Home

ଏଇ ଭାରତରେ

ମାତ୍ର ୮୦ ବର୍ଗଫୁଟର ଘରେ ମାଇକ୍ରୋଗ୍ରୀନ ଚାଷ କରି ମାସକୁ ୫ ଲକ୍ଷ ଟଙ୍କାର ବ୍ୟବସାୟ କରୁଛନ୍ତି ପୂର୍ବତନ ବ୍ୟାଙ୍କ କର୍ମଚାରୀ ଅଜୟ ଗୋପୀନାଥ। ମାଇକ୍ରୋଗ୍ରୀନ୍‌ (ବିଭିନ୍ନ ଶସ୍ୟର ମଞ୍ଜିରୁ ଗଜା ହେବା ପରେ କଅଁଳ ଅବସ୍ଥାର ଛୋଟ ଗଛ)କୁ ବିଶେଷ…

ଦୁର୍ଜନକୁ ଦର୍ପଣ ଡର

ସାମାଜିକ କର୍ମୀ, ଓକିଲ ତଥା କନ୍ନଡ଼ ଲେଖିକା ବାନୁ ମୁସ୍ତାକ୍‌ଙ୍କ ‘ହାର୍ଟ ଲ୍ୟାମ୍ପ’ ମୁସ୍‌ଲିମ ଏବଂ ଦଳିତ ମହିଳାଙ୍କ ବାସ୍ତବିକ ଜୀବନକୁ ଆଲୋକପାତ କରୁଥିବା ଏକ ଆଇନା ବା ଦର୍ପଣ, ଯାହା ଧାର୍ମିକ ଅତ୍ୟାଚାର ଏବଂ ସାମାଜିକ ଅସମାନତା ଭଳି ବିଷୟବସ୍ତୁରେ…

ଆଜି ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଅଳଙ୍କାର

ପୁରୀ,୨୩ା୯(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଓ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀବିଗ୍ରହମାନଙ୍କ ଅଳଙ୍କାର ତଥା ମୂଲ୍ୟବାନ୍‌ ସାମଗ୍ରୀ ୨୩ ତାରିଖ ମଙ୍ଗଳବାର ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ଏହି ସମୟରେ ଅର୍ଥାତ୍‌ ମଙ୍ଗଳବାର…

ପାକିସ୍ତାନ ସହ ସାଉଦି ଆରବ

ହମାସକୁ ମୂଳପୋଛ କରିବା ଲକ୍ଷ୍ୟରେ ଦୀର୍ଘ ୨୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଗାଜା ଉପରେ ଇସ୍ରାଏଲ ସାମରିକ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି। ଏପରିକି ଏହାର ନେତାମାନେ ଯେଉଁ ସବୁ ଦେଶରେ ରହୁଥିବା ଇସ୍ରାଏଲ ଖବର ପାଉଛି ସେହିସବୁ ରାଷ୍ଟ୍ର ଭିତରେ…

ପ୍ରଗତିକୁ ତ୍ୱରାନ୍ବିତ କରିବ

ନୂଆଦିଲ୍ଲୀ,୨୩ା୯: କେନ୍ଦ୍ର ସରକାର ଦ୍ରବ୍ୟ ଓ ସେବା ଟିକସରେ ଆଣିଥିବା ସଂସ୍କାର (ଜିଏସ୍‌ଟି ୨.୦) ସୋମବାରରୁ ଲାଗୁ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକମାନଙ୍କୁ ଏକ ଖୋଲାଚିଠି ଜରିଆରେ ଏହାକୁ ‘ଜିଏସ୍‌ଟି ସଞ୍ଚୟ ଉତ୍ସବ’ କହିବା ସହ ଉଚ୍ଚ…

ଏମିରେଟ୍ସ ବିମାନରୁ ଓହ୍ଲାଇ ପଡ଼ିଲେ ଭାରତୀୟ ଯାତ୍ରୀ

ଓ୍ବାଶିଂଟନ୍‌, ୨୩ା୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପକ୍ଷରୁ ଏଚ୍‌-୧ବି ଓ୍ବର୍କର ଭିଜାର ନୂତନ ଆବେଦନକାରୀଙ୍କ ପାଇଁ ଫିକୁ ୧ ଲକ୍ଷ ଡଲାର ବୃଦ୍ଧିର ନିର୍ଦ୍ଦେଶ ପରେ ସେଠାରେ ଥିବା ଭାରତୀୟଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ଏହି ଘୋଷଣାର ଠିକ୍‌ ପରେ…

