ନିଜ ରେକର୍ଡ ଭାଙ୍ଗିଲେ ଜନସନ
ନୂଆଦିଲ୍ଲୀ, ୧୬ା୬ (ପି.ଟି.)- ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଜିନସନ ଜନସନ ୧୫୦୦ ମିଟର ଦୌଡ଼ରେ ନିଜ ଜାତୀୟ ରେକର୍ଡକୁ ଭଙ୍ଗ କରିଦେଇଛନ୍ତି। ଭାରତର ଏହି ଆଥ୍ଲେଟ ନେଦରଲାଣ୍ଡ୍ସର ନିଜମେଜେନ ସହରେ ଅନୁଷ୍ଠିତ ନେକ୍ସଟ ଜେନେରେଶନ ଆଥଲେଟିକ୍ସ ମିଟ୍ରେ ଅଂଶଗ୍ରହଣ…
ସମୁଦ୍ରରେ ବୁଡ଼ି ଛାତ୍ର ମୃତ
ଗୋପ, ୧୬।୬(ଡି.ଏନ୍.ଏ.)-ସାଙ୍ଗ ସାଥୀଙ୍କ ସହ ରଜ ସଂକ୍ରାନ୍ତିରେ କୋଣାର୍କ ବୁଲିବାକୁ ଆସିଥିବା ଜଣେ କଲେଜ ଛାତ୍ରଙ୍କର ରବିବାର ସମୁଦ୍ରରେ ବୁଡ଼ି ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଟକ ଜିଲା ନିଆଳୀ ଥାନା ଅଧୀନ ପୋଲସରା ଗ୍ରାମର କ୍ଷୀରୋଦ ଖଟୋଇଙ୍କ ସାନ…
ଶ୍ରୀମନ୍ଦିର ପାଇଁ ୨୫ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ, ୧୬ା୬: ଦବସ୍ନାନ ପୂର୍ଣ୍ଣିମା ସହ ସୋମବାର ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ହେବ। ଭିଡ଼, ସୁରକ୍ଷା ବ୍ୟବସ୍ଥା ଏବଂ ଟ୍ରାଫିକ ନିୟନ୍ତ୍ରଣ ଲାଗି ପୁରୀ ସହର ପାଇଁ ମୋଟ…
ଏଥର ସ୍ନାନମଣ୍ଡପରେ ଦର୍ଶନ କରିବେନି ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ, ୧୬ା୬: ଏଥର ସ୍ନାନମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଜଗତଗୁରୁ ଶଙ୍କରାଚାର୍ଯ୍ୟ। ଗୋବର୍ଦ୍ଧନ ମଠର ପ୍ରବକ୍ତା ମନୋଜ ରଥଙ୍କ ସୂଚନା ମୁତାବକ, ନିକଟରେ ଜଗତ୍ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଣ୍ଠୁ ପ୍ରତିରୋପଣ କରାଯାଇଛି। ବର୍ତ୍ତମାନ ଜଗତଗୁରୁ ରାଜ୍ୟ ବାହାରେ ଅଛନ୍ତି। ଆସନ୍ତା…
ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ
ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ। ବନ୍ୟପ୍ରାଣୀ ମୁଖ୍ୟ ସଂରକ୍ଷକ ଏ ନେଇ ପ୍ରସ୍ତାବ ମାଗିଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମରେ ଖବର…
ମସ୍ତିଷ୍କକୁ ସକ୍ରିୟ ରଖେ ସ୍ବପ୍ନ
ସ୍ବପ୍ନ କିଏ ବା ନ ଦେଖେ? କିନ୍ତୁ ଏହା କେତେ ବାସ୍ତବତାର ରୂପ ନିଏ ତାହା ଭିନ୍ନ କଥା, ହେଲେ କେତେକ ଏହି ସ୍ବପ୍ନକୁ ନେଇ ଭାବନା ରାଇଜରେ ବୁଡ଼ି ଯାଇଥାନ୍ତି। ନିକଟରେ ‘ସ୍ବପ୍ନର ମସ୍ତିଷ୍କ ଉପରେ ପ୍ରଭାବ’ ବିଷୟକୁ ନେଇ…
ସଚିନଙ୍କୁ ପଛରେ ପକାଇ ଇତିହାସ ରଚିଲେ ବିରାଟ
ମାଞ୍ଚେଷ୍ଟର, ୧୬।୬:ଓଲ୍ଡ ଟ୍ରାଫର୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ଏକ ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଇତିହାସ ରଚିଛନ୍ତି। ଏକଦିବସୀୟ କ୍ରିକେଟରେ କମ୍ ମ୍ୟାଚ୍ ଏବଂ ଇନିଂସ(୨୩୦ ମ୍ୟାଚ୍, ୨୨୧ ଇନିଂସ) ଖେଳି ୧୧ ହଜାର ରନ୍…
ପାକିସ୍ତାନକୁ ୩୩୭ ରନ୍ର ଟାର୍ଗେଟ ଦେଲା ଭାରତ
ମାଞ୍ଚେଷ୍ଟର, ୧୬।୬: ଓଲ୍ଡ ଟ୍ରାଫର୍ଡରେ ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲଟେଜ ମ୍ୟାଚ୍ ଖେଳାଯାଉଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୫୦ ଓଭରରେ ୫ ୱିକେଟ ହରାଇ ୩୩୬…
ବିହାରରେ ଘାତକ ସାଜିଛି ମସ୍ତିସ୍କ ଜ୍ୱର: ଗଲାଣି ୮୪ ଶିଶୁଙ୍କ ଜୀବନ
ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲକୁ ପରିଦର୍ଶନରେ ଯାଇଛନ୍ତି।…
ମମତାଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଡାକ୍ତର: ରଖିଲେ ସର୍ତ୍ତ
କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ ଦିନରେ ପହଞ୍ଚତ୍ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଡାକ୍ତରମାନେ ପ୍ରକାଶ କରିଛନ୍ତି।…
ଏମିତି ବଜାର ଯେଉଁଠି ଯୁବତୀ ହୁଅନ୍ତି ବିକ୍ରି…
ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଶିବପୁରୀ ଅଞ୍ଚଳରେ ଥିବା ଏକ ବଜାରରେ ଯୁବତୀ ବିକ୍ରି ହୁଅନ୍ତି। ଧନୀ ଲୋକେ ଏଠାରେ ବର୍ଷକୁ ୧୫ ହଜାରରୁ ୨୫ ହଜାର ଟଙ୍କାରେ ଯୁବତୀଙ୍କୁ କିଣିଥାନ୍ତି। ବର୍ଷକ ପାଇଁ ସମ୍ପୃକ୍ତ…
ସର୍ବଦଳୀୟ ବୈଠକ ଡାକିଲେ ମୋଦି: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଉପରେ ହେବ ଚର୍ଚ୍ଚା
ନୂଆଦିଲ୍ଲୀ, ୧୬।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୁନ୍ ୧୯ତାରିଖରେ ସଂସଦ ଭବନରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି…

