ରଜମଉଜ ମହୋତ୍ସବ ଉଦ୍ଘାଟିତ:‘ସବୁଜ ସହର ଗଢ଼ିବାକୁ ସଂକଳ୍ପ ନିଅ’
ଢେଙ୍କାନାଳ ଅଫିସ, ୧୫।୬ଅଶୀ ଦଶକରେ ଢେଙ୍କାନାଳ ସହର ସବୁଜିମାରେ ପରିପୂର୍ଣ୍ଣ ହୋଇ ରହିଥିଲା। ରଜ ମହୋତ୍ସବରେ ପିଲାମାନେ ଗଛରେ ଦୋଳି ବାନ୍ଧି ଖେଳୁଥିଲେ। ସେଦିନର ସବୁଜ ପରିବେଶ ଆଉ ନାହିଁ। ଏ ଦିଗରେ ଚିନ୍ତା କରିବାର ବେଳଆସିଛି। ସମସ୍ତେ ମିଳିମିଶି ଉଦ୍ୟମ…
ଘର ଘର ବୁଲି ସଂଗ୍ରହ ହେବ ବର୍ଜ୍ୟବସ୍ତୁ : କୃଷିବିଜ୍ଞାନ କେନ୍ଦ୍ରରେ ପ୍ରକ୍ରିୟାକରଣ
ଭଦ୍ରକ ଅଫିସ, ୧୫।୬ – ଆଉ ଡଷ୍ଟବିନ୍ରେ କେହି ଅଳିଆ ପକାଇବେ ନାହିଁ। ଘର ଘର ବୁଲି ପୌରପାଳିକାର ସଫେଇ କର୍ମଚାରୀ ବର୍ଜ୍ୟବସ୍ତୁ ସଂଗ୍ରହ କରିବେ। ପ୍ରତି ଘର ନିକଟରେ ହ୍ବିସିଲ ମାରି ସେମାନଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଦେଇ ଦୁଇଟି…
ଜରୁରୀ ସେବାରେ ଏନ୍ଜେନର ମନମାନି:ସନ୍ଦେହରେ ପ୍ରଶାସନର ନୀରବତା
ତାଳଚେର, ୧୫ା୬(ମନୋଜ ନନ୍ଦ)କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବି କରି ତାଳଚେର ବିଦ୍ୟୁତ୍ ସବ୍ଡିଭିଜନ ଚାଇଁପାଳ ଅଧୀନରେ କାର୍ଯ୍ୟ କରୁଥିବା ଏନ୍ଜେନର ୩୯୩ କର୍ମଚାରୀ ଏପ୍ରିଲ ୨୨ରୁ ଆନ୍ଦୋଳନରେ ବସିଛନ୍ତି। ଫଳରେ ରକ୍ଷଣାବେକ୍ଷଣଠାରୁ ମରାମତି ଯାଏ କୌଣସି କାର୍ଯ୍ୟ…
ମନ୍ବଲ ଆଗ୍କେ ବଢ଼ବାର ବାଟ କଢ଼ାସି
ଲାଠୋର, ୧୫ା୪ (ଡି.ଏନ୍.ଏ): ସମାଜରେ ସଭେ ଜିଁବାର ଖାଏବାର ଲାଗି କିଛି ନାଇଁ କିଛି କରୁଛନ୍। କିଏ ବୁଧି ବିବେକ ଖଟେ ତ ଆର କିଏ ବାହାଜାଂଗଲ ମାଜି ହାଡ଼ଭଂଗା ପରିଶ୍ରମ କରି ନିଜର କୁଟୁମ ପୁଷୁଛନ୍। ହେଲେ ମୁନୁଷ୍ ମଜବୁତ…
ରୁଟ୍ଙ୍କ ଶତକ: ଇଂଲଣ୍ଡର ସହଜ ବିଜୟ
ସାଉଥାମ୍ପଟନ,୧୫।୬(ପି.ଟି.)- ପ୍ରଥମେ ଦ୍ରୁତ ବୋଲରଙ୍କ ଦମ୍ଦାର ପ୍ରଦର୍ଶନ ଓ ପରେ ତାରକା ଓପନର ଜୋ ରୁଟ୍ଙ୍କ ଅପରାଜିତ ଶତକ ସହାୟତାରେ ଆୟୋଜକ ତଥା ଫେଭରାଇଟ୍ ଇଂଲଣ୍ଡ ଚଳିତ ବିଶ୍ୱକପ୍ର ୧୯ତମ ମ୍ୟାଚ୍ରେ େଓଷ୍ଟଇଣ୍ଡିଜକୁ ୧୦୧ଟି ବଲ ବାକି ରଖି ୮ ଉଇକେଟରେ…
ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ ନେଇ ପୁଞ୍ଜି ବିନିଯୋଗ ସମ୍ପର୍କରେ ଆଲୋଚନା ହେବ ବୋଲି ଅନୁମାନ କରାଯାଉଛି।
ମୁହଁରେ ରିଙ୍କିଲ୍ସ୍ ହୋଇଯାଇଛି କି? ଆପଣାନ୍ତୁ ଏହି ଉପାୟ
ସାଧାରଣତଃ କେତେକ ଲୋକଙ୍କ କ୍ଷେତ୍ରରେ କମ୍ ବୟସରେ ମଧ୍ୟ ମୁହଁରେ ରିଙ୍କିଲ୍ସ ଆସିଯାଇଥାଏ। ଯେପରିକି ଚର୍ମ କୁଞ୍ଚନ, ଚର୍ମ ଢିଲା ହେବା, ଚମକ ହ୍ରାସ ପାଇବା ଇତ୍ୟାଦି। ବିଶେଷ କରି ମହିଳାମାନେ ଏହାକୁ ନେଇ ବହୁ ଚିନ୍ତିତ ମଧ୍ୟ ହୋଇଥାନ୍ତି। ୩୦…
