ମଥୁରାନଗରୀରେ ହତ୍ୟାକାଣ୍ଡ:ଶାଳକଙ୍କ ଛୁରାମାଡରେ ଗଲା ଭିଣୋଇଙ୍କ ଜୀବନ
ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର (ମଥୁରାନଗରୀ)ରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ମଙ୍ଗଳା ଝୁମ୍ପୁଡିରେ ଏହି ହତ୍ୟାକାଣ୍ଡ ଘଟିଛି। ଶାଳକଙ୍କ ଛୁରାମାଡରେ ଭିଣୋଇଙ୍କ ଜୀବନ ଯାଇଛି। ମୃତକଙ୍କ ନାମ ଶଙ୍କର ଦାସ ବୋଲି ସୂଚନା ମିଳିଛି। ଗୋଟିଏ ପଟେ…
ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୯ା୧(ସୁନିତ୍ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍ ଭାରତ ଯୋଜନାକୁ ମିଶାଇ ଗୋଟିଏ କାର୍ଡ ପ୍ରସ୍ତୁତ କରିବାକୁ ଯୋଜନା…
ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର, ୯ା୧(ସୁନିତ୍ ମିଶ୍ର):ବିଶାଖାପାଟଣାର ଏନ୍ଟିପିସିର ଅତ୍ୟାଧୁନିକ ଗ୍ରୀନ୍ ହାଇଡ୍ରୋଜେନ୍ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦର ଠାରେ…
ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍ପିଟ୍, ଘଟଣାସ୍ଥଳରେ ଉତ୍ତେଜନା
କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ମାର୍ପିଟ୍ ହେବାରୁ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା। ଏହାକୁ ନେଇ ଟାଉନ ଥାନାରେ…
ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା
ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା। ଏହି ଜନତା ଦରବାରରେ ବରଗଡ଼ ଜିଲାପାଳଙ୍କ ସମେତ ପୋଲିସ, ସ୍ବାସ୍ଥ୍ୟ, ଯୋଗାଣ, ବିଦ୍ୟୁତ୍ ଜଳସେଚନ,…
ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ
ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ…
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍ଘାଟନ
ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରିଯାପନ…
ମାଓବାଦୀ କ୍ୟାମ୍ପ୍ ସହ ଆଇଇଡି ଠାବ
ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପରେଶନ ଚାଲିଥିବାବେଳେ ସିଆରପିଏଫ ଏବଂ ଏସ୍ଓଜି ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ…
ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ
ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମଧ୍ୟ ପହଞ୍ଚିଥିଲେ।…
ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video
କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ ଆସି ନ ଥାଏ। ସେ ପିଲାର ସବୁ ଆବଶ୍ୟକତାକୁ ବୁଝିଥାଏ ଏବଂ ପୂରଣ କରିଥାଏ।…
ଗଜରାଜର ତାଣ୍ଡବ, ଶୁଣ୍ଢରେ ଉଠାଇ ୧୦ ଫୁଟ୍ ଦୂରକୁ ଫିଙ୍ଗିଲା…
ମାଲାପୁରାମ,୮।୧: କେରଳର ମାଲାପୁରାମ ଜିଲାର ତିରୁର୍ ପୁଥିଆଙ୍ଗଡ଼ି ମହୋତ୍ସବରେ ଏକ ହାତୀର ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ମହୋତ୍ସବରେ ସାମିଲ ହୋଇଥିବା ୫ ହାତୀ ମଧ୍ୟରୁ ପାକ୍କାଟୁ ଶ୍ରୀକୁଟନ୍ ନାମକ ହାତୀ ଆକ୍ରାମକ ହୋଇଯାଇଥିଲା। ସେ ସେଠାରେ ଉପସ୍ଥିତ ଥିବା ଜଣେ…
JIOର ବଡ଼ ଧମାକା, ୪୯ ଟଙ୍କାରେ ମିଳୁଛି ଅନ୍ଲିମିଟେଡ୍ ଡାଟା
ନୂଆଦିଲ୍ଲୀ,୮।୧: ରିଲାଏନ୍ସ ଜିଓର ଏଭଳି ଏକ ଶସ୍ତା ରିଚାର୍ଜ ପ୍ଲାନ, ଯାହାଦ୍ୱାରା ଆପଣଙ୍କୁ ଏକାଧିକ ଲାଭ ମିଳିବ। ୪୯ ଟଙ୍କିଆ ଏହି ପ୍ଲାନ୍ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ ଆଦିକୁ ଟକ୍କର ମଧ୍ୟ ଦେଉଛି। ୪୯ ଟଙ୍କିଆ ପ୍ରିପେଡ୍ ପ୍ଲାନ୍ରେ କମ୍ପାନୀ…
Archives


