Home

୨ ଭାରତୀୟ ଇଞ୍ଜିନିୟରଙ୍କୁ ଆଇଜି ନୋବେଲ

ନୂଆଦିଲ୍ଲୀ, ୨୨ା୯: ଜୋତା ଷ୍ଟାଣ୍ଡରୁ ଦୁର୍ଗନ୍ଧ କମାଇବା ଗବେଷଣା ପାଇଁ ୨ ଭାରତୀୟ ଇଞ୍ଜିନିୟର ଆଇଜି ନୋବେଲ ପୁରସ୍କାର ଜିତିଛନ୍ତି। ଉତ୍ତରପ୍ରଦେଶର ଗ୍ରେଟର ନଏଡାସ୍ଥିତ ଶିବ ନାଦର ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ବିକାଶ କୁମାର ଓ ତାଙ୍କ ଛାତ୍ର ତଥା ରିସର୍ଚ୍ଚର…

ଆମେରିକାରେ ପାଠପଢ଼ା ପ୍ରତି ଭାରତୀୟଙ୍କ ଅନାଗ୍ରହ

ନୂଆଦିଲ୍ଲୀ, ୨୨ା୯ (ପି.ଟି.): ଭାରତୀୟ ଛାତ୍ରୀଛାତ୍ରଙ୍କ ବିଦେଶରେ ପଢ଼ିବା ଆଗ୍ରହରେ ପରିବର୍ତ୍ତନ ଆସିଛି। ଆଇଡିପି ଏଜୁକେଶନ ପକ୍ଷରୁ ରବିବାର ଜାରି ରିପୋର୍ଟ ଅନୁଯାୟୀ, ଭାରତୀୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆମେରିକାରେ ପାଠପଢ଼ା ସମ୍ପର୍କିତ ତଥ୍ୟ ଖୋଜିବା ହାର ବର୍ଷକ ମଧ୍ୟରେ ୪୬.୪% ହ୍ରାସ…

ଲୋକଙ୍କ ଜୀବନ ସହ ଖେଳୁଛି ଆଇପିଏଲ୍‌: ଭୟରେ ଲୋକେ

ଭବାନୀପାଟଣା,୨୨ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଥିବା ଆଇପିଏଲ୍‌ (ଇଣ୍ଡିଆନ ପଟାସ୍‌ ଲିମିଟେଡ) କମ୍ପାନୀ ସ୍ଥାନୀୟ ଲୋକଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗ ହୋଇଛି। ଅଞ୍ଚଳବାସୀ ଏହାର ପ୍ରତିବାଦ କରି ଆନ୍ଦୋଳନ କରିବା ପରେ ମଧ୍ୟ କମ୍ପାନୀ କର୍ତ୍ତୃପକ୍ଷ…

ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ କରାଇଛି: ୪୦ ଥର କହିଲେଣି ଟ୍ରମ୍ପ୍‌

ନ୍ୟୁୟର୍କ/ଓ୍ବାଶିଂଟନ୍‌,୨୨ା୯: ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରି ଯୁଦ୍ଧ ବନ୍ଦ କରାଇଥିବା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣି ଦୋହରାଇଛନ୍ତି। ଏଥିସହ ସେ ୭ ଯୁଦ୍ଧ ବନ୍ଦ କରାଇଥିବାରୁ ତାଙ୍କୁ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯିବା ଉଚିତ…

ନୂଆପଡ଼ାକୁ ଥରେ କି ଦୁଇଥର ନୁହେଁ, ବାରମ୍ବାର ଆସିବି: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆପଡ଼ା, ୨୨ା୯ (ରବିନାରାୟଣ ଜେନା/ ମକାରୁ ବେମାଲ):ନୂଆପଡ଼ାକୁ ଥରେ କି ଦୁଇଥର ନୁହେଁ, ବାରମ୍ବାର ଆସିବି। ନୂଆପଡ଼ାର ସର୍ବାଙ୍ଗୀନ ବିକାଶ ମୋର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏଫ୍‌ସିଆଇ ଗୋଦାମ ପରିସର…

