Home

ବର୍ଷା ପବନରେ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର, ୧୪।୬ (ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏଥିରେ ଏକାଧିକ ବିଦ୍ୟୁତ୍‌୍‌ ଖୁଣ୍ଟ ଭାଙ୍ଗିଯାଇଥିବାରୁ ଭଞ୍ଜନଗର ସହର ଓ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଥିଲା। ଗୁରୁବାର ପୂର୍ବାହ୍ନରେ ସାଉଥ୍‌କୋ କର୍ମଚାରୀମାନେ…

ସାନ ମାଛକାନ୍ଦଣା ଡ୍ୟାମ୍‌ରେ କମୁଛି ଜଳସ୍ତର: ପୁରୁଣା ସହରରେ ପାଣି ପାଇଁ ହାହାକାର

କେନ୍ଦୁଝର,୧୪ା୬(ସ୍ବ.ପ୍ର.)-କେନ୍ଦୁଝର ପୁରୁଣା ସହରରେ ଦୀର୍ଘଦିନ ହେଲା ଜଳ ସଙ୍କଟ ସମସ୍ୟା ଲାଗି ରହିଛି ା ପାଇପ ଦ୍ୱାରା ଜଳ ଯୋଗାଣ ହୋଇପାରୁ ନାହିଁ ା ଲୋକେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ବଡ଼ବଡିଆ ଲୋକେ ବୋରଓ୍ବେଲ ଖୋଳି ନିଜର ଆବଶ୍ୟକତା ଅନୁଯାୟୀ…

ଏଫଆଇଏଚ୍‌ ସିରିଜ ଫାଇନାଲ୍ସ,ସେମିଫାଇନାଲ: ଭାରତ ଫେଭରାଇଟ

ଭୁବନେଶ୍ୱର, ୧୪।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ରୋମାଞ୍ଚକ ସମୟ ଉପନୀତ। ପୁଲ୍‌ ପର୍ଯ୍ୟାୟ ଓ କ୍ରସ୍‌ ଓଭର ପରେ ଶୁକ୍ରବାର ହେବାକୁ ଯାଉଛି ପ୍ରତିଯୋଗିତାର ୨ଟି ଯାକ ସେମିଫାଇନାଲ। ପ୍ରଥମ ସେମିଫାଇନାଲରେ ଆମେରିକାକୁ ଭେଟିବ…

ମନ ଜିଣିଲେ ଓ୍ବାର୍ନର

ଟଣ୍ଟନ, ୧୪ା୬ (ପି.ଟି.)-ଚଳିତ ଆଇସିସି ବିଶ୍ୱକପ୍‌ରେ ଜଣେ ଅଷ୍ଟ୍ରେଲୀୟ ଓପନର ଏକ ମନ ଜିଣିଲା ଭଳି କାର୍ଯ୍ୟ କରିଛନ୍ତି। ପାକିସ୍ତାନ ବିପକ୍ଷ ମ୍ୟାଚରେ ସେ ଜିତିଥିବା ‘ମ୍ୟାନ ଅଫ୍‌ ଦି ମ୍ୟାଚ’ ପୁରସ୍କାରକୁ ଜଣେ ଅଷ୍ଟ୍ରେଲୀୟ ଦଳର ବାଳକ ସମର୍ଥକଙ୍କୁ ପ୍ରଦାନ…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ଆର୍ଚର ବନାମ ଗେଲ୍‌

ସାଉଥାମ୍ପଟନ,୧୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ପ୍ରଶଂସକମାନେ ଓ୍ବେଷ୍ଟଇଣ୍ଡିଜ ବିସ୍ଫୋରକ ଓପନ କ୍ରିସ୍‌ ଗେଲ୍‌…

ଆଦାୟ ହେବ ଟିକସ: କ୍ଷତି ଦର୍ଶାଇ ଠକୁଛନ୍ତି ୨.୫ ଲକ୍ଷ କମ୍ପାନୀ

ନୂଆଦିଲ୍ଲୀ,୧୪-୬: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ମୋଦି ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବିମୁଦ୍ରୀକରଣ ପରେ ଭୂତ କମ୍ପାନୀଙ୍କୁ ବନ୍ଦ କରି ଦେଶର ଚାଲିଥିବା ସମାନ୍ତରାଳ ଅର୍ଥନୀତିକୁ ଧ୍ୱସ୍ତ କରିବା ପରେ ମୋଦି ସରକାର ଏବେ…

୧୦୦ରୁ ଊର୍ଦ୍ଧ୍ୱ ଟିସିଏସ୍‌ କର୍ମଚାରୀ କୋଟିପତି

ବେଙ୍ଗାଲୁରୁ,୧୪-୬: ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ରେ କୋଟିପତି କର୍ମଚାରୀଙ୍କ ସଂଖ୍ୟା ୧୦୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ କର୍ମଚାରୀ ନିଜ କ୍ୟାରିୟର ଏହି କମ୍ପାନୀରୁ ଆରମ୍ଭ କରିଛନ୍ତି। ଆର୍ଥିକ ବର୍ଷ ୨୦୧୭ରେ ଟିସିଏସ୍‌ରେ ୯୧ ଜଣ କୋଟିପତି କର୍ମଚାରୀ…

ଇଏସ୍‌ଆଇ ଅଂଶଦାନ ୪%କୁ ହ୍ରାସ

ନୂଆଦିଲ୍ଲୀ,୧୪-୬: କେନ୍ଦ୍ର ସରକାର କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇ)ର ସ୍ବାସ୍ଥ୍ୟ ବୀମା କାର୍ଯ୍ୟକ୍ରମରେ ନିଯୁକ୍ତିଦାତା ଏବଂ କର୍ମଚାରୀଙ୍କ ମୋଟ ଅଂଶଦାନକୁ ୬.୫%ରୁ ୪%କୁ ହ୍ରାସ କରିଛନ୍ତି। ଏହାଦ୍ୱାରା ୧୨.୮୫ ଲକ୍ଷ ନିଯୁକ୍ତିଦାତା ପ୍ରତିବର୍ଷ ୫ ହଜାର କୋଟି ଟଙ୍କା ସଞ୍ଚୟ କରିପାରିବେ।…

ସକାଳେ ପିଇଲେ କପେ ଲବଙ୍ଗ ଚା’…

ଲବଙ୍ଗର ଅନେକ ଔଷଧୀୟ ଗୁଣ ରହିଛି। ବର୍ଷାଦିନେ ସକାଳୁ କପେ ଲବଙ୍ଗ ଚା’ ପିଇଲେ ଏହା ଶରୀର ଲାଗି ହିତକର ହୋଇଥାଏ । କିଛି ପାଣିରେ ତୁଳସୀ ପତ୍ର, ପୋଦିନା ପତ୍ର ଓ ଲବଙ୍ଗ ପକାଇ ନାଲି ଚା’ କରି ପିଇଲେ…

ବନ୍ଦୀ ବରଗଛ…

ପାକିସ୍ତାନର ଖୈବରଠାରେ ରହିଛି ଏକ ବରଗଛ। ୧୨୦ ବର୍ଷ ଧରି ଏହି ବରଗଛକୁ ଲୁହା ଜଞ୍ଜିରରେ ବନ୍ଧା ଯାଇଛି। ଗଛରେ ଏକ ବୋର୍ଡରେ ଲେଖା ଯାଇଛି ‘ଆଇ ଆମ୍‌ ଅଣ୍ଡର ଆରେଷ୍ଟ’। ୧୮୯୮ରେ ଇଂରେଜ ଅଫିସର ଜେମ୍ସ୍‌ ସ୍କ୍ବିଡ୍‌ ଦିନେ ରାତିରେ…

ଲାଲ୍‌ ଲେହେଙ୍ଗାରେ ସାରାଙ୍କ ଫଟୋଶୁଟ: ଫଟୋ ଦେଖି ବିବାହ ପ୍ରସ୍ତାବ ଦେଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ୍‌ ଜଗତରେ ପାଦ ଥାପିବା ଦିନଠାରୁ ସୈଫ ଲଳନା ସାରାଙ୍କ କ୍ରେଜ୍‌ କାହାଠାରୁ କମ୍‌ ନୁହେଁ। ଫିଲ୍ମ ‘କେଦାରନାଥ’ ଓ ‘ସିମ୍ବା’ରେ ତାଙ୍କର ଅଭିନୟକୁ ଦର୍ଶକ ପସନ୍ଦ କରିବା ପରେ ଏବେ ତାଙ୍କ ଆଗରେ ନିର୍ମାତାଙ୍କ ଲମ୍ବା ଲାଇନ୍‌। ଗୋଟିଏ…

ନିର୍ମାଣ କାର୍ଯ୍ୟରେ ଅନିୟମିତତା : ଜିଲାପାଳଙ୍କଠାରେ ଗ୍ରାମବାସୀ ଫେରାଦ

ବାରିପଦା ଅଫିସ,୧୩ା୬ : ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ବଣକାଟୀ ପଞ୍ଚାୟତ ବରଜିଆଣି ଗ୍ରାମରେ ଏକ କାର୍ଯ୍ୟରେ ଅନିୟମିତା ହୋଇଥିବା ନେଇ ଗୁରୁବାର ଗ୍ରାମବାସୀ ଜିଲାପାଳଙ୍କ ଠାରେ ଫେରାଦ ହୋଇଛନ୍ତି। ଏନେଇ ପୂର୍ବରୁ ସେମାନେ ସ୍ଥାନୀୟ ବିଡିଓଙ୍କ ମଧ୍ୟ ଦୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?