Home

୧୫୦ ବର୍ଷର ପୁରୁଣା ସ୍କୁଲରେ ଟ୍ରେନ୍‌ ବଗିରେ ପାଠପଢ଼ିବେ ପିଲା

ମଦୁରାଇ,୧୮।୬: ୟୁକେର ଶିକ୍ଷା ବ୍ୟବସ୍ଥାର ଶୈଳୀ ଭଳି ଭାରତରେ ମଧ୍ୟ ପାଠପଢ଼ାକୁ ମଜାଳିଆ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଟ୍ରେନ୍‌ର ଖେଳନା ହେଉ କି ସତରେ ଏହାକୁ ଦେଖିବା ପାଇଁ ପିଲାମାନେ ବହୁତ ଭଲ ପାଆନ୍ତି। ଛୁଆମାନଙ୍କୁ ପାଠପଢ଼ା ପ୍ରତି…

ବିହାର ଅଂଶୁଘାତରେ ତିନି ଦିନରେ ଗଲାଣି ୨୪୬ ଜୀବନ: ସଂସ୍କାର ପାଇଁ କାଠ ଅଭାବ

ପାଟଣା, ୧୮।୬: ବିହାରରେ ପ୍ରଚଣ୍ଡ ରୌନ୍ଦ୍ରତାପ ଯୋଗୁ ଜନଜୀବନ ଦୁର୍ବିସହ ହୋଇପଡିଛି। ସେଠାରେ ଅଂଶ୍‌ୁଘାତରେ ଗତ ୩ ଦିନ ମଧ୍ୟରେ ୨୪୬ଜଣଙ୍କ ଜୀବନ ଗଲାଣି। ପରିସ୍ଥିତି ଏପରି ହୋଇଛି ଯେ, ମୃତଦେହଗୁଡିକୁ ଦାହ ପାଇଁ କାଠର ଅଭାବ ପଡିଛି। ଗୟା, ନାଳନ୍ଦା,…

ବିହାରରେ ଚାଲିଛି ଶିଶୁ ହତ୍ୟା: ରାବ୍ରୀ

ପାଟନା,୧୮।୬: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଶାସନରେ ଶିଶୁ ହତ୍ୟା ଚାଲିଛି ବୋଲି ଆର୍‌ଜେଡି ପକ୍ଷରୁ ରାବ୍ରୀ ଦେବୀ ଅଭିଯୋଗ କରିଛନ୍ତି। ରାଜ୍ୟରେ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସରକାର ଶିଶୁ ମୃତ୍ୟୁ ନେଇ କୌଣସି ପଦକ୍ଷେପ ନେଉ ନ ଥିବା…

ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ

ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ ଉପସ୍ଥିତ ଲୋକେ ଏପର୍ଯ୍ୟନ୍ତ ଶିଶୁ ମୃତ୍ୟୁ ଘଟଣାରେ ନୀତୀଶଙ୍କ ନିଦ ଭାଙ୍ଗି ନ ଥିବା…

ଯାଦୁ ଦେଖାଇବାକୁ ଯାଇ ଗଙ୍ଗାନଦୀରେ ବୁଡ଼ି ଜୀବନ ହାରିଲେ ଯାଦୁକର

କୋଲକାତା, ୧୮।୬: ଗଙ୍ଗାନଦୀରେ ଦୁଃସାହସିକ ଯାଦୁ ଦେଖାଇବାକୁ ଯାଇ ଯାଦୁକର ଚଞ୍ଚଳ ଲହରୀଙ୍କ ମୃତ୍ୟୁ ଘଟିଛି। ଗତ ୩୦ ଘଣ୍ଟା ହେବ ନିଖୋଜ ଥିବା ଚଞ୍ଚଳଙ୍କୁ ଅଗ୍ନିଶମ କର୍ମଚାରୀ ବହୁ ଖୋଜାଖୋଜି ପରେ ମଙ୍ଗଳବାର ଗଙ୍ଗାନଦୀ ଘାଟରୁ ତାଙ୍କ ମୃତଦେହ ଉଦ୍ଧାର…

ସନ୍ନି-ଧର୍ମେନ୍ଦ୍ରଙ୍କ ସହ ସେଲଫି ଦେଖାଇ ଲୋକଙ୍କୁ ଠକୁଥିଲେ ଟେଲର

ଚଣ୍ଡିଗଡ଼,୧୮।୬: ବଡ଼ ବଡ଼ ଫିଲ୍ମ ଷ୍ଟାର ଓ ଅଧିକାରୀଙ୍କ ସହ ସେଲଫି ଦେଖାଇ କିଛି ଲୋକ ଚତୁରତାର ସହ ସାଧାରଣ ଲୋକଙ୍କୁ ନିଜର ଠକେଇର ଶୀକାର କରିଥାନ୍ତି। ନିକଟରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ହରିୟାଣା ରାଜ୍ୟର ଫତେହାବାଦର ରତିଆ…

