସ୍ଥାନରେ ଏମିତି ଏକ ଗଁା ରହିଛି ଯେଉଁଠି ନିଶା ଦ୍ରବ୍ୟ ସେବନ ପାଇଁ ବାରଣ କରାଯାଇଥାଏ । ଏହି…

‘ମୁଁ ୨୦ ପ୍ରତିଶତ ରାଜନୀତି, ୮୦ ପ୍ରତିଶତ ସମାଜସେବା କରେ’-ନୀତିନ୍‌ ଗଡ୍‌କରୀ

ନୂଆଦିଲ୍ଲୀ, ୧୮।୬: ମୁଁ ୨୦ ପ୍ରତିଶତ ରାଜନୀତି, ବାକି ୮୦ ପ୍ରତିଶତ ସମାଜସେବା କରେ ବୋଲି କହିଛନ୍ତି ସଡ଼କ, ପରିବହନ ଏବଂ ଏମ୍‌ଏସ୍‌ଏମ୍‌ଇ ବିଭାଗର କେନ୍ଦ୍ରମନ୍ତ୍ରୀ ନୀତିନ ଗଡ୍‌କରୀ। ଛତ୍ରପତି ଶିବାଜୀ ମହାରାଜଙ୍କ ବୀରତା ଏବଂ ସ୍ବାଧୀନତା ଆନ୍ଦୋଳନରେ ଶହୀଦ ହୋଇଥିବା…

ବିମାନ ଛାତରେ ଧକ୍କା ହେଲେ ଏୟାରହୋଷ୍ଟେସ୍‌: ୧୦ଯାତ୍ରୀ ଆହତ

ପ୍ରିସ୍ଥିନା,୧୮।୬: ଏକ ଇଣ୍ଟରନ୍ୟାସନାଲ ବିମାନରେ ଯାତ୍ରୀଙ୍କୁ ଭୟଭୀତ ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିଥିଲା। ହଠାତ୍‌ ବିମାନଟି ଦୋହଲିବାରୁ ଗରମ ପାଣି ସର୍ଭ କରୁଥିବା ଏୟାର ହୋଷ୍ଟେସ୍‌ ସିଧା ଛାତ ସହ ଧକ୍କା ହୋଇଥିଲେ। ଫଳରେ ତାଙ୍କ ହାତରେ ଥିବା ସବୁ ଗରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?