Home

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଶନିବାର ଶେଷ ହୋଇଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ଶନିବାର ଅନୁଷ୍ଠିତ ଫାଇନାଲରେ ଭାରତ ୫-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ବରୁଣ କୁମାର ଓ…

ବର୍ଷାଜଳ ସଂରକ୍ଷଣ ପାଇଁ ପ୍ରତି ଗାଁ ମୁଖିଆଙ୍କୁ ଚିିଠି ଲେଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ଗାଁ ମୁଖିଆଙ୍କୁ ଏକ ବ୍ୟକ୍ତିଗତ ପତ୍ର ଲେଖିଛନ୍ତି। ଗ୍ରାମାଞ୍ଚଳରେ ଜଳ ସଂକଟକୁ ଦୃଷ୍ଟିରେ ରଖି ଏମିତି ଚିଠି ଲେଖିଛନ୍ତି। ଏଥିରେ ସେ ଲେଖିଛନ୍ତି, ମୌସୁମୀ ଆସିବା ପୂର୍ବରୁ ବହୁ ପରିମାଣର ବର୍ଷାଜଳ ସଂରକ୍ଷଣ କରିବାକୁ।…

ସେଲ୍ସମ୍ୟାନ ଠକିନେଲେ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା

ଭଦ୍ରକ ଅଫିସ, ୧୫।୬ : ଭଦ୍ରକ ଡାହାଣୀଗଡ଼ିଆର ଏକ ଇଲେକ୍ଟ୍ରୋନିନ୍ସ ଦୋକାନରୁ ସେଲ୍ସମ୍ୟାନ ପ୍ରାୟ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିବା ଶୁକ୍ରବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଟାଉନ ଥାନା ପୋଲିସ ଏକ ମାମଲା(ନଂ.୧୭୮/୧୯) ରୁଜୁ…

ସମୀକ୍ଷା ହେଲେ ରଜ କୁଇନ୍‌

ତିହିଡ଼ି, ୧୫।୬ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ଚଉଁରୀ ଗଁ।ରେ ଶୁକ୍ରବାର ରଜବତୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ରଜ ମହୋତ୍ସବରେ ସମୀକ୍ଷା ଦାସ ରଜ କୁଇନ୍‌ ହୋଇଛନ୍ତି। ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ…

ପ୍ରେମୀ ଯୁଗଳଙ୍କୁ ସୁରକ୍ଷା ଦିଏ ଏହି ମନ୍ଦିର…

ପ୍ରେମ ବାଧା ବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି କରିଥାନ୍ତି ବିବାହ। ତେବେ ସେମାନଙ୍କ ସୁରକ୍ଷା ନେଇ ଅନେକ ସମୟରେ ସୃଷ୍ଟି ହୋଇଥାଏ ସମସ୍ୟା। ହିମାଚଳ ପ୍ରଦେଶରେ…

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୨୦୨୪…

ଅଟୋ ଦୁର୍ଘଟଣାଗ୍ରସ୍ତ : ୧୦ ଆହତ

ଦାରିଙ୍ଗବାଡ଼ି,୧୫ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଆମ୍ବଖାଲିଆ ଘାଟିରେ ଏକ ଯାତ୍ରୀବାହୀ ଅଟୋ (ଓଡି ୨୫ ଏ-୭୩୮୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୧୦ ଜଣ ଆହତ ହୋଇଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଗଦାପୁର ଅଞ୍ଚଳର…

ରଜସଂକ୍ରାନ୍ତିରେ ମା’ ମଙ୍ଗଳାଙ୍କ ପୀଠ ଉତ୍ସବମୁଖର

କାକଟପୁର,୧୫ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ପୀଠ ରଜସଂକ୍ରାନ୍ତି ଅବସରରେ ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି ଝିଅବୋହୂମାନେ ନୂଆ ବସ୍ତ୍ର ପିନ୍ଧି ମା’ଙ୍କ ପୂଜାର୍ଚ୍ଚନା କରିଛନ୍ତି। ଶନିବାର ପୂଜାପଣ୍ଡା ରଘୁନାଥ ଦୀକ୍ଷିତ ମା’ଙ୍କୁ ଚନ୍ଦନବେଶ କରିଥିବାବେଳେ ପ୍ରାତଃରୁ ମନ୍ଦିରରେ…

ଡାକ୍ତରଙ୍କ ଧର୍ମଘଟ: ମମତାଙ୍କୁ ରିପୋର୍ଟ ତଲବ୍‌ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫।୬: ପଶ୍ଚିମବଙ୍ଗରେ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକୁଛି। ଏହା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହରଡ଼ଘଣାରେ ପକାଇବାରେ ଲାଗିଛି। ରାଜ୍ୟରେ ରାଜନୈତିକ ହିଂସା ଉଗ୍ର ରୂପ ନେଇଥିବାବେଳେ ଏବେ ଡାକ୍ତରଙ୍କ ଧର୍ମଘଟ ସ୍ବାସ୍ଥ୍ୟ ସେବାରେ ପ୍ରଶ୍ନଚିହ୍ନ ଲଗାଇଛି। ପଶ୍ଚିମବଙ୍ଗ…

ବେନାମୀ କୃଷିଋଣରେ ଅର୍ଥ ଆତ୍ମସାତ୍‌ ଅଭିଯୋଗ : ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାଁରେ ବେନାମୀ କୃଷିଋଣ କରି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି।…

ବାଣ ଫୁଟି ଥାନା କର୍ମଚାରୀ ଗୁରୁତର

ମହାକାଳପଡ଼ା,୧୫।୬(ଡି.ଏନ୍‌.ଏ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅନ୍ତର୍ଗତ ଖରିନାସୀ ଜେଠୀ ନିକଟ ଷ୍ଟାଫ କ୍ୱାର୍ଟର୍ସରେ ରଜ ସଂକ୍ରାନ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ଥାନା କର୍ମଚାରୀ ଭୂପତି ସାହୁ (୪୫) ଷ୍ଟାଫ…

କୃତୀ ଛାତ୍ରୀଙ୍କ ଇସ୍ରୋ ପରିଦର୍ଶନ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.): ଟାଟାଷ୍ଟିଲର ଦ୍ୱାଦଶତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ୩୦୦ଟି ବିଦ୍ୟାଳୟର ୬୩ ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଟପ୍‌-୨୦ରେ ପଞ୍ଚମସ୍ଥାନ ଅଧିକାର କରିଛନ୍ତି ଅମ୍ବିକା ନନ୍ଦ। ସେ ଏକ୍ସପୋଜର ଭିଜିଟ କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାର ଏକମାତ୍ର ପ୍ରତିଯୋଗୀ ଯେ କି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?