ଏସବୁ ଜିନିଷକୁ ଗୋଡ଼ ଲଗାଉଛନ୍ତି କି? ତା’ହେଲେ ହୋଇ ଯାଆନ୍ତୁ ସର୍ତକ,ନିଜ ଉପରେ ଆସିପାରେ ବିପତ୍ତି
ସାଧାରଣତଃ ଅଜାଣତରେ ବେଳେବେଳେ ଆମ ଗୋଡ଼ ଏଠି ସେଠି ବାଜିଯାଇଥାଏ। ହେଲେ ଆମେ ସେଥିପ୍ରତି ଏତେଟା ଧ୍ୟାନ ଦେଇ ନ ଥାଉ। କିଛି ଲୋକ ଜାଣିଶୁଣି ମଧ୍ୟ କିଛି ଜିନିଷ ବା ବ୍ୟକ୍ତିଙ୍କୁ ଗୋଇଠା ମାରି ଦେଇଥାନ୍ତି। ମାତ୍ର ଏହା ସେମାନେ…
ଶହୀଦଙ୍କ ଭଉଣୀଙ୍କୁ ନିଆରା ଢ଼ଙ୍ଗରେ ବିଦା କଲେ କମାଣ୍ଡୋ ବନ୍ଧୁ
ରୋହତାସ୍,୧୪।୬: ବିହାର ରୋହତାସ୍ ବାଦିଲଡିହର ଜଣେ ଶହୀଦ ଯବାନଙ୍କ ଭଉଣୀର ବିବାହ ସମୟରେ ତାଙ୍କୁ ନିଆରା ଢ଼ଙ୍ଗରେ ବିଦା କରିଛନ୍ତି ଗରୁଡ କମାଣ୍ଡୋ। ଅଶୋକ ଚକ୍ରରେ ସମ୍ମାନିତ ହୋଇଥିବା ତଥା ବାୟୁସେନାର ଗରୁଡ କମାଣ୍ଡୋ ଜ୍ୟୋତି ପ୍ରକାଶ ନିରାଲାଙ୍କ ଭଉଣୀଙ୍କ ବିବାହ…
ନିଜ ସ୍ବାମୀଙ୍କ ଫଟୋ ଶେୟାର କରି ଭାବୁକ ହେଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ
ନୂଆଦିଲ୍ଲୀ,୧୪।୬:କେନ୍ଦ୍ରମନ୍ତ୍ରୀ ଓ ପୂର୍ବତନ ଅଭିନେତ୍ରୀ ସ୍ମୃତି ଇରାନୀ ନିଜ ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଶେୟାର ହୋଇଥିବା ଫଟୋରେ ସ୍ବାମୀ ଜୁବିନ ଇରାନୀ ଓ ୨ ପୁଅ ହସୁଥିବା ନଜର ଆସିଛନ୍ତି। ସ୍ମୃତି ଫଟୋକୁ ଶେୟାର କରିବା ସହ କ୍ୟାପଶନ୍ରେ…
ପଶ୍ଚିମବଙ୍ଗରେ ରହିବାକୁ ହେଲେ ବଙ୍ଗଳା କହିବା ଜରୁରୀ: ମମତା
କୋଲକାତା,୧୪।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ପୁଣି ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ମମତା କହିଛନ୍ତି ପଶ୍ଚିମବଙ୍ଗକୁ ଆଗକୁ ନେବାକୁ ହେଲେ ଏଠାରେ ରହୁଥିବା ଲୋକେ ବଙ୍ଗଳା ଭାଷା କହିବା ଜରୁରୀ। ନଚେତ୍ ସେମାନଙ୍କର ପଶ୍ଚିମବଙ୍ଗରେ ରହିବାର ଅଧିକାର…
୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ : ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ
କେନ୍ଦୁଝର,୧୪।୬(ସ୍ବ.ପ୍ର.): ୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ମହାସଂଘ ଆହ୍ବାନରେ ଶୁକ୍ରବାର କେନ୍ଦୁଝର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ହୋଇଛି। ଏହା ଅଧୀନରେ ଥିବା ଜିଲାର ୧୫ ଶାଖାରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ କଳାବ୍ୟାଜ…

