Home

ଘିକୁଆଁରୀ ଏହି ଲୋକଙ୍କ ପାଇଁ ଲାଭଦାୟକ ନୁହେଁ

ଘିକୁଆଁରୀ ଖାଇବା ଲାଭଦାୟକକ ହୋଇଥାଏ ବୋଲି ଶୁଣିଥିବେ। ଏଥିରେ ଥିବା ଆଣ୍ଟି ଇନ୍‌ଫ୍ଲାମାଟୋରି ଗୁଣ, ଯାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏହାସହିତ ଏଥିରେ ଆଣ୍ଟି ଅକ୍ସିଡାଣ୍ଟ ଗୁଣ ମଧ୍ୟ ରହିଥାଏ। ତେବେ ତ୍ୱଚାର ସୌନ୍ଦର୍ଯ୍ୟ ବଢ଼ାଇବା ପାଇଁ ଏହାର ଗୁରୁତ୍ୱପୂର୍ଣ୍ଣ…

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଏଥିସହ ସନ୍ଧ୍ୟାରେ ଝଡ଼ ତୋଫାନ ମୌସୁମୀ ଆଗମନର ସୂଚନା…

ମୁଣ୍ଡ ନେଉଛି ମସ୍ତିଷ୍କ ଜ୍ୱର

ପାଟନା,୧୬ା୬(ପି.ଟି./ଆଇଏଏନ୍‌ଏସ୍‌): ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍‌ ସିଣ୍ଡ୍ରୋମ୍‌ (ଏଇଏସ୍‌) ଏବଂ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ (ଜେଇ) ରୋଗରେ ଆକ୍ରାନ୍ତ ହୋଇ ମୁଜାଫରପୁର ଜିଲାର ଦୁଇଟି ସରକାରୀ ହସ୍ପିଟାଲରେ ଶନିବାର ୧୨ ଚିକିତ୍ସାଧୀନ ଶିଶୁଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ଶିଶୁଙ୍କ…

କଙ୍ଗାରୁ କୋର୍ଟର ବିଚିତ୍ର ନିଷ୍ପତ୍ତି: ପୀଡ଼ିତାଙ୍କ ପବିତ୍ରତା ଲାଗି ଆମିଷ ଭୋଜି ଦାବି

ଭୋପାଳ,୧୬ା୬ : କଙ୍ଗାରୁ କୋର୍ଟ ବା ଖାପ୍‌ ପଞ୍ଚାୟତର କୌଣସି ଆଇନଗତ ବୈଧତା ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହାସତ୍ତ୍ୱେ କଙ୍ଗାରୁ କୋର୍ଟର ବର୍ବରତା ଓ ଏକତରଫା ନିଷ୍ପତ୍ତି ଲୋକଙ୍କୁ ଅଡ଼ୁଆରେ ପକାଉଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

ଆଜି ବିଶ୍ୱ ପିତୃ ଦିବସ: ବଦଳିଯାଉଛି ପିତା ଧର୍ମ ପିତା ସ୍ବର୍ଗର ପରିଭାଷା, ପରିବାର ଥିଲେ ମଧ୍ୟ ସେମାନେ ଅବହେଳିତ

ଖଣ୍ଡପଡା,୧୬ା୬ – ବାପାମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଜୁନ ମାସର ତୃତୀୟ ରବିବାରକୁ ପିତୃଦିବସ ଭାବେ ପାଳନ କରାଯାଉଛି। ହାତ ଧରି ଯିଏ ଚାଲିବା ଶିଖାଏ, ସମ୍ବଳ ନ ଥାଇ ମୁଣ୍ଡଝାଳ ତୁଣ୍ଡରେ ମାରି ଯିଏ ପିଲାର ଭବିଷ୍ୟତ ପାଇଁ…

ଲେଉଟି ଆସିଲା ସାମୁଦ୍ରିକ ଝଡ଼ ‘ବାୟୁ’: ୪୮ ଘଣ୍ଟାରେ ଗୁଜରାଟ ଉପକୂଳ ଛୁଇଁବ

ନୂଆଦିଲ୍ଲୀ,୧୬ା୬ : ସାମୁଦ୍ରିକ ବାତ୍ୟା ‘ବାୟୁ’ ଲୁଚକାଳି ଖେଳୁଛି। ଗତ ଗୁରୁବାର ଏହା ଗୁଜରାଟ ଉପକୂଳରେ ମାଡ଼ ହେବାର ଆଶଙ୍କା ଥିବାବେଳେ ବୁଧବାର ରାତିରେ ଏହାର ଗତିପଥ ବଦଳି ଯାଇଥିଲା। ଫଳରେ ରାଜ୍ୟ ସରକାର ସ୍ଥାନାନ୍ତର ହୋଇଥିବା ପ୍ରାୟ ୩ ଲକ୍ଷ…

