Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video
ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ରଏଟର୍ସ ରିପୋର୍ଟ ଅନୁଯାୟୀ, ସ୍ଥାନୀୟ ଅଧିକାରୀମାନେ କହିଛନ୍ତି ଯେ ରବିବାର…
ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ
ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ ନେଇ ସୂଚନା ଅଧିକାର କର୍ମୀ ସୁଧୀର ମହାନ୍ତି ସଙ୍ଗିନ ଅଭିଯୋଗ କରିଛନ୍ତି। ଲୋହିଆଭବନଠାରେ…
ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ
ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ ହୋଇଛନ୍ତି। ରବିବାର ଗଙ୍ଗାନଦୀ ଜଳ ପାଟନାରେ ସର୍ବୋଚ୍ଚ ସ୍ତର ଅତିକ୍ରମ କରିଥିବାରୁ କର୍ତ୍ତୃପକ୍ଷ…
ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ
ଓ୍ବାଶିଂଟନ,୫ା୯: ଇରାନର ଇସ୍ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍ (ଆଇଆର୍ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ ବୋଝେଇ ୩ ଇରାନୀୟ ଜାହାଜ ଉପରେ ଆକ୍ରମଣ କରିଛି। ଫଳରେ ଓ୍ବାଶିଂଟନ ଏବଂ…
ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା
ଡେରାଡୁନ୍,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ ଥିବା କାଳୀ ନଦୀରେ ସାନି ବନ୍ୟା ଆସିବା ନେଇ ଆଶଙ୍କା ବଢ଼ିଛି। ନେପାଳର…
ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ
ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ନିକଟରେ ଦାଖଲ ହୋଇଥିବା ଜଣାପଡ଼ିଛି। ଅଭିଯୋଗ…
ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା
ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍ ରିସର୍ଚ୍ଚ ଇନ୍ ସ୍କିମ୍ ଏଣ୍ଡ୍ ପଲିସିଜ୍(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍(ବିଲଡ଼ିଂ ଲାଇଭହୁଡସ୍ ଥ୍ରୁ ଏଣ୍ଟରପ୍ରିନରସିପ୍ ଏଣ୍ଡ୍ ସ୍କିଲ୍ ଅଫ୍ ଏସଏଚଜି) ପକ୍ଷରୁ ରାଜ୍ୟର ୮ଜିଲା ବଲାଙ୍ଗୀର,…
ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି
ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳର ୩୬ରୁ ଊଦ୍ଧର୍ବ ବୁଦ୍ଧିଜୀବୀ, ପୂର୍ବତନ ପରିଚାଳନା…
ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ସ୍ବାମୀ…
ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ
ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ ପୂରଣ ସହ ଦଳୀୟ ସଂଗଠନ ଲକ୍ଷ୍ୟରେ ରବିବାର ନିଜ ପରିବାର ସହ ଭଞ୍ଜନଗର…
ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା
ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ରିପୋର୍ଟ ଅନୁସାରେ, ସୋସିଆଲ ମିଡିଆରେ କିଛି ୟୁଜର ଟ୍ରମ୍ପଙ୍କ ହାତର…
ଚଳନ୍ତା କାର୍ରେ ନିଆଁ
ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁର ପ୍ରକୋପ ବୃଦ୍ଧି ପାଇ କାରଟି ହୁତୁ ହୁତୁ ହୋଇ ଜଳିବାକୁ ଲାଗିଥିଲା।…

