Home

ଫଲମୂଲ ବିକ୍‌ରି ଲାଗି ବଜାର ବେବସ୍‌ତାର ଅଭାବ: ଶୋଷନ୍‌ର ଶିକାର ହେଉଛନ୍‌ ଆଦିବାସୀ

ଭବାନୀପାଟଣା,୧୪।୬ (ଡି.ଏନ୍‌.ଏ.): କଳାହାଣ୍ଡି ଆର ରାୟଗଡ଼ା ସୀମାନାରେ ଥିବାର ନିୟମଗିରି ପରବତ ସିଘେ ୨ଶହରୁ ଅଧ୍‌କା ଆଦିବାସୀ ଡଙ୍ଗରିଆ ଆର ଝରଣିଆ କଁଧ୍‌ ପରିବାର ବାସ କରୁଛନ୍‌। ଭିନେ ଭିନେ ରୁତୁ ସମିଆରେ ଇମାନେ ସପୁରୀ, ଆମ୍‌, ପଣସ, କଦ୍‌ଲି, କମଲା,…

ରଜ ପାଇଁ ସଜବାଜ ବଳରାମପ୍ରସାଦ

ବଅଁରପାଳ, ୧୪ା୬(ଡି.ଏନ.ଏ.) – ଗଡଦୁର୍ଗ ଭାବେ ପରିଚିତ ଅନୁଗୋଳ ଜିଲା ବଳରାମପ୍ରସାଦରେ ଧୁମ୍‌ଧାମରେ ପାଳନ ହେବ ରଜ ପର୍ବ। ବହୁ ପୁରାତନ କାଳରୁ ଏଠାରେ ପାଳନ ହୋଇଆସୁଥିବା ଏହି ମହୋତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରଜ ପୂର୍ବରୁ ସମଗ୍ର…

ଆଳତୁମା ରଜ ମହୋତ୍ସବ: ହରାଇନି ମହକ, କମିନି ଚମକ

କାମାକ୍ଷାନଗର, ୧୪।୬ – ସରିଛି ସଜବାଜ। ଶୁକ୍ରବାର ପହିଲି ରଜ। ଏହାକୁ ନେଇ ସବୁଠି ଉତ୍ସାହର ମାହୋଲ। ଆମ୍ବତୋଟାରେ ସରିଲାଣି ଦୋଳିବନ୍ଧା। ଖୋଲିଲାଣି ରଜପାନ ଦୋକାନ। ପିଠାପଣା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ଘରେ ଘରେ ଲାଗିଲାଣି ବନ୍ଧୁବାନ୍ଧବଙ୍କ ଭିଡ଼। ୧୧ତମ…

୧.୫୦ କୋଟି ବ୍ୟୟରେ ପିଲି ବନ୍ଧ ବିକାଶ ଯୋଜନା

ଛତ୍ରପୁର,୧୪ା୬(ଡି.ଏନ.ଏ.)- ଛତ୍ରପୁର ଏନଏସି କାର୍ଯ୍ୟାଳୟରେ ଗୁରୁବାର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲେଚାନା କରିଛନ୍ତି। ଏଣିକି ଉନ୍ନୟନମୂଳକ ସବୁ ଭବିଷ୍ୟତକୁ ଦୃଷ୍ଟିରେ ରଖି ଯୋଜନା ଅନୁଯାୟୀ କରିବାକୁ…

ମହୁଲ ମଞ୍ଜିର ଅଭାବୀ ବିକ୍ରି: ଆଦିବାସୀଙ୍କୁ ମିଳୁନି ଉଚିତ୍‌ ମୂଲ୍ୟ

ଫିରିଙ୍ଗିଆ,୧୪ା୬- କନ୍ଧମାଳ ଜିଲା ଏକ ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ। ଅଧିକାଂଶ ଆଦିବାସୀ ଲୋକେ ଜଙ୍ଗଲଜାତ ପଦାର୍ଥ ଉପରେ ନିର୍ଭର କରି ଜୀବନ ନିର୍ବାହ କରନ୍ତି। ବିଭିନ୍ନ ଋତୁରେ ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ବଜାରରେ ବିକ୍ରି କରନ୍ତି। ଯେଉଁଥିରୁ କିଛି ଟଙ୍କା…

ବର୍ଷା ପବନରେ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର, ୧୪।୬ (ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏଥିରେ ଏକାଧିକ ବିଦ୍ୟୁତ୍‌୍‌ ଖୁଣ୍ଟ ଭାଙ୍ଗିଯାଇଥିବାରୁ ଭଞ୍ଜନଗର ସହର ଓ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଥିଲା। ଗୁରୁବାର ପୂର୍ବାହ୍ନରେ ସାଉଥ୍‌କୋ କର୍ମଚାରୀମାନେ…