ଶାହିଦ୍‌ କପୁରଙ୍କ ସହ ଡେଟ୍‌ରେ ଯିବାକୁ ଚାହୁଁଛନ୍ତି ଏହି ଅଭିନେତା

ନିକଟରେ ଅଭିନେତ୍ରୀ ଦିଶା ପଟାନୀଙ୍କ ସହ ଅନ୍ତରଙ୍ଗ ଦୃଶ୍ୟ କରିବାକୁ ଇଚ୍ଛା ପ୍ରକାଶ କରିଥିବା ଅଭିନେତା ଅପରାଶକ୍ତି ଖୁରାନା ଏବେ ଶାହିଦ କପୁରଙ୍କୁ ଡେଟ୍‌ କରିବାକୁ ଚାହୁଁଛନ୍ତି। ଏକ ଚାଟ୍‌ ଶୋ’ରେ ଭାଗ ନେବା ଅବସରରେ କେଉଁ ଅଭିନେତାଙ୍କ ସହ ରିଲେସନ୍‌ସିପ୍‌ରେ…

ଅନ୍ତର୍ଜାତୀୟ ଯୋଗ ଦିବସ: ଆୟୁର୍ବେଦ ମୋବାଇଲ୍‌ ଆପ୍‌ ଲଞ୍ଚ୍‌ କରିବ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ନ୍ୟୁୟର୍କ,୧୮।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭାରତୀୟ ଆୟୁର୍ବେଦ ଚିକିତ୍ସାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏକ ନୂତନ ପରିଚିତି ଦେବାକୁ ଯାଉଛି। ଏହି ଅବସରରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏକ ମୋବାଇଲ୍‌ ଆପ୍‌ ଲଞ୍ଚ୍‌ କରାଯିବ। ଏଥିରେ ହାଇପରଟେନସନ୍‌, ଡାଇବେଟିସ୍‌,…

ପାକିସ୍ତାନକୁ ହରାଇବାର ପ୍ରତିଶୋଧ ନେବି: ଅମିର ଖାନ୍‌

ଲଣ୍ଡନ, ୧୮।୬: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତ ନିକଟରୁ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନର ବୃହତ୍‌ ପରାଜୟକୁ ସହଜରେ ହଜମ କରିପାରି ନାହାନ୍ତି ପୂର୍ବତନ ଖେଳାଳି ଏବଂ ପାକିସ୍ତାନ ମିଡିଆ। ସୋସିଆଲ ମିଡିଆଠାରୁ ଆରମ୍ଭ କରି ପୂର୍ବତନ ଖେଳାଳିମାନେ ପାକିସ୍ତାନ ଟିମ୍‌…

ସୋନିଆଙ୍କ ପୋଷ୍ଟର ଭାଇରାଲ: ଲକ୍ଷ୍ମୀବାଇଙ୍କ ସହ ତୁଳନା କଲେ ସମର୍ଥକ

ନୂଆଦିଲ୍ଲୀ,୧୮।୬: କଂଗ୍ରେସ ଦଳ ନିଜ ରାଜନୈତିକ ଇତିହାସରେ ଲଗାତାର ଭାବେ ୨ଥର ଶୋଚନୀୟ ପରାଜୟର ସାମ୍‌ନା କରିଛି। ୨୦୧୪ ନିର୍ବାଚନରେ ୪୪ଆସନରେ ପଛରେ ରହିଥିବା ବେଳେ ଚଳିତ ଥର ୫୨ ଆସନରେ ବିରୋଧୀ ଦଳଠାରୁ କଂଗ୍ରେସ ପଛରେ ରହିଛି। ତେବେ ଦଳର…

ଥରିଲା ଆଣ୍ଡାମାନ୍‌-ନିକୋବର: ଆତଙ୍କିତ ଲୋକେ

ପୋର୍ଟବ୍ଲେୟାର,୧୮।୬: ଆଣ୍ଡାମାନ-ନିକୋବରରେ ମଙ୍ଗଳବାର ଭୋର୍‌ ୩ଟା ୪୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଶୋଇଥିବା ଅବସ୍ଥାରେ ଭୂକମ୍ପ ହେବାରୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଭୟରେ…

ବିଶ୍ୱକପ୍‌ ପାଇଁ ସ୍ବତନ୍ତ୍ର ଲକେଟ୍‌ ପିନ୍ଧିଲେ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜର ନିଆରା ଲୁକ୍‌ ପାଇଁ ପ୍ରସିଦ୍ଧ। କିମ୍ବଦନ୍ତୀ ଫୁଟବଲର ନିଏମାରଙ୍କୁ ଅନୁକରଣ କରୁଥିବା ପାଣ୍ଡ୍ୟା ତାଙ୍କ ଭଳି ହେୟାର୍‌ଷ୍ଟାଇଲ୍‌ ମଧ୍ୟ କରିଛନ୍ତି। ପାଣ୍ଡ୍ୟାଙ୍କ ଆଉ ଏକ ପସନ୍ଦ ହେଉଛି ହୀରା। ଯାହାର ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?