Home

ବିଶ୍ୱକପ୍‌ରେ ପାକିସ୍ତାନକୁ ସବୁଥର ହରାଇଛି ଭାରତ

ମାଞ୍ଚେଷ୍ଟର,୧୬।୬(ପି.ଟି.)-ଆଇସିସି ବିଶ୍ୱକପ୍‌ରେ ଭାରତ ଓ ପାକିସ୍ତାନ ୬ଥର ପରସ୍ପରକୁ ଭେଟିଛନ୍ତି। ସବୁ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଥିବା ବେଳେ ପାକିସ୍ତାନ ହାତ ଖାଲି ରହିଛି। ତେବେ ଦିନିକିଆ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଦୁଇଦେଶ ୧୩୧ଟି ମ୍ୟାଚ୍‌ରେ ମୁହଁମୁହିଁ ହୋଇଛନ୍ତି। ଏଥିରେ ପାକିସ୍ତାନ…

ଭିନ୍ନ ଏକ ରଜ ଉତ୍ସବ

ବ୍ରହ୍ମପୁର ଅଫିସ୍‌,୧୬ା୬-ସେମାନେ ଦେଖି ପାରନ୍ତି ନାହିଁ । ନିଜ ଗୋଡ଼ରେ ଚାଲିପାରନ୍ତି ନାହିଁ । ସେମାନେ ଦୃଷ୍ଟିବାଧିତ, ଭିନ୍ନକ୍ଷମ। କିନ୍ତୁ ସାଧାରଣ ଯୁବତୀ ଯୁବକଙ୍କ ଭଳି ପ୍ରତ୍ୟେକ ପର୍ବକୁ ଧୁମ୍‌ଧାମ୍‌ରେ ପାଳିବାକୁ ଇଚ୍ଛା । ରଜରେ ମଉଜ କରିବାକୁ ମନ ।…

ସକାଳେ କପେ ପାନମଧୁରୀ ଚା’…

ପାନମଧୁରୀ ଚା’ ଦେହ ପାଇଁ ବହୁ ଉପକାରୀ। ବହୁ ରୋଗରୁ ଏହା ଦୂରେଇ ରଖିଥାଏ। କେତେକ ଏହାକୁ ‘ଥାଇମ୍‌ ଟି’ ମଧ୍ୟ କୁହନ୍ତି। ଏହା ହୃଦୟ ଓ ମସ୍ତିଷ୍କ ପାଇଁ ବେଶ ଲାଭଦାୟକ। ଅଭ୍ୟାସ କରି ସକାଳେ ଅଧାକପ ପାନମଧୁରୀ ଚା’…

ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଢେଙ୍କିକୋଟ, ୧୬ା୬(ଡି.ଏନ୍‌.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା ଠାକୁରାଣୀଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ…

୧୮ରେ ରାଜ୍ୟପାଳଙ୍କ କପ୍ତିପଦା ଗସ୍ତ

କପ୍ତିପଦା, ୧୬।୬ (ଡ଼ି.ଏନ୍‌.ଏ.)- ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆସନ୍ତା ୧୮ ତାରିଖରେ ମୟୂରଭଞ୍ଜ ଜିଲାର କପ୍ତିପଦା ବ୍ଲକ୍‌ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି। ସେ କପ୍ତିପଦା ବ୍ଲକ୍‌ର ଜଡ଼ିଦା ମଧ୍ୟଇଂରାଜୀ ବିଦ୍ୟାଳୟର ସୁବର୍ଣ୍ଣ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଶନିବାର ଶେଷ ହୋଇଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ଶନିବାର ଅନୁଷ୍ଠିତ ଫାଇନାଲରେ ଭାରତ ୫-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ବରୁଣ କୁମାର ଓ…

ବର୍ଷାଜଳ ସଂରକ୍ଷଣ ପାଇଁ ପ୍ରତି ଗାଁ ମୁଖିଆଙ୍କୁ ଚିିଠି ଲେଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ଗାଁ ମୁଖିଆଙ୍କୁ ଏକ ବ୍ୟକ୍ତିଗତ ପତ୍ର ଲେଖିଛନ୍ତି। ଗ୍ରାମାଞ୍ଚଳରେ ଜଳ ସଂକଟକୁ ଦୃଷ୍ଟିରେ ରଖି ଏମିତି ଚିଠି ଲେଖିଛନ୍ତି। ଏଥିରେ ସେ ଲେଖିଛନ୍ତି, ମୌସୁମୀ ଆସିବା ପୂର୍ବରୁ ବହୁ ପରିମାଣର ବର୍ଷାଜଳ ସଂରକ୍ଷଣ କରିବାକୁ।…

ସେଲ୍ସମ୍ୟାନ ଠକିନେଲେ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା

ଭଦ୍ରକ ଅଫିସ, ୧୫।୬ : ଭଦ୍ରକ ଡାହାଣୀଗଡ଼ିଆର ଏକ ଇଲେକ୍ଟ୍ରୋନିନ୍ସ ଦୋକାନରୁ ସେଲ୍ସମ୍ୟାନ ପ୍ରାୟ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିବା ଶୁକ୍ରବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଟାଉନ ଥାନା ପୋଲିସ ଏକ ମାମଲା(ନଂ.୧୭୮/୧୯) ରୁଜୁ…

ସମୀକ୍ଷା ହେଲେ ରଜ କୁଇନ୍‌

ତିହିଡ଼ି, ୧୫।୬ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ଚଉଁରୀ ଗଁ।ରେ ଶୁକ୍ରବାର ରଜବତୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ରଜ ମହୋତ୍ସବରେ ସମୀକ୍ଷା ଦାସ ରଜ କୁଇନ୍‌ ହୋଇଛନ୍ତି। ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ…

ପ୍ରେମୀ ଯୁଗଳଙ୍କୁ ସୁରକ୍ଷା ଦିଏ ଏହି ମନ୍ଦିର…

ପ୍ରେମ ବାଧା ବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି କରିଥାନ୍ତି ବିବାହ। ତେବେ ସେମାନଙ୍କ ସୁରକ୍ଷା ନେଇ ଅନେକ ସମୟରେ ସୃଷ୍ଟି ହୋଇଥାଏ ସମସ୍ୟା। ହିମାଚଳ ପ୍ରଦେଶରେ…

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୨୦୨୪…

ଅଟୋ ଦୁର୍ଘଟଣାଗ୍ରସ୍ତ : ୧୦ ଆହତ

ଦାରିଙ୍ଗବାଡ଼ି,୧୫ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଆମ୍ବଖାଲିଆ ଘାଟିରେ ଏକ ଯାତ୍ରୀବାହୀ ଅଟୋ (ଓଡି ୨୫ ଏ-୭୩୮୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୧୦ ଜଣ ଆହତ ହୋଇଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଗଦାପୁର ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?