Home

ମୌସୁମୀ ବିଳମ୍ବ: ମରୁଡ଼ି ଆଶଙ୍କା ନେଇ ଚିନ୍ତାରେ ଚାଷୀ

ମାଲକାନଗିରି,୧୭ା୬(ଡି.ଏନ.ଏ.)- ଜୁନ ୧୭ରେ ବିଶ୍ୱ ଅନାବୃଷ୍ଟି ଓ ମରୁଡ଼ି ପ୍ରତିରୋଧ ଦିବସ ପାଳନ ହେବାକୁ ଯାଉଛି। ଏହି ଦିବସ କୃଷକମାନଙ୍କ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିବସ। ବିଭିନ୍ନ କୃଷିଜନିତ ଖାଦ୍ୟଶସ୍ୟ ଉତ୍ପାଦନରେ ଜଳର ଆବଶ୍ୟକତା ଅପରିହାର୍ଯ୍ୟ। ଜଳ ବିନା କୃଷିକାର୍ଯ୍ୟ ଅସମ୍ଭବ।…

ବିଚ୍ଛିନ୍ନତାବାଦୀ ନେତାଙ୍କୁ ଅର୍ଥ ଯୋଗାଉଛି ପାକ୍‌: ଏନ୍‌ଆଇଏ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଜମ୍ମୁ-କଶ୍ମୀର କଠୋରପନ୍ଥୀ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ପାକିସ୍ତାନ ବିପୁଳ ଅର୍ଥ ଯୋଗାଇ ଦେଉଛି। ସେହି ଅର୍ଥକୁ ସେମାନେ ନିଜର ବ୍ୟକ୍ତିଗତ ସ୍ବାର୍ଥ ଲାଗି ବ୍ୟୟ କରୁଛନ୍ତି। ସେମାନେ ନିଜ ପାଇଁ ସମ୍ପତ୍ତି ଠୁଳ କରିବା ସହ ପିଲାମାନଙ୍କୁ ବିଦେଶରେ ପାଠ ପଢ଼ାଉଛନ୍ତି।…

୨,୩୦୦ ଜଣଙ୍କୁ ସ୍ବଦେଶ ଫେରାଇ ଆଣିଥିଲା ଭାରତ

ନୂଆଦିଲ୍ଲୀ,୧୭ା୬ (ପି.ଟି.): ୨୦୦୬ରେ ଇସ୍ରାଏଲ୍‌-ଲେବାନନ୍‌ ଯୁଦ୍ଧବେଳେ ଭାରତ ସରକାର ନିଜର ୨୩୦୦ ନାଗରିକଙ୍କୁ ନିରାପଦରେ ସ୍ବଦେଶ ଫେରାଇ ଆଣିଥିଲେ। ‘ଚ୍ୟାଲେଞ୍ଜସ୍‌ ଅଫ୍‌ ଗଭର୍ନାନ୍ସ: ଆନ୍‌ ଇନ୍‌ସାଇଡର୍ସ ଭିଉ’ ପୁସ୍ତକରେ ପୂର୍ବତନ କ୍ୟାବିନେଟ୍‌ ସେକ୍ରେଟାରି ବି.କେ. ଚତୁର୍ବେଦୀ ଉକ୍ତ ଯୁଦ୍ଧବେଳର ଅନୁଭୂତି ବର୍ଣ୍ଣନା…

ପାକିସ୍ତାନରେ ଘନେଇବ ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଆତଙ୍କବାଦୀ ସଙ୍ଗଠନ ଏଲ୍‌ଇଟି ଏବଂ ଜେଇଏମ୍‌ ତଥା ସେଗୁଡ଼ିକର ସହଯୋଗୀ ସଂସ୍ଥା ଜେୟୁଡି ଓ ଫଲା-ଇ-ଇନ୍‌ସାନିୟତ୍‌ ଫାଇଣ୍ଡେଶନ୍‌ ଭଳିଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ ହୋଇଛି ପାକିସ୍ତାନ। ଏଭଳି ସଙ୍ଗଠନଗୁଡ଼ିକ ପାଣ୍ଠି ଯୋଗାଣ ରୋକିବା ପାଇଁ ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ସ୍ଥିତ…

