ରକ୍ତଦାନ କଲେ ଶରୀରରୁ ରକ୍ତ କମେ ନାହିଁ : ମନରୁ ଦୂର କରନ୍ତୁ ଏହି ଭ୍ରମ
କୁହାଯାଏ ରକ୍ତଦାନ ମହାପୁଣ୍ୟ। ତଥାପି ଏହାକୁ ନେଇ ଲୋକଙ୍କ ମନରେ ଭ୍ରମଧାରଣା ରହିଛି। ରକ୍ତଦାନ କଲେ ଶରୀରରୁ ରକ୍ତ କମିଯାଏ ବୋଲି ଅନେକଙ୍କ ଧାରଣା। କିଛି ଲୋକ ଭାବନ୍ତି ରକ୍ତଦାନ କଲେ ଶରୀର ଦୁର୍ବଳ ହୋଇଯିବ। ଆଜି ଅର୍ଥାତ ଜୁନ୍ ୧୪…
ଟ୍ରିପଲ୍ ତଲାକ୍ ବିଲ୍କୁ ବିରୋଧ କରିବ ଜେଡିୟୁ
ପାଟନା, ୧୪।୬: କେନ୍ଦ୍ର କ୍ୟାବିନେଟ ଟ୍ରିପିଲ ତଲାକ ବିଲକୁ ମଞ୍ଜୁରୀ ଦେଇଛି। ଅଗାମୀ ସଂସଦୀୟ ଅଧିବେଶନରେ ଏହି ବିଲ୍ ଆସିବ ବୋଲି ପଥ ପରିଷ୍କାର ହୋଇଛି। ଭାଜପା ନେତୃତ୍ୱାଧୀନ ଏନଡିଏରେ ରହିଥିଲେ ମଧ୍ୟ ଆଗାମୀ ଦିନରେ ଟ୍ରିପିଲ ତଲାକ ବିଲକୁ ରାଜ୍ୟସଭାରେ…
ବିଶ୍ୱର ବିପଦସଙ୍କୁଳ ରେଳମାର୍ଗ, ଯେଉଁଠାକୁ ଯିବା ମୃତ୍ୟୁକୁ ଆଲିଙ୍ଗନ ସଙ୍ଗେ ସମାନ: ଏଥିରେ ରହିଛି ଭାରତ
ବିଶ୍ୱରେ ଏପରି କିଛି ସ୍ଥାନ ରହିଛି, ଯେଉଁ ସ୍ଥାନକୁ ଯିବା ବ୍ୟକ୍ତିଙ୍କ ପାଇଁ ବିପଦ ହୋଇଥାଏ। କେଉଁଠି ପାହାଡ଼ ତ କେଉଁଠି ଜଙ୍ଗଲ ବିପଦସଙ୍କୁଳ ସ୍ଥାନ ହୋଇଥାଏ। ଏସବୁ ସ୍ଥାନରେ ଟିକିଏ ଭୁଲ୍ରେ ଜୀବନ ଯିବାର ଆଶଙ୍କା ଥାଏ। ଯେଉଁଠାକୁ ଯିବା…
ମମତାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ଆଲୋଚନା କରି ଡାକ୍ତର ଆନ୍ଦୋଳନ ମାମଲା ସମାଧାନ କର
କୋଲକତା, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଧିରେ ଧିରେ ଏହି ଆନ୍ଦେଳନ ତୀବ୍ର ହେବାକୁ ଲାଗିଥିବାବେଳେ ଶୁକ୍ରବାର କୋଲକତା ହାଇକୋର୍ଟ…
ଦାଦା-ପୁତୁରା ହେବେନି ଏକାଠି: ଏକାକୀ ନିର୍ବାଚନ ଲଢିବେ ଶିବପାଲ
ଲକ୍ଷ୍ନୌ, ୧୪।୬: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟି ମେଣ୍ଟ ଭାଙ୍ଗିବା ପରେ ସାନ ଭାଇ ଶିବପାଲ ଯାଦବ ଏବଂ ପୁଅ ଅଖିଲେଶକୁ ଏକାଠି କରିବା ପାଇଁ ଅଣ୍ଟା ଭିଡିଥିଲେ ମୁଲାୟମ ସିଂହ ଯାଦବ। କିନ୍ତୁ ମୂଲାୟମଙ୍କ…
ସମୁଦ୍ରରେ ୪ କି.ମି. ପର୍ଯ୍ୟନ୍ତ ଭାସି ଯାଇଥିବା ଯୁବକଙ୍କୁ ଉଦ୍ଧାର କଲେ କୋଷ୍ଟଗାର୍ଡ
ପଣଜୀ,୧୪।୬: ଗୋଆର ପ୍ରସିଦ୍ଧ କାବୋ ଡେ ରାମା ସମୁଦ୍ରରେ ଭାସିଯାଉଥିବା ଜଣେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଛନ୍ତି ଭାରତୀୟ ତଟରକ୍ଷୀ ଟିମ୍। ଉଦ୍ଧାର ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଜଣେ ଯୁବକ(୨୦) ସମୁଦ୍ର କୂଳରେ…
ଡାକ୍ତର ଆନ୍ଦୋଳନରେ ସାମିଲ ହେଲେ ମମତାଙ୍କ ଭଣଜା
କୋଲକାତା: ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ରୋଗୀ ସେବା ଗୁରୁତର ବ୍ୟାହତ ହୋଇଛି। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିବା ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀ ଡାକ୍ତରଙ୍କୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି ଜୁନିୟର ଡାକ୍ତରମାନେ ଆନ୍ଦୋଳନରୁ ନ…
ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ହସ୍ପିଟାଲରେ ଶିଶୁ ସହ ଘଟିଲା ଏଭଳି ଘଟଣା
ମୁମ୍ବାଇ,୧୪।୬: ମୁମ୍ବାଇର ଏକ ହସ୍ପିଟାଲରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ହସ୍ପିଟାଲରେ ଜଣେ ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ଏହାର ସୁଯୋଗ ନେଇ ଜଣେ ଦୁର୍ବୃତ୍ତ ନବଜାତ ଶିଶୁକୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ଶୀତଲ ସାଲଓ୍ବୀ(୩୪)କିଛି…
ଇମ୍ରାନଙ୍କ ଆଗରେ ମୋଦିଙ୍କ ହୁଙ୍କାର: ଆତଙ୍କବାଦୀଙ୍କୁ ମୂଳପୋଛ କରାଯାଉ
ବିଶକେକ, ୧୪।୬: ସାଂଘାଇ କୋଅପରେଶନ ଅରଗାଇନାଇଜେଶନ(ଏସସିଓ) ସମ୍ମିଳନୀର ଦ୍ୱିତୀୟ ଦିନରେ ଆତଙ୍କବାଦ ମୂଳପୋଛ ପାଇଁ ସବୁ ଦେଶ ମିଶି ଆଗେଇ ଆସିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। କିର୍ଗିଜିସ୍ତାନର ରାଜଧାନୀ ବିଶକେକଠରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି…
ଗୁଜରାଟ ମାଡ ହେବା ପୂର୍ବରୁ ଦିଗ ବଦଳାଇଲା ‘ବାୟୁ’: ମୁଖ୍ୟମନ୍ତ୍ରୀ କହିଲେ, ସବୁ ଭଗବାନ କୃଷ୍ଣଙ୍କ କୃପା
ଅହମ୍ମଦାବାଦ, ୧୪।୬:ସାମୁଦ୍ରିକ ବାତ୍ୟା ‘ବାୟୁ’ ଦିଗ ବଳାଇଛି। ଗୁଜରାଟରେ ମାଡ଼ହେବା ପୂର୍ବରୁ ଏହା ପୁଣି ଆରବ ସାଗର ମୁହାଁ ହୋଇଛି। ଭେରେଭାଲ୍, ପୋର୍ବନ୍ଦର, ଓ ଦ୍ୱାରକା ପାଖଦେଇ ଏହା ଚାଲିଯିବ ବୋଲି ଜଣାପଡ଼ିଛି। ଏନେଇ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ନିଜ ମତ…
ଜାମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୨ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୪।୬: ଜମ୍ମୁ-କଶ୍ମୀରର ପୁଲଓ୍ବମାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମଧ୍ୟରେ ଲଢେଇ ଜାରି ରହିଛି। ଶୁକ୍ରବାର ସକାଳୁ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ହିଜବୁଲ ମୁଜାହିଦ୍ଦିନର ଡେପୁଟୀ ଚିଫ୍ଙ୍କୁ ମଧ୍ୟ ଘେରିବାରେ ସଫଳ ହୋଇଛି ପୋଲିସ। ସୂଚନାଯୋଗ୍ୟ,…
ଜମ୍ମୁ-କଶ୍ମୀରରେ ବ୍ରେକ୍ ଫେଲ୍ ହେବାରୁ ଓଲଟିଲା ବସ୍
ଶ୍ରୀନଗର,୧୪।୬: ଜମ୍ମୁ କଶ୍ମୀର କିସ୍ତଓ୍ବାରରେ ଶୁକ୍ରବାର ସକାଳେ ବସ୍ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସେହି ସମୟରେ ଭାରତ-ତିବ୍ବତ ସୀମା ପୋଲିସ(ଆଇଟିବିପି) ଯବାନ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଏକ ଘରୋଇ ବସ୍ ମନପ୍ରୀତ୍ ଟ୍ରାଭେଲରେ ୪୨ ଜଣ ଯାତ୍ରୀ ଗଣ୍ଡୋହରୁ…

