Home

ଘରେ ଯଦି କିଛି ବାସ୍ତୁ ଦୋଷ ଥାଏ, ଜାଣନ୍ତୁ କିପରି କରିବେ ଠିକ୍‌…

ଘରେ ଯଦି କିଛି ବାସ୍ତୁ ଦୋଷ ଥାଏ,ତା’ହେଲେ ତାହାକୁ କିପରି ସରଳ ଉପାୟରେ ଠିକ୍‌ କରାଯାଇପାରିବ ଜାଣନ୍ତୁ ସେ ସମ୍ପର୍କରେ… * ଘରେ କିଛି ବାସ୍ତୁ ଦୋଷ ଥିଲେ, ଉତ୍ତର-ପୂର୍ବ କୋଣ ଅର୍ଥାତ୍‌ ଐଶାନ୍ୟ କୋଣରେ କଳସ ସ୍ଥାପନା କରିବା ଠିକ୍‌…

ଅନ୍ଧବିଶ୍ୱାସ: ମହିଳାଙ୍କୁ ଗୁଣିଆଙ୍କ ଚାବୁକ ପ୍ରହାର

ସୁନ୍ଦରଗଡ଼/ବଡ଼ଗାଁ,୧ା୩(ଜୟନାରାୟଣ ମେଣ୍ଡୁଳୀ/ଅଶୋକ ଷଡ଼ଙ୍ଗୀ): ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଜଣେ ମହିଳାଙ୍କୁ ୨ ଜଣ ଗୁଣିଆ ଚାବୁକରେ ନିସ୍ତୁକ ପିଟିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ୍‌ ଲିଟିପଡ଼ାରେ। ଘଟଣା ପରେ ଚାପା ଉତ୍ତେଜନା ଦେଖାଦେଇଛି। ଘଟଣା…

ଚୋରା ଚାଲାଣ ରୋକିପାରୁନି ଅବକାରୀ ବିଭାଗ, ରାଜସ୍ବ ଆଦାୟରେ ଖୁସ୍‌

ଭବାନୀପାଟଣା,୧ା୩ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଦେଶୀ ଓ ବିଦେଶୀ ମଦର ଚାହିଦା ଏକ ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି କରିଛି। ଜିଲାର ମୁଖ୍ୟାଳୟ ହେଉ ଅବା ଗାଁ ଯୁଆଡେ ଆଖି ବୁଲାଇଲେ ମଦ ମିଳିବା ସହଜ ହୋଇଯାଉଛି। ସବୁଠାରୁ ରୋଚକପୂର୍ଣ୍ଣ…

ମହିଳାଙ୍କୁ ବଳାତ୍କାର କରି ଫେରାର ହୋଇଯାଇଥିଲେ ଅଭିଯୁକ୍ତ, ଆଜି କୋର୍ଟ ଚାଲାଣ

କେନ୍ଦୁଝର,୧।୩ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାସପଙ୍ଗା ବିଟ୍ ପୋଲିସ ବଳାତ୍କାର ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ତୁଳସୀପୁର ଗ୍ରାମର ବନମାଳୀ ମହାନ୍ତ(୫୮)। ପ୍ରକାଶ…

OASଙ୍କ ହାତ ଧରିବେ ମାହାଙ୍ଗା ବିଧାୟକ, ରାଜସ୍ଥାନରେ ହେବ…

ଭୁବନେଶ୍ୱର,୧ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ବିବାହ ବନ୍ଧନରେ ବାନ୍ଧି ହେବେ ମାହାଙ୍ଗା ବିଧାୟକ ଶାରଦା ପ୍ରସାଦ ପ୍ରଧାନ। କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବାରିମୂଳ ଗାଁର ସିପ୍ରା ପ୍ରିୟଦର୍ଶିନୀଙ୍କ ସହ ଶାରଦାଙ୍କର ହସ୍ତଗଣ୍ଠି ପଡ଼ିବ। ବିଧାୟକ ଶାରଦାଙ୍କ ଭାବୀ ପତ୍ନୀ ସିପ୍ରା…

Champions Trophy ସେମିଫାଇନାଲରୁ ବାଦ୍‌ ପଡ଼ିଲେ ଏହି ବ୍ୟାଟ୍ସମ୍ୟାନ୍‌, ଓପନିଂକୁ ନେଇ…

ଲାହୋର,୧।୩: ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ ସମୟରେ ଆହତ ହୋଇଥିବା ଅଷ୍ଟ୍ରେଲିଆର ଓପନର ମାଥ୍ୟୁ ସର୍ଟ ଭାରତ କିମ୍ବା ନ୍ୟୁଜିଲାଣ୍ଡ ବିପକ୍ଷ ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲରୁ ବାଦ ପଡ଼ିପାରନ୍ତି। ବର୍ଷା ଯୋଗୁ ବାତିଲ ହୋଇଥିବା ମ୍ୟାଚ୍‌ରେ ସର୍ଟ ୧୫ ବଲ୍‌ରେ ୨୦ ରନ…

ନ୍ୟୁଜିଲାଣ୍ଡଠାରୁ ପରାଜିତ ହେବା ଭାରତ ପାଇଁ ଭଲ, କାହିଁକି ଏଭଳି ଚାହୁଁଛନ୍ତି ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର?

ନୂଆଦିଲ୍ଲୀ,୧।୩: ICC ଚାମ୍ପିଅନ୍ସ ଟ୍ରଫି ୨୦୨୫ ରେ ଗ୍ରୁପ A ର ଶେଷ ମ୍ୟାଚରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ସେମିଫାଇନାଲରେ ସେମାନଙ୍କର ସ୍ଥାନ ନିଶ୍ଚିତ କରିସାରିଛନ୍ତି। ଏଣୁ ଏହି ମ୍ୟାଚ୍‌ ଗ୍ରୁପର ଶୀର୍ଷରେ…

ଅନ୍ୟ ଜାତି ଝିଅକୁ ବାହା ହୋଇଥିବାରୁ ମୃତଦେହ ଛୁଇଁଲେନି ଗ୍ରାମବାସୀ

ବରଗଡ଼,୧ା୩(ପ୍ରେମାନନ୍ଦ ଖମାରୀ): ସାମାଜିକ କୁସଂସ୍କାର ଏବେ ମଧ୍ୟ ଦୂରୀଭୁତ ହୋଇନାହିଁ। ଏଭଳି ଏକ ଘଟଣା ଶନିବାର ପଦାକୁ ଆସିଛି। ଅନ୍ୟଜାତିର ଝିଅକୁ ବିବାହ ହେବା ପରେ ଜଣେ ଯୁବକ ଘରେ ରହି ପାରିଲେନି। କଥା ସେତିକି ସରି ନ ଥିଲା। ମୃତ୍ୟୁ…

ବଜାରରୁ ଆଣିଥିବା ପନିର ଅସଲି କି ନକଲି କିଭଳି ଜାଣିବେ? ଆପଣାନ୍ତୁ ଏଭଳି ସହଜ ଉପାୟ…

ଆଜିକାଲି ସମୟରେ ବଜାରରେ ଚାଉଳଠାରୁ ଆରମ୍ଭ କରି ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ନକଲି ମିଳୁଛି। ଫଳରେ ଲୋକେ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେଭଳି ଗୋଟିଏ ଜିନିଷ ହେଲା ପନିର। ବଜାରରେ ନକଲି ପନିର ମିଳୁଥିବାରୁ ଲୋକେ କିଭଳି ଅସଲି…

ବସ୍‌କୁ ଅପେକ୍ଷା କରିଥିଲେ ମହିଳା, ଗୋଡ଼ ଉପରେ ଚଢ଼ିଗଲା ବାଇକ୍‌

ଥୁଆମୂଳ ରାମପୁର,୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସଦର ମହକୁମାସ୍ଥିତ ଜେଏମଏଫ ସି କୋର୍ଟ ନିକଟରେ ମଧ୍ୟାହ୍ନରେ ଏକ ବାଇକ ଦୁର୍ଘଟଣା ଘଟଛି। ଏଥିରେ ଜଣେ ମହିଳା ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଥୁଆମୂଳ ରାମପୁର…

India’s top 10 millionaire farmers: ଏମାନେ ହେଉଛନ୍ତି ଭାରତର ୧୦ କୋଟିପତି କୃଷକ, ପ୍ରଥମ ସ୍ଥାନରେ ଅଛନ୍ତି ମହିଳା…

ବର୍ତ୍ତମାନ ସମୟରେ ଜୈବିକ କୃଷି ପ୍ରତି ଆଗ୍ରହ ବୃଦ୍ଧି ପାଉଛି। କୃଷକମାନେ ମଧ୍ୟ ଏଥିରୁ ଭଲ ରୋଜଗାର କରୁଛନ୍ତି। ହେଲେ କ’ଣ ଆପଣ ଜାଣନ୍ତି କି ଭାରତରେ ଏପରି ଅନେକ କୃଷକ ଅଛନ୍ତି ଯେଉଁମାନେ କୋଟିପତି। ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ କଥାଟି…

Champions Trophy 2025 ସେମିଫାଇନାଲର ସମ୍ପର୍କ ରହିଛି ୨୦୨୩ ବିଶ୍ୱକପ ସହ!

ନୂଆଦିଲ୍ଲୀ,୧।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫେବୃଆରୀ ୧୯ରେ ଆରମ୍ଭ ହୋଇଥିଲା। ଏବେ ଏହା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଟୁର୍ଣ୍ଣାମେଣ୍ଟର ସେମିଫାଇନାଲ ପାଇଁ ଚାରୋଟି ଦଳ ଫାଇନାଲ ହୋଇଛି। ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ ଦୁବାଇରେ ଅନୁଷ୍ଠିତ ହେବ। ସେହିପରି ଦ୍ୱିତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri