Home

ନୀରବତା ଭାଙ୍ଗିଲେ ସୋଏବ ମଲିକ

ଲଣ୍ଡନ, ୧୯।୬- ଚଳିତ ବିଶ୍ୱକପ୍‌ରେ ଭାରତ ବିପକ୍ଷ ହାଇଭୋଲଟେଜ ମ୍ୟାଚ୍‌ରେ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟରଙ୍କୁ ଏବେ ନିଜ ଦେଶରୁ ଚାରିଆଡ଼ୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏପରିକି କେତେକ ପ୍ରଶଂସକ ସୋସିଆଲ ମିଡିଆରେ ଖରାପ ଭାଷା ପ୍ରୟୋଗ କରି ଖେଳାଳିଙ୍କୁ…

ଆଇସିସି ମହିଳା ବିଶ୍ୱକପ୍‌ ୨୦୨୧ ନ୍ୟୁଜିଲାଣ୍ଡରେ

ଖ୍ରିଷ୍ଟଚର୍ଚ୍ଚ, ୧୯ା୬ (ପି.ଟି.)-ଆଇସିସି ମହିଳା କ୍ରିକେଟ ବିଶ୍ୱକପ୍‌ ୨୦୨୧ ନ୍ୟୁଜିଲାଣ୍ଡରେ ସେହିବର୍ଷ ଜାନୁୟାରୀ ୩୦ରୁ ହେବ। ସେମିଫାଇନାଲ ଏବଂ ଫାଇନାଲ ସମେତ ଏଥିରେ ମୋଟ ୩୧ ମ୍ୟାଚ ଖେଳାଯିବ। ନ୍ୟୁଜିଲାଣ୍ଡ ପୂର୍ବରୁ ଏକାକି ଅବା ମିଳିତ ଭାବେ ହେଉ ଏଭଳି ଇଭେଣ୍ଟ…

ଆଇସିସି ବିଶ୍ୱକପ: ପ୍ରତିଶୋଧ ଲକ୍ଷ୍ୟରେ ଦକ୍ଷିଣ ଆଫ୍ରିକା

ବର୍ମିଂହାମ, ୧୯।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଓ ଗତଥରର ଫାଇନାଲିଷ୍ଟ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ନ୍ୟୁଜିଲାଣ୍ଡ ଅପେକ୍ଷ ଦକ୍ଷିଣ…

ଆଫଗାନିସ୍ତାନକୁ ହରାଇ ଶୀର୍ଷରେ ଇଂଲଣ୍ଡ

ମାଞ୍ଚେଷ୍ଟର, ୧୯।୬(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ମଙ୍ଗଳବାର ଖେଳାଯାଇଥିବା ବିଶ୍ୱକପ୍‌ର ୨୪ତମ ମ୍ୟାଚ୍‌ରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୬…

ବିଭିନ୍ନ ରୋଗରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି,ସକାଳେ ଏଥିରୁ ପିଅନ୍ତୁ ଚାମୁଚେ…

ପିଆଜ ରସ ପିଇଲେ ବହୁ ରୋଗରୁ ମିଳିଥାଏ ମୁକ୍ତି। ଆୟୁର୍ବେଦରେ ପିଆଜକୁ ମହୌଷଧୀ ଭାବେ ଉଲ୍ଲେଖ କରାଯାଇଛି। ପିଆଜ ରସ କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ପିଆଜ ରସରେ ମିଥାଇଲ ସଲଫାଇଡ ଏବଂ ଏମିନୋ ଏସିଡ୍‌…

ଜିଏସ୍‌ଟି ଅଧୀନକୁ ଆସିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୧୮-୬: ପେଟ୍ରୋଲିୟମ ଉତ୍ପାଦକୁ ଜିଏସ୍‌ଟି ଅଧୀନକୁ ଆଣିବା ଲାଗି ତେଲ ଓ ବିମାନ କମ୍ପାନୀଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ତେଲକୁ ନେଇ ଗ୍ରାହକଙ୍କୁ ଆଶ୍ୱସ୍ତି ମିଳିବ ନାହିଁ। ପେଟ୍ରୋଲ, ଡିଜେଲ ଓ ଏଟିଏଫ୍‌ ବା ବିମାନ…

