Home

ଧାଓ୍ବନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା

ନୂଆଦିଲ୍ଲୀ,୨୧।୬(ପି.ଟି.)- ତାରକା ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ଭାରତୀୟ ବିଶ୍ୱକପ୍‌ ଦଳରୁ ବାଦ ପଡିଛନ୍ତି। ଫଳରେ ଭାରତର ବିଶ୍ୱକପ୍‌ ଅଭିଯାନକୁ ଜବରଦସ୍ତ ଝଟ୍‌କା ଲାଗିଛି। ଧାଓ୍ବନ ମଧ୍ୟ ଏଥିରେ ନିରାଶ ହୋଇଛନ୍ତି। ଏଥିପାଇଁ ତାଙ୍କୁ ସବୁଆଡୁ ସମବେଦନାର…

ଅଷ୍ଟ୍ରେଲିଆ ସେମିଫାଇନାଲ ନିକଟତର

ନଟିଂହାମ,୨୧।୬ (ପି.ଟି.)- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ ଦଳ ଅଷ୍ଟ୍ରେଲିଆ ଗୁରୁବାର ଅନୁଷ୍ଠିତ ଟୁର୍ନାମେଣ୍ଟର ୨୬ତମ ମ୍ୟାଚ୍‌ରେ ବାଂଲାଦେଶକୁ ୪୮ ରନରେ ପରାସ୍ତ କରିଛି। ଟ୍ରେଣ୍ଟ ବିଜ୍‌ରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ଅଭିଜ୍ଞ…

ଭାରତରେ ଲଞ୍ଚ ହେବନି ଫେସ୍‌ବୁକ୍‌ କ୍ରିପ୍ଟୋକରେନ୍ସି

ନୂଆଦିଲ୍ଲୀ,୨୧-୬: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ ଭାରତରେ ନିଜର କ୍ରିପ୍ଟୋକରେନ୍ସି ‘ଲିବ୍ରା’କୁ ଲଞ୍ଚ କରିବ ନାହିଁ। ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାର ପୂର୍ବରୁ ଦେଶରେ କୌଣସି ପ୍ରକାର କ୍ରିପ୍ଟୋକରେନ୍ସିର ପ୍ରଚଳନକୁ ବ୍ୟାନ୍‌ କରିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ ଫେସ୍‌ବୁକ ନିଜର…

୧୫ମାସରେ ଉଠିଯିବ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ନିର୍ମାଣ ଖର୍ଚ୍ଚ

ନୂଆଦିଲ୍ଲୀ,୨୧-୬: ଦେଶର ପ୍ରଥମ ଇଞ୍ଜିନବିହୀନ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସ ମାସକୁ ୭ କୋଟି ଟଙ୍କା ଆୟ କରୁଛି। ଏଭଳି ହାରରେ ଆୟ ହୋଇଚାଲିଲେ ଆସନ୍ତା ୧୨ରୁ ୧୫ ମାସ ମଧ୍ୟରେ ଏହି ଟ୍ରେନ ନିର୍ମାଣରେ ହୋଇଥିବା ଖର୍ଚ୍ଚ ଆଦାୟ ହୋଇଯିବ…

ଇଲେକ୍ଟ୍ରିକ ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌ ହେବ ଛାଡ଼

ନୂଆଦିଲ୍ଲୀ,୨୧-୬: ଦେଶରେ ପ୍ରଦୂଷଣମୁକ୍ତ ଇଲେକ୍ଟ୍ରିକ ବାହନ ଚଳାଚଳକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବ୍ୟାଟେରି ଚାଳିତ ସମସ୍ତ ପ୍ରକାର ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌କୁ ଛାଡ଼ କରିବାକୁ ଯାଉଛନ୍ତି। ସଡ଼କ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ…

ଆମେରିକା-ଇରାନ ଯୁଦ୍ଧ ଲାଗିଲେ; ଅଶୋଧିତ ତେଲ ଦରରେ ଲାଗିବ ନିଆଁ

ନୂଆଦିଲ୍ଲୀ,୨୧-୬: ଇରାନ ବିରୋଧରେ ଆମେରିକାର କଟକଣା ଜାରି ପରେ ତେହରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଆମେରିକାର ଏକ ସାମରିକ ଡ୍ରୋନକୁ ଇରାନ ଖସାଇ ଦେଇଛି। ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ଏବେ ଯୁଦ୍ଧର ଆଶଙ୍କା…

