Home

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ ହେଉଛି ଫେବୃଆରୀ ୭ରେ ଭାରତ ଏବଂ ଆମେରିକା ମଧ୍ୟରେ ଜାରି ହୋଇଥିବା ମିଳିତ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି ମାପଚୁପ । ଫାର୍ମହାଉସଟି ସରକାରୀ ଜମିକୁ ଆବଶ୍ୟକତାଠୁ ଅଧିକ ଜବରଦଖଲ କରିଥିବା ଅଭିଯୋଗ…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ ମୃତ୍ୟୁ ହୋଇଛି । ଆଉ କିଛି ଦିନ ପରେ ବିବାହ ହୋଇଥାନ୍ତା, ହେଲେ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ ଦୁଇ ଆୟୋଜକ (ଟିମ ଇଣ୍ଡିଆ ଏବଂ ଶ୍ରୀଲଙ୍କା) ସମେତ ପାଞ୍ଚଟି ଦେଶର ଦଳ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦ ରେ ଏକ କାରରେ ସିବିଏସଇ ଦଶମ ପରୀକ୍ଷା ଦେବାକୁ ଯିବା ବେଳେ ରାସ୍ତାରେ…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ ମ୍ୟାଚରେ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନୀତ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି । ବରିଷ୍ଠ ନାଗରିକମାନଙ୍କ ବିଭିନ୍ନ ଅବଦାନ, ଅଭିଜ୍ଞତା ଓ ଜ୍ଞାନକୁ ସାକାର କରିବା ପାଇଁ…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ ୨୫ ଲକ୍ଷ ୧୦ମ ଶ୍ରେଣୀରେ ଏବଂ ୧୮.୫ ଲକ୍ଷ ଦ୍ୱାଦଶ ଶ୍ରେଣୀରେ ପରୀକ୍ଷା…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି । ପଚରାଉଚରା ସମୟରେ, ଅଭିଯୁକ୍ତ ଚାଞ୍ଚଲ୍ୟକର ଖୁଲାସା କରିଛି । ପୋଲିସ ଅନୁଯାୟୀ, ଝିଅକୁ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର, ଆଟ୍‌ଲାଣ୍ଟିକ ଓ ଭାରତ ମହାସାଗରର କିଛି ଅଞ୍ଚଳରେ ଆଂଶିକ ସୂର୍ଯ୍ୟୋପରାଗ ଦେଖିବାକୁ ମିଳିବ।…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର (୧୬ ଫେବୃଆରୀ) ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସ୍ବଦେଶ ଫେରିଥିଲା। ତେଣୁ,…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣା ଦ୍ୱାରକା ଅଞ୍ଚଳରେ ଘଟିଥିଲା। ଦୁଇଟି କାର ଏବଂ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri