Home

ଅଧିକ ଟଙ୍କା ରୋଜଗାର ଆଶାରେ କୁଏତ୍‌ ଯାଇ ହଟହଟା: ଖାଇବାକୁ ମିଳୁନି ଦୁଇବେଳା; ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ଅଧିକ ଟଙ୍କା ରୋଜଗାର ଆଶାରେ କେତେକ ଭାରତୀୟ ଯୁବକ ବିଦେଶରେ ଚାକିରି କରିବାକୁ ଯାଉଛନ୍ତି। ତେବେ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିବା ଏକ ଭିଡ଼ିଓ ଏଭଳି ଯୁବକଙ୍କ ବିଦେଶରେ ଚାକିରି କରିବା ନିଶାରେ ସୃଷ୍ଟି କରିଛି ବାଧା। ପଞ୍ଜାବରୁ…

ଜମି ବିକ୍ରି ବିରୋଧରେ ଭାଜପାର ଧାରଣା: ନେତାଙ୍କ ସହ ତଳେ ଶୋଇଲେ ୟଦିରୁପ୍ପା

ବେଙ୍ଗାଲୁର,୧୫।୬: କର୍ନାଟକରେ ଜେଏସ୍‌ଡବ୍ଲୁ ଭୂମିର ଡିଲକୁ ନେଇ ରାଜନୀତି ସରଗରମ ହୋଇଛି। କର୍ନାଟକର ଜିନ୍ଦଲ ଷ୍ଟିଲ ଗ୍ରୁପ୍‌କୁ ୩ହଜାର ୬ଶହ ୬୭ ଏକର ଜମି ରାଜ୍ୟସରକାର ବିକ୍ରି କରିବା ନେଇ ନିଷ୍ପତ୍ତି ନେଇଛନ୍ତି। ହେଲେ ଏହାକୁ ବିରୋଧ କରି ଶୁକ୍ରବାର ବେଙ୍ଗାଲୁରର…

କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା: ୮୮ ଲକ୍ଷ ମୁସଲମାନ ଛାତ୍ରୀଛାତ୍ର ଉପକୃତ; ହିନ୍ଦୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ଲକ୍ଷ ୨୦ ହଜାର

ନୂଆଦିଲ୍ଲୀ,୧୫।୬: କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା ଅନ୍ତର୍ଗତ ୨୦୧୮-୧୯ ବର୍ଷରେ ମୋଟ ଏକ କୋଟି ୮ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମୁସଲମାନ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୮୮ ଲକ୍ଷ ଥିବାବେଳେ ହିନ୍ଦୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ଲକ୍ଷ ୨୦…

ମହିଳାଙ୍କୁ ରାସ୍ତାରେ ପିଟିଲେ କଂଗ୍ରେସ ନେତାଙ୍କ ଭାଇ: ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ନେତା ତ ନେତା ତାଙ୍କ ଭାଇଙ୍କ ପାଓ୍ବାର ମଧ୍ୟ ଅଧିକ। ବେଳ ପଡ଼ିଲେ ସେ ଆଇନକୁ ମଧ୍ୟ ହାତକୁ ନେଇ ପାରିବେ। ପଞ୍ଜାବ ମକ୍ତସର ଜିଲାରେ ଘଟିଛି ଏଭଳି ଏକ ଘଟଣା। ଏଠାରେ କଂଗ୍ରେସ ପାର୍ଷଦ ରାକେଶ ଚୌଧୁରୀଙ୍କ ଭାଇ…

ଏସ୍‌ସିବିରେ ଶଢୁଛି ମୃତଦେହ

କଟକ ଅଫିସ, ୧୫ା୬: ୬ ମାସ ହେବ ଏସ୍‌ସିବି ଶବଗୃହରେ ମୃତଦେହ ଶଢୁଛି। ଶବଗୃହରେ ଥିବା ୬ଟିଯାକ ଫ୍ରିଜର ଏକସଙ୍ଗେ ଅଚଳ ହୋଇପଡ଼ିବାରୁ ଏଭଳି ପରିସ୍ଥିତି ଉପୁଜିଛି। ତେବେ ଏହି ଫ୍ରିଜର ଅଚଳ ହେବା ପଛରେ ଯେଉଁ ସବୁ କାରଣ ରହିଛି,…

ବେଆଇନ ରେଲଓ୍ବେ ଇ-ଟିକେଟ ବିକ୍ରି, ୩ ଗିରଫ

କଟକ ରୋଡ,୧୫ା୬(ଡି.ଏନ୍‌.ଏ.): ବେଆଇନ ଭାବେ ରେଳବାଇ ସଂରକ୍ଷିତ ଟିକଟ ବିକ୍ରି ଅଭିଯୋଗରେ ଭୁବନେଶ୍ୱର ଆରପିଏଫ (ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ) ଶୁକ୍ରବାର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କ୍ୟାପିଟାଲ ଥାନା ଅଧୀନ ଅଶୋକନଗର ଅଞ୍ଚଳର ଆଭାସ…

ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ମାମଲା: ଏନ୍‌ଏଚ୍‌ଆର୍‌ସିଙ୍କୁ ରିପୋର୍ଟ ଦେଲେ କନ୍ଧମାଳ ଏସ୍‌ପି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ୨୦୧୯ ନିର୍ବାଚନ ପରିଚାଳନା ପାଇଁ ବୁଥ୍‌କୁ ଯାଉଥିବାବେଳେ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ ଘଟିଥିଲା। ସଂଯୁକ୍ତାଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ସହ ପରିବାରର ଜଣଙ୍କୁ ଚାକିରି…

ନକଲି ପରିଚୟ ପତ୍ର ତିଆରିକରି ଏମ୍‌ବିଏ ହେଲେ ଆଇପିଏସ୍‌ ଅଫିସର: ଫେସବୁକ୍‌ ବାନ୍ଧବୀଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୫।୬: ନକଲି ପରିଚୟ ପତ୍ର ତିଆରି କରି ନିଜକୁ ଆଇପିଏସ୍‌ ଅଫିସର କହୁଥିବା ଜଣେ ଏମ୍‌ବିଏ ପାସ୍‌ କରିଥିବା ଯୁବକଙ୍କୁ ପୂର୍ବ ଦିଲ୍ଲୀର ମୟୂର ବିହାର ପୋଲିସ ଗିରଫ କରିଛି। ନକଲି ଆଇପିଏସ୍‌ ଅଫିସର ପୀୟୂଷଙ୍କୁ ସ୍ଥାନୀୟ ନ୍ୟୁ ଅଶୋକ ନଗରସ୍ଥିତ…

ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୩୫ ଲକ୍ଷ ଲୁଟ୍‌

ବାଲିଅନ୍ତା,୧୫ା୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହଳ ଫାଣ୍ଡି ଅଧୀନ ଫୁଲନଖରା-ନିଆଳୀ ମାଧବ ରାସ୍ତାର ନଖରାସ୍ଥିତ ଖାରବେଳ ଇଷ୍ଟେଟର ଏକ ନିଛାଟିଆ ସ୍ଥାନରୁ ଶୁକ୍ରବାର ଅପରାହ୍ନରେ ବଡଧରଣର ଡକାୟତି ହୋଇଛି। ୫ରୁ ୬ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ୨ ବ୍ୟାଙ୍କ କର୍ମଚାରୀଙ୍କଠାରୁ ପ୍ରାୟ ୩୫ଲକ୍ଷ…

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ଦୋଳି, ପିଠା, ପାନର ପସରା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ରସୁଲଗଡ଼ସ୍ଥିତ ଓଡ଼ିଶାର ବଡ଼ ମଲ୍‌ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ରଜ ମହୋତ୍ସବ ‘ଖୁସିର ରଜ’ ଆରମ୍ଭ ହୋଇଯାଇଛି। ରଜ ପାଇଁ ମଲ୍‌ରେ କରାଯାଇଥିଲା ସ୍ବତନ୍ତ୍ର ବ୍ୟବସ୍ଥା। ପୂରା ମଲ୍‌କୁ ଆଲୋକରେ ସୁସଜ୍ଜିତ କରାଯିବା ସହ ବିଭିନ୍ନ ପାରମ୍ପରିକ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା।…

ତଳେ ଦଣ୍ଡା ଖଞ୍ଜାଗଲା, ସିଂହାସନ କାମ ଆରମ୍ଭ ଚାଲିଛି ଗରଗରା ଓ ନାହାକା କାଠ ହଣା

ପୁରୀ ଅଫିସ, ୧୫ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ମହାପ୍ରଭୁଙ୍କ ତିନି ରଥ ନିର୍ମାଣ। ତିିନି ମୁଖ୍ୟ ବିଶ୍ୱକର୍ମାଙ୍କ ନେତୃତ୍ୱରେ ରଥକାମ ଆଗେଇ ଚାଲିଛି। ଶ୍ରୀକ୍ଷେତ୍ର ଭଉଁରିରେ ତିନି ରଥର ଦୁଇଟି ଲେଖାଏଁ ଚକ ଅଖ ଡେରା ହୋଇଥିଲା। ବଳକା ୩୬…

ଜୟ ଶ୍ରୀରାମ ସ୍ଲୋଗାନ ମୌଳିକ ଅଧିକାର ହେଉ

କୋଲକାତା,୧୫ା୬(ପି.ଟି.): ‘ଜୟ ଶ୍ରୀରାମ’ ସ୍ଲୋଗାନକୁ ମୌଳିକ ଅଧିକାର କରିବା ଲାଗି କାଲକାଟା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ପଶ୍ଚିମବଙ୍ଗରେ ଜୟ ଶ୍ରୀରାମ ସ୍ଲୋଗାନ ଦେଉଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ଏଥିରେ ହସ୍ତକ୍ଷେପ କରିବା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?