୧୦ ବର୍ଷରେ ଖର୍ଚ୍ଚ ୨.୫ ଗୁଣ ବଢ଼ିଛି

ନୂଆଦିଲ୍ଲୀ,୨୨ା୯ (ପି.ଟି.): କର୍ମଚାରୀଙ୍କୁ ବେତନ ଓ ପେନ୍‌ସନ ପ୍ରଦାନ ଏବଂ ସୁଧ ପୈଠ କରିବାରେ ରାଜ୍ୟଗୁଡ଼ିକର ଖର୍ଚ୍ଚ ୧୦ ବର୍ଷ ମଧ୍ୟରେ ୨.୪୯ ଗୁଣ ବୃଦ୍ଧି ପାଇଛି। ୨୦୧୩-୧୪ ଆର୍ଥତ୍କ ବର୍ଷରେ ଏ ବାବଦ ରାଜ୍ୟଗୁଡ଼ିକର ମୋଟ ଖର୍ଚ୍ଚ ୬,୨୬,୮୪୯ କୋଟି…

ଏଚ୍‌୧ବି ଭିଜା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତୀୟ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ବସାଇବା ପରେ ଏବେ ଏଚ୍‌୧ବି ଭିଜା ଦେୟ ଅସମ୍ଭବ ସ୍ତର ଯାଏ ବଢ଼ାଇ ବିଦେଶ ଯାଇ ଅର୍ଥ ଅର୍ଜନ କରିବାକୁ ଚାହୁଁଥିବା ଭାରତୀୟଙ୍କ ସ୍ବପ୍ନକୁ ଭାଙ୍ଗି ଦେଇଛନ୍ତି।…

ଆଜିଠୁ ‘ଜିଏସ୍‌ଟି ସଞ୍ଚୟ ଉତ୍ସବ’ ଆରମ୍ଭ: ଏସବୁ ଜିନିଷ ହୋଇଯିବ ଶସ୍ତା/ମହଙ୍ଗା

ନୂଆଦିଲ୍ଲୀ,୨୨ା୯(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି, ସୋମବାର ନବରାତ୍ରିର ପ୍ରଥମ ଦିବସ। ଏହି ଦିନଠାରୁ ଏକ ‘ଜିଏସ୍‌ଟି ସଞ୍ଚୟ ଉତ୍ସବ’ ଆରମ୍ଭ ହେବ। ଅଧିକାଂଶ ଲୋକଙ୍କ ପାଇଁ ଆୟକର ଛାଡ଼ ସହ ଏହା ଡବଲ ଲାଭ…

ଶୈଳପୁତ୍ରୀ ବେଶରେ ମା’ ସମଲେଶରୀ: ମନ୍ଦିରରେ ଭକ୍ତଙ୍କ ସମାଗମ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶରୀ ସୋମବାର ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି । ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ…

ପାକିସ୍ତାନକୁ ନେଇ ବଡ଼ କଥା କହିଦେଲେ ସୂର୍ଯ୍ୟକୁମାର: ବିଶ୍ୱରେ ଖେଳିଗଲା…

ଆବୁଧାବି, ୨୨।୯: ରବିବାର ଏଠାରେ ଅନୁଷ୍ଠିତ ଏସିଆ କପ ଟି-୨୦ କ୍ରିକେଟ ଟୁର୍ନାମେଣ୍ଟର ସୁପର ଫୋର୍‌ ପର୍ଯ୍ୟାୟରେ ପାକିସ୍ତାନ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଏହି ବିଜୟ ପରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ କହିଛନ୍ତି, ଦଳ ଏହାର…

GST ହ୍ରାସ ଦେଶର ଅର୍ଥନୀତିକୁ କରିବ ସୁଦୃଢ଼, ଦୀପାବଳି ପୂର୍ବରୁ ଶସ୍ତା ଜିନିଷ କିଣିବେ ଲୋକେ, ବିଧାୟକ କହିଲେ…

ଭଞ୍ଜନଗର,୨୧ା୯(ବାବୁଲା ପ୍ରଧାନ): କେନ୍ଦ୍ର ସରକାର GSTରେ ସଂସ୍କାର ଆଣିଛନ୍ତି। ଯାହାକି ଏକ ଯୁଗାନ୍ତକାରୀ ପଦକ୍ଷେପ। ଜିଏସ୍‌ଟି ହ୍ରାସ ଦେଶର ଅର୍ଥନୀତିକୁ ସୁଦୃଢ଼ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହିଭଳି ଯୁଗାନ୍ତକାରୀ ପଦକ୍ଷେପ ଦ୍ବାରା ସାଧାରଣଜନତା ତାହାର ସୁଫଳ ପାଇବେ। ଏଣିକି ଦୁଇ…

ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: GST ସଂସ୍କାର ନେଇ ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଉଦ୍‌ବୋଧନରେ GST ସଂସ୍କାର ନେଇ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୨୨ ତାରିଖରୁ ଦେଶର ସବୁ ବର୍ଗର ଲୋକେ GST ସଂସ୍କାର ଦ୍ବାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?