Home

ଟ୍ରକ୍‌ ଦୁର୍ଘଟଣାରେ ସ୍ତ୍ରୀ ମୃତ; ସ୍ବାମୀ-ଝିଅ ଗୁରୁତର: ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ସାକ୍ଷୀଗୋପାଳ,୧୩।୬(ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକ ଛକରେ ଗୁରୁବାର ଏକ ମର୍ମନ୍ତୁଦ ଟ୍ରକ୍‌ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୀ ନବକଳେବର ରୋଡରେ ରହୁଥିବା ସସ୍ମିତା ମିଶ୍ର(୩୯)। ସେହିପରି ମହିଳାଙ୍କ ସ୍ବାମୀ ଶିବ ପ୍ରସାଦ ମିଶ୍ର ଓ କନ୍ୟା ସ୍ଥିତି…

ଦୋକାନରେ କାମ କରୁଛନ୍ତି ଶିଶୁଶ୍ରମିକ, ପ୍ରଶାସନିକ ଅଧିକାରୀଙ୍କ ଅଣଦେଖା

ଆନନ୍ଦପୁର,୧୩ା୬(ସ୍ବ.ପ୍ର.): ଆନନ୍ଦପୁର ଫକୀରମୋହନ ବଜାରରେ ଜଣେ ଶିଶୁଶ୍ରମିକ ପାଣି ବୋହୁଥିବାର ଦେଖିବାକୁ ମିଳିଛି। ଉକ୍ତ ନାବାଳକ ଜଣକ ନିୟମିତ ଭାବେ ପାଣି ବୋହିବା କାର୍ଯ୍ୟଠାରୁ ଆରମ୍ଭ କରି ଦୋକାନରେ ପ୍ଲେଟ୍‌ ଧୋଇବା ଓ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ କରୁଥିବା ଦେଖାଯାଇଛି। ଗୋଟିଏ…

ନିଦ ଔଷଧ ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ

ନିଦ ଔଷଧ ସେବନକାରୀଙ୍କୁ ଏଣିକି ସତର୍କ ରହିବାକୁ ପଡ଼ିବ। ଏକ ଗବେଷଣାରୁ ଜଣାପଡ଼ିଛି, ଯେଉଁମାନେ ନିଦ ହେବାକୁ ପାୱାର୍‌ଫୁଲ୍‌ ଔଷଧ ସେବନ କରୁଛନ୍ତି, ସେମାନଙ୍କଠାରେ ଆଲଝେମିୟର୍‌ ଆଶଙ୍କା ଅନେକ ଗୁଣ ବଢ଼ିଯାଏ। ଗବେଷକଙ୍କ ଅନୁସାରେ, ଯେଉଁମାନେ ନିଦ ହେବାକୁ ସାମାନ୍ୟ ମାତ୍ରାଠୁ…

ଧୋନୀଙ୍କ ନାଁରେ ଚାଲିଛି ରେଷ୍ଟୁରାଣ୍ଟ: ପ୍ରଶଂସକଙ୍କୁ ମିଳୁଛି ମାଗଣା ଖାଦ୍ୟ

କୋଲକାତା, ୧୩।୬: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଏହି ବ୍ୟାଟ୍ସମ୍ୟାନ୍‌ଙ୍କ ଲୋକପ୍ରିୟତା ରହିଛି। ଧୋନୀଙ୍କ ଜଣେ ନିଆରା ପ୍ରଶଂସକ ହେଉଛନ୍ତି ଶମ୍ଭୁ। ସେ ପଶ୍ଚିମବଙ୍ଗର ଅଲ୍ଲୀପୁରଦ୍ୱାର ଜିଲାରେ ଏକ…

ଆରମ୍ଭ ହେଲା ରଜ ଉତ୍ସବ

ଆନନ୍ଦପୁର,୧୩ା୬(ସ୍ବ.ପ୍ର): ଘଷିପୁରା ଆଦର୍ଶ ସେବାସଂଘ ଆନୁକୂଲ୍ୟରେ ଆୟୋଜିତ ରଜ ଉତ୍ସବ ଗ୍ୟାରେଜ ଛକ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ସଂଘର ସଭାପତି ଯଜ୍ଞ ପ୍ରସାଦ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଘଷିପୁରାର ବରିଷ୍ଠ ନାଗରିକ କାମପାଳ ମହାରଣା, ମାଗୁଣି ଚରଣ ବେହେରା, ନନ୍ଦକିଶୋର…

ମିଟୂ: ତନୁଶ୍ରୀଙ୍କୁ ଝଟକା, ନାନାଙ୍କୁ କ୍ଲିନ୍‌ଚିଟ୍‌

ଅଭିନେତା ନାନା ପାଟେକରଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଝଟକା ଲାଗିଛି। ଏନେଇ ପୋଲିସ ନାନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିନାହିଁ। ଫଳରେ ସେ ଦୋଷମୁକ୍ତ ବୋଲି ପୋଲିସ କହିଛି। ସୂଚନାଯୋଗ୍ୟ, ମୁମ୍ବାଇ ଓସିୱାରା ବୋଲିସ ଷ୍ଟେଶନରେ…

ଜୁଲାଇ ୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ୧୪ରେ ଶେଷ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଆସନ୍ତା ଜୁଲାଇ ୮ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଏହା ୧୪ ତାରିଖରେ ଶେଷ ହେବ। ମାତ୍ର ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୬ ତାରିଖ ଯାଏଁ ଚାଲିବ। ସକାଳ ୯ଟାରୁ ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ପରୀକ୍ଷା…

ଫିଲ୍ମ ଷ୍ଟାଇଲରେ ପରସ୍ପରକୁ ଗୁଳି ମାରିଲେ ପ୍ରେମୀଯୁଗଳ

ଜୟପୁର,୧୩।୬: ରାଜସ୍ଥାନର ବାରମେର ଜିଲାରେ ଏଭ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମୀଯୁଗଳ ଫିଲ୍ମ ଷ୍ଟାଇଲରେ ପରସ୍ପରକୁ ଗୁଳି ମାରି ଆତ୍ମହତ୍ୟା କରିଛନ୍ତି। ମୃତକ ଦୁଇଜଣ ହେଲେ ଶଙ୍କର ଏବଂ ଅଞ୍ଜୁ। ଏନେଇ ପୋଲିସ ସୂଚନା ପାଇବା ପରେ…

ଶହୀଦଙ୍କ ପରିବାରଙ୍କୁ ୨୫ ଲକ୍ଷ ଟଙ୍କା ଓ ସରକାରୀ ଚାକିରି ଦେବେ ଯୋଗୀ ସରକାର

ଲକ୍ଷ୍ନୌ,୧୩।୬: ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଓ ଜଣଙ୍କୁ ସରକାରୀ ଚାକିରି ଯୋଗାଇ ଦେବାକୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏହାସହ ଯବାନଙ୍କ ସ୍ମୃତିରେ ଏକ ସଡ଼କର ନାମକରଣ ମଧ୍ୟ…

ବିଦେଶ ଗସ୍ତରେ ଥାଇ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ବିଶ୍‌କେକ୍‌/ଗାନ୍ଧୀନଗର,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗ ଦେବା ଲାଗି କିର୍‌ଗିଜସ୍ଥାନ ରାଜଧାନୀ ବିଶ୍‌କେକ୍‌ ଯାତ୍ରା କରିଛନ୍ତି। ହେଲେ ଏପଟେ ସାମୁଦ୍ରିକ ଝଡ଼ ‘ବାୟୁ’ ଗୁଜରାଟ ନିକଟବର୍ତ୍ତି ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ଥିବାରୁ…

ଦବଙ୍ଗ-୩ରେ ଆଇଟମ୍‌ ନଂ କରିବେ ଏହି ଅଭିନେତ୍ରୀ

‘ଭାରତ’ ବକ୍ସ ଅଫିସରେ ଧୂମ୍‌ ମଚାଇବା ପରେ ସୁପରଷ୍ଟାର ସଲମାନ ଖାନ୍‌ ଦବଙ୍ଗ-୩ ପାଇଁ ଶୁଟିଂ ଆରମ୍ଭ କରିଦେଇଛନ୍ତି। ତେବେ ଏହି ଫିଲ୍ମରେ ଆଇଟମ୍‌ ନଂରେ କିଏ କରିବ ତାକୁ ନେଇ ଯେଉଁ ଚର୍ଚ୍ଚା ଜୋର ଧରିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି।…

କେନ୍ଦ୍ରୀୟ ରାଜନୀତିରେ ଶିବରାଜଙ୍କ ଏଣ୍ଟ୍ରି: ମିଳିପାରେ ଗୁରୁ ଦାୟିତ୍ୱ !

ନୂଆଦିଲ୍ଲୀ,୧୩।୬: କେନ୍ଦ୍ରୀୟ ରାଜନୀତିରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ଏଣ୍ଟ୍ରି ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଗୁରୁଦାୟିତ୍ୱ ଦେବା ନେଇ ଚର୍ଚ୍ଚା ହେଉଛି। ଏବେ ତାଙ୍କୁ ସଦସ୍ୟତା ଅଭିଯାନ ସମିତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?