କ୍ରିକେଟ ୱାଲର୍‌ଡ କପ୍‌: ଇଣ୍ଡିଆ-ପାକିସ୍ତାନ ଲିଗ୍‌ ମ୍ୟାଚ ବେଟିଂ ଉପରେ ପୋଲିସର ନଜର

ବ୍ରହ୍ମପୁର ଅଫିସ,୧୭ା୬-ଭାରତ ଓ ପାକିସ୍ତାନ ମଧ୍ୟରେ ଚଳିତ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ରବିବାର ଲିଗ୍‌ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି। ମାଞ୍ଚେଷ୍ଟରରେ ହେଉଥିବା ମ୍ୟାଚ ପାଇଁ ବ୍ରହ୍ମପୁର ସହରରେ ବୁକିଂମାନେ ସକ୍ରିୟ ରହିଛନ୍ତି। କୋଟି କୋଟି ଟଙ୍କାର ବେଟିଂ କାରବାର ହେବ।…

ସୁମନ ମିସ୍‌ ଇଣ୍ଡିଆ ଓ୍ବାର୍ଲଡ

ମୁମ୍ବାଇ: ରାଜସ୍ଥାନର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଛାତ୍ରୀ ସୁମନ ରାଓ ମିସ୍‌ ଇଣ୍ଡିଆ ଓ୍ବାର୍ଲଡ-୨୦୧୯ ମୁକୁଟ ବିଜୟିନୀ ହୋଇଛନ୍ତି। ଶନିବାର ସନ୍ଧ୍ୟାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଇନ୍‌ଡୋର ଷ୍ଟାଡିୟମ୍‌ରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ୨୦୧୮ର ମିସ୍‌ ଇଣ୍ଡିଆ ଅନୁକୃତି ତାଙ୍କୁ ଏହି…

ଗୋଟିଏ ଦେଶ, ଏକ ନିର୍ବାଚନ ପାଇଁ ମୋଦିଙ୍କ ଆହ୍ବାନ: ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୭ା୬(ପି.ଟି./ଆଇଏଏନ୍‌ଏସ୍‌): ଦେଶରେ ଏକକାଳୀନ ନିର୍ବାଚନ କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ସପ୍ତଦଶ ଲୋକ ସଭା ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ…

ଗୃହୀତ ପ୍ରସ୍ତାବ ପୂରଣ କରିନାହାନ୍ତି ସରକାର

ବ୍ରହ୍ମପୁର ଅଫିସ,୧୭ା୬-ବୃହତ୍ତମ ଜିଲା ଗଞ୍ଜାମରେ ଅନେକ ସମସ୍ୟା ରହିଛି। ସମାଧାନ ହେଉ ନ ଥିବାରୁ ଏହା ବଢ଼ି ଚାଲିଛି। ବିଭିନ୍ନ ସମୟରେ ବିରୋଧୀ ଦଳ ଦାବିକୁ ସରକାର ପୂରଣ କରି ନ ଥିବା ନଜିର ରହିଛି। ତେବେ ଶାସକ ଦଳର ନାଯ୍ୟ…

ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷାରେ ସ୍ନାନବେଦି

ପୁରୀ ଅଫିସ, ୧୭ା୬:ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରି ରହିଛି ସ୍ନାନବେଦି। ଆଉ ମହାପ୍ରଭୁଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ…

ଋଣଭାର ସହି ନ ପାରି ଛତୁ ଚାଷୀଙ୍କ ଆତ୍ମହତ୍ୟା

ସୋର, ୧୭ା୬(ଡି.ଏନ.ଏ.)-ରଜ ମଉଜରେ ସମସ୍ତେ ମଜାମସ୍ତିରେ ମାତିଥିବା ବେଳେ ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ଚାଷୀ ଋଣ ଭାର ସହି ନ ପାରି ଶେଷରେ ଆତ୍ମହତ୍ୟା ପନ୍ଥା…

ବ୍ଲକସ୍ତରୀୟ ରଜମଉଜ ଉଦ୍‌ଯାପିତ

ଗଣିଆ,୧୭ା୬(ଡି.ଏନ.ଏ.)- ପୂର୍ବବର୍ଷ ଭଳି ରଜ ଉପଲକ୍ଷେ ଗଣିଆ ପାଟଣାସାହିର ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ବ୍ଲକସ୍ତରୀୟ ରଜ ମଉଜ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉତ୍ସବର ୨ୟ ଦିବସରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଓ ଜିଲା ପରିଷଦ…

ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ୭

ଭୁବନେଶ୍ୱର, ୧୭।୬(କ୍ରୀଡ଼ା ପ୍ରତିନିଧି)- ଫିଲିପାଇନ୍ସର ମାନିଲାଠାରେ ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୭ ଖେଳାଳି ସାମିଲ ହୋଇଛନ୍ତି। ସେମାନେ ହେଲେ ମୀନାରାଣୀ ହେମ୍ବ୍ରମ, ରଜନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?