ସାନ ମାଛକାନ୍ଦଣା ଡ୍ୟାମ୍‌ରେ କମୁଛି ଜଳସ୍ତର: ପୁରୁଣା ସହରରେ ପାଣି ପାଇଁ ହାହାକାର

କେନ୍ଦୁଝର,୧୪ା୬(ସ୍ବ.ପ୍ର.)-କେନ୍ଦୁଝର ପୁରୁଣା ସହରରେ ଦୀର୍ଘଦିନ ହେଲା ଜଳ ସଙ୍କଟ ସମସ୍ୟା ଲାଗି ରହିଛି ା ପାଇପ ଦ୍ୱାରା ଜଳ ଯୋଗାଣ ହୋଇପାରୁ ନାହିଁ ା ଲୋକେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ବଡ଼ବଡିଆ ଲୋକେ ବୋରଓ୍ବେଲ ଖୋଳି ନିଜର ଆବଶ୍ୟକତା ଅନୁଯାୟୀ…

ଏଫଆଇଏଚ୍‌ ସିରିଜ ଫାଇନାଲ୍ସ,ସେମିଫାଇନାଲ: ଭାରତ ଫେଭରାଇଟ

ଭୁବନେଶ୍ୱର, ୧୪।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ରୋମାଞ୍ଚକ ସମୟ ଉପନୀତ। ପୁଲ୍‌ ପର୍ଯ୍ୟାୟ ଓ କ୍ରସ୍‌ ଓଭର ପରେ ଶୁକ୍ରବାର ହେବାକୁ ଯାଉଛି ପ୍ରତିଯୋଗିତାର ୨ଟି ଯାକ ସେମିଫାଇନାଲ। ପ୍ରଥମ ସେମିଫାଇନାଲରେ ଆମେରିକାକୁ ଭେଟିବ…

ମନ ଜିଣିଲେ ଓ୍ବାର୍ନର

ଟଣ୍ଟନ, ୧୪ା୬ (ପି.ଟି.)-ଚଳିତ ଆଇସିସି ବିଶ୍ୱକପ୍‌ରେ ଜଣେ ଅଷ୍ଟ୍ରେଲୀୟ ଓପନର ଏକ ମନ ଜିଣିଲା ଭଳି କାର୍ଯ୍ୟ କରିଛନ୍ତି। ପାକିସ୍ତାନ ବିପକ୍ଷ ମ୍ୟାଚରେ ସେ ଜିତିଥିବା ‘ମ୍ୟାନ ଅଫ୍‌ ଦି ମ୍ୟାଚ’ ପୁରସ୍କାରକୁ ଜଣେ ଅଷ୍ଟ୍ରେଲୀୟ ଦଳର ବାଳକ ସମର୍ଥକଙ୍କୁ ପ୍ରଦାନ…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ଆର୍ଚର ବନାମ ଗେଲ୍‌

ସାଉଥାମ୍ପଟନ,୧୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ପ୍ରଶଂସକମାନେ ଓ୍ବେଷ୍ଟଇଣ୍ଡିଜ ବିସ୍ଫୋରକ ଓପନ କ୍ରିସ୍‌ ଗେଲ୍‌…

ଆଦାୟ ହେବ ଟିକସ: କ୍ଷତି ଦର୍ଶାଇ ଠକୁଛନ୍ତି ୨.୫ ଲକ୍ଷ କମ୍ପାନୀ

ନୂଆଦିଲ୍ଲୀ,୧୪-୬: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ମୋଦି ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବିମୁଦ୍ରୀକରଣ ପରେ ଭୂତ କମ୍ପାନୀଙ୍କୁ ବନ୍ଦ କରି ଦେଶର ଚାଲିଥିବା ସମାନ୍ତରାଳ ଅର୍ଥନୀତିକୁ ଧ୍ୱସ୍ତ କରିବା ପରେ ମୋଦି ସରକାର ଏବେ…

୧୦୦ରୁ ଊର୍ଦ୍ଧ୍ୱ ଟିସିଏସ୍‌ କର୍ମଚାରୀ କୋଟିପତି

ବେଙ୍ଗାଲୁରୁ,୧୪-୬: ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ରେ କୋଟିପତି କର୍ମଚାରୀଙ୍କ ସଂଖ୍ୟା ୧୦୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ କର୍ମଚାରୀ ନିଜ କ୍ୟାରିୟର ଏହି କମ୍ପାନୀରୁ ଆରମ୍ଭ କରିଛନ୍ତି। ଆର୍ଥିକ ବର୍ଷ ୨୦୧୭ରେ ଟିସିଏସ୍‌ରେ ୯୧ ଜଣ କୋଟିପତି କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?