ଇଂଲଣ୍ଡ ଅଧିନାୟକ ମୋର୍ଗାନଙ୍କ ରେକର୍ଡ: ଗୋଟିଏ ଇନିଂସରେ ମାରିଲେ ୧୭ ଛକା

ମାଞ୍ଚେଷ୍ଟର, ୧୮।୬(ପି.ଟି.)- ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଦିନିକିଆ ଫର୍ମାଟରେ ଗୋଟିଏ ଇନିଂସରେ ସର୍ବାଧିକ ଛକା ମାରିବାରେ ରେକର୍ଡ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ୧୭ଟି ଛକା ମାରି ଏକ ବିରଳ ସଫଳତା ହାସଲ କରିଛନ୍ତି। ୭୧ଟି…

ପାଠ ପଢିବାକୁ ଯାଇ ମନୋରଞ୍ଜନ ପଞ୍ଜାବରେ ନିଖୋଜ, ଆଶା ଆଶଙ୍କାରେ ପରିବାର

ଭଦ୍ରକ ଅଫିସ, ୧୮ା୬- ଭଦ୍ରକ ବ୍ଲକ ଜଗନ୍ନାଥପୁର ଗାଁର ତ୍ରୈଲୋକ୍ୟ ସାହୁଙ୍କ ସାନପୁଅ ମନୋରଞ୍ଜନ ସାହୁ(୨୨) ଉଚ୍ଚଶିକ୍ଷା ଲାଭ କରିବାଲାଗି ଗତବର୍ଷ ପଞ୍ଜାବକୁ ଯାଇ ଭଟିଣ୍ଡା ଠାରେ ଥିବା ସେଣ୍ଟ୍ରାଲ ୟୁନିଭର୍ସିଟ୍‌ ଅଫ ପଞ୍ଜାବରେ ନାମ ଲେଖାଇ ମେଡିସ୍‌ନାଲ କେମେଷ୍ଟ୍ରିରେ ଏମ୍‌ଏସି…

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ ଆଖିରେ ଧୂଳି ଦେଇ କୁଲଡ଼ିହା ଅଭୟାରଣ୍ୟ ଭିତରକୁ ପଶିଯାଇଥିଲେ। କିନ୍ତୁ କୁଲଡ଼ିହା ଅଭୟାରଣ୍ୟ ଭିତରେ…

ବିଶ୍ୱର ସବୁଠୁ ବିପଜ୍ଜନକ ସୁଡ଼ଙ୍ଗ

ଚୀନ୍‌ର ତେହାଙ୍ଗ ପାହାଡ଼କୁ ମଝିରୁ କାଟି ତିଆରି କରାଯାଇଛି ବିଶ୍ୱର ସବୁଠୁ ଭୟାନକ ସୁଡ଼ଙ୍ଗ। ଏହାର ନାମ ରହିଛି ଗୁଓଲିୟାଙ୍ଗ୍‌। ସୁଡ଼ଙ୍ଗର ନିର୍ମାଣ ୧୯୭୨ରେ ହୋଇଥିଲା। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି ସୁଡ଼ଙ୍ଗରେ କେବଳ ଚାଲି ଚାଲି ଯିବାର ନିୟମ ଥିଲା। ଏବେ…

୩ ହଜାର ଫୁଟ୍‌ ପାହାଡ଼ ଚଢ଼ିଲେ ୧୦ ବର୍ଷର ଝିଅ

ଯେଉଁ ପାହାଡ଼କୁ ଚଢ଼ିବା ସମୟରେ ପ୍ରାୟ ୩୧ଜଣଙ୍କ ମୃତ୍ୟୁ ହୋଇଛି ସେଠାରେ ଜଣେ ୧୦ ବର୍ଷର ଝିଅ ଏହାକୁ ଚଢ଼ିିବାରେ ସଫଳ ହୋଇଛନ୍ତି। ଏଥିସହ ସବୁଠୁ କମ୍‌ ବୟସରେ ୩ ହଜାର ଫୁଟ୍‌ ଉଚ୍ଚ ପାହାଡ ଚଢ଼ି ଝିଅଟି ପ୍ରଥମ ପାହାଡ…

ବଢ଼ିଲା ଖରାଛୁଟି, ୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ବିଦ୍ୟାଳୟର ଖରାଛୁଟି ଅବଧିକୁ ବଢ଼ାଇଛନ୍ତି। ତଦନୁଯାୟୀ ସ୍କୁଲଗୁଡ଼ିକ ଆସନ୍ତା ୨୫ ତାରିଖ ଯାଏଁ ଛୁଟି ରହିବ ଓ ୨୬ ତାରିଖରେ ଖୋଲିବ । ଏ ନେଇ ସ୍କୁଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?