Home

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି ରଖିଛନ୍ତି। ଏହି ମାମଲାରେ ବର୍ତ୍ତମାନ ଦିଲ୍ଲୀ ହାଇକୋର୍ଟ ଏକ ନୂତନ ନିର୍ଦ୍ଦେଶ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା CJP ର ପ୍ରଦର୍ଶନକୁ ସମର୍ଥନ ଜଣାଇ ଆୟୋଜିତ ଏକ ପ୍ରତିବାଦ ସଭାରେ ସମର୍ଥନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ ସକାଳେ ଖରାତାତି ସହ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ଝଡ଼ବର୍ଷା…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ପକ୍ଷରୁ ତାଙ୍କର…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ସ୍ୱାମୀଙ୍କୁ ହତ୍ୟା କରାଯାଇଥିବା ନେଇ ପତ୍ନୀ ଥାନାରେ ଏତଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି ଏପର୍ଯ୍ୟନ୍ତ ଦଳକୁ ଫେରିପାରି ନାହାନ୍ତି। ‘ରେଭସ୍ପୋର୍ଟସ’ (RevSportz) ସହ ଏକ ସାକ୍ଷାତକାରରେ ସାମି,…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ ପ୍ରମୁଖ ନେତାଙ୍କୁ ଅଟକ ରଖାଯାଇଥିଲା। ଦକ୍ଷିଣ ଆଭେନ୍ୟୁ (South Avenue) ଠାରେ ମମତା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ମାଧ୍ୟମରେ ଜନସାଧାରଣଙ୍କ ଉନ୍ନତି ଓ ସରକାରୀ ସେବାକୁ ଲୋକଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌ ଅଫ ରେକର୍ଡସ ୨୦୨୬ରେ ସ୍ଥାନ ହାସଲ କରିଛନ୍ତି। ରଥଯାତ୍ରା ଅବସରରେ ମାତ୍ର ୪୫…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି ପଦବୀର ପ୍ରାର୍ଥୀ ଅଙ୍କିତ ପ୍ରଧାନ ନିଜ ନାମାଙ୍କନ ପ୍ରତ୍ୟାହାର କରିନେବା ପରେ ନିର୍ବାଚନ…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ ଶତକ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ସେ ୨୦୧୪ ମସିହା ପରଠାରୁ ହୋଇଥିବା ପରିବର୍ତ୍ତନ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?