ସକାଳେ ଗ୍ଲାସେ କମଳା ରସ…

ସକାଳେ ଗ୍ଲାସେ କମଳା ରସ ପିିଇଲେ ଅନେକ ଫାଇଦା ମିଳିଥାଏ । ଏଥିରେ ଲୌହ, କ୍ୟାଲସିୟମ୍‌, ପୋଟାସିୟମ, ଖଣିଜ, ଭିଟାମିନ ‘ଏ’ , ‘ବି ’ ଓ ‘ସି’ ଆଦି ପୋଷକ ତତ୍ତ୍ୱ ରହିଛି। କମଳା ରସ ଶରୀରକୁ ଫୂର୍ତ୍ତି ରଖିଥାଏ।…

ଯେଉଁଠି ଶାଳ ଗଛକୁ ଦେବତା ଭଳି ପୂଜନ୍ତି ଲୋକେ…

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା…

ଓଜନ ନିୟନ୍ତ୍ରଣ କରିବ ଟମାଟୋ

ଟମାଟୋ ଖାଇଲେ ଅନେକ ଫାଇଦା ମିଳିଥାଏ। ଏହାକୁ ଲୋକେ ତରକାରୀ ହେଉ ଅବା ସାଲାଡ୍‌ ଭାବେ ସେବନ କରିପାରିବେ। ଏକ ଗବେଷଣାରୁ ଜଣାପଡ଼ିଛି, ଟମାଟୋ ଖାଇବା ଦ୍ୱାରା କ୍ୟାନସର୍‌ରୁ ରକ୍ଷା ମିଳିଥାଏ। ଗବେଷଣା ଅନୁସାରେ, ସପ୍ତାହକୁ ଅତିକମ୍‌ରେ ୧୦ଥର ଟମାଟୋ ସେବନ…

ବଜେଟ ପୂର୍ବରୁ ସବୁ ରାଜ୍ୟର ଅର୍ଥମନ୍ତ୍ରୀଙ୍କୁ ଭେଟିବେ ନିର୍ମଳା ସୀତାରାମନ

ନୂଆଦିଲ୍ଲୀ, ୨୦।୬: ଆସନ୍ତା ଜୁଲାଇ ୫ରେ ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଥିବାବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମସ୍ତ ରାଜ୍ୟର ଅର୍ଥମନ୍ତ୍ରୀଙ୍କ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବଜେଟ ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ…

ଏବେ ବି ସୁସ୍ଥ ଅଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର କୁମ୍ଭୀର ‘ମୁଜା’

ଆମେରିକାର ବେଲଗ୍ରେଡ ଚିଡ଼ିଆଖାନାକୁ ଆସିଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର କୁମ୍ଭୀର ‘ମୁଜା‘। ଆଶ୍ଚର୍ଯ୍ୟର କଥା କୁମ୍ଭୀରଟି ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ନିଜ ପ୍ରଜାତିଙ୍କ ମଧ୍ୟରେ ଏହା ସବୁଠୁ ବୟସ୍କ। ବୟସ ୮୦ ହୋଇଥିଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସମସ୍ୟା ପରିଲକ୍ଷିତ…

କଏଦୀ ପିତାଙ୍କ ସହ ଜେଲରେ ରହୁଥିଲେ ଶିଶୁ: ଜିଲାପାଳ ବଦଳାଇଦେଲେ ଜୀବନ

ରାୟପୁର, ୨୦।୬: ଛତିଶଗଡର ବିଳାଶପୁରରେ ଜଣେ ୬ ବର୍ଷର ଝିଅ ଜୀବନ ବଦଳାଇ ଦେଇଛନ୍ତି ଜିଲାପାଳ। ଝିଅଟିର ଜନ୍ମ ପରେ ତାଙ୍କ ମା’ଙ୍କ ମୃତ୍ୟୁ ହୋଇଯାଇଥିଲା। ପିତା ଅପରାଧ କରି ଜେଲ ଦଣ୍ଡାଦେଶ ଭୋଗୁଥିବାବେଳେ ଝିଅଟିଏ ଯତ୍ନ ନେବାକୁ କେହି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?