ମୁଣ୍ଡ ନୁଆଁଇଲେ ମମତା

ନୂଆଦିଲ୍ଲୀ,୧୬ା୬(ପି.ଟି.): ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଛି। ଏହାକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କୁ ଆଲୋଚନା ନିମନ୍ତେ ଡାକିଥିଲେ ହେଁ ଡାକ୍ତରମାନେ ତାହାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଅନ୍ୟପକ୍ଷରେ ଡାକ୍ତରଙ୍କ ସମସ୍ତ…

ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ବାଜିଲା ବିଗୁଲ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଓଡ଼ିଶାର ଖାଲିପଡ଼ିିଥିବା ୩ଟି ରାଜ୍ୟ ସଭା ଆସନରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ଶନିବାର ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ନିର୍ବାଚନ ପାଇଁ ଆସନ୍ତା ୧୮ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରାର୍ଥୀମାନେ ନାମାଙ୍କନ…

ମେଟ୍ରୋ ଟ୍ରେନ ଯାତ୍ରା ଲାଗି ଆସିବ ଏକକ କାର୍ଡ

ନୂଆଦିଲ୍ଲୀ,୧୬-୬: ମେଟ୍ରୋ ରେଳ ଯାତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଖୁବଶୀଘ୍ର ଏକ ନୂଆ କାର୍ଡ ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ଦେଶର ସମସ୍ତ ମେଟ୍ରୋ ରେଳରେ ଯାତ୍ରା କରିହେବ। ଏହା ପ୍ରଚଳନରେ ଥିବା ଓ୍ବନ୍‌ ନେଶନ-ଓ୍ବନ୍‌ କାର୍ଡଠାରୁ ସମ୍ପୂର୍ଣ୍ଣ ଭିନ୍ନ ହେବ। ଓ୍ବନ୍‌…

ପଙ୍କପାଳରେ ମାଙ୍କଡ଼ ଆତଙ୍କ: ଭୟରେ ହନୁମାନଙ୍କ ପୂଜା କଲେ ଗ୍ରାମବାସୀ

କୁଜଙ୍ଗ,୧୬ା୬(ସ୍ବ.ପ୍ର.): ଦୀର୍ଘ ଏକ ମାସ ହେଲା ପଙ୍କପାଳରେ ଆତଙ୍କ ସୃଷ୍ଟି କରିଥିବା ଏକ ମାଙ୍କଡ଼କୁ ନେଇ ସ୍ଥାନୀୟ ଲୋକଙ୍କ ଚିନ୍ତା ବଢିବାରେ ଲାଗିଛି। ଇତିମଧ୍ୟରେ ମାଙ୍କଡ଼ ଆକ୍ରମଣରେ ୨୧ରୁ ଊର୍ଦ୍ଧ୍ୱ ଲୋକ ଆହତ ହେଲେଣି। ସବୁ ପ୍ରକାର ଉଦ୍ୟମ ସତ୍ତ୍ୱେ ବନ…

ଆଇସିସି ବିଶ୍ୱକପ୍‌: ଭାରତ- ପାକିସ୍ତାନ ହାଇଭୋଲ୍‌ଟେଜ ମୁକାବିଲା

ମାଞ୍ଚେଷ୍ଟର,୧୬।୬(ପି.ଟି.)- ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଏକ ହାଇଭୋଲଟେଜ କ୍ରିକେଟ ମ୍ୟାଚ୍‌ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୨୨ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ଭାରତୀୟ ଦଳ ପୁଣି ଥରେ ବାଜି ମାରିବା…

ଦକ୍ଷିଣ ଆଫ୍ରିକାର ପ୍ରଥମ ବିଜୟ

କାର୍ଡିଫ୍‌,୧୬।୬(ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ୫ଟି ମ୍ୟାଚ୍‌ ଖେଳିବା ପରେ ଦକ୍ଷିଣ ଆଫ୍ରିକା ପ୍ରଥମଥର ପାଇଁ ବିଜୟର ସ୍ବାଦ ଚାଖିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ତଥା ଦିବାରାତ୍ର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ୧୧୬ଟି ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?