୭ ଦିନ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୨୩ା୯ (ବନ୍ଦନା ସେଠୀ):ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ପଛକୁ ପଛ ୩ ଲଘୁଚାପ ଚିନ୍ତା ବଢ଼ାଇଛି। ଆସନ୍ତା ୭ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଦଶହରା ଫିକା ପଡ଼ିବ ବୋଲି କୁହାଯାଉଛି।…

ନବୀନଙ୍କ ସ୍ବାସ୍ଥ୍ୟକୁ ନେଇ ଉଠିଲା ଝଡ଼: ଚିହିଁକି ଉଠିଲା ବିଜେଡି

ଭୁବନେଶ୍ୱର,୨୩ା୯(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା କିଛିଦିନ ତଳେ ଖରାପ ଥିଲା। ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ତାଙ୍କୁ ଦେଖିବା ପାଇଁ ସବୁ ଦଳର ନେତା, ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ସମସ୍ତେ ଯାଇଥିଲେ। ପ୍ରଧାନମନ୍ତ୍ରୀ…

ଅରୁଣାଚଳକୁ ପ୍ରଧାନମନ୍ତ୍ରୀଙ୍କ ୫,୧୦୦ କୋଟିର ପ୍ରକଳ୍ପ

ଇଟାନଗର,୨୩ା୯(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅରୁଣାଚଳପ୍ରଦେଶରେ ୫,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ଉନ୍ମୋଚନ କରିଛନ୍ତି। ସେଥିରେ ୨ଟି ବୃହତ୍‌ ଜଳବିଦ୍ୟୁତ୍‌ ପ୍ରକଳ୍ପ ରହିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ କଂଗ୍ରେସକୁ ସମାଲୋଚନା କରି ଉକ୍ତ ଦଳ କ୍ଷମତାରେ ଥିବାବେଳେ…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ବରଦାନ ଗାଜର, ନିୟନ୍ତ୍ରଣରେ ବି ରହିବ ବ୍ଲଡ୍‌ପ୍ରେସର

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଭିଟାମିନ୍ସ, ଫାଇବର୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରିହୋଇ ରହିଛି। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ଅସ୍ଥି ଓ ମଜ୍ଜାକୁ ଶକ୍ତ କରିଥାଏ। ତେବେ ଏହାର ଆଉ…

ବିଭିନ୍ନ ଦାବି ନେଇ ମିଶନ ଶକ୍ତି, ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟରେ ଝୁଲିଲା ତାଲା

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର କାର୍ଯ୍ୟରତ ଏମ୍‌ବିକେ, ସି୍‌ଆର୍‌ପିସିଏମ୍‌, ବ୍ୟାଙ୍କ, କୃଷି ଓ ପ୍ରାଣୀ ମିତ୍ରମାନେ ୭ଦଫା ଦାବି ନେଇ ତୁମୁଡିବନ୍ଧ ବ୍ଲକସ୍ଥିତ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟକୁ ତାଲା ପକାଇବା ସହ…

ଗୋଟିଏ ସପ୍ତାହରେ କଳିଙ୍ଗାଘାଟିରେ ୨ ଥର ଭୂସ୍ଖଳନ, ଧୋଇଗଲା ମରାମତି କାର୍ଯ୍ୟ

ଦାରିଙ୍ଗବାଡ଼ି,୨୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ କଳିଙ୍ଗାଘାଟିରେ ପୁଣି ଥରେ ଭୂସ୍ଖଳନ ହୋଇଛି। ଗତ ୧୬ ତାରିଖ ମଧ୍ୟାହ୍ନରେ ଭୂସ୍ଖଳନ ହୋଇଥିଲା। ସୋମବାର ପ୍ରବଳ ବାଦଲ ଫଟା ବର୍ଷାରେ ପୂର୍ବରୁ ଭୂସ୍ଖଳନ ହୋଇଥିବା ସ୍ଥାନ ମରାମତି ଚାଲିଥିବାବେଳେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?