Home

ଧର୍ମଶାଳା ରାଜନୀତି ସରଗରମ: ପ୍ରଥମଥର ଏକାଠି ବସିଲେ ବିଧାୟକ, ବ୍ଲକ୍‌ ଅଧ୍ୟକ୍ଷ

ଧର୍ମଶାଳା/କାଏମା,୨୬ା୨(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି):ଧର୍ମଶାଳା ପଞ୍ଚାୟତ ସମିତିର ୯ମ ସାଧାରଣ ଅଧିବେଶନ ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଥମ ଥର ଏକାଠି ବସିଛନ୍ତି ବିଧାୟକ ହିମାଂଶୁ ଶେଖର ସାହୁ ଓ ବ୍ଲକ୍‌ ଅଧ୍ୟକ୍ଷ ପ୍ରଭାତ।…

୨୮ରୁ ବଢ଼ିବ ତାତି: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ହେବନାହିଁ ପାଣିପାଗରେ ବିଶେଷ ପରିବର୍ତ୍ତନ

ଭୁବନେଶ୍ୱର,୨୬ା୨(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୮ ତାରିଖରୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ। ମଙ୍ଗଳବାର…

ମାଛଧରା ବିବାଦ

ଅନ୍ତର୍ଜାତୀୟ ସାମୁଦ୍ରିକ ସୀମାରେଖା (ଆଇଏମ୍‌ବିଏଲ୍‌) ଡେଇଁ ଭାରତୀୟ ମତ୍ସ୍ୟଜୀବୀ ଶ୍ରୀଲଙ୍କା ଜଳରାଶି ଭିତରକୁ ପ୍ରବେଶ କରିବା ସାଧାରଣ ଘଟଣାରେ ପରିଣତ ହୋଇଯାଇଛି। ନିକଟରେ ବେଆଇନ ମାଛ ଧରିବାକୁ ଚାଲିଯାଇଥିବା ୩୨ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଶ୍ରୀଲଙ୍କା କର୍ତ୍ତୃପକ୍ଷ ଗିରଫ କରିଥିବା ବେଳେ ୫…

ସକାଳୁ ସକାଳୁ ଭୟଙ୍କର ଭୂମିକମ୍ପ: ଭୟରେ ଦୌଡିଲେ ଲୋକେ

ଦୁବାଇ,୨୫।୨: ସକାଳୁ ସକାଳୁ ଥରିଲା ଇଣ୍ଡୋନେସିଆ। ଇଣ୍ଡୋନେସିଆର ଉତ୍ତର ସୁଲାୱେସି ପ୍ରଦେଶର ଉପକୂଳରେ ୬.୧ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଅନୁଭବ କରିବା ମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂମିକମ୍ପରେ ହୋଇଥିବା କ୍ଷୟକ୍ଷତି…

୩୦ ଦିନ ମଧ୍ୟରେ ପତନ ହେବ ଟ୍ରମ୍ପଙ୍କ ସରକାର, ଆସିଲା ବଡ଼ ଭବିଷ୍ୟବାଣୀ, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୨୬।୨: ଜାନୁଆରୀ ୨୦ ତାରିଖରେ ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେଇଥିଲେ। ଏହା ପରେ ସେ ଅନେକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଚନ୍ତି, ଯାହାର ପ୍ରଭାବ କେବଳ ଆମେରିକାରେ ନୁହେଁ ବରଂ ଭାରତ…

ରାଜ୍ୟରେ ବଢ଼ୁଛି ସାଇବର ଅପରାଧ: ଡିଜିଟାଲ୍‌ ଆରେଷ୍ଟର ଶିକାର ହେଲେ କୁଳପତି

ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)/ଭୁବନେଶ୍ୱର(ସୁନିତ୍‌ ମିଶ୍ର),୨୬ା୨:ଗଞ୍ଜାମ ଜିଲାରେ ସାଇବର ଅପରାଧୀମାନେ ଜାଲ ବିଛାଇ ଚାଲିଛନ୍ତି। ବିଭିନ୍ନ ଆଳରେ ଏହି ଅଦୃଶ୍ୟ ଠକ ଗ୍ୟାଙ୍ଗ୍‌ ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକି ନେଉଛନ୍ତି। ସେ ଛାତ୍ର ହୁଅନ୍ତୁ କିମ୍ବା ଚାକିରିଆ କେହି ବି…

ସ୍ବାମୀଙ୍କ ଭର୍ଚୁଆଲ ବୁଡ଼:ସଙ୍ଗମରେ ମୋବାଇଲ ବୁଡ଼ାଇଲେ ସ୍ତ୍ରୀ

ପ୍ରୟାଗରାଜ,୨୬ା୨:ପ୍ରୟାଗରାଜରେ ଦେଢ଼ ମାସ ଧରି ଚାଲିଥିବା ମହାକୁମ୍ଭ ମେଳା ବୁଧବାର ମହାଶିବରାତ୍ରି ଅବସରରେ ଶେଷ ହେବ। ଏହି ମେଳାରେ ଦେଶ ବିଦେଶରୁ ବହୁ ଶଦ୍ଧାଳୁ ଯୋଗଦେବା ସହ ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇ ପବିତ୍ର ସ୍ନାନ କରିଥିଲେ। ଏହାରି ମଧ୍ୟରେ…

ପିଡିଏସ୍‌ ସାମଗ୍ରୀ ପାଇଁ ହିତାଧିକାରୀ ହନ୍ତସନ୍ତ:ଟଙ୍କିକିଆ ଚାଉଳ ପାଇଁ ଖର୍ଚ୍ଚାନ୍ତ

ଭବାନୀପାଟଣା,୨୬।୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ଏନଏସିରେ ପିଡିଏସ୍‌ ସାମଗ୍ରୀ ପାଇଁ ହିତାଧିକାରୀମାନେ ଏବେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଯାହାକୁନେଇ ସେମାନଙ୍କ ମଧ୍ୟରେ ତୀବ୍ର ଉଦବେଗ୍‌ ପ୍ରକାଶ ପାଇଛି। ଜୁନାଗଡ ଏନଏସିରେ ୧୨ଟି ୱାର୍ଡ ଥିବାବେଳେ ଏଥିରେ ୪୦୬୭ ଜଣ…

Shashi Tharoor: କେରଳର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଶଶି ଥରୁର! ରାହୁଲ ଗାନ୍ଧୀ କ’ଣ ଚାହୁଁଛନ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୨: କଂଗ୍ରେସ ଏମ୍‌ପି ଶଶି ଥରୁର ଆଜିକାଲି ଏପରି ଏକ ନାମ, ଯାହା ବାମ ଦଳଠାରୁ ଆରମ୍ଭ କରି ଭାଜପା ପର୍ଯ୍ୟନ୍ତ ଚର୍ଚ୍ଚାରେ ରହିଛି। ପ୍ରକୃତରେ, ସେ କଂଗ୍ରେସ ଦଳ ଉପରେ କ୍ରୋଧିତ ଏବଂ ସେ ଏହାର ସୂଚନା ବାରମ୍ବାର ଦେଉଛନ୍ତି।…

ମୁଖ୍ୟ ଡାକ୍ତରଖାନା, ମିଳୁନି ସର୍ବନିମ୍ନ ସ୍ବାସ୍ଥ୍ୟସେବା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ରେ ଜିଲା ମୁଖ୍ୟ ଡାକ୍ତରଖାନା ରହିଛି। ସହର ମଧ୍ୟରୁ ଏହି ଡାକ୍ତରଖାନାକୁ ଉଠାଇ ସେଠାରେ ନୂତନ ଭାବେ ନିର୍ମାଣ କରାଯାଇଛି। ତେବେ ପୁରୁଣା ମୁଖ୍ୟ ଡାକ୍ତରଖାନା ଭଳି ନୂତନ ମୁଖ୍ୟ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ମିଳୁ ନଥିବା…

ପ୍ରୟାଗରାଜରେ ବୁଡ଼ ପକାଇଲେ ରାଜ୍ୟପାଳ

ଭୁବନେଶ୍ୱର,୨୫ା୨(ସୁଚିସ୍ମିତା ସାହୁ): ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ଫାଷ୍ଟଲେଡି ଜୟଶ୍ରୀ କମ୍ଭମପାଟି ମଙ୍ଗଳବାର ପ୍ରୟାଗରାଜ ତ୍ରିବେଣୀ ସଙ୍ଗମସ୍ଥଳରେ ବୁଡ଼ ପକାଇବା ସହ ପୂଜାର୍ଚ୍ଚନା କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ…

୨୮ରୁ ବଢ଼ିବ ତାତି

ଭୁବନେଶ୍ୱର,୨୫ା୨(ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୮ ତାରିଖରୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri