Home

ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ଭାଜପା

ନୂଆଦିଲ୍ଲୀ,୧୩।୬: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ଭାଜପା ଆସନ୍ତା ବିଧାନସଭା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ପାର୍ଟି ମୁଖ୍ୟାଳୟରେ ଗୁରୁବାର ଏକ ବୈଠକ ଆୟୋଜିତ ହୋଇଛି। ଏଥିରେ ବିଭିନ୍ନ…

ଗୁହାଳ ଖୋଜା

କଟକରେ ଏବେ ଗୁହାଳ ଖୋଜା ଚାଲିଛି। ସାଧାରଣତଃ ଗଁ।ଗହଳିରେ ବର୍ଷାଦିନ ପୂର୍ବରୁ ଜାଳକାଠକୁ ସାଇତି ରଖିବା ପାଇଁ ଲୋକେ ଭାଡ଼ି (ଅସ୍ଥାୟୀ କୁଡ଼ିଆ) ନିର୍ମାଣ କରିଥାନ୍ତି। ସେଥିରେ ଜାଳକୁ ବର୍ଷାଦାଉରୁ ରକ୍ଷା କରିଥାନ୍ତି। ଏହାବାଦ୍‌ ମୁଗ ବୋତି (ମୁଗ ଶୁଖିଲା ପତ୍ର)କୁ…

ଇଶ୍ୱରଙ୍କ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ନାମରେ ଶପଥ ନେଲେ ବିଧାୟକ

ବିଜୟଓ୍ବାଡା, ୧୩।୬: ଆନ୍ଧ୍ରପ୍ରଦେଶର ଜଣେ ନବନିର୍ବାଚିତ ବିଧାୟକ ଇଶ୍ୱରଙ୍କ ନାମରେ ନୁହେଁ, ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ନାମରେ ଶପଥ ନେଇ ଚର୍ଚ୍ଚାକୁ ଆସିଛନ୍ତି। ନେଲ୍ଲୋରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା କୋଟାମରେଡ୍ଡୀ ଶ୍ରୀଧର ରେଡ୍ଡୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ ହେବା ପାଇଁ…

ବାତ୍ୟା ବାୟୁର ପ୍ରଭାବ: ସୋମନାଥ ମନ୍ଦିରର ୧୧୫ ଫୁଟ ଉଚ୍ଚ ଶିଖରକୁ ଛୁଇଁଲା ଅଶାନ୍ତ ଜୁଆର

ଅହମ୍ମଦାବାଦ୍‌, ୧୩।୬: ବାତ୍ୟା ବାୟୁ ଗୁଜରାଟ ଉପକୂଳ ସୌରାଷ୍ଟ୍ରରେ ତାଣ୍ଡବ ରଚିଛି। ବାୟୁର ପ୍ରଭାବରେ ଏଠାରେ ସମୁଦ୍ର ଅଶାନ୍ତ ହୋଇ ଉଠିଛି। ଫଳରେ ଜୁଆର ସ୍ଥାନୀୟ ସୋମନାଥ ମନ୍ଦିରର ୧୫୫ ଉଚ୍ଚ ଶିଖରକୁ ଛୁଇଁଥିବା କୁହାଯାଉଛି। ପାହାଡ଼ ଉଚ୍ଚା ଜୁଆର ଦେଖି…

ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଭାରତ ପ୍ରେମ: କହିଲେ, ମୋଦି ଅଛନ୍ତି ତ ସବୁ ସମ୍ଭବ

ନ୍ୟୁୟର୍କ, ୧୩।୬: ଭାରତ ଏବଂ ଆମେରିକା ମଧ୍ୟରେ ଆଗକୁ ସମ୍ପର୍କ ଦୃଢ ହେବା ନେଇ ଆଶାବାଦୀ ଅଛନ୍ତି ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମପିଓ। ଇଣ୍ଡିଆ ଆଇଡିଆଜ୍‌ ସମିଟ୍‌କୁ ସମ୍ବୋଧିତ କରି ମାଇକ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି କହିଛନ୍ତି,…

ପଶ୍ଚିମବଙ୍ଗ ହିଂସାକୁ ନେଇ ରାଜ୍ୟପାଳ ଡାକିଲେ ସର୍ବଦଳୀୟ ବୈଠକ

କୋଲକାତା,୧୩।୬: ଲୋକ ସଭା ନିର୍ବାଚନ ସମୟରୁ ପଶ୍ଚିମବଙ୍ଗରେ ଲାଗି ରହିଥିବା ରାଜନୈତୀକ ହିଂସା ଥିମିବାର ନାଁ ନେଉନି। ଏହା ବେଳକୁ ବେଳ ଉଗ୍ର ହେଉଥିବାରୁ ରାଜ୍ୟପାଳ କେଶରି ନାଥ ତ୍ରିପାଠୀ ପ୍ରମୁଖ ରାଜନୈତୀକ ଦଳଙ୍କର ଏକ ବୈଠକ ଡକାଇଛନ୍ତି। ପତ୍ର ମାଧ୍ୟମରେ…

ପାନୀୟ ଜଳ, ବିଜୁଳି, ଡ୍ରେନେଜ ଉପରେ ପଞ୍ଚାୟତ ସମିତିର ଗୁରୁତ୍ୱ

ସଜନାଗଡ଼,୧୩ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ସାଧାରଣ ନିର୍ବାଚନ ପରେ ପ୍ରଥମଥର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଜାନକୀ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନୀଳଗିରି ବିଧାୟକ ଇଂ ସୁକାନ୍ତ…

ଭୋକିଲା ଗାଈ ଶବାଧାରରେ ସାମିଲ ହେଲେ ସାଧୁସନ୍ଥ

ଜୟପୁର, ୧୩।୬: ରାଜସ୍ଥାନ ବାରମେର ଜିଲାରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ଭୋକିଲା ଗାଈର ମୃତ୍ୟୁକୁ ବିରୋଧ ପ୍ରଦର୍ଶନ କରି ବହୁ ସାଧୁସନ୍ଥ ରାଜରାସ୍ତାକୁ ଓହ୍ଲାଇଛନ୍ତି। ବାରମେର ଏବଂ ଜାସଲମେର ଜିଲାରେ ଘାସ ଚାରା ଅଭାବ ଥିବାରୁ ଗାଈ ଏବଂ…

ସୁଧୁରୁନି ପାକିସ୍ତାନ: ୧୧ ମାସରେ କଶ୍ମୀରରେ ବଡ଼ ଧରଣର ୪ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୩।୬: ପାକିସ୍ତାନ ଭାରତ ଉପରେ ଦାଉ ସାଧୁଛି। ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନ ପଟୁ କୌଣସି ଆନ୍ତରିକତା ନାହିଁ। ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଓ ବାଲାକୋଟ୍‌ ଏୟାର ଷ୍ଟାଇକ୍‌ ପରେ ମଧ୍ୟ ପାକିସ୍ତାନ ସୁଧୁରି ପାରିନାହିଁ। ପୂର୍ବରୁ ପୁଲାଓ୍ବାମାରେ ଆତଙ୍କବାଦୀ…

୧ ବର୍ଷରେ ୫୨ଟି ସମୁଦ୍ର କୂଳ ସଫା କଲେ ୭୦ ବର୍ଷୀୟ ବୃଦ୍ଧା

ଯେଉଁ ବସୁଧା ଆମକୁ ବଞ୍ଚିବାକୁ ସମସ୍ତ ଉପାଦାନ ଦେଉଛି ତାକୁ ଏବଂ ତାହାର ପରିବେଶକୁ ସୁରକ୍ଷିତ ରଖିବା ହେଉଛି ଆମର ମୌଳିକ କର୍ତ୍ତବ୍ୟ। ତା’ର ଅବହେଳା କଲେ ତାହା ଅଧିକ କାଳ ତିଷ୍ଠି ରହିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏମିତି…

ହ୍ବିଲ୍‌ ଚେୟାରରେ ବସି କନ୍ୟା ସହ ଆହତ ବର ନେଲେ ସାତ ଫେରା

ଭୋପାଳ,୧୩।୬: ମଧ୍ୟପ୍ରଦେଶରେ ଏକ ବିବାହରେ ଅଜବ ଦୃଶ୍ୟ ଦେଖିବାକୁ ମିଳିିଛି। ସ୍ଥାନୀୟ ବ୍ୟାବରାଠାରେ ଥିବା ବିଠଲ୍‌ ବାଟିକାରେ ଅନୁଷ୍ଠିତ ବିବାହରେ ଆହତ ଅବସ୍ଥାରେ ବର ହ୍ବିଲ୍‌ ଚେୟାରରେ ବସି କନ୍ୟା ସହିତ ସାତ ଫେରା ନେଇଛନ୍ତି। ବର ଦିଲ୍ଲୀପ୍‌ଙ୍କର କନ୍ୟା ଦିପ୍ତୀ…

ମୁସଲମାନ୍‌ ଯୁବକଙ୍କୁ ବିବାହ କଲେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ: ସୁରକ୍ଷା ପାଇଁ କୋର୍ଟରେ ଆବେଦନ

ଚଣ୍ଡିଗଡ଼,୧୩।୬: ହରିୟାଣା ଯମୁନାନଗରରେ ଜଣେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ ପଡ଼ୋଶୀ ମୁସଲମାନ୍‌ ଯୁବକଙ୍କୁ ବିବାହ କରିଛନ୍ତି। ଏନେଇ ପିତାଙ୍କ ପକ୍ଷରୁ ତାଙ୍କ ଝିଅକୁ ଅପହରଣ କରାଯାଇଥିବା ମାମଲା ଦାଏର କରାଯାଇଛି। ତେବେ ଇତିମଧ୍ୟରେ ସ୍ଥାନୀୟ ପଞ୍ଜାବ-ହରିୟାଣା ହାଇକୋର୍ଟରେ ଯୁବତୀଙ୍କ ସୁରକ୍ଷା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?